ଗାଁସାଥୀଙ୍କୁ ପଞ୍ଚାୟତ ପକ୍ଷରୁ ଏନଏମଏମଏସ ଆପ ପ୍ରଦାନ କରାନଯିବା , ପ୍ରତିବାଦରେ ଜିଲ୍ଲାପାଳଙ୍କୁ ଅଭିଯୋଗ
କେନ୍ଦ୍ରାପଡ଼ା,୭ା୭:କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅଧିନ ଅଟାଳ ଗ୍ରାମପଞ୍ଚାୟତରେ ଗାଁସାଥୀ(ମେଟ) ଭାବରେ କାର୍ଯ୍ୟରତ ସୁଜାତା ପରିଡାଙ୍କୁ ପଞ୍ଚାୟତ ପକ୍ଷରୁ ଏନ. ଏମ. ଏମ. ଏସ. ଆପ୍ ପ୍ରଦାନ କରାନଯିବା ପ୍ରତିବାଦରେ ସେ ଆଜି ଜିଲ୍ଲାପାଳଙ୍କ […]
