kanika odisha

ସୂଚନା ଅଧିକାର ଆଇନରେ ତଥ୍ୟ ପ୍ରଦାନ କରୁନଥିବା ଜିଲ୍ଲାପାଳଙ୍କୁ ଅଭିଯୋଗ

  କେନ୍ଦ୍ରାପଡା, ୧୫ା୧୦: ସୂଚନା ଅଧିକାର ଆଇନ୍‌ରେ ରାଜକନିକା ସମନ୍ୱିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ତଥ୍ୟ ପ୍ରଦାନ କରୁନଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କେନ୍ଦ୍ରାପଡା...

ହବିଷ୍ୟାଳୀଙ୍କ ପଞ୍ଚୁକ ବ୍ରତ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୫ା୧୦ : କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକବ୍ରତ ପାଳନ...

ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ଚିଠି ପଡିଛି

କେନ୍ଦ୍ରାପଡ଼ା, ୧୫ା୧୦: କେନ୍ଦ୍ରାପଡା ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ସଂଖ୍ୟାରେ ଚିଠି ଗୁଡିକ ପଡିରହିଥିବା ଦେଖିବାକୁ ମିଳିଛି। ସବୁଠୁ ଆଶ୍ଚର୍ଯ୍ୟ ଚକିତ କଥା...

ଏ.ପି.ଜେ. ଅବଦୁଲ କଲାମଙ୍କ ୯୩ତମ ଜୟନ୍ତୀ ପାଳିତ

କେନ୍ଦ୍ରାପଡା,୧୫/୧୦: ଭାରତର ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତଃ ଭାରତରତ୍ନ ଡ଼ଃ ଏ.ପି.ଜେ. ଅବଦୁଲ କଲାମଙ୍କ ୯୩ତମ ଜୟନ୍ତୀ ଭାରତରତ୍ନ ଡ଼ଃ ଅବଦୁଲ କଲାମ ସ୍ମୃତି କମିଟି ତରଫରୁ ପାଳନ...

ଦାଦନ ସମସ୍ୟା ଦୂର ହେବ , ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର ୧୪/୧୦-ଦାଦନ ରୋକିବାକୁ ରାଜ୍ୟ ସରକାର ସ୍ୱତନ୍ତ୍ର ଟାସ୍କଫୋର୍ସ ଗଠନ କରିଛନ୍ତି। ଦାଦନ ସମସ୍ୟାର ନିରାକରଣ ପାଇଁ ଦିଗଦର୍ଶନ ଦେବାକୁ ଟାସ୍କଫୋର୍ସ ଗଠନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ କନକ...

କାଳଜୟୀ ଅକ୍ଷୟ ସଂଗୀତ ମଧୁ ମ଼ୂର୍ଚ୍ଛନାରେ ସଭିଏଁ ଝୁମିଲେ ପୁଣ୍ୟ ଜନ୍ମଭୂମିରେ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀ ଉତ୍ସବ

କେନ୍ଦ୍ରାପଡା,୧୪/୧୦: ଓଡିଆ ସଂଗୀତ ଜଗତର ବେତାଜ୍ ବାଦ୍‌ଶାହା, କିମ୍ବଦନ୍ତୀ ସଂଗୀତଜ୍ଞ ଚିରସବୁଜ ଅକ୍ଷୟ ମହାନ୍ତିଙ୍କ ୮୮ତମ ପୁଣ୍ୟ ଜୟନ୍ତୀ ମହୋତ୍ସବ ତାଙ୍କର ଅତିପ୍ରିୟ ଅନୁଷ୍ଠାନ ବାରୁଅସ୍ଥିତ ଭାବଗ୍ରାହୀ...

“ପୁନର୍ବାସ ସମାଚାର’ ର ସଚିତ୍ର ରଙ୍ଗୀନ୍ ସଂଖ୍ୟା ପାଠକାର୍ପିତ

କେନ୍ଦ୍ରାପଡା ୧୪/୧୦- ଭିନ୍ନକ୍ଷମତା ଓ ପୁନର୍ବାସ ସମ୍ପର୍କିତ ସ୍ୱତନ୍ତ୍ର ଦ୍ୱି-ମାସିକ ଓ ଦ୍ୱି-ଭାଷିକ ସମ୍ବାଦପତ୍ର "ପୁନର୍ବାସ ସମାଚାର’ର ସଚିତ୍ର ରଙ୍ଗୀନ ସଂଖ୍ୟା ବିଶିଷ୍ଠ ଅତିଥିମାନଙ୍କ ଦ୍ୱାରା ସ୍ଥାନୀୟ...

୧୯୯୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ

କେନ୍ଦ୍ରାପଡ଼ା, ୧୪ା୧୦: ମାର୍ଶାଘାଇ ମଧ୍ୟ ଇଂରାଜୀ ଓ ମାର୍ଶାଘାଇ ଉଚ୍ଚ ବିଦ୍ୟାଳୟର ୧୯୯୦ ମାଟ୍ରିକ ବ୍ୟାଚର ଏକ ବନ୍ଧୁମିଳନ ଉତ୍ସବ ମାର୍ଶାଘାଇ ଯଜ୍ଞ ପଡିଆରେ ଅନୁଷ୍ଠିତ ହୋଇଯାଇଛି।...

ଶିବାନନ୍ଦ ଆଶ୍ରମରେ ନବରାତ୍ର ଓ କୁମାରୀ ପୂଜା

କେନ୍ଦ୍ରାପଡା, ୧୪ା୧୦: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ପ୍ରତିଷ୍ଠାତା ଅଧ୍ୟକ୍ଷା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଶାରଦୀୟ ନବରାତ୍ର ପାଳନ ଓ ସପ୍ତସତୀ ପାରାୟଣ ଉତ୍ସବ ଅନୁଷ୍ଠିତ...

ଦୁଇଜଣିଆ କେନ୍ଦ୍ରୀୟ ଅଧିକାରୀଙ୍କ କେନ୍ଦ୍ରାପଡା ଗସ୍ତ

କେନ୍ଦ୍ରାପଡା, ୧୪ା୧୦: କେନ୍ଦ୍ରାପଡାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ରୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀତାର ସମୀକ୍ଷା କରିଛନ୍ତି ଦୁଇଜଣ କେନ୍ଦ୍ରୀୟ ଅଧିକାରୀ । ଆଜି ଅପରାହ୍ନରେ ଜିଲ୍ଲା...

ଡିଜେ କମ୍ପିଟେସନକୁ ଅନୁମତି ଦେଲାନି ପ୍ରଶାସନ , ଝାଡ଼ଖଣ୍ଡ ଡିଜେ ଦେଖିବାକୁ ଆସିଥିବା ଲକ୍ଷାଧିକ ଲୋକ ଫେରିଲେ, ରାସ୍ତାଘାଟ ଯାମ

ପଟ୍ଟାମୁଣ୍ଡାଇ ୧୪/୧୦-ସାରା ଓଡିଶାରେ ସୁନାମ ଅର୍ଜନ କରିଥିବା ପଟ୍ଟାମୁଣ୍ଡାଇର ଶାରଦୀୟ ଦୂର୍ଗା ପୂଜା ଭସାଣି ଉତ୍ସବରେ ଆଜି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଚଳିତବର୍ଷ ପୋଖରୀଆପଡା...

ପଟ୍ଟାମୁଣ୍ଡାଇରେ ମା’ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା : ବାଲିପଡା କାଠପାଇ ଅସ୍ଥାୟୀ ପୋଖରୀରେ ହେଉଛି ବିସର୍ଜ୍ଜନ

ପଟ୍ଟାମୁଣ୍ଡାଇ ୧୪ା୧୦ - କେନ୍ଦ୍ରାପଡା ଜିଲା ଭାଇଚାରାର ସହର ପଟ୍ଟମୁଣ୍ଡାଇରେ ସରିଛି ଶାରଦୀୟ ଦୁର୍ଗା ପୂଜା । ଏବେ ମାଆଙ୍କ ବିଦାୟର ବେଳ । ଭକ୍ତଙ୍କୁ ଆଧ୍ୟାତ୍ମିକ...

ଶାରଦୀୟ ଦୁର୍ଗାପୂଜା ବିଜୟା ଦଶମୀରେ ସିନ୍ଦୂର ଖେଳ , ଅପରାଜିତା ପୂଜା

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ପାଳିତ ଶାରଦୀୟ ଦୁର୍ଗାପୂଜାର ଶାନ୍ତିଶୃଙ୍ଖଳା ମଧ୍ୟରେ ଶେଷ ହୋଇଛି। ପଟ୍ଟାମୁଣ୍ଡାଇ ସହର ସମେତ ଗ୍ରାଂଚଳରେ ହୋଇଥିବା ୫୦ଟି ପୂଜାମଣ୍ଡପରେ ମା’ଙ୍କମୃଣ୍ମୟୀମୂର୍ତୀ ପୂଜାକରାଯାଇଥିଲା।...

ଦୁଷ୍ଟଶକ୍ତିର ଦମନ ରାବଣପୋଡ଼ିର ମୁଖ୍ୟ ଉଦ୍ଦେଶ୍ୟ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବିଭିନ୍ନ ପୂଜାମଣ୍ଡପରେ ମହାମାୟୀଙ୍କ ଦଶହରା ଦଶମୀ ପୂଜାର୍ଚ୍ଚନା ମହାଆଡ଼ମ୍ବରରେ ପାଳିତ ହୋଇ ଉଦ୍‌ଯାପିତ ହୋଇଯାଇଛି। ଏହି ଦଶହରାକୁ ବିଜୟା ଦଶମୀ ଭାବେ ପାଳନ...

କଜଳା ଶିରିଡି ସାଇବାବାଙ୍କ ପାଲିଙ୍କି ଶୋଭାଯାତ୍ରା

କେନ୍ଦ୍ରାପଡା, ୧୨/୧୦: ଆଶ୍ୱିନ ମାସ ଶୁକ୍ଳପକ୍ଷ ଶନିବାର ଦିନ କେନ୍ଦ୍ରାପଡା ସହରରେ ୨୧ନଂ ୱାର୍ଡ ଅନ୍ତର୍ଗତ କଜଳା ଗୋଲ୍‌ଡେନ୍ ଭିଲ୍ଲା ସ୍ଥିତ ଶିରିଡି ସାଇବାବାଙ୍କ ୧୦୬ତମ ପୂଣ୍ୟତିଥି...

ପଟ୍ଟାମୁଣ୍ଡାଇ ମା’ ଦୁର୍ଗାଙ୍କ ପାଖରେ ପାଳିତ ହେଉଛି କୁମାରୀ ପୂଜା

ମା’ ଦୁର୍ଗାଙ୍କ ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭାଇଚାରାର ସହର ପଟ୍ଟାମୁଣ୍ଡାଇ। ଶନିବାର ମହାନବମୀ ଅବସରରେ ବିଭିନ୍ନ ପୂଜାମଣ୍ଡପରେ ମା’ଙ୍କୁ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଛି।...

ଦକ୍ଷିଣଦିଆ ଗ୍ରାମରୁ ଚୋରୀ, ସନ୍ଧାନୀ କୁକୁରକୁ ନେଇ ପୋଲିସ ତଦନ୍ତ ଆରମ୍ଭ

ପଟ୍ଟାମୁଣ୍ଡାଇତା ୧୧/୧୦-ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ୧୮ନଂ ୱାର୍ଡ ଦକ୍ଷିଣଦିଆ ଗ୍ରାମର ତାତନା ରାସ୍ତାରେ କିଆ ଯୋଡି ଗ୍ରାମର ଇତିଶ୍ରୀ ଶୁଭଦର୍ଶନୀ ତରାଇ ନାମକ ଜନୈକା ମହିଳା ଘର...

କେନ୍ଦ୍ରାପଡା ସଦର ଥାନା ଆଇଆଇସିଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା,୧୧ା୧୦: କେନ୍ଦ୍ରାପଡା ସଦର ଥାନା ଆଇଆଇସି ସରୋଜ କୁମାର ସାହୁଙ୍କର ଜିଲ୍ଲା ପୋଲିସ ମୁଖ୍ୟ କାର୍ଯ୍ୟାଳୟକୁ ବଦଳି ହେବା ଅବସରରେ ଶ୍ୟାମସୁନ୍ଦରପୁରର ଜଗନ୍ନାଥ ମନ୍ଦିରର କର୍ମକର୍ତ୍ତା, ଭକ୍ତବୃନ୍ଦ...

କେନ୍ଦ୍ରାପଡାର ଗଣପର୍ବ ବାଲିଯାତ୍ରା ପାଇଁ ପ୍ରସ୍ତୁତି

କେନ୍ଦ୍ରାପଡ଼ା,୧୧ା୧୦: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ବାଲିଯାତ୍ରା କମିଟି ସଭାପତି ପ୍ରଦୀପ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହୋଇଯାଇଛି।...

କର୍କଟ ପିଡିତଙ୍କୁ ଟ୍ରଷ୍ଟ ପକ୍ଷରୁ ସହାୟତା

କେନ୍ଦ୍ରାପଡ଼ା, ୧୧ା୧୦: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏସମ୍ପର୍କରେ ଖବର ପାଇବା...

ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବରେଡକ୍ରସର ତାଲିମ ଶିବିର

କେନ୍ଦ୍ରାପଡ଼ା, ୧୧ା୧୦: ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବରେଡକ୍ରସ ଆନୁକୂଲ୍ୟରେ ସ୍ୱେଛାସେବୀମାନଙ୍କୁ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅନୁଷ୍ଠାନ ଅଧ୍ୟକ୍ଷ ପ୍ରଫେସର...

ଜିଲ୍ଲାରେ କୃଷି ସମସ୍ୟା ଓ ଶୀତଳ ଭଣ୍ଡାର ପ୍ରତିଷ୍ଠା ଦାବିରେ ୨୨ଅକ୍ଟୋବର ମହାକାଳପଡା ତହସିଲ ଘେରାଉ

କେନ୍ଦ୍ରାପଡା, ୧୧ା୧୦: ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.) କେନ୍ଦ୍ରାପଡ଼ା ଜିଲ୍ଲା କମିଟିର ପରିବର୍ଦ୍ଧିତ ବୈଠକ ଗୋପଛକ ଠାରେ ସାଥୀ ଆଦିକନ୍ଦ ରାଉଳଙ୍କ ସଭାପତିତ୍ୱରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକ...

ପାଲା ମାଧ୍ୟମରେ ମାତୃସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସଚେତନାତା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୧୦/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଶାରଦୀୟ ଦୂର୍ଗା ପୂଜା ପାଇଁ ସମଗ୍ର ସହର ଉତ୍ସବ ମୁଖର ହୋଇପଡିଛି । ଏହି ଅବସରରେ...

ଶାରଦୀୟ ଦୂର୍ଗାପୂଜା ପାଇଁ ପଟ୍ଟାମୁଣ୍ଡାଇ ଉତ୍ସବମୁଖର , ମଣ୍ଡପରେ ଶୋଭା ପାଉଛନ୍ତି ୨୬ମେଢ଼ , ଆକର୍ଷଣୀୟ ସାଜସଜ୍ଜା, ତୋରଣ ଓ ଆଲୋକମାଳାରେ ଝଲସୁଛି ସହର

ପଟ୍ଟାମୁଣ୍ଡାଇ ୧୦/୧୦-ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଶାରଦୀୟ ଦୂର୍ଗା ପୂଜା ପାଇଁ ସମଗ୍ର ଅଂଚଳ ଉତ୍ସବ ମୁଖର ହୋଇପଡିଛି । ପ୍ରାୟ ୬୦/୭୦ବର୍ଷର ପୁରୁଣା ଏହି ଶାରଦୀୟ...