kanika odisha

ବାଲି ମାଫିଆଙ୍କ ଠାରୁ ଟଙ୍କା ନେବା ମହଙ୍ଗା ପଡିଲା , ଖଣି ଅଧିକାରୀଙ୍କୁ ନିଲମ୍ବିତ କଲେ ସରକାର

କେନ୍ଦ୍ରାପଡ଼ା, ୨୩ା୩: ବାଲି ମାଫିଆଙ୍କ ଠାରୁ ବାଲିଖାଦାନ ଚଳାଇବା ପାଇଁ ଟଙ୍କା ନେଉଥିବା ଭିଡିଓ ଭାଇରାଲ ହେବା ପରେ ଖଣି ଅଧିକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି।...

ଦେବେନ୍ଦ୍ର ଶର୍ମାଙ୍କୁ କେନ୍ଦ୍ରାପଡାରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା, ୨୨ା୩: କେନ୍ଦ୍ରାପଡ଼ାରେ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍‌କ ପାର୍ଥିବ ଶରୀର ପହଞ୍ଚିବା ପରେ କଂଗ୍ରେସ, ବିଜେଡି, ବିଜେପି, ଅନ୍ୟାନ୍ୟ ଦଳ ଓ ସଂଗଠନ ପକ୍ଷରୁ ଅଶ୍ରୁଳ...

ଭାରତୀୟ ଜ୍ଞାନ ବ୍ୟବସ୍ଥା ଦର୍ଶନ ସଂସ୍କୃତି ସମଗ୍ର ବିଶ୍ୱର କଲ୍ୟାଣ ପାଇଁ ପ୍ରେରଣା ଯୋଗାଇଥାଏ

ଜିଲ୍ଲା ସ୍ତରୀୟ ପ୍ରତିଭା ସମ୍ମାନ ୨୦୨୫ ପଟ୍ଟାମୁଣ୍ଡାଇ ୨୨/୩ -କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବାଇପାସ ଠାରେ ଜୀବନ ସୁରକ୍ଷା ସମିତି ଆନୁକୁଲ୍ୟରେ ଶୁକ୍ରବାର ଜିଲ୍ଲା ସ୍ତରୀୟ ପ୍ରତିଭା...

ଡା ସୁଚାରୁହାସିନୀ ପାତ୍ରଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ପଟ୍ଟାମୁଣ୍ଡାଇ ୨୨/୩ - କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଡିଭାଇନ ପ୍ୟାଲେସ ଠାରେ ଦିବଙ୍ଗତା ଡା ସୁଚାରୁହାସିନୀ ପାତ୍ରଙ୍କ ଏକାଦଶାହ ଅବସରରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।...

ଗୁଲନଗର ଗ୍ରାମରେ ଜନବସତିରେ ନୂତନ ଶ୍ମଶାନକୁ ତୀବ୍ର ବିରୋଧ କରି ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡା,୨୧ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମ ୭ନଂ ୱାର୍ଡରେ ପ୍ରସ୍ତାବିତ ନୂତନ ଶ୍ମଶାନଗୃହ ନିର୍ମାଣ ସ୍ଥଳକୁ ସ୍ଥାନାନ୍ତର କିମ୍ବା ବାତିଲ କରିବାକୁ ଜିଲ୍ଲାପାଳଙ୍କୁ ଶତାଧିକ ଗ୍ରାମବାସୀ...

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

କେନ୍ଦ୍ରାପଡ଼ା,୨୧ା୩: କେନ୍ଦ୍ରାପଡା ଜିଲ୍ଲାର ଆଳି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ୬୭ ବୟସରେ ପରଲୋକ ହୋଇଯାଇଛି। ସେ କିଛି ଦିନ ଧରି ଭୁବନେଶ୍ୱରସ୍ଥିତ ଏକ...

ବିଷ୍ଣୁପୁର ପ୍ରବେଶ ଦ୍ୱାର ତୋରଣ ଉଦଘାଟିତ

ପଟ୍ଟାମୁଣ୍ଡାଇ ୨୧/୩  -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ପଂଚାୟତ ବିଷ୍ଣୁପୁର ଗ୍ରାମର ନବନିର୍ମିତ ପ୍ରବେଶ ଦ୍ୱାର ତୋରଣ ଶୁକ୍ରବାର ଉଦଘାଟିତ ହୋଇଯାଇଛି। ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ କେନ୍ଦ୍ରାପଡ଼ା...

ବାରୁଅ ସ୍ଥିତ ଶିଶୁ ଅନନ୍ତ ଆଶ୍ରମରେ ପଦ୍ମଶ୍ରୀ ବାବା ବଳିଆଙ୍କ ପଦାର୍ପଣ

କେନ୍ଦ୍ରାପଡା,୨୧ା୩: ଆଜି ବାରୁଅ ଗ୍ରାମରେ ଥିବା ଶିଶୁ ଅନନ୍ତ ଆଶ୍ରମରେ ପରିବେଶ, ଗଣତନ୍ତ୍ର ଓ ଧର୍ମ ସମ୍ପର୍କରେ ଅୟୋଜିତ ଏକ ସଚେତନତା କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ପୂଜ୍ୟ ପୂଜକ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା, ୨୧ା୩: ସ୍ୱାଧୀନୋତ୍ତର ଓଡିଶା ରାଜନୀତିରେ ଡାକ୍ତର ଦେବେନ୍ଦ୍ର ପ୍ରଧାନ ଜଣେ ପରିପୂର୍ଣ୍ଣ ପ୍ରେରଣାଦାୟୀ ସଫଳ ବ୍ୟକ୍ତିତ୍ୱ। ଅନୁଗୁଳ ଗଡ଼ଜାତ ଖମାର ଅଞ୍ଚଳର ଏକ କୃଷକ ପରିବାରରେ...

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କପରଲୋକ

କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା...

ପଖାଳ ଦିବସ ପାଳନ

କେନ୍ଦ୍ରାପଡା,୨୦ା୩: ଆଜି ପଖାଳ ଦିବସ ପାଳନ କରାଯାଉଛି । ଏହି ଅବସରରେ ବିଭିନ୍ନ ସ୍ଥାନରେ ପଖାଳ ବଣ୍ଟନ କରାଯାଇଛି । ଏହି ଅବସରରେ ଚଣ୍ଡିଆ ପ୍ୟାଲେସ୍‌ର ମାଲିକ...

ଅଗ୍ନିକାଣ୍ଡ: ଘର ସହ ଆସବାବପତ୍ର ଭସ୍ମୀଭୂତ

ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଦାଣ୍ଡିସାହି ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଦ୍ରୋପଦି ବାରିକଙ୍କ ଗୋଟିଏ ବଖରା ଜଳିଯାଇଛି । ଘରେ ଥିବା ବିରି,...

ରାଜସ୍ୱ ନିରୀକ୍ଷକଙ୍କୁ ଆକ୍ରମଣ ଅଭିଯୋଗ

ପଟ୍ଟାମୁଣ୍ଡାଇ ୨୦/୩ -ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ଅଣ୍ଢରା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ମଙ୍ଗଳବାର କେତେକ ଦୁର୍ବୁତ ପସି ରାଜସ୍ୱ ନିରୀକ୍ଷକଙ୍କୁ ମରଣାନ୍ତଙ୍କ ଆକ୍ରମଣ କରିବା ସହିତ ଆଲମିରାରେ...

ସରକାରୀ ଜମିକୁ ବେଆଇନ ଦଖଲ କରି କୋଠା ନିର୍ମାଣ ଅଭିଯୋଗ ,କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦେଶ

କେନ୍ଦ୍ରାପଡ଼ା,୧୯ା୩ : କେନ୍ଦ୍ରାପଡା ସହର କାକଟ ମୈାଜାରେ ସରକାରୀ ଜମିକୁ ଦଖଲକରି ଗୃହ ନିର୍ମାଣ କରିଥିବା ଜନୈକ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉଚ୍ଚ...

କେନ୍ଦ୍ରାପଡାରେ ପଞ୍ଚୁଦୋଳ ମେଳଣ ଓ ହୋଲି ଉତ୍ସବ ପାଳିତ

କେନ୍ଦ୍ରାପଡ଼ା,୧୯ା୩: କେନ୍ଦ୍ରାପଡା ସହର ସମେତ ଆଖପାଖ ଅଞ୍ଚଳରେ ବଡ ଧୁମଧାମରେ ପଞ୍ଚୁଦୋଳ ମେଳଣ ଓ ହୋଲି ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ କେନ୍ଦ୍ରାପଡାର ଆରାଧ୍ୟ...

କେନ୍ଦ୍ରାପଡା କଲେଜରେ ମାଇଁ ଏନସିସି ଆଲୁମିନି ଆସୋସିଏସନର ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ

କେନ୍ଦ୍ରାପଡ଼ା,୧୮ା୩ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅକାମି ହୋଇ ପଡିଥିବା ଶୁଦ୍ଧ ପାନୀୟଜଳ ପ୍ରକଳ୍ପକୁ ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ କାର୍ଯ୍ୟକ୍ଷମ କରାଯାଇଛି। ଏହି...

ମୀରପାଟଣା ଗ୍ରାମରେ ଦୋଳ ମହୋତ୍ସବ

କେନ୍ଦ୍ରାପଡ଼ା, ୧୮ା୩: କେନ୍ଦ୍ରାପଡା ସହରର ମୀରପାଟଣା ଗ୍ରାମରେ ମଙ୍ଗଳବାର ଦିନ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଆରଧ୍ୟା ଦେବତା ଶ୍ରୀ ମା ଥାନପତି ଠାକୁରାଣୀଙ୍କ...

ବାରୋ ଶିଶୁ ଅନନ୍ତ ଆଶ୍ରମରେ ବିଶାଳ ଆଧ୍ୟାତ୍ମିକ ସମ୍ମିଳନୀ

କେନ୍ଦ୍ରାପଡା, ୧୮ା୩: କେନ୍ଦ୍ରାପଡ଼ା ବ୍ଲକ ଅର୍ନ୍ତଗତ ବାରୁଅସ୍ଥିତ ଶ୍ରୀ ଶିଶୁ ଅନନ୍ତ ଆଶ୍ରମ ପରିସରରେ ଆସନ୍ତା ଗୁରୁବାର ଅପରାହ୍ନ ୫ଟାରେ ଆଶ୍ରମର ଭକ୍ତବୃନ୍ଦ, ଆଞ୍ଚଳିକ ସଜ୍ଜନ ବୃନ୍ଦ...

ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା

କେନ୍ଦ୍ରାପଡ଼ା,୧୮ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ...

ପୋଖରୀ ଖୋଳାରେ ଅନିୟମିତତା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡ଼ା,୧୭ା୩: ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଅଧିନରେ ଫାର୍ମ ପୋଖରୀ ଖୋଳାରେ ଅନିୟମିତତା ହୋଇଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କେନ୍ଦ୍ରାପଡା ଜିଲ୍ଲାର...

ଶେଷ ହେଲା ତନାର ଦୋଳ ମେଲଣ

କେନ୍ଦ୍ରାପଡା,୧୭ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ଗ୍ରାମପଞ୍ଚାୟତର ତନାର ଗ୍ରାମରେ ଦୋଳପୂର୍ଣ୍ଣିମା ଓ ହୋଲି ଉତ୍ସବ ଆବହମାନକାଳରୁ ପାଳିତ ହୋଇ ଆସୁଅଛି। ଚଳିତବର୍ଷ ଏହି ଅବସରରେ...

ମଦ ଦୋକାନକୁ ବିରୋଧ କଲେ ସାଧାରଣ ମହିଳା।

କେନ୍ଦ୍ରାପଡା, ୧୭/୩- ମଦ ପାଇଁ ମହାଭାରତ । ତାତିଲେ ମହିଳା ଭଙ୍ଗାରୁଜା ସହ ପୋଡିଲେ ଚାଖେଣା ଦୋକାନ । ଉତ୍ତେଜନା ସ୍ଥଳରେ ପହଁଞ୍ôଚ ବୁଝା ସୁଝା କରୁଛି...

କେନ୍ଦ୍ରାପଡା ମହାବିଦ୍ୟାଳୟକୁ ମିଳୁ ବିଶ୍ୱବିଦ୍ୟାଳୟ ମାନ୍ୟତା

କେନ୍ଦ୍ରାପଡ଼ା, ୧୭ା୩: ସମାନ କାମ ପାଇଁ ସମାନ ଦରମା ଏବଂ ସମାନ ପଦବୀ ନୀତି ହେଉ। ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଗୁଡିକୁ ସରକାରୀ ଘୋଷଣା କରାଯାଉ। ଜିଲ୍ଲାର...

ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ ଫଗୁ ଆସର

କେନ୍ଦ୍ରାପଡ଼ା,୧୬ା୩: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ କବି ବସନ୍ତ କୋକିଳଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ମିଳିତ ଫଗୁଆସର ଆଲୋଚନା ଚକ୍ର...