ପଟ୍ଟାମୁଣ୍ଡାଇ କଲେଜ ଇଂରାଜୀ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ କଲେଜ ଇଂରାଜୀ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ତା ୨୩/୧୨- ପଟ୍ଟାମୁଣ୍ଡାଇ କଲେଜ ଇଂରାଜୀ ବିଭାଗ ପକ୍ଷରୁ "ଦି କଲଚରାଲ ଡିପିକ୍ସନ ଅଫ ଓମେନ ଇନ ମିଡ଼ିଆ ଫୋକଲୋର ଆଣ୍ଡ ଲିଟିରେଚର :ଇଫେକ୍ଟସ ଅନ ସୋସି ଏଟାଲ ପରସେପସନସ ଇସ୍ୟୁଜ ଆଣ୍ଡ ଚ୍ୟାଲେଞ୍ଜେସ ଶୀର୍ଷକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ…
ସଂସାରଫଳ ବାସୁଦେବ ମଠ ରେ ହରିବଂଶ,ପ୍ରବଚନଜ୍ଞାନଯଜ୍ଞ

ସଂସାରଫଳ ବାସୁଦେବ ମଠ ରେ ହରିବଂଶ,ପ୍ରବଚନଜ୍ଞାନଯଜ୍ଞ

ପଟ୍ଟାମୁଣ୍ଡାଇ ତା ୨୩/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ବାସୁଦେବ ମଠରେ ତିନି ଦିନ ବ୍ୟାପି ହରିବଂଶ ପଠନ ଓ ପ୍ରବଚନ ଜ୍ଞାନ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ପଣ୍ଡିତ ରବୀନ୍ଦ୍ର ଦାଶ ଓ ମୃତ୍ୟୁଞ୍ଜୟ ପଣ୍ଡା ହରିବଂଶ ପାଠ କରିଥିଲେ…
ସାମ୍ବାଦିକଙ୍କ ପେନସନ୍ ବ୍ୟବସ୍ଥା ପାଇଁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର ପ୍ରଧାନ

ସାମ୍ବାଦିକଙ୍କ ପେନସନ୍ ବ୍ୟବସ୍ଥା ପାଇଁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୨୨ା୧୨-ଓଡ଼ିଶାରେ ସାମ୍ବାଦିକ ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ସାମ୍ବାଦିକ ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ ରହିଛି। ଏହି ବନ୍ଧୁମାନଙ୍କ ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ ସାମ୍ବାଦିକ ସୁରକ୍ଷା ଅଧିନିୟମ ଆଣିବା…
ଅଦିନିଆ ବର୍ଷା ଧୋଇ ନେଲା ବର୍ଷକର ଦାନା : ଧାନ କଚଡା ପାଣିରେ ଭାସୁଛି , ଚିନ୍ତାରେ ଚାଷୀ

ଅଦିନିଆ ବର୍ଷା ଧୋଇ ନେଲା ବର୍ଷକର ଦାନା : ଧାନ କଚଡା ପାଣିରେ ଭାସୁଛି , ଚିନ୍ତାରେ ଚାଷୀ

ପଟ୍ଟାମୁଣ୍ଡାଇ ୨୨/୧୨ କ-ପଟ୍ଟମୁଣ୍ଡାଇ ଅଂଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଫଳରେ ବ୍ୟାପକ ମାତ୍ରାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ପାଣିରେ ପାଚିଲା ଧାନ ଲୋଟିରହିଛି । ଯଦିଓ ବର୍ଷା ହ୍ରାସ ପାଇଛି ତେବେ…
ଅଢାଖଣ୍ଡ ଅଗ୍ନିବିପନ୍ନ ପରିବାରକୁ ସାଂସଦଙ୍କ ସହାୟତା

ଅଢାଖଣ୍ଡ ଅଗ୍ନିବିପନ୍ନ ପରିବାରକୁ ସାଂସଦଙ୍କ ସହାୟତା

ପଟ୍ଟାମୁଣ୍ଡାଇ ତା ୨୩/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ପଂଚାୟତ ଅଢାଖଣ୍ଡ ଗ୍ରାମରେ ଗ୍ୟାସ ଫାଟି ଗତକାଲି ରବୀନ୍ଦ୍ର ମଲିକଙ୍କ ଘର ପୋଡି ଯାଇଥିଲା  । ଖବର ପାଇ ଗତକାଲି ନରସିଂହପୁର ସରପଞ୍ଚ ଦିପ୍ତିମୟୀ ପରିଡା ଘଟଣାସ୍ଥଳରେ ପହଂଚି ବିପନ୍ନ ପରିବାରକୁ ଚୁଡା,…
ଜାତୀୟ ଗଣିତ ଦିବସ ମହାସମାରୋହରେ ପାଳିତ

ଜାତୀୟ ଗଣିତ ଦିବସ ମହାସମାରୋହରେ ପାଳିତ

ପଟ୍ଟାମୁଣ୍ଡାଇ୨୨/୧୨ - ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ତରଫରୁ ଜାତୀୟ ଗଣିତ ଦିବସ ୨୦୨୪ ଓ ଗାଣିତିକ ଶ୍ରୀନିବାସ ରାମାନୁଜନଙ୍କ ୧୩୭ ତମ ଜନ୍ମଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସସର ଦିଲୀପ କୁମାର ଭୂୟାଁଙ୍କ ପୌରହିତରେ ଅନୁଷ୍ଠିତ…
କୁନ୍ତଳା କୁମାରୀ ଆର୍ଟ ଓ କ୍ରାଫ୍ଟ ସ୍କୁଲର ବାର୍ଷିକ ଉତ୍ସବ

କୁନ୍ତଳା କୁମାରୀ ଆର୍ଟ ଓ କ୍ରାଫ୍ଟ ସ୍କୁଲର ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା, ୨୨ା୧୨: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ମହିପାଳ ସ୍ଥିତ କୁନ୍ତଳା କୁମାରୀ ଆର୍ଟ ଓ କ୍ରାଫ୍ଟ ସ୍କୁଲର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମାଳତୀଲତା ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ହିମାଂଶୁ ଶେଖର ଦାଶଙ୍କ ପୈାରହିତ୍ୟରେ ଅନୁଷ୍ଠିତ…
କେନ୍ଦ୍ରାପଡ଼ା ଜିଲ୍ଲା ପରିକ୍ରମା କରିବ ପାଣି ପଞ୍ଚାୟତ ସଚେତନତା ରଥ

କେନ୍ଦ୍ରାପଡ଼ା ଜିଲ୍ଲା ପରିକ୍ରମା କରିବ ପାଣି ପଞ୍ଚାୟତ ସଚେତନତା ରଥ

କେନ୍ଦ୍ରାପଡ଼ା, ୨୨ା ୧୨: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଜଳସମ୍ପଦ ବିଭାଗ ପକ୍ଷରୁ ପାଣି ପଞ୍ଚାୟତ ପକ୍ଷ ୨୨ତାରିଖ ଠାରୁ ଜାନୁଆରୀମାସ ୫ତାରିଖ ପର୍ଯ୍ୟନ୍ତ ପାଳନ ଅବସରରେ ରବିବାର ପୂର୍ବାହ୍ନରେ ପାଣି ପଞ୍ଚାୟତ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ…
ବଳଦେବ ସେବା ପକ୍ଷରୁ ରକ୍ତଦାନ ଶିବିର

ବଳଦେବ ସେବା ପକ୍ଷରୁ ରକ୍ତଦାନ ଶିବିର

କେନ୍ଦ୍ରାପଡ଼ା, ୨୨ା୧୨: ବଳଦେବ ସେନା ଆନୁକୂଲ୍ୟରେ ପଞ୍ଚମ ବାର୍ଷିକ ରକ୍ତଦାନ ଶିବିର ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଯାତ୍ରୀ ନିବାସରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟଚିକିତ୍ସାଳୟ ରକ୍ତ କେନ୍ଦ୍ରର କର୍ମଚାରୀ ରାକେଶ କୁମାର ମିଶ୍ରଙ୍କ ସହଯୋଗରେ ୮୧ୟୁନିଟ ରକ୍ତ ସଂଗୃହିତ…
ହରିହରାନନ୍ଦ ବାଳାଶ୍ରମର ୨୦ତମ ବାର୍ଷିକ ଉତ୍ସବ

ହରିହରାନନ୍ଦ ବାଳାଶ୍ରମର ୨୦ତମ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ୨୨/୧୨ -ପଟ୍ଟାମୁଣ୍ଡାଇ ହରିହରାନନ୍ଦ ବାଳାଶ୍ରମର ୨୦ତମ ବାର୍ଷିକ ଉତ୍ସବ ସମାରୋହରେ ପାଳିତହୋଇଯାଇଛି I ଏହି ବାର୍ଷିକ ଉତ୍ସବକୁ ବାଳାଶ୍ରମ ପ୍ରତିଷ୍ଠାତା ଆନ୍ତର୍ଯ୍ୟାତିକଖ୍ୟାତିସମ୍ପନ୍ନ କ୍ରିୟା ଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦ ଉଦଘାଟନ କରିଥିଲେ I ବାଳାଶ୍ରମ ଅଧ୍ୟାକ୍ଷ ଡ଼ ମଳୟ କୁମାର ନନ୍ଦଙ୍କ…
୬ ମହଲା କୋଠା ଭୁଶୁଡ଼ି ଚାପି ହୋଇଗଲେ ୪, ଅନେକ ଆହତ

୬ ମହଲା କୋଠା ଭୁଶୁଡ଼ି ଚାପି ହୋଇଗଲେ ୪, ଅନେକ ଆହତ

ଚଣ୍ଡିଗଡ଼,୨୧୧୨- ପଞ୍ଜାବର ମୋହାଲିରେ ଏକ ୬ ମହଲା କୋଠା ଭୁଶୁଡି ପଡିବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍ ସେଣ୍ଟର ଥିଲା। ଏହାତଳୁ ୪…
ଦଳ ବିରୋଧୀ କାର୍ଯ୍ୟ ପାଇଁ ରାଜନଗର ବିଜେଡିରୁ ୨ ନିଲମ୍ବିତ

ଦଳ ବିରୋଧୀ କାର୍ଯ୍ୟ ପାଇଁ ରାଜନଗର ବିଜେଡିରୁ ୨ ନିଲମ୍ବିତ

କେନ୍ଦ୍ରାପଡା, ୨୧ା୧୨:ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ୱାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ ପ୍ରେସ୍ ବିବୃତିରେ ଜଣାଇଛନ୍ତି।…
ରୁଦ୍ରାଣୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

ରୁଦ୍ରାଣୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

କେନ୍ଦ୍ରାପଡା,୨୧ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମସ୍ଥିତ ରୁଦ୍ରାଣୀ ପବ୍ଲିକ ସ୍କୁଲ ଏବଂ କିଡସ୍ ପ୍ଲେ ସ୍କୁଲର ମିଳିତ ଆନୁକୂଲ୍ୟରେ ୨୦ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ନିଲୁ…
ଲଘୁଚାପ ବର୍ଷାରେ ଚାଷୀ ବେହାଲ

ଲଘୁଚାପ ବର୍ଷାରେ ଚାଷୀ ବେହାଲ

କେନ୍ଦ୍ରାପଡ଼ା, ୨୧ା୧୨: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍ ପରବର୍ତ୍ତୀ ଅବପାତ ପ୍ରଭାବରେ ଶୁକ୍ରବାର ଠାରୁ ବର୍ଷା ଲାଗି ରହିଥିବାରୁ ଚାଷୀମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଗତ କିଛି ଦିନ ହେବ ଚାଷୀମାନେ ବିଲରୁ ଧାନ କାଟି ସେହି…
ବୀରହନୁମାନଜୀଉ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡାଉତ୍ସବ

ବୀରହନୁମାନଜୀଉ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡାଉତ୍ସବ

କେନ୍ଦ୍ରାପଡ଼ା, ୨୧ା୧୨: ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ସାଂସ୍କୃତିକ ଓ କ୍ରୀଡା ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ତିନିଦିନ ଧରି ଅନୁଷ୍ଠିତ ଏହି ଉତ୍ସବରେ ଦୁଇଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ନିଜର ପ୍ରତିଭାକୁ ପ୍ରଦର୍ଶନ କରିଥିଲେ। ଉଦଯାପନୀ ଉତ୍ସବରେ…
ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶିନୀରେ ଜିଲ୍ଲାର ୪ ପ୍ରକଳ୍ପ ଜୋନସ୍ତରକୁ ମନୋନୀତ

ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶିନୀରେ ଜିଲ୍ଲାର ୪ ପ୍ରକଳ୍ପ ଜୋନସ୍ତରକୁ ମନୋନୀତ

କେନ୍ଦ୍ରାପଡା,୨୧ା୧୨: ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶିନୀ ବରଗଡ ଜିଲ୍ଲାର ବରପାଲି ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ତିନିଦିନଧରି ଉଦ୍‌ଯାପିତ ହୋଇଯାଇଛି। ଏହି ପ୍ରଦର୍ଶନୀରେ କେନ୍ଦ୍ରାପଡାର ୭ଟି ପ୍ରକଳ୍ପ ମଧ୍ୟରୁ ୪ଗୋଟି ପ୍ରକଳ୍ପ ଜୋନସ୍ତରକୁ ମନୋନୀତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଓଡିଶା…
ଷଣ୍ଢପଲ୍ଲୀରେ ବିଜେପି ମିଶ୍ରଣ ପର୍ବ

ଷଣ୍ଢପଲ୍ଲୀରେ ବିଜେପି ମିଶ୍ରଣ ପର୍ବ

ପଟ୍ଟାମୁଣ୍ଡାଇ ତା ୨୧/୧୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ବିଜେପି ସଂଗଠନକୁ ମଜଭୁତ କରିବା ପାଇଁ ପଦକ୍ଷେପ ନିଆଯାଇଛି I ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ପୌର ପରିଷଦ ନଂ ୧ୱାର୍ଡରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି I ପୂର୍ବତନ କାଉନସିଲର ବରିଷ୍ଠ…
ବଳଭଦ୍ରପୁରରେ ଗାଁରେ ପ୍ରଶାସନ, ଅଭିଯୋଗ ଶୁଣାଣୀ

ବଳଭଦ୍ରପୁରରେ ଗାଁରେ ପ୍ରଶାସନ, ଅଭିଯୋଗ ଶୁଣାଣୀ

ପଟ୍ଟାମୁଣ୍ଡାଇ ୨୧/୧୨-ରାଜ୍ୟ ସରକାରଙ୍କ ନିର୍ଦେଶରେ ପ୍ରଶାସନ ଗାଁ ମୁହାଁ ହୋଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଳଭଦ୍ରପୁର ପଂଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର, ପଟ୍ଟାମୁଣ୍ଡାଇ ବିଡ଼ିଓ ଶୁଭ୍ରାଂଶୁ…
ହରିହରାନନ୍ଦ ବାଳାଶ୍ରମରେ ପୁରାତନ ଛାତ୍ରସଂସଦ ମହାମିଳନ

ହରିହରାନନ୍ଦ ବାଳାଶ୍ରମରେ ପୁରାତନ ଛାତ୍ରସଂସଦ ମହାମିଳନ

ପଟ୍ଟାମୁଣ୍ଡାଇ ୨୧/୧୨-ପଟ୍ଟାମୁଣ୍ଡାଇ ହରିହରାନନ୍ଦ ବାଳାଶ୍ରମର ୨୦ବର୍ଷ ପୂର୍ତି ଉପଲକ୍ଷେ ପୁରାତନ ଛାତ୍ରସଂସଦ ପକ୍ଷରୁ ୨ୟ ମହାମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବକୁ ହରିହରା ନନ୍ଦ ବାଳାଶ୍ରମ ପ୍ରତିଷ୍ଠାତା ଅନ୍ତର୍ଯ୍ୟାତିକ ଖ୍ୟାତିସମ୍ପନ୍ନ କ୍ରିୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦ ଉଦଘାଟନ କରିଥିଲେ ।…
ରାସ୍ତାରେ ଓଲଟିଲା ଯାତ୍ରୀବାହୀ ବସ : ୧୦ ଯାତ୍ରୀ ଆହତ

ରାସ୍ତାରେ ଓଲଟିଲା ଯାତ୍ରୀବାହୀ ବସ : ୧୦ ଯାତ୍ରୀ ଆହତ

ପଟ୍ଟାମୁଣ୍ଡାଇ ୨୧/୧୨ -କଟକରୁ ଯାତ୍ରୀମାନଙ୍କୁ ନେଇ ମହାକାଳପଡା ଜମ୍ବୁ ଅଭିମୁଖେ ଯାଉଥିବା ‘ଉମାଶଙ୍କର’ ନାମକ ଯାତ୍ରୀବାହୀ ବସ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥିନା ବଟପଡା ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ ଦୁର୍ଘଟଣାରେ ପ୍ରାୟ ୮ ରୁ ୧୦ ଜଣ ଯାତ୍ରୀ…
ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ନିସ୍ୱ

ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ନିସ୍ୱ

https://youtu.be/l7y96v9fNsw ପଟ୍ଟାମୁଣ୍ଡାଇ ୨୧/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଢାଖଣ୍ଡ ଗ୍ରାମରେ ଏକ ଘରେ ଶନିବାର ସକାଳେ ଅଗ୍ନି କାଣ୍ଡ ଘଟି ଗୋଟିଏ ପରିବାର ନିସ୍ୱ ହୋଇଯାଇଛନ୍ତି । ରୋଷଇ ବେଳେ ସିଲିଣ୍ଡରରୁ ହଠାତ ନିଆଁଲାଗି ଯିବାରୁ ଏହି ଅଗ୍ନିକାଣ୍ଡ ଘଟିଥିଲା ।…
ପଟ୍ଟାମୁଣ୍ଡାଇ ବ୍ଲକରେ ଶିଶୁ ପାଇଁ ଦିବସଟିଏ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ବ୍ଲକରେ ଶିଶୁ ପାଇଁ ଦିବସଟିଏ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୨୦/୧୨- ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ଶିଶୁ ପାଇଁ ଦିବସଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ସି ଡି ପି ଓ ଲଷ୍ମୀମଣି ସିଂଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଡି ସି ପି ଓ ବିଜୟ କେତନ…
ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ

କେନ୍ଦ୍ରାପଡ଼ା,୨୦ା୧୨ : ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୋପବନ୍ଧୁ ଏକାଡ଼େମୀର ମହାନିର୍ଦ୍ଦେଶକ ଜି. ମାଥିଭାଥନନ୍ ଗୁରୁବାର କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ, ପଞ୍ଚାୟତରାଜ ଓ ପାନୀୟଜଳ,…
ଆମ୍ବେଦକରଙ୍କ ପ୍ରତି ଗୃହମନ୍ତ୍ରୀଙ୍କ ଅପମାନସୂଚକ ମନ୍ତବ୍ୟ ପ୍ରତିବାଦରେ ଆମ ଆଦମୀ ପାର୍ଟିର ବିକ୍ଷୋଭ

ଆମ୍ବେଦକରଙ୍କ ପ୍ରତି ଗୃହମନ୍ତ୍ରୀଙ୍କ ଅପମାନସୂଚକ ମନ୍ତବ୍ୟ ପ୍ରତିବାଦରେ ଆମ ଆଦମୀ ପାର୍ଟିର ବିକ୍ଷୋଭ

କେନ୍ଦ୍ରାପଡ଼ା, ୨୦ା୧୨: ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକରଙ୍କ ପ୍ରତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅପମାନ ସୂଚକ ମନ୍ତବ୍ୟ ପ୍ରତିବାଦରେ କେନ୍ଦ୍ରାପଡା ଜିଲ୍ଲା ଆମ୍ ଆଦମୀ ପାର୍ଟି ପକ୍ଷରୁ ସରକାରୀ ହାଇସ୍କୁଲ ଛକସ୍ଥିତ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ତଳେ ଓ ଜିଲ୍ଲାପାଳଙ୍କ…