କେନ୍ଦ୍ରାପଡ଼ା,୯ା୩:ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜିର ଶିବିରରେ ମୋଟ ୧୦୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥି ମଧ୍ୟରୁ ୮୮ଟି ବ୍ୟକ୍ତିଗତ ଏବଂ ୧୮ଟି ସାମୁହିକ ଅଭିଯୋଗ ଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଜଣଙ୍କୁ ୪୫ ହଜାର ଟଙ୍କା ଆର୍ôଥକ ସହାୟତା ପ୍ରଦାନ କରାଯାଇଛି। ୭ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା। […]

କେନ୍ଦ୍ରାପଡା,୬।୩: କେନ୍ଦ୍ରାପଡା ଜିଲ୍ଲା ଭାରତୀୟ ଜନଔଷଧୀ କେନ୍ଦ୍ର ପକ୍ଷରୁ ଜନଔଷଧୀ ସପ୍ତାହ ପାଳନ ଅବସରରେ କେନ୍ଦ୍ରାପଡା ନୂଆବସଷ୍ଟାଣ୍ଡ ଠାରୁ ପୁରୁଣା ବସଷ୍ଟାଣ୍ଡ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାକୁ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ରବିନ୍ଦ୍ର କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ । ଉଦ୍‌ଘାଟନ କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ପୌରାଧକ୍ଷା ସରିତା ସାହୁ, ପୂର୍ବତନ ଜିଲ୍ଲାପାରିଷଦ ଅଧ୍ୟକ୍ଷା ଗିତା ସେଠୀ ଯୋଗଦେଇ ଜିଲ୍ଲାରେ […]

କେନ୍ଦ୍ରାପଡ଼ା,୨୨ା୨:କେନ୍ଦ୍ରାପଡ଼ା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଓ ମାଇଁ ଭାରତ ପକ୍ଷରୁ ଜିଲ୍ଲାସ୍ତରୀୟ ବିକଶିତ ଭାରତ ୟୁଥ ପାର୍ଲାମେଣ୍ଟ ଆୟୋଜନ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଆସନ୍ତା ୨୫ତାରିଖରେ ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଅନୁଷ୍ଠିତ ହେବ। ଏହି ସାମ୍ବାଦିକ ସମ୍ମିଳନୀରେ ସାନ୍ଧ୍ୟଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷା ଆଦ୍ୟାରଶ୍ମି ମହାପାତ୍ର, ପୂର୍ବତନ ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଶିଶିରକାନ୍ତ ମହାପାତ୍ର, ମାଇଁ ଭାରତ ୟୁବା ଭାରତର […]

କେନ୍ଦ୍ରାପଡ଼ା,୧୯ା୨:କେନ୍ଦ୍ରାପଡା ଜିଲ୍ଲାର ୧୦୭ଟି ପରୀକ୍ଷା କେନ୍ଦ୍ରରେ ଆଜି ଓଡିଆ ବିଷୟରେ ପରୀକ୍ଷା ଦେଇଛନ୍ତି ୧୯ହଜାର ୪୭୨ଜଣ ଛାତ୍ରଛାତ୍ରୀ। ୧୯ହଜାର ୩୦୧ଜଣ ଆଜି ବାର୍ଷିକ ମାଟ୍ରିକ ପରୀକ୍ଷାର ମାତୃଭାଷା ଓଡିଆ ବିଷୟରେ ପରୀକ୍ଷା ଦେବାକୁ ଥିବା ବେଳେ ସେଥିମଧ୍ୟରୁ ୧୯୦୨୯ଜଣ ପରୀକ୍ଷା ଦେଇଥିବା ବେଳେ ୨୭୨ଜଣ ଅନୁପସ୍ଥିତ ଥିଲେ। ୨୬୩ଜଣ ମଧ୍ୟମା ଛାତ୍ରଛାତ୍ରୀ ଓଡିଆ ବିଷୟରେ ପରୀକ୍ଷା ଦେବାକୁ ଥିବା ବେଳେ ସେଥିମଧ୍ୟରୁ ୨୨୭ଜଣ ପରୀକ୍ଷା ଦେଇଥିବା ବେଳେ ୩୬ଜଣ ଅନୁପସ୍ଥିତ […]

ମାଟିଆପଡା ହାଇସ୍କୁଲ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ତା ୧୩/୨- ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ସମୟରେ ଛାତ୍ରୀଛାତ୍ରମାନେ ନିଜର ଦୁର୍ବଳତା କୁ ପରଖି ଶକ୍ତିରେ ପରିଣତ କଲେ ଜୀବନ ସବୁ କ୍ଷେତ୍ରରେ ସଫଳ ହେବା ସହିତ ନିଜର ସ୍ବପ୍ନ ସାକାର କରିପାରିବେ ବୋଲି ରାଜନଗର ବିଧାୟକ ଧ୍ରୁବ ସାହୁ ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତ ମାଟିଆ ପଡା ସରକାରୀ ହାଇସ୍କୁଲର ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପ୍ରକାଶ କରିଛନ୍ତି । […]

ପଟ୍ଟାମୁଣ୍ଡାଇ ତା ୧୩/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ନୂଆଗାଁ କାକୁଡିପଲ୍ଲୀ କୃଷ୍ଣ ବଳରାମ କ୍ଲବ ପକ୍ଷରୁ ୪ଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ର ୧୬ଟି ୱାର୍ଡ ମଧ୍ୟରେ ଆୟୋଜିତ କ୍ରିକେଟ ଟୁର୍ନାମେଣ୍ଟରେ ପୌରାଞ୍ଚଳ ର ୧୬ଟି ୱାର୍ଡର ୧୬ଟି କ୍ରିକେଟ ଦଳ ଭାଗ ନେଇଥିଲେ । ଫାଇନାଲ ଖେଳ ନୂଆଗାଁ କାକୁଡିପଲ୍ଲୀ ୯ନଂ ୱାର୍ଡ କ୍ରିକେଟ ଦଳ ଓ ୧୭ନଂ ୱାର୍ଡ ମାଟିଆ […]

କେନ୍ଦ୍ରାପଡ଼ା,୧୧ା୨:ଗୁଲନଗର ମଧ୍ୟ ଇଂରାଜୀ ବିଦ୍ୟାଳୟ ୧୯୭୦ ଓ ଉଚ୍ଚ ବିଦ୍ୟାଳୟ ୧୯୭୪ ବ୍ୟାଚର ପୁରାତନ ବିଦ୍ୟାର୍ଥୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ସଂଜୀବନୀ ବିଦ୍ୟା ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମସ୍ତ ପୁରାତନ ବିଦ୍ୟାର୍ଥୀ ଯୋଗ ଦେଇଥିଲେ। ଦୀର୍ଘ ଦିନ ପରେ ପରସ୍ପରକୁ ଭେଟି ପୁରୁଣା ସ୍ମୃତିକୁ ରୋମନ୍ଥନ କରିଥିଲେ। ଏହି କାର୍ଯ୍ୟକ୍ରମ ଅବସରରେ ଏକ ସଭାର ଆୟୋଜନ କରାଯାଇଥିଲା। ଏଥିରେ ସଂଗଠନ ସଭାପତି ଅବସରପ୍ରାପ୍ତ ଶିକ୍ଷକ ଭରତ ଚନ୍ଦ୍ର ସାହୁ […]

କେନ୍ଦ୍ରାପଡ଼ା,୩ା୨:କେନ୍ଦ୍ରାପଡା ଜିଲ୍ଲା ପ୍ରଦକ୍ଷଣ ଭବନରେ ଭାରତୀୟ ଜନତା ପାର୍ଟିର ଜିଲ୍ଲା ସଭାପତି ଶଶାଙ୍କଶେଖର ସେଠୀଙ୍କ ସଭାପତିତ୍ୱରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ କୁମାର ସ୍ୱାଇଁ ଯୋଗଦେଇ ଚଳିତ କେନ୍ଦ୍ର ବଜେଟ୍ ଏକ ଯୁଗାନ୍ତକାରୀ ବଜେଟ୍ ବୋଲି ଅଭିହିତ କରିବା ସହ ଏହା ବିକସିତ ଭାରତ ଗଠନ ନିମନ୍ତେ ଯଶଶ୍ୱୀ ପ୍ରଧାନ ମନ୍ତ୍ରୀ ନରେନ୍ଦ ମୋଦୀ […]

କେନ୍ଦ୍ରାପଡ଼ା,୩ା୨:ମନରେଗା ବଞ୍ଚାଅ – ଭି.ବି. ଜି.ରାମ୍‌.ଜି ଆଇନକୁ ପ୍ରତ୍ୟାହାର କର, ଶ୍ରମିକ ବିରୋଧୀ ଶ୍ରମ କୋଡ଼ ରଦ୍ଦ କର, ଜନ ବିରୋଧୀ ବିଦ୍ୟୁତ୍ ସଂଶୋଧନ ବିଲ୍ ପ୍ରତ୍ୟାହାର କର, କୃଷକ ବିରୋଧୀ ବିହନ ବିଲ୍‌-୨୦୨୫ ବାତିଲ କର, ଧାନ ମଣ୍ଡିରୁ ସରକାରୀ ମୂଲ୍ୟରେ ସମସ୍ତ ଧାନ କ୍ରୟ କର, କୃଷିଜାତ ପଦାର୍ଥର ସର୍ବନିମ୍ନ ସହାୟକ ମୂଲ୍ୟ ପାଇଁ ଆଇନ କର ପ୍ରଭୃତି ୨୧ଦଫା ଦାବିରେ ୧୨ ଫେବୃଆରୀ ୨୦୨୬ ଦେଶବ୍ୟାପୀ […]

କେନ୍ଦ୍ରାପଡ଼ା,୩ା୨:କେନ୍ଦ୍ରାପଡା ନଗର ମା’କାକଟମଙ୍ଗଳା ବସତି ପକ୍ଷରୁ କେନ୍ଦ୍ରାପଡା ତୁଳସୀବଜାର ନୂଆବସଷ୍ଟାଣ୍ଡ ପରିସରରେ ଏକ ବିଶାଳ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ ପ୍ରାନ୍ତୀୟ ଅଧିକାରୀ ଗୈାତ୍ତମ ମହାରଣା ଏବଂ ପୂର୍ବତନ ପ୍ରଚାରକ ସର୍ବେଶ୍ୱର ମିଶ୍ର, ମୁଖ୍ୟବକ୍ତା ଭାବେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଯୋଗଦେଇ ହିନ୍ଦୁସମାଜକୁ ଏକତ୍ରିତ ହୋଇ ରହିବା ସହିତ ହିନ୍ଦୁଧର୍ମ ଓ ସଂସ୍କୃତିକୁ ବଜାୟ ରଖିବାକୁ ଯୁବପିଢୀକୁ ଆହ୍ୱାନ କରିଥିଲେ। […]

କେନ୍ଦ୍ରାପଡ଼ା,୨୩ା୧:ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ନକୁଳ ଚରଣ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ସୁଜାନଗରସ୍ଥିତ ନେତାଜୀ ମଡେଲ ଏମ.ଇ.ସ୍କୁଲରେ ଆଜାଦହିନ୍ଦ ଟ୍ରଷ୍ଟ ପକ୍ଷରୁ ୧୨୯ତମ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସ୍କୁଲ ପରିସରରେ ଥିବା ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ସ୍ୱାଧୀନତା ସଂଗ୍ରାମୀ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ତଥା କଳ୍ପନା କ୍ରିଏଟିଭ କମ୍ୟୁନିକେସନର ଅଧ୍ୟକ୍ଷ ଅବନୀ କୁମାର ଦାସଙ୍କ […]

କେନ୍ଦ୍ରାପଡା,୨୩ା୧: ଜାତୀୟ ସ୍ତରୀୟ ଷଷ୍ଠ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଅପରାହ୍ନରେ ଉଦଘାଟିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ ଖାନ୍‌ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ଜିଲ୍ଲାପାଳ ରଘୁରାମ ଆର. ଆୟାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ପୈାରାଧ୍ୟକ୍ଷା ସରିତା […]

କେନ୍ଦ୍ରାପଡ଼ା,୨୩ା୧: ବାଲିଆସ୍ଥିତ ମାଧ୍ୟମିକ ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କେନ୍ଦ୍ରାପଡା ସହର ଉପକଣ୍ଠ ସୁଜାନଗରସ୍ଥିତ ପ୍ରସନ୍ନ କୁମାର ବେହେରାଙ୍କ ବାସଭବନରେ ଅନୁଷ୍ଠିତ ଉତ୍ସବରେ ପ୍ରାକ୍ତନ ଗୁରୁଜୀ ନିଳମଣି ସ୍ୱାଇଁ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହାକୁ ଉଦଘାଟନ କରିଥିଲେ। ଏଥିରେ ଅଭିମନ୍ୟୁ କର ପୈାରହିତ୍ୟ କରିଥିଲେ। ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଫଟୋଚିତ୍ରରେ ସାମୁହିକ ପୁଷ୍ପମାଲ୍ୟ […]

ପଟ୍ଟାମୁଣ୍ଡାଇ ତା ୨୩/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନ ମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାମନ୍ଦିର ପରିଚାଳନା ସମିତି କୋଷାଧ୍ୟକ୍ଷା ମନସ୍ମିତା ସାହୁଙ୍କ ପୌରହିତ୍ୟରେ ଆୟୋଜିତ ସପ୍ତ ଶକ୍ତି ସମ୍ମିଳନୀରେ ପଦ୍ମନାଭ ସେବା ସଂସ୍ଥା ବାଳିକା ଉଚ୍ଚବିଦ୍ୟାଳୟ ସହକାରୀ ପ୍ରଧାନଶିକ୍ଷୟତ୍ରୀ ଅନିତା ସିଂ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଶିଶୁମାନଙ୍କୁ ଭଲ ମଣିଷ କରି ତୋଳିବାରେ ମାଆ ମାନଙ୍କ ଭୂମିକା […]

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଢଣ ଷଷ୍ଠିଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ଶୀତ ଦାଉରୁ ରକ୍ଷାପାଇବା ପାଇଁ ଶ୍ରୀଜୀୟୁ ଶୀତ ବସ୍ତ୍ର ଘୋଡିଲାଗି ହୋଇଥାନ୍ତି । ବସନ୍ତ ପଞ୍ଚମିରେ ବସନ୍ତ ଋତୁ ଆଗମନରେ ରାଧା ଗୋବିନ୍ଦ ଜୀୟୁ ତାଙ୍କ ଅଷ୍ଠସଖାମାନଙ୍କ ସହିତ […]

ଏବେ ବି ଅନେକ ଲୋକ କନ୍ୟାସନ୍ତାନକୁ ବୋଝ ଭାବି ଘୃଣା କରୁଛନ୍ତି, ଯେଉଁଥିପାଇଁ ଘଟୁଛି ପାରିବାରିକ ହିଂସା ଓ ନିର୍ଯାତନା। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଡାମରପୁରରେ ଏହି ଗାଁର ସସ୍ମିତା ଦାସ(୩୮) କନ୍ୟା ସନ୍ତାନ ଜନ୍ମ ଦେଇଥିବାରୁ ତାଙ୍କୁ ପ୍ରାୟ ଅଢ଼େଇ ବର୍ଷ ଧରି ଶୁଶୁର ଘର ଲୋକଙ୍କ ଅକଥନୀୟ ନିର୍ଯାତନା ଭୋଗିବାକୁ ପଡ଼ିଛି। ଶେଷରେ ଶିଶୁକନ୍ୟା ସହ ଶୋଇଥିବା […]

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଢଣ ଷଷ୍ଠିଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ଶୀତ ଦାଉରୁ ରକ୍ଷାପାଇବା ପାଇଁ ଶ୍ରୀଜୀୟୁ ଶୀତ ବସ୍ତ୍ର ଘୋଡିଲାଗି ହୋଇଥାନ୍ତି । ବସନ୍ତ ପଞ୍ଚମିରେ ବସନ୍ତ ଋତୁ ଆଗମନରେ ରାଧା ଗୋବିନ୍ଦ ଜୀୟୁ ତାଙ୍କ ଅଷ୍ଠସଖାମାନଙ୍କ ସହିତ […]

କେନ୍ଦ୍ରାପଡ଼ା,୨୧ା୧: ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗ୍ରାମ ପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଏକ ପ୍ରସ୍ତୁତି ବୈଠକ ଗଣ୍ଡାକିଆ ମଣି ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଶିକ୍ଷକ କୈଳାଶ ଚନ୍ଦ୍ର ସ୍ୱାଇଁ ଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଓଡିଶା ହାଇକୋର୍ଟର ସରକାରୀ ଆଇନଜିବୀ ଅବିନାଶ ପଣ୍ଡା ସମେତ ହୃଷୀକେଶ ସାହୁ, ନାନୁ ଚରଣ ଦାସ, […]

କେନ୍ଦ୍ରାପଡ଼ା,୧୮ା୧:ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେନ୍ଦ୍ରାପଡା କଲେଜ ପଡିଆରେ ଚାଲିଥିବା ଜିଲ୍ଲା ସଂସ୍କୃତି ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଶ୍ରେଷ୍ଠ ପ୍ରଡ୍ୟୁସର ଗ୍ରୁପ ଗୁଡିକୁ ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଶେଷ ଦିବସରେ ମେଳାର ଶ୍ରେଷ୍ଠ ବିକ୍ରେତା ଭାବେ ନୟାଗଡର ବୁଢୀ ମା’ ପ୍ରଡ୍ୟୁସର ଗ୍ରୁପ, ସର୍ବାଧିକ ବିକ୍ରେତା ସୋନପୁରର ଜୟ ହନୁମାନ ପ୍ରଡ୍ୟୁସର ଗ୍ରୁପ ଓ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ସୋନପୁରର […]

କେନ୍ଦ୍ରାପଡ଼ା,୧୮ା୧:ସନାତନ ଧର୍ମ ସୃଷ୍ଟିର ସର୍ବ ପୁରାତନ ତଥା ଏକମାତ୍ର ଧର୍ମ। ସନାତନ ସଂସ୍କୃତି ବସୁଧୈବ କୁଟୁମ୍ବକଂର ବାର୍ତ୍ତର୍ା ଦେଇଥାଏ। ସମଗ୍ର ବିଶ୍ୱର ମଙ୍ଗଳ କାମନା ତଥା ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ଅନାଦି କାଳରୁ ଏହି ଧର୍ମ ଚେଷ୍ଟା କରି ଆସିଛି ଓ ଦେଶ ମାତୃକାକୁ ନିଜର ମାଆ ବୋଲି ସମ୍ବୋଧନ କରିଆସିଛି। ହିନ୍ଦୁ ସଂସ୍କୃତି କେବଳ ଦେବୀ ବା ଦେବତା ନୁହେଁ, ମାନବ, ବୃକ୍ଷଲତା ଏପରିକି ଜଡ଼ ବସ୍ତୁରେ […]

କେନ୍ଦ୍ରାପଡ଼ା,୧୭ା୧:କେନ୍ଦ୍ରାପଡା ଭି.ଆଇ.ପି. ରୋଡ ସନ୍ନିକଟରେ ଅବସ୍ଥିତ ରେସୱା ସ୍ୱଳ୍ପରହଣୀ କେନ୍ଦ୍ରର ଅନ୍ତେବାସୀମାନଙ୍କୁ ସମାଜସେବୀ ସ୍ୱର୍ଗତା ନନ୍ଦିତା ବ୍ରହ୍ମାଙ୍କ ସ୍ମୃତିରେ ଡାକ୍ତର ସୁଧିର କୁମାର ବ୍ରହ୍ମା ଶୀତବସ୍ତ୍ର(ଶାଲ) ପ୍ରଦାନ କରିଛନ୍ତି। ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପସ୍ଥିତ ଜିଲ୍ଲା ପ୍ରତିଭା ପୂଜା ସଂସଦ ସଭାପତି ପ୍ରଦିପ କୁମାର ମହାନ୍ତି ସ୍ୱର୍ଗତା ବ୍ରହ୍ମା ବିଗତ ଦିନରେ କିପରି ଗରିବ ନିଷ୍ପେସିତ ଲୋକଙ୍କୁ ସାହାଯ୍ୟର ହାତ ବଢାଉଥିଲେ ତାହା ବର୍ଣ୍ଣନା କରିଥିଲେ। ଏହି କାର୍ଯ୍ୟକ୍ରମରେ […]

କେନ୍ଦ୍ରାପଡା,୧୬ା୧: କେନ୍ଦ୍ରାପଡ଼ା ଜିଲାରେ ଆଇନ୍‌ଶୃଙ୍ଖଳା ପରିସ୍ଥିତି ବିଗିଡି ଯାଇଛି। ପୁଲିସ ଏବେ ଗେରୁଆ ଗାମୁଚ୍ଛାଧାରୀଙ୍କୁ ସମ୍ମାନ ଦେଉଛି। ଗେରୁଆ ଗାମଛା ପକାଇଥିବା ଲୋକମାନେ ଯାହା ଦୋଷ କଲେ ସେମାନଙ୍କୁ ତିନିଖୁଣ ମାଫ। କିନ୍ତୁ ସାଧାରଣ ଜନତା ଟିକେ ଭୁଲ କଲେ ସେମାନଙ୍କୁ ସଙ୍ଗେ ଜେଲ। ଥାନା ଏବେ ବିଜେପି ଅଫିସରରେ ପରିଣତ ହୋଇଛି। ବିଜେଡି ବିଧାୟକମାନେ ଏହି ଅଭିଯୋଗ କରି ଶୁକ୍ରବାର ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କରି ଗିରଫ […]

କେନ୍ଦ୍ରାପଡ଼ା,୧୭ା୧: ବର୍ତ୍ତମାନ ଗୁଡିଉଡା ପର୍ବ ଚାଲିଛି । ଏହି ପରିପ୍ରେକ୍ଷିରେ କେନ୍ଦ୍ରାପଡା ସହର ଗୋବରୀ ନଦୀ କୂଳରେ ପିଲାମାନେ ଗୁଡି ଉଡେଇବାରେ ବ୍ୟସ୍ତ । ଗୁଡି ସୂତା ପ୍ଲାଷ୍ଟିକରେ ହେଉ ବା ମାଞ୍ଜା ସୂତା ହେଉ । ତାହା ସାଧାରଣ ବାଟୋଇମାନଙ୍କର କାଳ । ଆଜି ଅପରାହ୍ନରେ କେନ୍ଦ୍ରାପଡା ନୂଆ ବସଷ୍ଟାଣ୍ଡ ବାଇପାସ ରାସ୍ତାରେ କେନ୍ଦ୍ରାପଡା ଗୁଲନଗର ଛକ ନିକଟ ଏକ ଅଟୋ ସୋରୁମରେ କାର୍ଯ୍ୟରତ ଅସୁରେଶ୍ୱର ଗ୍ରାମର ଦେବେନ୍ଦ୍ର […]

କେନ୍ଦ୍ରାପଡା,୧୫ା୧:କେନ୍ଦ୍ରାପଡ଼ା ସହର ତିନିମୁହାଣୀ ସ୍ଥିତ ମାରୁତି ସୋଲାର ସିଷ୍ଟମ କାର୍ଯ୍ୟାଳୟରେ ପ୍ରଧାନ ମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଦ୍ୟୁତ ଯୋଜନା ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ନଗରପାଳ ସରିତା ସାହୁଙ୍କ ଉପସ୍ଥିତିରେ ଏହାକୁ ଉଦ୍‌ଘାଟନ କରି କହିଲେ ଏହି ଯୋଜନାରେ ସୌରଶକ୍ତି ମାଧ୍ୟମରେ ପ୍ରତି ମାସରେ ବିନା ଦେୟରେ ବିଦ୍ୟୁତ ଉପଭୋକ୍ତାମାନେ ବିଜୁଳି ଶକ୍ତି ପାଇ ପାରିବେ। ଏହାଦ୍ୱାରା ଜଳଶକ୍ତି ଓ ତାପଜ ଶକ୍ତି ଉପରେ ନିର୍ଭରଶୀଳତା […]