kanika odisha

ତହସିଲଦାରଙ୍କୁ ଦିଆଯିବ ଅନ୍‌ଲାଇନ୍ ତାଲିମ : ଉଚ୍ଛେଦ ନୋଟିସ୍ ସଂପର୍କରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

ପଟ୍ଟାମୁଣ୍ଡାଇ ୩/୧୦ - କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଖରିପାଳ ଗ୍ରାମର  ଜବରଦଖଲ  ଉଚ୍ଛେଦ ପାଇଁ ତହସିଲଦାରଙ୍କ ତରଫରୁ ଜାରି ନୋଟିସ୍‌କୁ ଚାଲେଞ୍ଜ କରି ହାଇକୋର୍ଟରେ ଦାୟର...

୭ଦଫା ଦାବିକୁ ନେଇ ଅଡିବସିଛନ୍ତି ମିଲ ମାଲିକ . ୪ରେ ରାଜ୍ୟ ସ୍ତରୀୟ ଆନ୍ଦୋଳନରେ ସାମିଲ ହେବ ଜିଲ୍ଲା ସଙ୍ଘ

କେନ୍ଦ୍ରାପଡ଼ା,୩ା୧୦: ରାଜ୍ୟ ମିଲର ସଙ୍ଘର ୭ଦଫା ଦାବିକୁ ନେଇ କେନ୍ଦ୍ରାପଡା ଜିଲ୍ଲା ରାଇସ ମିଲର୍ସ ସଙ୍ଘ ପକ୍ଷରୁ ଗୁରୁବାର କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ଅମରଉଦ୍ୟାନ ପରିସରରେ ଏକ...

ଅଗ୍ନିପୁତ୍ର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ କରାଯିବାକୁ ରାଜ୍ୟପାଳଙ୍କୁ ଦାବି

କେନ୍ଦ୍ରାପଡ଼ା,୩ା୧୦: ଅଗ୍ନିପୁତ୍ର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ କରାଯିବାକୁ ରାଜ୍ୟପାଳ ରଘୁବୀର ଦାସଙ୍କୁ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି...

ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ବିଦ୍ୟାଳୟ...

ଚନ୍ଦନନଗରରେ ବୃକ୍ଷରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୩/୧୦-କେନ୍ଦ୍ରାପଡ଼ା ଜିଲ୍ଲା ମୃତିକା ସଂରକ୍ଷଣ ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନ ନଗର ପଂଚାୟତ ଠାରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ...

ମଣ୍ଡପଡାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

ପଟ୍ଟାମୁଣ୍ଡାଇ ୩/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଣ୍ଡପଡା ଠାରେ ବାଲିପାଟଣା ନୋଡାଲ ହାଇସ୍କୁଲ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି-୨୦୨୪ ଅନୁଷ୍ଠିତ ହୋଇଯାଇଛି ।...

ସମାଜସେବୀ ରମେଶ ରାଉତଙ୍କ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଲୁରିଆ ପଂଚାୟତ ମହଲକଣ ଗ୍ରାମର ସମାଜସେବୀ ରମେଶ ଚନ୍ଦ୍ର ରାଉତଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ବଲୁରିଆ ପଂଚାୟତ...

କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଉଦ୍‌ଯାପିତ

କେନ୍ଦ୍ରାପଡ଼ା,୩ା୧୦: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଜ୍ରମହାକାଳୀ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋବିନ୍ଦଜୀଉ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଉଦ୍‌ଯାପିତ...

ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଗାନ୍ଧୀ-ଶାସ୍ତ୍ରୀ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା, ୨ା୧୦: ଭୟ ଓ ଆତଙ୍କ ପୂର୍ଣ୍ଣ ଯୁଦ୍ଧୋନ୍ମୁଖୀ ଆନ୍ତର୍ଜାତୀୟ ପରିସ୍ଥିତିରେ ମାନବ ସମାଜର ସ୍ଥାୟିତ୍ୱ ତଥା ବିଶ୍ୱ ଶାନ୍ତି ପାଇଁ ଗାନ୍ଧିଜୀଙ୍କ ପ୍ରଦର୍ଶିତ ସତ୍ୟ ଓ...

ଶିବାନନ୍ଦ ଆଶ୍ରମରେ ଗାନ୍ଧୀ ଜୟନ୍ତୀ ପାଳନ

କେନ୍ଦ୍ରାପଡ଼ା,୨ା୧୦: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶିବାନନ୍ଦ ବିଦ୍ୟା ମନ୍ଦିର ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆଶ୍ରମର...

ଜିଲ୍ଲା କଂଗ୍ରେସ ପକ୍ଷରୁ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା,୨ା୧୦: କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି ଆନୁକୂଲ୍ୟରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ୧୨୦ତମ ଜୟନ୍ତୀ...

ମହାଳୟା ଏବଂ ଗାନ୍ଧୀ ଜୟନ୍ତୀରେ ବିଭିନ୍ନ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା,୨ା୧୦: ଆଜି ବାରୁଅସ୍ଥିତ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ପବିତ୍ର ମହାଳୟା ଉପଲକ୍ଷେ ଚିର ସବୁଜ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତିଙ୍କ ଜନ୍ମୋତ୍ସବ...

ଛାତ୍ରଙ୍କୁ ଛୁରି ଦେଖାଇବା ନେଇ ତିନି ଫେରି ବେପାରୀଙ୍କୁ ପୋଲିସର ଜିମା ଦେଲେ ଲୋକେ

https://youtu.be/OBpyAC-2-dQ ପଟ୍ଟାମୁଣ୍ଡାଇ ୨/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଦୋଷିଆ ପଂଚାୟତ ଆନନ୍ଦପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ଗତକାଲି ୩ଜଣ ଛାତ୍ରୀଛାତ୍ରଙ୍କୁ ଦୁଇ ମହିଳା...

ପଟ୍ଟାମୁଣ୍ଡାଇ ସବ ଡିଭିଜନ ହସ୍ପିଟାଲ ବ୍ଲକ କାର୍ଯ୍ୟାଳୟରେ ସ୍ୱଛତା ପକ୍ଷ ପାଳନ

ପଟ୍ଟାମୁଣ୍ଡାଇ ୨/୧୦-ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲ ଓ ବ୍ଲକ ପରିସରରେ ସ୍ୱଛତା ପକ୍ଷ ପାଳନ ଅବସରରେ ସଫେଇ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।...

ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ପକ୍ଷରୁ ଅଭିଭାବକ ଶିକ୍ଷକ ବୈଠକ

ପଟ୍ଟାମୁଣ୍ଡାଇ ୨/୧୦ -ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ପକ୍ଷରୁ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ବିଭାଗ ମୁଖ୍ୟ ପ୍ରାଧ୍ୟାପକ ପ୍ରମୋଦ ସ୍ୱାଇଁଙ୍କ ପୌରହିତ୍ୟରେ...

କଳିଙ୍ଗ ନବଦିଗନ୍ତ ପକ୍ଷରୁ ଗାନ୍ଧି ଜୟନ୍ତୀ ପାଳନ

ପଟ୍ଟାମୁଣ୍ଡାଇ:୨/୧୦ -କଳିଙ୍ଗ ନବଦିଗନ୍ତ ସାମାଜିକ ସଂଗଠନ ସଂପାଦକ ପ୍ରକାଶ ମହାନ୍ତିଙ୍କ ନେତୃତ୍ୱରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ସହ ନିଶା ନିବାରଣ ଓ ସ୍ୱଚ୍ଛ...

ସରକାରୀ ବିଫଳତା ବିରୋଧରେ ବିଜେଡିର ରଣହୁଙ୍କାର : ପଟ୍ଟାମୁଣ୍ଡାଇ ବିଜେଡି ଜନସମ୍ପର୍କ ପଦଯାତ୍ରା

ପଟ୍ଟାମୁଣ୍ଡାଇ ୨/୧୦ -ରାଜ୍ୟରେ ବିଭିନ୍ନ ସ୍ଥାନରେ ଲୋକଙ୍କ ସହ ଯୋଡିହେବାକୁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ରାଜ୍ୟବ୍ୟାପି ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି ।...

କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା

କେନ୍ଦ୍ରାପଡ଼ା,୨ା୧୦: ବୁଧବାର  ସକାଳ ୯ ଘଟିକା ସମୟରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି ।...

ଡ଼ିଜେ ବ୍ୟାନ୍ ପାଇଁ ଦାବି

କେନ୍ଦ୍ରାପଡ଼ା,୩୦ା୯: ପାର୍ବଣ ଋତୁ ଆଗମନରେ କେନ୍ଦ୍ରାପଡା ଓ ତାହର ଆଖପାଖ ଅଞ୍ଚଳରେ ବିଭିନ୍ନ ଉତ୍ସବ ପାଳିତ ହେଉଛି । ଏହି ସମୟରେ ଡିଜେ ଓ ଉଚ୍ଚଶକ୍ତି ସମ୍ପନ୍ନ...

କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ,୧/୧୦: ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ନିମପୁର କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଏଚକେ ହାଇସ୍କୁଲ ଡାମରପୁର ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ...

ପଟ୍ଟାମୁଣ୍ଡାଇ କଲେଜ ସମାଜବିଜ୍ଞାନ ସେମିନାର

ପଟ୍ଟାମୁଣ୍ଡାଇ ୧/୧୦-ପଟ୍ଟାମୁଣ୍ଡାଇ କଲେଜ ସମାଜ ବିଜ୍ଞାନ ବିଭାଗ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ସେମିନାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ...

ପଟ୍ଟାମୁଣ୍ଡାଇ କଲେଜରେ ଅଭିଭାବକ-ଶିକ୍ଷକ ବୈଠକ

ପଟ୍ଟାମୁଣ୍ଡାଇ ୨୮/୯ -ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ଡ଼...

କେନ୍ଦ୍ରାପଡାରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ , ଯୋଗଦ୍ୱାରା ସୁସ୍ଥ ରହିବେ ବରିଷ୍ଠ ନାଗରିକ

କେନ୍ଦ୍ରାପଡ଼ା,୧ା୧୦: ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପୌରପାଳିକା ଟାଉନ ହଲରେ ପାଳିତ ହୋଇଯାଇଛି। ସକାଳେ ସେମାନଙ୍କ ପାଇଁ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା। ଯୋଗଗୁରୁ ସଞ୍ଜୟ...

କେନ୍ଦ୍ରାପଡା ଖାଦ୍ୟ ସୁରକ୍ଷା ଅଧିକାରୀ ଲାଞ୍ଚ ନେଇ ଧରା ପଡିଲେ

କେନ୍ଦ୍ରାପଡ଼ା,୧ା୧୦: ଜନୈକ ବ୍ୟବସାୟୀଙ୍କ ଠାରୁ ଲାଇସେନ୍ସ କରିଦେବାକୁ କହି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲା ଖାଦ୍ୟ ସୁରକ୍ଷା ଅଧିକାରୀ ବିଭାସ ମଜୁମଦାର...