kanika odisha

ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧନା

ପଟ୍ଟାମୁଣ୍ଡାଇ୩୦/୧୦ -ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି ରାଜନଗର ବାତ୍ୟା ବିପନ୍ନ ଅଂଚଳ ପରିଦର୍ଶନରେ ଯିବାବେଳେ ପଟ୍ଟାମୁଣ୍ଡାଇ ବାଇପାସ ଛକ ଠାରେ ପଟ୍ଟାମୁଣ୍ଡାଇ ବ୍ଲକ ଓ...

ଡାମରପୁର ଘାଟ ନିକଟରୁ ମୃତ କୁମ୍ଭୀର ଉଦ୍ଧାର

ପଟ୍ଟାମୁଣ୍ଡାଇ ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଡାମରପୁର ପଂଚାୟତ ଡାମରପୁର ବ୍ରାହ୍ମଣୀ ନଦୀ ଘାଟ ନିକଟରୁ ଏକ ମୃତ କୁମ୍ଭୀର ଠାବ କରାଯାଇଛି । ଏହି କୁମ୍ଭୀର...

ନନ୍ଦଲାଲଜୀଉଙ୍କ ବିଶ୍ୱଶାନ୍ତି ମହାଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ

ପଟ୍ଟାମୁଣ୍ଡାଇ ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଂଚାୟତ ନନ୍ଦଲାଲପାଟଣାରେ ବିଶ୍ୱଶାନ୍ତି ମହାଯଜ୍ଞ ସଫଳତାର ସହ ଆୟୋଜନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି...

କଖାରୁଣୀ କ୍ଲଷ୍ଟରରେ ନୂତନ କନିଷ୍ଠ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

ପଟ୍ଟାମୁଣ୍ଡାଇ ତା ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀ ୟୁ ଜି ୟୁ ପି କ୍ଲଷ୍ଟର ପକ୍ଷରୁ ନବ ନିଯୁକ୍ତ କନିଷ୍ଠ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି...

ବଦଳି ପରେ ଅସନ୍ତୋଷ ବ୍ୟକ୍ତ କଲେ ଜନତା କେନ୍ଦ୍ରାପଡ଼ା ବିଡିଓଙ୍କ ପ୍ରକୋଷ୍ଠକୁ ଅଣ୍ଡାମାଡ଼

କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡ଼ା ବ୍ଲକ ବିଡିଓଙ୍କ ବଦଳି ପରେ ଜନତା ଉତ୍ତ୍ୟକ୍ତ ହୋଇ ସେମାନଙ୍କ ଆକ୍ରୋଷ ବ୍ୟକ୍ତ କରିଛନ୍ତି। ଫଳ ସ୍ୱରୂପ ବିଡିଓଙ୍କ କାର୍ଯ୍ୟାଳୟକୁ ଘନ ଘନ ଅଣ୍ଡାମାଡ...

ମୋ ଭାରତ ଓ ଦୀପାବଳୀ ଉତ୍ସବ ପାଳନ

କେନ୍ଦ୍ରାପଡ଼ା,୩୦ା୧୦: ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମୋ ଯୁବ ଭାରତର ପ୍ରଥମ ବାର୍ଷିକୀ ଉତ୍ସବ ପାଳନ ଅବସରରେ ଆଲୋକର ପର୍ବ...

ସିଡିପିଓଙ୍କ ନିର୍ଯ୍ୟାତନା ଯୋଗୁଁ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟଣା ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ

  କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡା ଜିଲ୍ଲା ଅଧିନ ଡେରାବିଶ ବ୍ଲକର ସମନ୍ୱିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ(ଆଇସିଡିଏସ)ର ଜଣେ ଗର୍ଭବତୀ ମହିଳା କର୍ମଚାରୀ(କିରାଣୀ) ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ଶିଶୁ...

ଦୁଇ ଦିବଂଗତ ନେତାଙ୍କ ଉଦେଶ୍ୟରେ କେନ୍ଦ୍ରାପଡାରେ ସର୍ବ ଦଳୀୟ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡ଼ା, ୨୯ା୧୦: କେନ୍ଦ୍ରାପଡାର ପୂର୍ବତନ ସାଂସଦ ସ୍ୱର୍ଗତ ପ୍ରଭାତ ସାମନ୍ତରାୟ ଓ ପୂର୍ବତନ ବିଧାୟକ ସ୍ୱର୍ଗତ ଉତ୍କଳ କେଶରୀ ପରିଡାଙ୍କ ପରଲୋକରେ ଆଜି ବିଜୁ ଜନତା ଦଳ...

ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ , ମରିବା ପୂର୍ବରୁ ଥର ଥର କଣ୍ଠରେ ସାନ ଭାଇକୁ ପଚାରିଲେ, ବାବୁରେ ମୋତେ କି ବିଷ ଦେଇଛୁ କହ?

ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ। ବିଷ ପିଇ ଯନ୍ତ୍ରଣାରେ ଜର୍ଜରିତ ହୋଇ ଡାକ୍ତରଖାନାରେ ମଧ୍ୟ ବଡ଼ ଭାଇ ସାନଭାଇକୁ ଖୋଜୁଥିଲା । ଯେତେବେଳେ ଆଖି ଆଗରେ...

ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଉପଲକ୍ଷେ ମିନି ମାରାଥନ

କେନ୍ଦ୍ରାପଡ଼ା, ୨୯ା୧୦: ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟ ସାରା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ୨୦୨୪ ପାଳନ କରାଯାଉଛି । ଏହି ଉପଲକ୍ଷେ ଗରାପୁରସ୍ଥିତ ଜିଲ୍ଲା ଜରୁରୀକାଳୀନ...

ଲୋକନାଥପୁରରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା

ପଟ୍ଟାମୁଣ୍ଡାଇ ୨୯/୧୦ - ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଗୁଣୁପୁର ମା'ଛୁଆଳିଆ ପଂଚାୟତ ହାଇସ୍କୁଲ ପକ୍ଷରୁ ଲୋକନାଥପୁର ପ୍ରକଳ୍ପ ଉଚ୍ଚ...

ବ୍ରାହ୍ମଣୀ କଲେଜରେ ସପ୍ତାହବ୍ୟାପି ବୃକ୍ଷରୋପଣ କାର୍ଯ୍ୟକ୍ରମ

  ପଟ୍ଟାମୁଣ୍ଡାଇ ୨୯/୧୦-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଜାତୀୟ ସେବା ସଂସ୍ଥା ଏନଏସଏସ ପକ୍ଷରୁ ଗତ ୧୭ ତାରିଖରୁ ୨୨ତାରିଖ ସପ୍ତାହ ବ୍ୟାପି ବୃକ୍ଷରୋପଣ...

ବିଭିନ୍ନ ଦାବି ନେଇ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘର ଆନ୍ଦୋଳନ ଚେତାବନୀ

କେନ୍ଦ୍ରାପଡା,୨୮ା୧୦: ଆଲ ଓଡିଶା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘର ସମସ୍ତ କାର୍ଯ୍ୟରତ କର୍ମଚାରୀମାନେ ବିଗତ ୨୦୧୩ ମସିହାଠାରୁ ଜିକିତଜା ହେଲଥ୍ କେୟାର ନାମକ ଠିକା ସଂସ୍ଥା ଦ୍ୱାରା...

ଶୁକ୍ରବାର ଦୀପାବଳି ଓ ପୟାଶ୍ରାଦ୍ଧ ପାଳନୀୟ

କେନ୍ଦ୍ରାପଡ଼ା, ୨୯ା୧୦: କେନ୍ଦ୍ରାପଡା ତୁଳସୀ କ୍ଷେତ୍ର ପଣ୍ଡିତ ସଭାର ମୁଖ୍ୟ ସମ୍ପାଦକ ପଣ୍ଡିତ ସତ୍ୟନାରାୟଣ ପତି ଜଣାଇଛନ୍ତି ଯେ ଦୀପାବଳି ଓ ପୟାଶ୍ରାଦ୍ଧ(ପିମ୍ପେଇଡକା)ପାଳନ ବିଷୟରେ ବିଭିନ୍ନ କ୍ୟାଲେଣ୍ଡରରେ...

ଜିଲ୍ଲା ସ୍କାଉଟ ଓ ଗାଇଡ ସଂଗଠନ ପକ୍ଷରୁ ବାତ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

କେନ୍ଦ୍ରାପଡ଼ା,୨୯ା୧୦: ବାତ୍ୟା "ଦାନା’ ପ୍ରଭାବରେ ସାରା ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବିଶେଷ କ୍ଷୟକ୍ଷତି ହୋଇଥିଲା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବ୍ଲକ ଅଧିନ ବଗପାଟିଆ, ସାତଭାୟା ଅଂଚଳ...

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପାଇଁ ସଚେତନତା

କେନ୍ଦ୍ରାପଡ଼ା,୨୯ା୧୦: ମଙ୍ଗଳବାର ପୂର୍ବାହ୍ନ ୮ଟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଉପଲକ୍ଷେ ପଥ ଉତ୍ସବ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥି ନିମନ୍ତେ...

ପରିବେଶ ସୁରକ୍ଷା ପାଇଁ ଏକ ହୁଅ

କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳ ମହିଳା ସମିତି ଆନୁକୂଲ୍ୟରେ ୨୫ବର୍ଷ ତଳେ ହୋଇଥିବା ମହାବାତ୍ୟାର ଭୟବହତାକୁ...

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

କେନ୍ଦ୍ରାପଡ଼ା,୨୮ା୧୦: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଗାନ୍ଧୀଭବନଠାରେ ଉଚ୍ଚଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଏକ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶପଥ...

ସିମ୍ଫୋନି ପକ୍ଷରୁ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା ୨୮/୧୦- ପୁନର୍ବାସ ପରିସରରେ ବିବିଧ କଳାର ସମ୍ବିଳିତ ମଞ୍ଚ "ସିମ୍ଫୋନି’ ପକ୍ଷରୁ ଆସନ୍ତା ଡିସେମ୍ବର ମାସରେ ଜିଲ୍ଲାରେ ପ୍ରଥମଥର ହେବାକୁ ଯାଉଥିବା ତ୍ରିଦିବସୀୟ ରାଜ୍ୟସ୍ତରୀୟ ନାଟ୍ୟ...

ଡେରାବିଶ ବ୍ଲକରେ ମିଳିତ ଜନଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୨୮ା୧୦: କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ...

ଜିିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନରେ ଶପଥ ପାଠ

କେନ୍ଦ୍ରାପଡ଼ା,୨୮ା୧୦: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ଅକ୍ଟୋବର ୨୮ତାରିଖ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ମୁଖ୍ୟମନ୍ତ୍ରୀ ମୋହନ...

ହାଇୱା ଗାଡରୁି ବ୍ୟାଟେରୀ ଚୋରୀ, ଥାନାରେ ଏତଲା

ପଟ୍ଟାମୁଣ୍ଡାଇ ୨୮/୧୦-ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଷଣଅଂଟା ଗ୍ରାମରୁ ୪ଟି ହାଇୱା ଟ୍ରକର ୮ଟି ବ୍ୟାଟେରୀ ଚୋରୀ ହୋଇଯାଇଛି । ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଥାନାରେ ଏତଲା...

ନାୟାରା ଫିଲିଙ୍ଗ ଷ୍ଟେସନ ଉଦଘାଟିତ

ପଟ୍ଟାମୁଣ୍ଡାଇ ତା ୨୮/୧୦-ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗୋଗୁଆ ଠାରେ ନବ ନିର୍ମିତ ନାୟାରା ଫିଲିଙ୍ଗ ଷ୍ଟେସନ ଉଦଘାଟିତ ହୋଇଯାଇଛି ।  ଏହି ଉପଲକ୍ଷେ ଏ ବି ଗ୍ରୁପ...

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀଙ୍କ ବାତ୍ୟା ‘ଦାନା’ ପରବର୍ତ୍ତୀ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା

ଭୁବନେଶ୍ୱର, ୨୭/୧୦ : ଆଜି ଅପରାହ୍ଣରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ‘ଦାନା’ର...