କେନ୍ଦ୍ରାପଡ଼ା,୧ା୧: ବିଶ୍ୱଶାନ୍ତି ପ୍ରାର୍ଥନା ଦିବସର ମୁଖ୍ୟ କେନ୍ଦ୍ର ପୁରାଣ ପ୍ରସିଦ୍ଧ ତୁଳସୀ କ୍ଷେତ୍ର। ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ପରିସରରେ ଜାନୁଆରୀ ୧ ତାରିଖ ଦିନ କେନ୍ଦ୍ରାପଡ଼ା ଦିବ୍ୟଜୀବନସଂଘ ପକ୍ଷରୁ ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ଅତି ଭକ୍ତିପୂତ ପରିବେଶରେ ପାଳିତ ହୋଇଯାଇଛି।ମହାମନ୍ତ୍ର ମୃତ୍ୟୁଞ୍ଜୟ ମନ୍ତ୍ର, ନାରାୟଣ ମନ୍ତ୍ର, ଦେବୀମନ୍ତ୍ର ଜପ ସହିତ ବିଶ୍ୱ ପ୍ରାର୍ଥନା ଆବୃତ୍ତିି କରାଯାଇଥିଲା। ଅତିରିକ୍ତ […]

କେନ୍ଦ୍ରାପଡ଼ା,୧ା୧: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଷ୍ଟାଫ୍ କମିଟି ପକ୍ଷରୁ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଇଂରାଜୀ ନବବର୍ଷ ଉପଲକ୍ଷେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା କାର୍ଯ୍ୟାଳୟ ଷ୍ଟାଫ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହଠାରେ ଆରମ୍ଭ ହୋଇଥିଲା ଏକ ନିଆରା ଓ ମାନବଧର୍ମୀ ମହତ କାର୍ଯ୍ୟ “ରକ୍ତଦାନ ଶିବିର”। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏହାକୁ ଶୁଭ ଉଦ୍ଘାଟନ କରିବା ସହ ଏଭଳି ମହତ କାର୍ଯ୍ୟ ପାଇଁ ଷ୍ଟାଫ୍ […]

ପିଲାବେଳେ ଶୁଣିଥିଲୁ “ସତ କହିବାକୁ କିଆଁ ଡରିବି, ସତ କହି ପଛେ ମଲେ ମରିବି । ହେଲେ ଭାରତରେ ଏବେ ଏହିଭଳି ପଦ ଗାଇବାକୁ କ୍ୱଚିତ୍ ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି । ଏହାର ଦୃଷ୍ଟାନ୍ତ ସରକାରୀ ତଥ୍ୟ ଓ ଉଚ୍ଚ ପଦବୀରେ ଥିବା ଲୋକଙ୍କ ବକ୍ତବ୍ୟରୁ ପ୍ରମାଣ ମିଳୁଛି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବ ସମୟକୁ ଦେଖିଲେ ସର୍ବଦା ଦେଶପ୍ରେମ, ବିକାଶ ଓ ଅଗ୍ରଗତିର ଧ୍ୱନି ଦେଇ ଜନସାଧାରଣଙ୍କ […]

କେନ୍ଦ୍ରାପଡ଼ା,୩୧ା୧୨: ଲଘୁଚାପ ଜନିତ ବର୍ଷା ଯୋଗୁଁ କ୍ଷତିଗ୍ରସ୍ତ ଧାନ ଓ ପରିବା ଚାଷୀଙ୍କୁ ଭେଟି ସେମାନଙ୍କ ଦୁଃଖ ବୁଝିଛନ୍ତି ସାଂସଦ ବୈଜୟନ୍ତ ପଣ୍ଡା। ସାଂସଦ ଶ୍ରୀ ପଣ୍ଡା କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଜଜାଙ୍ଗ ଓ ଡେରାବିଶ ବ୍ଲକ ଅନ୍ତର୍ଗତ ବାରିମୂଳ ପଞ୍ଚାୟତରେ କ୍ଷତିଗ୍ରସ୍ତ ଶସ୍ୟ କ୍ଷେତ୍ର ବୁଲି ଦେଖିଥିଲେ। ସାଂସଦ ଶ୍ରୀ ପଣ୍ଡା ଜଜାଙ୍ଗର ଜେନା ପୋଖରୀ ପଡିଆରେ ହେଲିକପ୍ଟରରୁ ଓହ୍ଲାଇଥିଲେ । ଏହାପରେ ସ୍ଥାନୀୟ ଅଞ୍ଚଳ ବୁଲିଥିଲେ। ଏହି […]

କେନ୍ଦ୍ରାପଡ଼ା, ୩୧ା୧୨: ଲଗାଣବର୍ଷାରେ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ହୋଇଥିବା ଫସଲହାନୀ ଜନିତ କ୍ଷୟକ୍ଷତିର ତଦନ୍ତ ରିପୋର୍ଟ ବୁଧବାର ସନ୍ଧ୍ୟା ସୁଦ୍ଧା ପ୍ରଦାନ କରିବାକୁ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ଉପସ୍ଥିତ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏସମ୍ପର୍କିତ ସମୀକ୍ଷା ବୈଠକରେ ଜିଲ୍ଲାପାଳ ଶ୍ରୀ ପ୍ରଧାନ ଏଭଳି ନିର୍ଦେଶ ଦେଇଥିଲେ। ବୈଠକରେ ଉପସ୍ଥିତ ଜିଲ୍ଲାର ବିଭିନ୍ନ ପ୍ରାଥମିକ କୃଷି ସମବାୟ […]

ପଟ୍ଟାମୁଣ୍ଡାଇ ୩୧/୧୨ -ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦିନିକିଆ କେନ୍ଦ୍ରାପଡା ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁଁ ହୋଇଥିବା ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଶ୍ୟାମସୁନ୍ଦ୍ରପୁର ଏକ ପଡ଼ିଆଠାରେ ଅପରାହ୍ନ ୨ ଟା ୨୦ମିନିଟ ସମୟରେ ହେଲିକପ୍ଟର ଯୋଗେ ଅବତରଣ କରିବାପରେ ବିଜେଡି ନେତା ଓ କର୍ମୀ ତାଙ୍କୁ ସ୍ୱାଗତ କରିଥିଲେ। ହଜାର ହଜାର ଚାଷୀ […]

କେନ୍ଦ୍ରାପଡ଼ା,୩୦ା୧୨: ଚଳିତବର୍ଷ କେନ୍ଦ୍ରାପଡା ଜିଲ୍ଲାରେ ଧାନମଣ୍ଡି ଗୁଡିକରେ ଧାନ କ୍ରୟ ନିମନ୍ତେ ୪ଟି ପ୍ରାଥମିକ କୃଷି ସମବାୟ ସମିତିର ଚାଷୀମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଭରତପୁର ପ୍ରାଥମିକ କୃଷି ସମବାୟ ସମିତି ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ସମବାୟ ସମିତି ସମୁହର ଉପସହକାରୀ ନିବନ୍ଧକ ଅଜୟ କୁମାର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରରେ ଅତିରିକ୍ତ ବେଷାମରିକ ଯୋଗାଣ ଅଧିକାରୀ ପ୍ରଫୁଲ୍ଲ କୁମାର ଦାସ, କେନ୍ଦ୍ରାପଡା ବ୍ଲକର […]

କେନ୍ଦ୍ରାପଡା,୩୦ା୧୨: ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ବିଶ୍ୱ ପ୍ରାର୍ଥନା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଆସନ୍ତା ଜାନୁଆରୀ ପହିଲାରେ କେନ୍ଦ୍ରାପଡାର ତୁଳସୀକ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ପୀଠରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ପ୍ରାର୍ଥନା ଦିବସ ସମ୍ପର୍କରେ ସବିଶେଷ ଆଲୋଚନା କରାଯାଇଥିଲା। ସେହି ଦିନ ପୂର୍ବାହ୍ନ ୮ଟା ସମୟରେ ଶ୍ରୀଜୀଉଙ୍କ ରଥଦାଣ୍ଡରେ […]

କେନ୍ଦ୍ରାପଡ଼ା, ୩୦ା୧୨: ଦରିଆ ରାମଚଣ୍ଡୀ ପୀଠ, ରାମନଗର ଅଞ୍ଚଳର ଏକ ପ୍ରମୁଖ ଆଧ୍ୟାତ୍ମିକ ସ୍ଥଳ ଭାବେ ରାଜା ରାଜୁଡ଼ା ସମୟରୁ ଜଣାଶୁଣା ରହିଛି । ଆଉ ୧୯୭୨ ମସିହା ଠାରୁ ଏହି ପୀଠ ଦେବୋତ୍ତର ବିଭାଗ ଅଧୀନରେ ରହି ଆସିଛି। କିନ୍ତୁ ନିୟମ ଅନୁସାରେ ପ୍ରତି ଦୁଇ ବର୍ଷରେ ଥରେ ନୂଆ ଟ୍ରଷ୍ଟବୋର୍ଡ ଗଠନ ହେବା କଥା। ହେଲେ ଦିର୍ଘ ବର୍ଷ ଧରି ଏହି ନିୟମକୁ ପାଳନ କରାଯାଉନାହିଁ। ଅର୍ଥାତ […]

ପଟ୍ଟାମୁଣ୍ଡାଇ-୩୦/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡମୋହନପୁର ପଞ୍ଚାୟତ କଣିପାଳ ଗ୍ରାମର ନବଦିଗନ୍ତ ସଂଗଠନର ୩ୟ ବାର୍ଷିକ ଉତ୍ସବ ଓ ଆଦ୍ୟ ଗୁରୁପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଶିକ୍ଷାବିତ କୃଷ୍ଣ ଚନ୍ଦ୍ର ଦାସଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବ ରେ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସାତଗୋଟି ବ୍ଲକ ଓ ଦୁଇଟି ମ୍ୟୁନିସିପାଲିଟିର ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ବରିଷ୍ଠ ଓ ଅବହେଳିତ ନାଗରିକମାନଙ୍କୁ ଅଣାଯାଇ ପ୍ରଥମେ ସମସ୍ତଙ୍କର ପାଦୁକା ପୂଜା,ବନ୍ଦାପନା କରିବା,ସେବା କରିବା ସହିତ […]

କେନ୍ଦ୍ରାପଡା,୩୦ା୧୨: ଡେରାବିଶ ବ୍ଲକ ଅନ୍ତର୍ଗତ ସନ୍ଥପୁରା ଗାଁର ଭୂମିହୀନ ଚାଷୀ ଭାବଗ୍ରାହୀ ମଳିକଙ୍କ ହୃଦଘାତ ଜନିତ ମୃତ୍ୟୁ ଆକସ୍ମିକ ନୁହେଁ ବୋଲି ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରାପଡା ଜିଲ୍ଲା ପକ୍ଷରୁ ସୋମବାର କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରି ଜିଲ୍ଲାପାଳଙ୍କ ନିକଟରେ ଦାବି କରିଛି। ପ୍ରକାଶ ଥାଉକି ଡେରାବିଶ ବ୍ଲକର ସନ୍ଥପୁରା ଗ୍ରାମର ଫସଲ ହାନି ଯୋଗୁ ମୃତ ଚାଷୀ ଭାବଗ୍ରାହୀ ମଳିକଙ୍କ ପରିବାର ସହିତ ଆଲୋଚନା କଲାବେଳେ […]

ପଟ୍ଟାମୁଣ୍ଡାଇ ୨୯।୧୨ – ଆସନ୍ତା ୩୧ ତାରିଖରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ କରି ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥବା ଅଂଚଳ ପରିଦର୍ଶନ କରିବେ । ରାଜନଗର ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ ବ୍ଲକ ଦୋଷିଆ ପଂଚାୟତର ଶ୍ୟାମସୁନ୍ଦରଠାରେ ମଙ୍‌ଗଳବାର ଦିନ ୧୧ଟାରେ ପହଁଚି ଅଦିନିଆ ବର୍ଷା ଦ୍ୱାରା ହୋଇଥିବା ଫସଲହାନୀ ଆକଳନ କରିବେ । ବର୍ଷାରେ କ୍ଷତିଗ୍ରସ୍ତ ଚାଷୀକୁଳ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି । […]

କେନ୍ଦ୍ରାପଡ଼ା,୨୯ା୧୨: ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ ଅବସରରେ କେନ୍ଦ୍ରାପଡା ଜିଲ୍ଲାର ୫ଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକ ଯୋଗଦେଇ ଜିଲ୍ଲାର ମେଧାବୀ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ବାଣ୍ଟିବା ଅବସରରେ କହିଥିଲେ ଯେ […]

କେନ୍ଦ୍ରାପଡା,୨୯ା୧୨: ବିବିଧ କଳାର ସମାବେଶୀ ମଞ୍ଚ ସିମ୍ଫୋନି ପକ୍ଷରୁ ଜିଲ୍ଲା ସଂସ୍କୃତି ଭବନରେ ତ୍ରିଦିବସୀୟ ରାଜ୍ୟସ୍ତରୀୟ ଯୁବ ତରଙ୍ଗ ଓ ନାଟ୍ୟ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ପ୍ରଥମ ଦିନରେ ଅନୁଷ୍ଠିତ ଯୁବ ତରଙ୍ଗ କାର୍ଯ୍ୟକ୍ରମରେ କେବଳ ଯୁବକ ଯୁବତୀମାନଙ୍କୁ ନେଇ କବିତା, ଗଳ୍ପ, ଚିତ୍ରାଙ୍କନ, ନୃତ୍ୟ ପରିବେଷଣ କରାଯାଇ ସମସ୍ତଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଦ୍ୱିତୀୟ ଦିନରେ ରାଜ୍ୟର ସୁନାମଧନ୍ୟ ନାଟ୍ୟ ସଂସ୍ଥା ଅଜିଜର କଳାକାରମାନେ “ଏନ୍‌.ଏଚ୍ […]

କେନ୍ଦ୍ରାପଡ଼ା -୨୯/୧୨- କେନ୍ଦ୍ରାପଡ଼ା ସାନ୍ଧ୍ୟ ମହାବିଦ୍ୟାଳୟ ୨୦୧୧ ବ୍ୟାଚ ଛାତ୍ରଙ୍କ ଦ୍ୱାରା ବନ୍ଧୁ ମିଳନ କାର୍ଯ୍ୟକ୍ରମ ଗରାପୁର ଆଳିଜଙ୍ଗା ସ୍ଥିତ ଗୋରେଖନାଥ ବଟରେ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ୧୪ ବର୍ଷ ପରେ ପୁରାତନ ଛାତ୍ର ମାନଙ୍କ ମଧ୍ୟରେ ଏକ ବନ୍ଧୁତା ପୂର୍ଣ୍ଣ ବଣଭୋଜି କାର୍ଯ୍ୟକ୍ରମ ରଖାଯାଇଥିଲା । ସମସ୍ତିଙ୍କ ମଧ୍ୟରେ ଏକ ଉତ୍ସାହ ଉଦ୍ଧିପନ୍ନା ବାତାବରଣ ସୃଷ୍ଟି ହୋଇଥିଲା । ନାଚ ଗୀତ ର ଆସର ମେଳିଥିବା ବେଳେ […]

କେନ୍ଦ୍ରାପଡ଼ା,୨୯ା୧୨: ଓଡିଶା କୃଷକ ସଭା ଡେରାବିଶ ବ୍ଲକ ଅନ୍ତର୍ଗତ ସନ୍ଥପୁରା ଗାଁର ଭୂମିହୀନ ଚାଷୀ ଭାବଗ୍ରାହୀ ମଳିକଙ୍କ ହୃଦଘାତ ଜନିତ ମୃତ୍ୟୁ ଆକସ୍ମିକ ନୁହେଁ ବୋଲି ଓଡିଶା କୃଷକସଭା(ଏଆଇକେସ) କେନ୍ଦ୍ରାପଡା ଜିଲ୍ଲା କମିଟି ଅବିହିତ କରିଛି। ପ୍ରକାଶ ଥାଉକି କୃଷକସଭାର ଏକ ପ୍ରତିନିଧି ଦଳ ସଂଗଠନର ଜିଲ୍ଲା ସଭାପତି ଗୟାଧର ଧଳ ଓ ସମ୍ପାଦକ ବିଜୟ ଦାସଙ୍କ ନେତୃତ୍ୱରେ ଆଜି ସନ୍ଥପୁରାସ୍ଥିତ ମୃତ ଭାବଗ୍ରାହୀଙ୍କ ଘରକୁ ଯାଇଥିଲେ। ତାଙ୍କ ପରିବାର […]

କେନ୍ଦ୍ରାପଡା,୨୯ା୧୨: କେନ୍ଦ୍ରାପଡା ପ୍ରଦକ୍ଷଣ ଭବନରେ ଅଦିନିଆ ବର୍ଷାଜନିତ କ୍ଷୟକ୍ଷତି ସମ୍ପର୍କରେ ଓଡିଶାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ସମୀକ୍ଷା କରିଛନ୍ତି । ଭାରପ୍ରାପ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମନ୍ତ୍ରୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଇଥିବା କ୍ଷୟକ୍ଷତିର ପ୍ରାରମ୍ଭିକ ଆକଳନ ସମ୍ପର୍କରେ ଅବଗତ କରାଇଥିଲେ । ପଞ୍ଚାୟତ ଓ ବ୍ଲକୱାରି ଯୁଗ୍ମ କମିଟି ଗଠନ କରାଯାଇ କ୍ଷୟକ୍ଷତିର ଆକଳନ କରାଯାଇଛି […]

ପଟ୍ଟାମୁଣ୍ଡାଇ ତା ୨୯/୧୨-ପଟ୍ଟାମୁଣ୍ଡାଇ ଓ ରାଜନଗର ଅଂଚଳର ଲୋକପ୍ରିୟ ଡାକ୍ତର ରଶ୍ମି ରଞ୍ଜନ ମହାନ୍ତିଙ୍କ ପିତା ବିଶିଷ୍ଟ ସମାଜସେବୀ କୃଷ୍ଣ ଚନ୍ଦ୍ର ମହାନ୍ତିଙ୍କ ୧ମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି ।ଏହି ଉପଲକ୍ଷେ କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ପ୍ରାକ୍ତନ ଅଧକ୍ଷ ମାନସ କୁମାର ପରିଡାଙ୍କ ପୌରହିତ୍ୟରେ ନିମପୁର ଠାରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ରାଜନଗର ବିଧାୟକ ଧ୍ରୁବ ସାହୁ, ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ରାଜନଗର ବ୍ଲକ ଅଧକ୍ଷା […]

ପଟ୍ଟାମୁଣ୍ଡାଇ ୨୯/୧୨ – ବିଶିଷ୍ଟ ସାହିତ୍ୟିକ, ବରିଷ୍ଠ ଶିକ୍ଷକ, ଖବରଦାତା ଓ ସ୍ତମ୍ଭକାର ଦିବାକର ବିଶ୍ୱାଳଙ୍କ ପଂଚମ ଶ୍ରାଦ୍ଧବାର୍ଷିକୀ ପଟ୍ଟାମୁଣ୍ଡାଇର ଅଗ୍ରଣୀ ନୃତ୍ୟ କଳା ଅନୁଷ୍ଠାନ କସ୍ତୁରୀ କଳାନିକେତନ ପରିସରରେ ଅନୁଷ୍ଠିତ ହୋଇଯାଇଛି । କଳାନିକେତନ ସଭାପତି ଆଇନଜିବୀ ପ୍ରମୋଦ ସାହୁଙ୍କ ପୌରହିତ୍ୟରେ ଅୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଶିକ୍ଷାବିତ୍ ସୁରେଶ ଚନ୍ଦ୍ର ଜେନା, ଡ଼ ନାରାୟଣ ପ୍ରସାଦ ଜେନା, କବି ସଚିତ୍ର କୁମାର ବେହୁରା, ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ସଭାପତି […]

ପଟ୍ଟାମୁଣ୍ଡାଇ ୨୯/୧୨- ଆଦର୍ଶ ଶିକ୍ଷକ ଉମେଶ ଚନ୍ଦ୍ର ରାଉତ ଚାରିଟେବୁଲ ଟ୍ରଷ୍ଟ ୪ର୍ଥ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ବ୍ଲକ ସିଙ୍ଗାରପୁର ଠାରେ ପାଳିତ ହୋଇଯାଇଛି । ଗାଳ୍ପିକ ପ୍ରଦୀପ ନାୟକଙ୍କ ପୌରହିତ୍ୟ ଓ ବବିତା ମଞ୍ଜରୀ ରାଉତଙ୍କ ସଂଯୋଜନାରେ ଆୟୋଜିତ ଉତ୍ସବରେ ପଦ୍ମବିଭୂଷଣ ସୁଦର୍ଶନ ସାହୁ ମୁଖ୍ୟଅତିଥି, ମୁଖ୍ୟ ବିଶିଷ୍ଟ ଶିକ୍ଷାବିତ ସଚିନଦନ ଦାସ ମୁଖ୍ୟବକ୍ତା, ପ୍ରାକ୍ତନ ଅଧ୍ୟାପକ ଡ଼ଃ ଧରଣୀଧର ରାଉତ ସମ୍ମାନିତଅତିଥି ଭାବେ ଯୋଗ ଦେଇ ଆଦର୍ଶ […]

ଭୁବନେଶ୍ୱର, ୨୮।୧୨ : ଆସନ୍ତା ୩୧ ତାରିଖରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ କରିବେ। ଏହି ଗସ୍ତ ଅବସରରେ ଶ୍ରୀ ପଟ୍ଟନାୟକ କେନ୍ଦ୍ରାପଡା ଜିଲ୍ଲାରେ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥବା ଅଂଚଳ ପରିଦର୍ଶନ କରିବେ । କେନ୍ଦ୍ରାପଡା ଜିଲାର ରାଜନଗର ନିର୍ବାଚନମଣ୍ଡଳୀ ଚନ୍ଦନନଗର ଠାରେ ଠିକ ଦିନ ୧୧ଟାରେ ପହଁଚି ଅଦିନିଆ ବର୍ଷା ଦ୍ୱାରା ହୋଇଥିବା ଫସଲହାନୀ ଆକଳନ କରିବେ । ବର୍ଷାରେ କ୍ଷତିଗ୍ରସ୍ତ […]

ଭୁବନେଶ୍ୱର,୨୮/୧୨- ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରେ ବିଜୁ ଜନତା ଦଳ (ବିଜେଡି) ସ୍ଥିତି ଫାଟ ଫାଳ ଗଡ଼ବଡ଼ ଅବସ୍ଥା ଦେଇ ଗତି କରୁଛି । ନେତା, କର୍ମୀଙ୍କ ଭିତରେ ପୁଞ୍ଜିଭୂତ ଅସନ୍ତୋଷ କୁହୁଳିବାରେ ଲାଗିଛି । କେଉଁଠି ଫାଟ ପଦାକୁ ବାହାରିଲାଣି ତ ଆଉ କେଉଁଠି ଭିତରେ ଭିତରେ ତୁତୁମେଁମେଁ ଆରମ୍ଭ ହୋଇଯାଇଛି । ୨୪ ବର୍ଷର ଲମ୍ବା ରାଜୁତି ପରେ କ୍ଷମତାଚ୍ୟୁତ ବିଜେଡି ଭିତରେ ଏବେ ମାଡ଼ିଯାଇଛି ନିରାଶାର କଳାବାଦଲ […]

ପଟ୍ଟାମୁଣ୍ଡାଇ ୨୮/୧୨ -ଚଳିତବର୍ଷ ରବିନ୍ଦ୍ର ରାଉତଙ୍କ ମେମୋରିଆଲରେ ନବମ ବାର୍ଷିକ ରାଇଜିଂ ସ୍ପିରିଟ୍ ଇଂଟର ସ୍କୁଲ କମ୍ପିଟେସନ ପଟ୍ଟାମୁଣ୍ଡାଇ କଷଣଅଂଟା ପଂଚାୟତ ନୋଡାଲ ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ୧୬୨ ସ୍କୁଲର ଛାତ୍ରୀଛାତ୍ର ଭାଗ ନେଇଥିଲେ। ସେଥି ମଧ୍ୟରୁ ପ୍ରଥମ ୨୦ ଜଣ ଛାତ୍ରୀଛାତ୍ରଙ୍କୁ ଚୟନ କରାଯାଇଥବା ବେଳେ ପଟ୍ଟାମୁଣ୍ଡାଇ କାଠିଆପଡା ଦକ୍ଷିଣେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ଶୁଭମ୍ ଜ୍ୟୋତି ରାଉତ ପ୍ରଥମ ସ୍ଥାନ […]

1

ପଟ୍ଟାମୁଣ୍ଡାଇ ୨୮/୧୨- ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ଓ କମ୍ପୁଟର ସାଇନ୍ସ ବିଭାଗର ମିଳିତ ଆନୁକୂଲ୍ୟରେ “ଡ଼ିସ୍କ୍ରିଟ ମାଥା ମାଟିକସ ଆଣ୍ଡ ଆର୍ଟିଫିସିଆଲ ଇଟେଂଲିଜେନ୍ସ ” ରାଜ୍ୟ ସ୍ଥରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ କରିଥିବା ବେଳେ ଗଣିତ ବିଭାଗର ମୁଖ୍ୟ ଅଧ୍ୟାପକ ଅରବିନ୍ଦ ପାଣ୍ଡବ ସ୍ୱାଗତଭାଷଣ ଓ ଆଲୋଚନା ଚକ୍ରର ସନ୍ଧର୍ଭ ପାଠ କରିଥିଲେ । […]