kanika odisha

ଅଦା ଦର ହୁ ହୁ ହୋଇ ବଢିଚାଲିଛି : କିଲୋ ପିଛା ୩ ଶହରୁ ୩୨୦ ଟଙ୍କାରେ ବିକ୍ରି କରୁଛନ୍ତି ବେପାରୀ

ଖାଦ୍ୟ ପ୍ରସ୍ତୁତିରେ ପ୍ରମୁଖ ମସଲା ଭାବେ ବ୍ୟବହାର କରାଯାଉଥିବା ଅଦାର ବଜାର ଦର ହୁ ହୁ ହୋଇ ବଢିଚାଲିଛି । ବଜାରରେ ଅଦା ଦର ପଚାରିଲେ ଡ଼ର...

ଦକ୍ଷତା ବିକାଶ ତାଲିମ ନିମନ୍ତେ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା, ୧ା୭ : କେନ୍ଦ୍ରାପଡା ବିଜୁ ଦକ୍ଷତା ବିକାଶ କେନ୍ଦ୍ରରେ ପ୍ରଶିକ୍ଷଣ ନିମନ୍ତେ ଏକ ପରାମର୍ଶ ଶିବିର କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି ।...

ରସଗୋଲା ଦିବସ ଅବସରରେ ଚିତ୍ରଶିଳ୍ପୀଙ୍କ ନିଆରା ପ୍ରୟାସ

କେନ୍ଦ୍ରାପଡା ୧/୭- ପ୍ରବାଦ ଅଛି ଆଜି ଶ୍ରୀ ଜଗନ୍ନାଥଙ୍କ ନିଳାଦ୍ରି ବିଜେ ବେଳେ ମା ଲକ୍ଷ୍ମୀ ସିଂହ ଦ୍ୱାର ବନ୍ଦ କରିଦିଅନ୍ତି । ପ୍ରଭୂ ଶ୍ରୀ ଜଗନ୍ନାଥ...

ତୁଳସୀକ୍ଷେତ୍ରର ବ୍ରହ୍ମ ତାଳଧ୍ୱଜ ରଥରେ ପ୍ରଭୁଙ୍କୁ ଶ୍ରୀ ବଳଦେବ ପାଞ୍ଜି ସମର୍ପିତ

କେନ୍ଦ୍ରାପଡା ୧ /୭-ପୁରାଣ ପ୍ରସିଦ୍ଧ ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ବଳଦେବଜୀଉଙ୍କ ଅପାର କରୁଣାରୁ ବହୁ ପ୍ରତିକ୍ଷୀତ “ବଳଦେବ ପଞ୍ଜିକା” ପବିତ୍ର ନୀଳାଦ୍ରି ବିଜୟ ଅବସରରେ “ଶ୍ରୀ...

 କେନ୍ଦ୍ରୀୟ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀ ପିଲାଙ୍କ ବିଦ୍ୟାରମ୍ଭ

କେନ୍ଦ୍ରାପଡା ୧/୭- ସ୍ଥାନୀୟ କେନ୍ଦ୍ରୀୟ ବିଦ୍ୟାଳୟରେ ୨୦୨୩-୨୪ ଶିକ୍ଷାବର୍ଷର ପ୍ରଥମ ଶ୍ରେଣୀ ପିଲାମାନଙ୍କର ଆଜି ପାଠପଢା ଆରମ୍ଭ ହୋଇଛି । ସକାଳ ୮ଟାରେ ପିଲାମାନଙ୍କ ସହିତ ସେମାନଙ୍କ...

କେନ୍ଦ୍ରାପଡାରେ ମଣିପୁର ସଦଭାବନା ଦିବସ ପାଳିତ,ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ସ୍ମାରକପତ୍ର

କେନ୍ଦ୍ରାପଡ଼ା, ୧ା୭ : ଦେଶର ଉତ୍ତର ପୂର୍ବ ରାଜ୍ୟ ମଣିପୁରରେ ଦୀର୍ଘ ୨ମାସରୁ ଅଧିକ କାଳ ଧରି ଲାଗି ରହିଥିବା ଦଙ୍ଗାରେ ଶତାଧିକ ନିରୀହ ଲୋକ ମୃତ୍ୟୁବରଣ...

କପାଳେଶ୍ୱର ଗ୍ରାମପଞ୍ଚାୟତ ପକ୍ଷରୁ ନିଶୁଳ୍କ ଖାଦ୍ୟ ବିତରଣ

କେନ୍ଦ୍ରାପଡ଼ା, ୧ା୭ : ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ବାହୁଡା ଯାତ୍ରା ଅବସରରେ ଶ୍ରୀଜୀଉଙ୍କ ଇଛାପୁରସ୍ଥିତ ରଥଦାଣ୍ଡରେ କପାଳେଶ୍ୱର ଗ୍ରାମପଞ୍ଚାୟତର ସରପଞ୍ଚଙ୍କ ପ୍ରତିନିଧି ତଥା ବିଜୁ...

ଆଉ ପୁଜାପାଠ କରିବାକୁ ମିଳିବେ ନାହିଁ ବ୍ରାହ୍ନଣ, ଜଜମାନୀ ବାହାରିଲେଣି ଚାକିରି କରିବାକୁ

ଭୁବନେଶ୍ବର ୧ା୭- ଆଉ ପୁଜାପାଠ କରିବାକୁ ମିଳିବେ ନାହିଁ ବ୍ରାହ୍ନଣ । ବ୍ରାହ୍ମଣ ପୁଅ ଏବେ ଜଜମାନ କର୍ମ ଛାଡି ବିଦେଶ ଚାକିରି କରିବାକୁ ବାହାରିଲେଣି ।...

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର +୩ ପରୀକ୍ଷା ଫଳ ପ୍ରକାଶିତ, ପାସହାର ୯୫.୪୯ପ୍ରତିଶତ

କେନ୍ଦ୍ରାପଡା, ୩୦ା୬: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର +୩ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ +୩ ବିଜ୍ଞାନ ବିଭାଗ ପ୍ରାଣୀ ବିଜ୍ଞାନ ସମ୍ମାନ...

ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟା ରଞ୍ଜନ ବିଶ୍ୱାଳଙ୍କ କେନ୍ଦ୍ରାପଡା ଗସ୍ତ

କେନ୍ଦ୍ରାପଡା,୩୦ା୬: ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟା ରଞ୍ଜନ ବିଶ୍ୱାଳ ଆଜି କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଆସି କେନ୍ଦ୍ରାପଡାରେ ପହଞ୍ଚିବା ପରେ ପ୍ରଥମେ ଶ୍ୟାମଗୁଡିଆ ସ୍ଥିତ ଜିଲ୍ଲା ମୁଖ୍ୟ...

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଆଶା ଭୂୟାଁ କଲେଜ ଟପ୍ପର

କେନ୍ଦ୍ରାପଡା, ୩୦ା୬: କେନ୍ଦ୍ରାପଡା ଜିଲ୍ଲାର ଏକମାତ୍ର ସ୍ୱୟଂଶାସିତ ମହାବିଦ୍ୟାଳୟ କେନ୍ଦ୍ରାପଡା ସ୍ୱୟଂ ଶାସତ ମହାବିଦ୍ୟାଳୟର ଯୁକ୍ତ ତିନି ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏଥିରେ...

ତମାଖୁ ନିୟନ୍ତ୍ରଣ ନିମନ୍ତେ ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ

କେନ୍ଦ୍ରାଡା ୩୦.୦୬: ତମାଖୁ ସେବନ ଜନିତ କୁପ୍ରଭାବରୁ ଧନ, ଜୀବନ ଓ ସ୍ୱାସ୍ଥ୍ୟ ଜନିତ କ୍ଷୟକ୍ଷତିରୁ ଜନଜୀବନକୁ ଦୂରେଇ ରଖିବା ଉଦ୍ଦେଶ୍ୟରେ ପ୍ରଣୀତ ଜାତୀୟ ତମାଖୁ ନିୟନ୍ତ୍ରଣ...

ପତିତପାବନଜୀଉଙ୍କ ସୁନାବଶେ ଦେଖିବାକୁ ଭକ୍ତଙ୍କ ସମାବେଶ

  ପଟ୍ଟାମୁଣ୍ଡାଇ ୨୯.୬-ପଟ୍ଟାମୁଣ୍ଡାଇ ପୋଖରୀଆପଡା ସ୍ଥିତ ପତିତପାବନଜୀଉଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ପ୍ରଭୁ ବଳଭଦ୍ର, ଜଗନ୍ନାଥ, ମା ସୁଭଦ୍ରା ଓ ସୁଦର୍ଶନ ଚତୁର୍ଦ୍ଧା ମୂର୍ତିଙ୍କ ସୁନାବେଶ...

ପାଣି ଯୋଗୁଁ ଚାଷ କାମରେ ବାଧା ,ବିହନ ବୁଣୀ ବର୍ଷାକୁ ଚାହିଁଛି ଚାଷୀ

ପଟ୍ଟାମୁଣ୍ଡାଇ୨୮.୬-ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଁଚିବ । ଏହି...

ବ୍ରାହ୍ମଣୀ ନଦୀରେ ପୁଣି କୁମ୍ଭୀର ଆତଙ୍କ, ଶୌଚ ବେଳେ ଟାଣି ନେଲା କୁମ୍ଭୀର ,କ୍ଷତ ବିକ୍ଷତ ମୃତଦେହ ଊଦ୍ଧାର

କେନ୍ଦ୍ରାପଡ଼ା ଜିଲ୍ଲା ଇନ୍ଦୁପୁର ଅନ୍ତର୍ଗତ ଘାଘରା ପଂଚାୟତ ଘାଗରାଡିଆ ଗ୍ରାମର ଜଣେ ବ୍ୟକ୍ତିଙ୍କୁ କୁମ୍ଭୀର ଟାଣି ନେଇ ଥିବା ଖବର ମିଳିଛି । ସକାଳୁ ସକାଳୁ ପାଖ...

କେନ୍ଦ୍ରାପଡାରେ ଇଦ୍‌-ଉଲ-ଜୁହା ପାଳିତ

କେନ୍ଦ୍ରାପଡା,୨୯ା୬- କେନ୍ଦ୍ରାପଡା ଜିଲ୍ଲା ସମେତ ସହରରେ ବସବାସ କରୁଥିବା ମୁସଲିମ ସଂପ୍ରଦାୟର ପର୍ବ ଇଦ୍‌-ଉଲ-ଜୁହା ପର୍ବ ଶାନ୍ତି ଶୃଙ୍ଖଳାର ସହ ପାଳିତ ହୋଇଯାଇଛି । ସହରର ବିଭିନ୍ନ...

ବାଇକର ବିକଟାଳ ଶଦ୍ଦରେ କୋକୁଆ ଭୟ

କେନ୍ଦ୍ରାପଡା,୨୯ା୬ - ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ କେନ୍ଦ୍ରାପଡା ଜିଲ୍ଲାରେ ସକ୍ରିୟ ଥିବାର ଅନୁଭବ ହେଉନାହିଁ । ସରକାରୀ ସମ୍ପତ୍ତିର ସୁରକ୍ଷା ନାହିଁ । ଜିଲ୍ଲା...

ତୁଳସୀ କ୍ଷେତ୍ରରେ ବାହୁଡା ଯାତ୍ରା ,ଦିତୀୟ ଦିନରେ ବ୍ରହ୍ମତାଳଧ୍ୱଜ ରଥ ସିଂହଦ୍ୱାରରେ ଲାଗିଲା

କେନ୍ଦ୍ରାପଡା,୨୯ା୬ - ତୁଳସୀ କ୍ଷେତ୍ର କେନ୍ଦ୍ରାପଡାରେ ବାହୁଡାର ୨ୟ ଦିବସରେ ଆରାଧ୍ୟ ଦେବ ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମତାଳଧ୍ୱଜ ରଥ ମନ୍ଦିରର ସିଂହଦ୍ୱାର ନିକଟରେ ପହଁଞ୍ଚିଯାଇଛି । କେନ୍ଦ୍ରାପଡାର...

ମାତ୍ରାଧିକ ଶଦ୍ଦ କରୁଥିବା ଡିଜେକୁ ଜବତ କଲା ପୋଲିସ

କେନ୍ଦ୍ରାପଡା,୨୯ା୬ - ବିଭିନ୍ନ ଶୋଭାଯାତ୍ରାରେ ୬୫ଡିସେମେଲ ମଧ୍ୟରେ ବାଜା ବଜାଇବା ପାଇଁ ଅନୁମତି ଥିବା ବେଳେ ଅନେକ ସ୍ଥାନରେ ଏହାକୁ ମାନୁନାହାନ୍ତି । ଏପରି ଏକ ଘଟଣାରେ...

ବ୍ରାହ୍ମଣୀ ନଦୀରେ ପୁଣି କୁମ୍ଭୀର ଆତଙ୍କ, ଶୌଚ ବେଳେ ଟାଣି ନେଲା କୁମ୍ଭୀର ,ଏବେ ଯାଏଁ  ପତ୍ତା ମିଳିନାହିଁ ।

କେନ୍ଦ୍ରାପଡ଼ା ଜିଲ୍ଲା ଇନ୍ଦୁପୁର ଅନ୍ତର୍ଗତ ଘାଘରା ପଞ୍ଚାୟତ ଘାଗରାଡିଆ ଗ୍ରାମର ଜଣେ ବ୍ୟକ୍ତିଙ୍କୁ କୁମ୍ଭୀର ଟାଣି ନେଇ ଥିବା ଖବର ମିଳିଛି।ସକାଳୁ ସକାଳୁ ପାଖ ବ୍ରାହ୍ମଣୀ ନଦୀକୁ...

ପଟ୍ଟାମୁଣ୍ଡାଇର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡାଯାତ୍ରା ପାଳିତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇର ବିଭିନ୍ନ ଅଂଚଳରେ ପବିତ୍ର ବାହୁଡାଯାତ୍ରା ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି । ବକ୍ତାରପୁର ମାଉସୀମା ମନ୍ଦିରରେ ପ୍ରଭୁ...

ବାହୁଡାରେ ହେଲା ଶ୍ରୀ ଭଲଦେବଜୀୟୁଙ୍କ ପହଣ୍ଡି ,ଗୁରୁବାର ରଥଟଣା

କେନ୍ଦ୍ରାପଡା-୨୮/୦୬: ତୁଳସୀ କ୍ଷେତ୍ର କେନ୍ଦ୍ରାପଡାର ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ବାହୁଡା ଯାତ୍ରା ଅବସରରେ ବୁଧବାର ରଥ ମୁଖ ପରିବର୍ତନ ସହ ଶ୍ରୀଜୀଉ ମାନଙ୍କ ରଥ ଉପରକୁ ପହଣ୍ଡି...

କେନ୍ଦ୍ରାପଡା ଜିଲ୍ଲା ଶ୍ରମ ବିଭାଗରେ ଦୁର୍ନିତି ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡ଼ା,୨୮ା୬: କେନ୍ଦ୍ରାପଡା ଜିଲ୍ଲା ଶ୍ରମ ବିଭାଗରେ ପୁଣି ଆଉ ଏକ ମୃତ ହିତାଧିକାରୀଙ୍କ ନାମରେ ଠକେଇ ଅଭିଯୋଗ ହୋଇଥିବା ବିଭିନ୍ନ ଶ୍ରମିକ ସଂଗଠନ ମାନଙ୍କ ପକ୍ଷରୁ ଜିଲ୍ଲାପାଳଙ୍କ...

ବିଜେପିର ମିଶ୍ରଣ ପର୍ବ

କେନ୍ଦ୍ରାପଡ଼ା ୨୮ା୬ : କେନ୍ଦ୍ରାପଡା ଜିଲ୍ଲା ଭାଜପା କାର୍ଯ୍ୟାଳୟଠାରେ ଆଳି ନିର୍ବାଚନ ମଣ୍ଡଳୀରେ “ଘର ଘର ଜନସମ୍ପର୍କ” କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପରେ ପରେ ଚରପଡା ପଞ୍ଚାୟତର...