kanika odisha

ପଟ୍ଟାମୁଣ୍ଡାଇରେ ଓଡି ଟି ଭି ଚ୍ୟାନେଲ ଉଦଘାଟିତ

ପଟ୍ଟାମୁଣ୍ଡାଇ ତା ୬/୯- କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରୁ ଓଡିଶା ଡ୍ରିମ ଟିଭି ଚ୍ୟାନେଲ ଉଦଘାଟିତ ହୋଇଯାଇଛି I ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ପୌର ପରିଷଦ କଲ୍ୟାଣ...

ପଟ୍ଟାମୁଣ୍ଡାଇରେ ବନ୍ୟା ପରିସ୍ଥିତି ଗମ୍ଭୀର, ୭୦ହଜାର ଲୋକ ବିପନ୍ନ

  ସିଂହଗାଁ,ଶ୍ରୀରାମପୁର, ବାଛରା ଡାମରପୁର, ବଳଭଦ୍ରପୁର, ବାଲିପାଟଣା,ତନୁପୁର  ବିଛିନ୍ନ ପଟ୍ଟାମୁଣ୍ଡାଇ ତା ୬/୯-ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାରମ୍ବାର ଲଘୁଚାପ ଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ...

ଗୁରୁଦିବସରେ “ପୁନର୍ବାସ ଶିକ୍ଷାଶ୍ରୀ ସମ୍ମ।ନ’ ପ୍ରଦାନ

କେନ୍ଦ୍ରାପଡା ୫/୯- ପବିତ୍ର ଗୁରୁ ଦିବସ ଅ୍ୱସରରେ ଜିଲ୍ଳାରେ ଭିନ୍ନକ୍ଷମଙ୍କ ଥେରାପି ସେବା, ଅଧିକାର ସଚେତନତା ଓ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ଅନୁଷ୍ଠାନ "ପୁନର୍ବାସ’ ତରଫରୁ ନିଜର...

ଗ୍ରୀନ ଡେଭଲପମେଣ୍ଟ ଫାଉଣ୍ଡେସନ ଓ ଓଡିଶା ପ୍ରଗତି ମଞ୍ଚ ପକ୍ଷରୁ ରାଜ୍ୟ ସ୍ତରୀୟ ଆଦର୍ଶ ଗୁରୁ ସମ୍ବର୍ଦ୍ଧନା ଉତ୍ସବ

କେନ୍ଦ୍ରାପଡ଼ା,୫ା୯:ଗ୍ରୀନ ଡେଭଲପମେଣ୍ଟ ଫାଉଣ୍ଡେସନ ଏବଂ ଓଡିଶା ପ୍ରଗତି ମଞ୍ଚ ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁର ଆନନ୍ଦମାର୍ଗ ବିଦ୍ୟାଳୟ ପରିସରରେ ଦଶମ ରାଜ୍ୟ ସ୍ତରୀୟ ଆଦର୍ଶ ଗୁରୁ...

ଜିଲ୍ଲା ସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ

କେନ୍ଦ୍ରାପଡ଼ା,୫ା୯:କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଇଚ୍ଛାପୁର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର...

ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିରରେ ଗୁରୁ ଦିବସ

ପଟ୍ଟାମୁଣ୍ଡାଇ ୫/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଥିବା ଓଡ଼ିଶାର ସର୍ବବୃହତ ପଂଚକଳାତୀର୍ଥ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ଗଡମେକରର ବର୍ଣ୍ଣାତ୍ମ୍ୟ ଗୁରୁ ଦିବସ ଉତ୍ସବ...

ଡେପୁଟୀ ନର୍ସିଂ ସୁପରିନଟେଣ୍ଡେଣ୍ଟଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା,୫ା୯:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଡେପୁଟି ନର୍ସିଙ୍ଗ ସୁପରିନଟେଣ୍ଡେଣ୍ଟ ବାସନ୍ତି ନାୟକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ଏକ ସଭା ଶୁକ୍ରବାର ଜିଲ୍ଲା ମୁଖ୍ୟ...

ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ

କେନ୍ଦ୍ରାପଡା,୪ା୯: ଆଜି କେନ୍ଦ୍ରାପଡା ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ନବାଗତ ଆଇନସ୍ନାତକ ଛାତ୍ରଛାତ୍ରୀମାନଙ୍କର ୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ...

ରାଜ୍ୟସ୍ତରୀୟ ଗୁରୁପୂଜନ ଉତ୍ସବ

କେନ୍ଦ୍ରାପଡ଼ା,୪ା୯:ବର୍ତ୍ତମାନ ସମସ୍ତ ଯୁବପିଢି ଓଡ଼ିଶାର ପରମ୍ପରାକୁ ଭୁଲି ବିଦେଶୀ ସଂସ୍କୃତିକୁ ଆପଣେଇ ନେଉଥିବା ବେଳେ ଓଡ଼ିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନା ଓ ଓଡ଼ିଶା କଲଚର ଆର୍ଟ...

ମଣ୍ଡଳ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ

କେନ୍ଦ୍ରାପଡ଼ା,୪ା୯:ଇଚ୍ଛାପୁର ଉଚ୍ଚ ବିଦ୍ୟାଳୟରେ ଏକ ମଣ୍ଡଳ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ...

କେନ୍ଦ୍ରାପଡା ମହାବିଦ୍ୟାଳୟ ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

କେନ୍ଦ୍ରାପଡ଼ା,୧୪ା୮:ସ୍ୱାଧୀନତା ଦିବସର ଅବ୍ୟବହତି ପୂର୍ବରୁ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ବିଶାଳ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଶାନ୍ତନୁ କୁମାର...

ଯଶସ୍ୱିନି ପତ୍ରିକା ଉନ୍ମୋଚିତ

କେନ୍ଦ୍ରାପଡ଼ା,୧୪ା୮:ଶ୍ୟାମସୁନ୍ଦରପୁରଗଡାସ୍ଥିତ ଚଣ୍ଡିଆ ପ୍ୟାଲେସ ସଭା ଗୃହରେ ବିଶିଷ୍ଟ ସମାଜ ସେବୀ କବି ଡ଼ ନାରାୟଣ ପତିଙ୍କ ସମ୍ପାଦନାରେ ପ୍ରକାଶିତ ସାହିତ୍ୟ ପତ୍ରିକା "ଯଶସ୍ୱିନି’ର ଶୁଭ ଉନ୍ମୋଚନ ହୋଇଯାଇଛି।...

ବାରୋରେ ତ୍ରିରଙ୍ଗା ପଦଯାତ୍ରା

କେନ୍ଦ୍ରାପଡା ସଦର, ୧୪ା୮: ଅଗଷ୍ଟ ୧୪ମଧ୍ୟାହ୍ନ ୯ ଘଟିକା ସମୟରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଉପସ୍ୱାସ୍ଥ୍ୟ କେନ୍ଦ୍ର ବାରୋ ଠାରୁ ଆରମ୍ଭ ହୋଇ ବାରେ ଗ୍ରାମ ପଞ୍ଚାୟତ...

ପଟ୍ଟାମୁଣ୍ଡାଇ କଲେଜରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା୧୪/୮- ରାଜ୍ୟ ସରକାରଙ୍କ ନିର୍ଦେଶରେ ପଟ୍ଟାମୁଣ୍ଡାଇ କଲେଜରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ କ୍ୟାପଟେନ ମନୋଜ ପରିଡାଙ୍କ ନେତୃତ୍ୱରେ...

ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୧୪/୮- ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ଏମ ଏନ ହାଇସ୍କୁଲ ଏନ ସି ସି ସ୍କାଉଟ ସହଯୋଗରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ...

ଭାଜପା ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା ଶୋଭାଯାତ୍ରା

ପଟ୍ଟାମୁଣ୍ଡାଇ୧୪/୮ ପଟ୍ଟାମୁଣ୍ଡାଇ ଭାଜପା ତରଫରୁ ହର୍ ଘର୍ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ନଗର ଭାଜପା ସଭାପତି ଅଶୋକ ସାହୁଙ୍କ ନେତୃତ୍ୱରେ ଏକ ବିରାଟ ଶୋଭାଯାତ୍ରା ବାଲିପଡ଼ା...

ବାଲିପଡ଼ା ସ୍କୁଲ ପୁରାତନ ଛାତ୍ରସଂସଦ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ତା୧୪/୮- ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ବାଲିପଡ଼ା ନୋଡାଲ ଉ. ପ୍ରା. ବିଦ୍ୟାଳୟ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ...

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଣପ୍ରତିଷ୍ଠାତାଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୩ା୮:ନିଗମାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାଣପ୍ରତିଷ୍ଠାତା ତଥା ଗଗୁଆ ପଞ୍ଚାୟତର ରାହାମାସ୍ଥିତ ନିଗମାନନ୍ଦ ହାଇସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ଧ୍ରୁବ ଚରଣ ଦାଶ(୮୩)ଙ୍କର ପରଲୋକ ହୋଇଯାଇଛି। ସେ କିଛିଦିନ...

ରାଧାରମଣ ମଠରେ ଝୁଲଣ ଯାତ୍ରା

ପଟ୍ଟାମୁଣ୍ଡାଇ ତା ୧୩/୮-କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ଆଧ୍ୟାତ୍ମିକ ପୀଠ ପଟ୍ଟାମୁଣ୍ଡାଇ ରାଧାରମଣ ମଠରେ ଝୁଲଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି I ୩ଦିନ ଧରି ଆୟୋଜିତ ଝୁଲଣ ଯାତ୍ରା...

ବଗଡା ଗ୍ରାମପଞ୍ଚାୟତରେ ବରିଷ୍ଠ ନାଗରିକଙ୍କ ସମାବେଶ

କେନ୍ଦ୍ରାପଡ଼ା,୧୩ା୮:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଗ୍ରାମପଞ୍ଚାତର ବରିଷ୍ଠ ନାଗରିକମାନଙ୍କ ଏକ ସମାବେଶ ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବ୍ରଜକିଶୋର ବିଶ୍ୱାଳ ଏହି ସମାବେଶରେ...

ତୁଳସୀ ମହିଳା ମହାବିଦ୍ୟାଳୟରେ ଦଳୀୟ ସଭା ପରିଣତ କରିବା ବିରୁଦ୍ଧରେ ପ୍ରତିବାଦ

କେନ୍ଦ୍ରାପଡା,୧୨ା୮:ଆଜି  କେନ୍ଦ୍ରାପଡା ଜିଲ୍ଲା ବିଜୁଜନତା ଦଳର ସଭାପତି ଶିବ ପ୍ରସାଦ ଭଳ ଏକ ପ୍ରତିନିଧି ମଣ୍ଡଳି ତୁଳସୀ ମହିଳା ମହାବିଦ୍ୟାଳୟର ସଭାପତି ତଥା କେନ୍ଦ୍ରାପଡାର ଅତିରିକ୍ତ ଜିଲ୍ଲାପାଳ...

ତୁଳସୀକ୍ଷେତ୍ର ପଣ୍ଡିତସଭାର ଚତୁର୍ଦ୍ଦଶ ଅଧିବେଶନ

କେନ୍ଦ୍ରାପଡା,୧୩ା୮:କେନ୍ଦ୍ରାପଡା ତୁଳସୀକ୍ଷେତ୍ର ପଣ୍ଡିତ ସଭାର ଚତୁର୍ଦ୍ଦଶ ଅଧିବେଶନ ଇଚ୍ଛାପୁର ସ୍ଥିତ ସିଦ୍ଧ ବଳଦେବଜୀୟୁ ମନ୍ଦିର ପରିସରରେ ବରିଷ୍ଠ ସଭ୍ୟ ପ୍ରବଚକ ଦାମୋଦର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି...

ମିଳିତ ଜନଶୁଣାଣୀ ଶିବିର , ୭୫ ଅଭିଯୋଗ ଉପରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ନିର୍ଦେଶ

ପଟ୍ଟାମୁଣ୍ଡାଇ ତା ୧୧/୮- ଆଜି ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।  ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲାର...