kanika odisha

କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଓ ମହିଳା ଶସକ୍ତିକରଣରେ ନବୀନ ପଟ୍ଟନାୟକ ଶତାଦ୍ଦି ପୁରୁଷ ହୋଇ ରହିବେ

କେନ୍ଦ୍ରାପଡ଼ା,୧୬ା୭: କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରୀୟ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଇଛାପୁରସ୍ଥିତ ଶ୍ୟାମକାଳୀ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରାଙ୍କ...

୨୦୨୪ ପୂର୍ବରୁ ମଦ ବିରୋଧୀ ଆନ୍ଦୋଳନ ଚୂଡାନ୍ତ ରୂପ ନେବ , ନିଶା ନିବାରଣ ଅଭିଯାନର ଜିଲ୍ଲା ବୈଠକରେ ନିଷ୍ପତ୍ତି

କେନ୍ଦ୍ରାପଡ଼ା,୧୬ା୭: ରାଜ୍ୟରେ ବିଭିନ୍ନ ପ୍ରକାର ଅପରାଧିକ କାର୍ଯ୍ୟକଳାପ ସାଙ୍ଗକୁ ସଡକ ଦୁର୍ଘଟଣା ଜନିତ ଜୀବନ ହାନୀ ଓ ଅନେକ ସାମାଜିକ ସମସ୍ୟା ବହୁ ପରିମାଣରେ ବଢି ଚାଲିଥିବା...

ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି

ପଟ୍ଟାମୁଣ୍ଡାଇ ୧୫.୭-ପଟ୍ଟାମୁଣ୍ଡାଇ ବ୍ଲକରେ ବିଭିନ୍ନ ବିଦ୍ୟାଳୟରେ ଲାଗିରହିଥିବା ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଆଜି ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ ତାଲା ପକାଇ ଗଣ ଧାରଣାରେ ବସିଲେ ଅଭିଭାବକ...

ମାନବ ସମ୍ବଳର ବିକାଶ ପାଇଁ ଦକ୍ଷତା ବୃଦ୍ଧି ଅପରିହାର୍ଯ୍ୟ: ଅତିରିକ୍ତ ଜିଲ୍ଲାପାଳ

କେନ୍ଦ୍ରାପଡ଼ା,୧୫ା୭: ଦକ୍ଷତାର ବୃଦ୍ଧି ହେଲେ କେବଳ ମାନବ ସମ୍ବଳର ବିକାଶ ହୁଏନି ବରଂ ପ୍ରଗତିର ନନ୍ଦିଘୋଷ ହୁଏ ଦୃପ୍ତ । ସମାଜରେ ଆସେ ବ୍ୟାପକ ରୂପାନ୍ତର ।...

ବୃଦ୍ଧାଙ୍କୁ ଦୁଷ୍କର୍ମ ଘଟଣା  ; ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଜଣେ ୮୦ ବର୍ଷିୟା ବୃଦ୍ଧାଙ୍କୁ ଝିଅ ଘରେ ଛାଡ଼ି ଦେବା ବାହାନା ଦେଖାଇ ବାଇକ୍‌ରେ ନେଇ ବଳାତ୍କାର କରି ଫେରାର ହୋଇଯାଇଥିବା ଘଟଣାକୁ ଏକମାସରୁ ଅଧିକ ହୋଇଥିଲେ...

ଆସନ୍ତା ୨୫ ତାରିଖରୁ ବ୍ଲକ ସ୍ତରୀୟ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା,୧୫ା୭: ଆସନ୍ତା ୨୫ତାରିଖରୁ ଜିଲ୍ଲାର ବିଭିନ୍ନ ବ୍ଲକରେ ବ୍ଲକ ସ୍ତରୀୟ ପରାମର୍ଶ ଶିବିର(ଦକ୍ଷତା ମେଳା) ଅନୁଷ୍ଠିତ ହେବ । ଓଡିଶା ଦକ୍ଷତା ପ୍ରାଧିକରଣ ଓ କେନ୍ଦ୍ରାପଡା ଜିଲ୍ଲା...

କଂଗ୍ରେସ ଘେରିଲା କେନ୍ଦ୍ରାପଡା ବ୍ଲକ

କେନ୍ଦ୍ରାପଡା ୧୪/୭- କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ ବ୍ଲକରେ ଆଖିବୁଜା ଦୁର୍ନିତି ଓ ସରକାରୀ ଯୋଜନାରେ ରାଜନୈତିକ ବାଛବିଚାର ପ୍ରତିବାଦରେ ଶୁକ୍ରବାର କେନ୍ଦ୍ରାପଡା ବ୍ଲକ...

ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ଲୋକପ୍ରିୟ ବରିଷ୍ଠ ଆଇନଜୀବୀଙ୍କ ତୈଳଚିତ୍ର ଉନ୍ମୋଚିତ

କେନ୍ଦ୍ରାପଡ଼ା, ୧୪ା୭ : କେନ୍ଦ୍ରାପଡା ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ପାଠାଗାର ପରିସରରେ ଦୁଇ ଲୋକପ୍ରିୟ ବରିଷ୍ଠ ଆଇନଜୀବୀ ସ୍ୱର୍ଗତ ରାଜେନ୍ଦ୍ର ଚନ୍ଦ୍ର ମହାନ୍ତି ଓ ସ୍ୱର୍ଗତ...

ଅନନ୍ୟା ସ୍ଥିତପ୍ରଜ୍ଞI ସି ସି ଆର ଟି ବୃତ୍ତି ପାଇଁ ଯୋଗ୍ୟବିବେଚିତ

ଓଡିଶାର ସୁନାମଧନ୍ୟ ପଞ୍ଚକଳା ପ୍ରତିଷ୍ଠାନ ଗୋପାଳ ଦାସ ସ୍ମାରକୀ କଳାମନ୍ଦିର(ଗଡ଼ମେକର ),ନସିପୁର (ପଟ୍ଟାମୁଣ୍ଡାଇ )ର ଛାତ୍ରୀ ତଥା ବାଲିପଡ଼ା ଗ୍ରାମର ଶିକ୍ଷକ ଅଶୋକ କୁମାର ସାହୁ ଓ...

ଦିହୁଡିପୁର ସମିତିସଭ୍ୟ ପାଇଁ କଂଗ୍ରେସର ପ୍ରାର୍ଥୀପତ୍ର ଦାଖଲ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଅଗଷ୍ଟ ମାସ ୯ ତାରିଖ ଦିନ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି...

ନୂଆ ବସଷ୍ଟାଣ୍ଡରେ ଜବରଦଖଲ ଉଛେଦ କଲା ପୈାରପାଳିକା ଦୀର୍ଘ ୨୫ବର୍ଷରୁ ଉର୍ଦ୍ଧ୍ୱ ଜବରଦଖଲ କରିଥିଲେ

କେନ୍ଦ୍ରାପଡ଼ା, ୧୩ା୭ : ତିନିମୁହାଣି- ଅଙ୍ଗୁଳେଇ ରାସ୍ତାର ନୁଆ ବସଷ୍ଟାଣ୍ଡ ନିକଟସ୍ଥ ମୁଖ୍ୟ ରାସ୍ତା କଡରେ ଥିବା ଶ୍ରୀଗୋବିନ୍ଦଜୀଉଙ୍କ ଜମିକୁ ଦୀର୍ଘ ୨୫ବର୍ଷ ଧରି ଜବରଦଖଲରେ ଦୋକାନ...

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

କେନ୍ଦ୍ରାପଡ଼ା, ୧୩ା୭ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ...

ବିଳମ୍ବିତ ବର୍ଷା ସାଂଗକୁ କେନାଲ ଶୁଖିଲା , ପଛେଇଛି ଚାଷ କାର୍ଯ୍ୟ, ଚିନ୍ତାରେ ଚାଷୀ

କେନ୍ଦ୍ରାପଡା ୧୩ା୭- ଚଳିତ ବର୍ଷ ବିଳମ୍ବିତ ବର୍ଷା ଯୋଗୁଁ ପଟ୍ଟାମୁଣ୍ଡାଇ ଅଂଚଳରେ ଚାଷ କାର୍ଯ୍ୟ ପଛେଇ ଯାଇଛି । ବର୍ତମାନ ଯେଉଁଠି ରୁଆ ବିହୁଡା ହେବା କଥା...

କୃଷି ଉତ୍ପାଦ ପାଇଁ ଜଳ ପରିଚାଳନା ବଡ଼ ସମସ୍ୟା,ସ୍ଥାଣୁ ପଲିଟିଛି ଦୁଇ ବିଭାଗ

କୃଷି ଆମର ଅର୍ଥନୀତିର ମୂଖ୍ୟ ଆଧାର । ଆମ ରାଜ୍ୟ ଏକ କୃଷି ଭିତିକ ରାଜ୍ୟ ହୋଇଥିବା ବେଳେ ବହୁଲୋକ କୃଷି ଉପରେ ନିର୍ଭରଶୀଳ । ରାଜ୍ୟର...

ସଂଜୀବନୀ ବିଦ୍ୟା ମନ୍ଦିରରେ ବନ ମହୋତ୍ସବ

କେନ୍ଦ୍ରାପଡା ୧୨/୭- କେନ୍ଦ୍ରାପଡା ସହର ଉପଖଣ୍ଡ ଗୁଲନଗରସ୍ଥିତ ସଂଜୀବନୀ ବିଦ୍ୟାମନ୍ଦିର ପରିସରରେ ବନ ମହୋତ୍ସବ ପାଳନ ଅବସରରେ ବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ଚିତ୍ତରଞ୍ଜନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଦ୍ୟାଳୟ...

ଡେଙ୍ଗୁ ଓ ମାଲେରିଆ ରୋଗମୁକ୍ତ କେନ୍ଦ୍ରାପଡ଼ା ଆମର ଲକ୍ଷ୍ୟ: ସିଡିଏମ୍‌ଓ

କେନ୍ଦ୍ରାପଡ଼ା,୧୨୭ -ମୌସୁମୀ ବର୍ଷା କେବଳ ଚାଷ ପାଇଁ ଅନୁକୂଳ ସୁଯୋଗ ସୃଷ୍ଟି କରିନଥାଏ ବରଂ ମଶାର ବଂଶ ବୃଦ୍ଧି ପାଇଁ ସହାୟକ ହୋଇଥାଏ । ତେଣୁ ମଶାର...

ଦୁଇଟି ସନ୍ତାନ ଆଇନ ଲାଗୁ କରିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା ୧୨/୭(ପିଏନଏସ)- ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ଓଡିଶା କେନ୍ଦ୍ରାପଡା ଜିଲ୍ଲା ଶାଖା ତରଫରୁ ଫାଉଣ୍ଡେସନର ଜିଲ୍ଲା ସଭାପତି ପବିତ୍ର ପରିଡା, ଜିଲ୍ଲା କାର୍ଯ୍ୟକାରିଣୀ ସଭ୍ୟ ମନିନ୍ଦ୍ର ରାଉତ,...

ଜିଲ୍ଲାର ୬୬୨ ବର୍ଗ ଅଧ୍ୟାପକ ଓ କର୍ମଚାରୀ ସଂଘର ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା ଜିଲ୍ଲା ୬୬୨ ବର୍ଗ (ଯୁକ୍ତଦୁଇ ଓ ଯୁକ୍ତତିନି) ମହାବିଦ୍ୟାଳୟ ସଂଘ ତରଫରୁ ଅଧ୍ୟାପକମାନେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଧାରଣା ଦେବା ସହିତ ସେମାନଙ୍କ ପ୍ରତି...

କେନ୍ଦ୍ରାପଡା ଜିଲ୍ଲାକୁ ସହରାଞ୍ଚଳ ପରିବହନ ମାନ୍ୟତା ଦାବି

କେନ୍ଦ୍ରାପଡା ଜିଲ୍ଲାକୁ ସହରାଞ୍ଚଳ ପରିବହନ(ଅର୍ବାନ ଟ୍ରାନ୍ସପୋର୍ଟ) ମାନ୍ୟତା ଦିଆଯିବାକୁ ପରିବହନ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଛି । ଏହା ଦ୍ୱାରା କେନ୍ଦ୍ରାପଡା ଜିଲ୍ଲା ମୋବସ୍‌ର ସୁବିଧା ସୁଯୋଗ...

ଏମ ଏନ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଦାବୀରେ ଗଣଧାରଣା,୩ଶିକ୍ଷକ ନିଯୁକ୍ତି ସହ ଅନ୍ୟାନ୍ୟ ଶିକ୍ଷକ ନିଯୁକ୍ତି ପ୍ରତିଶୃତି ପରେ ପ୍ରତ୍ୟାହୃତ

କେନ୍ଦ୍ରାପଡ଼ା ଜିଲ୍ଲାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଗୌରବମୟ ଶିକ୍ଷାନୁଷ୍ଠାନ ତଥା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲରେ ପ୍ରଧାନଶିକ୍ଷକ ସମେତ ବହୁ ଶିକ୍ଷକ ପଦବୀ ଖାଲି...

ଲଷ୍ମୀସୁବଳ ବିଦ୍ୟାପୀଠରେ ଶିକ୍ଷକ ନିଯୁକ୍ତି ଦାବୀ କରି ତାଲାବନ୍ଦ ଆନ୍ଦୋଳନ

ପଟ୍ଟାମୁଣ୍ଡାଇ ତା ୧୧.୭-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ପଂଚାୟତ ଲଷ୍ମୀସୁବଳ ବିଦ୍ୟାପୀଠରେ ଆବଶ୍ୟକ ଶିକ୍ଷକ ଅଭାବରୁ ଶିକ୍ଷାଦାନ ବ୍ୟାହତ ହୋଇଛି । ସମ୍ପ୍ରତି ୮ଟି ଶ୍ରେଣୀରେ ୨୦୮...

ନୂତନ ପୌର ନିର୍ବାହୀ ଅଧିକାରୀଙ୍କୁ ନଗର କଂଗ୍ରେସ ତରଫରୁ ସ୍ୱାଗତ

ପଟ୍ଟାମୁଣ୍ଡାଇ ୧୧.୭-ପଟ୍ଟାମୁଣ୍ଡାଇ ପୌରପରିଷଦରେ ନୂତନ ପୌର ନିର୍ବାହୀ ଅଧିକରୀ ଭାବେ ଯୋଗ ଦେଇଥିବା ଅଜିତ ନାରାୟଣ ପ୍ରାସାଦ ଗିରିଙ୍କୁ ମଙ୍ଗଳବାର ନଗର କଂଗ୍ରେସ ତରଫରୁ ସ୍ୱାଗତ କରାଯାଇଛି...

ନିମ୍ନମାନର ଔଷଧ କାରବାରକୁ ନେଇ ବଢୁଛି ଜନଅସନ୍ତୋଷ: ନିଦ୍ରାରେ ଭେଷଜ ବିଭାଗ

କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଂଚଳରେ ନିମ୍ନମାନର ଔଷଧ କାରବାର ଛତୁ ଫୁଟିବା ଭଳି ଔଷଧ ଦୋକାନ ଗଢ଼ି ଉଠୁଛି । ଏ ନେଇ ଜିଲା ଭେଷଜ ବିଭାଗ...

ବୃଦ୍ଧାଙ୍କୁ ଦୁଷ୍କର୍ମ ଘଟଣାର ୨୬ଦିନ ପରେ ପୋଲିସ ହାତଖାଲି, ଅଭିଯୁକ୍ତ ଗିରଫ ଦାବୀରେ ଆନ୍ଦୋଳନ ନିଷ୍ପତି

  ପଟ୍ଟାମୁଣ୍ଡାଇ ୧୧.୭-ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ସଂସାରଫଳ ଗ୍ରାମର ଜନୈକା ୮୦ବର୍ଷ ବୟସ୍କା ବୃଦ୍ଧା ପ୍ରଥମ ରଜ ଦିନ ନିଜ ଝିଅ ଘର ରାଜନଗର ଯିବା...