kanika odisha

କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ

କେନ୍ଦ୍ରାପଡ଼ା, ୧ା୧୦: କେନ୍ଦ୍ରାପଡ଼ା ମଣ୍ଡଳ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ମଙ୍ଗଳବାର କେନ୍ଦ୍ରାପଡା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ...

ବରିଷ୍ଠ ନାଗରିକମାନେ ପରିବାର ଓ ସମାଜର ବୋଝ ନୁହନ୍ତି ବରଂ ଅମୂଲ୍ୟ ସମ୍ପଦ , ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ତରଫରୁ ‘ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ପଟ୍ଟାମୁଣ୍ଡାଇ ୧/୧୦ –ବରିଷ୍ଠ ନାଗରିକଙ୍କୁ ସମ୍ମାନ ଜଣାଇବା ସହ ଅଭିଜ୍ଞତା ମଣିଷକୁ ସିଦ୍ଧହସ୍ତ କରିବା ପାଇଁ ପ୍ରତିବର୍ଷ ଅକ୍ଟୋବର ମାସ ପହିଲାରେ ସାରା ବିଶ୍ୱରେ ‘ଅନ୍ତର୍ଜାତୀୟ ବରିଷ୍ଠ...

ପୁରୁଣା ଗୋବରୀ ନଦୀ ଖନନ ପାଇଁ ଡ୍ରେନେଜକଟ ଯନ୍ତ୍ରୀଙ୍କ କ୍ଷେତ୍ର ପରିଦର୍ଶନ , ଡିପିଆର ପ୍ରସ୍ତୁତି

ପଟ୍ଟାମୁଣ୍ଡାଇ ୩୦/୯ - ପଟ୍ଟାମୁଣ୍ଡାଇ ସହର ଜଳ ନିଷ୍କାସନ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ସରକାର ଓ ପ୍ରଶାସନ ପଦକ୍ଷେପ ନେବା ଆରମ୍ଭ କରିଛି । ସାମାନ୍ୟ...

ଅଭିଭାବକ ଓ ଶିକ୍ଷକ ସମାରୋହ

କେନ୍ଦ୍ରାପଡ଼ା,୩୦/୯: ଇନ୍ଦୁପୁରସ୍ଥିତ ବିରୂପା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି +୨ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କ ସହ ଅଭିଭାବକ ଓ ଶିକ୍ଷକମାନଙ୍କର ଏକ ସମାବେଶ ଅନୁଷ୍ଠିତ ହୋଇଥିଲା ।...

ବିଜେଡି ସାଂଗଠନିକ ବୈଠକ

କେନ୍ଦ୍ରାପଡ଼ା,୩୦/୯: ଚଳିତବର୍ଷ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ଅଭିଯାନ ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀଠାରୁ ଆରମ୍ଭ ହେବ । ସେହିପରି ଅକ୍ଟୋବର ୯...

ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରଶାସନର ପ୍ରସ୍ତୁତି ବୈଠକ , ଭଷାଣରେ ଭାଗନେବେ ୪୭ ମେଢ଼

କେନ୍ଦ୍ରାପଡ଼ା,୩୦ା୯: କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସୋମବାର କେନ୍ଦ୍ରାପଡ଼ା ପୌରପାଳିକା ଟାଉନହଲ୍ ପରିସରରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ...

ନିପୁଣ ଓଡିଶା ମିଶନର ଜିଲ୍ଲା ସ୍ତରୀୟ ଶୁଭ ଉନ୍ମୋଚନ ଜିଲ୍ଲା ଓ ମଣ୍ଡଳ ଶିକ୍ଷା ଅଧିକାରୀମାନେ ସ୍କୁଲ ପରିଦର୍ଶନ କରନ୍ତୁ

କେନ୍ଦ୍ରାପଡ଼ା, ୩୦ା୯: ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ, ସମଗ୍ର ଶିକ୍ଷା ପକ୍ଷରୁ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ନିପୁଣ ଓଡିଶା ମିଶନ-୨୦୨୪ର ଜିଲ୍ଲା ସ୍ତରୀୟ ଶୁଭ ଉନ୍ମୋଚନ...

ଜନ୍ମଦିନରେ କବିତା ପାଠୋତ୍ସବ

କେନ୍ଦ୍ରାପଡା ୨୯/୯: ପୂର୍ବାହ୍ନରେ ବାରୁଅସ୍ଥିତ ଭାବଗ୍ରାହୀ କଳା ନିକେତନର ଚିରସବୁଜ ଅକ୍ଷୟ ମହାନ୍ତି କକ୍ଷରେ କବି ଭାବଗ୍ରାହୀ ପରିଡାଙ୍କ ଦ୍ୱାରା ସଂସ୍ଥାପକ ବାଣୀବିନୋଦ ସାହିତ୍ୟ ସେବା ନିକେତନ...

ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୯/୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ମହାଲକ୍ଷ୍ମୀ ପୂଜା କମିଟିର ପ୍ରସ୍ତୁତି ବୈଠକ ଗୁଲନଗର ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଭାପତି ନିତ୍ୟାନନ୍ଦ ସ୍ୱାଇଁଙ୍କ...

ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ତା ୨୯/୯-ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଭାଗ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ...

ଶ୍ରୀମଦ ଭାଗବତ ଜ୍ଞାନ ଯଜ୍ଞ ମହୋତ୍ସବ ପ୍ରସ୍ତୁତି ବୈଠକ

ପଟ୍ଟାମୁଣ୍ଡାଇ ୨୯/୯ -ପଟ୍ଟାମୁଣ୍ଡାଇ ଶ୍ରୀମଦ ଭାଗବତ ଚେତନା ପରିଷଦ ପକ୍ଷରୁ ଚଳିତ ବର୍ଷ ଶ୍ରୀମଦ ଭାଗବତ ଜ୍ଞାନଯଜ୍ଞ ମହୋତ୍ସବ ଆୟୋଜନ କରିବା ପାଇଁ ସ୍ଥାନୀୟ ଶ୍ରୀରାମ ମନ୍ଦିର...

ସଂସ୍କୃତ ଦିବସ ସମୀକ୍ଷା ବୈଠକ

କେନ୍ଦ୍ରାପଡା, ୨୯/୯: ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ କେନ୍ଦ୍ରାପଡ଼ା ଶାଖା ପକ୍ଷରୁ ଗୁଲନଗର ଉଚ୍ଚ ବାଳିକା ବିଦ୍ୟାଳୟରେ ଆଜି ଦିବା ୧୦ଟାରେ ସଭାପତି ପଣ୍ଡିତ ପ୍ରମୋଦ କୁମାର...

ବାଣୀବିହାର ୧୯୭୭ ମସିହା ଇତିହାସ ବିଭାଗ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

କେନ୍ଦ୍ରାପଡ଼ା,୨୯ା୯ : ୧୯୭୭ ମସିହା ବାଣୀବିହାରରେ ଇତିହାସ ପଢିଥିବା ଛାତ୍ରଛାତ୍ରୀମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ମହାସମାରୋହରେ କେନ୍ଦ୍ରାପଡାରେ ସେପ୍ଟେମ୍ବର ୨୫ତାରିଖରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ସ୍ୱୟଂଶାସିତ...

ଦୂରଦର୍ଶୀ ଜନନାୟକ ସୀତାରାମ ୟେଚୁରୀଙ୍କ ଅକାଳ ବିୟୋଗ , ସମଗ୍ର ଦେଶ ପାଇଁ ଅପୂରଣୀୟ କ୍ଷତି

  ଜିଲ୍ଲାସ୍ତରୀୟ ସର୍ବଦଳୀୟ ଶୋକ ସଭାରେ ପ୍ରୟାତ ଜନନେତାଙ୍କ ପ୍ରତି ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କେନ୍ଦ୍ରାପଡ଼ା,୨୯ା୯: ସି.ପି.ଆଇ.(ଏମ୍‌)ର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅମ୍ଳାନ ସ୍ମୃତି ପ୍ରତି...

କଲେଜ ଛତ୍ରୀଙ୍କ ଅତ୍ମହତ୍ୟା

ପଟ୍ଟାମୁଣ୍ଡାଇ ୨୯/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଂଚଳରେ ଜଣେ କଲେଜ ଛାତ୍ରୀ ରବିବାର ମଧ୍ୟାହ୍ନରେ ନିଜ ମାମୁଁ ଘରେ ଶାଢିଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ...

ଗ୍ରାମ୍ୟଉନ୍ନୟନ ରାସ୍ତା କାମରେ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ ୨୭/୯ -ସରକାର ପ୍ରତିବର୍ଷ ରାସ୍ତାଘାଟ ନିର୍ମାଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କେତେକ ସ୍ଥାନରେ ଦାୟିତ୍ୱରେ ଥିବା ଅଧିକାରୀ, ଠିକାଦାରଙ୍କ ମଧୁଚନ୍ଦ୍ରିକା...

ସ୍ୱଚ୍ଛତା ହିଁ ସେବା ସ୍ଲୋଗାନରେ ସୀମିତ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ପକ୍ଷରୁ ସହରରେ ସ୍ୱଚ୍ଛତା ହିଁ ସେବା-୨୦୨୪ ଅଭିଯାନ ଜାରି ରହିଛି। ଚଳିତ ବର୍ଷ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପୌର ପରିଷଦ ପକ୍ଷରୁ...

ନଭେମ୍ବର ୧୫ରେ କେନ୍ଦ୍ରାପଡା ବାଲିଯାତ୍ରା : କମିଟିର ନିଷ୍ପତ୍ତି

କେନ୍ଦ୍ରାପଡ଼ା,୨୮ା୯: କେନ୍ଦ୍ରାପଡା ବାଲିଯାତ୍ରା କମିଟିର ସଭାପତି ବରିଷ୍ଠ ଆଇନଜୀବୀ ପ୍ରଦୀପ କୁମାର ଦାଶଙ୍କ ପୈାରହିତ୍ୟରେ ଶନିବାର ଗୁଲନଗର ପଞ୍ଚାୟତର ସୁଜାନଗରସ୍ଥିତ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏହି...

ଷ୍ଟେଟବ୍ୟାଙ୍କ ପେନସନର୍ସ ସମସ୍ୟା ସମାଧାନ ପାଇଁ ଆଲୋଚନାଚକ୍ର

କେନ୍ଦ୍ରାପଡ଼ା,୨୮ା୯: ଷ୍ଟେଟବ୍ୟାଙ୍କ ବାଣିଜ୍ୟ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ରାପଡା ଷ୍ଟେଟବ୍ୟାଙ୍କ ମୁଖ୍ୟଶାଖା ସମ୍ମିଳନୀ କକ୍ଷରେ ଷ୍ଟେଟବ୍ୟାଙ୍କ ପେନସନର୍ସ ସମସ୍ୟା ସମାଧାନ ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।...

ପଟ୍ଟାମୁଣ୍ଡାଇ କଲେଜରେ ଅଭିଭାବକ-ଶିକ୍ଷକ ବୈଠକ

ପଟ୍ଟାମୁଣ୍ଡାଇ ୨୮/୯ -ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ପ୍ରାଣୀ...

ଓଡିଶା ନର୍ସିଂ କର୍ମଚାରୀ ସଙ୍ଘର ୧୦ଦଫା ଦାବିରେ ବିକ୍ଷୋଭ

କେନ୍ଦ୍ରାପଡ଼ା, ୨୮ା୯: ଓଡିଶା ନର୍ସିଂ କର୍ମଚାରୀ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ଶ୍ୟାମଗୁଡିଆସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ୧୦ଦଫା ସମ୍ବଳିତ ଦାବିରେ ବିକ୍ଷୋଭ ପ୍ରଦର୍ଶନ...

ଗାନ୍ଧୀ ଜୟନ୍ତୀରେ ପଦଯାତ୍ରା ନିମିତ୍ତ ନଗର ବିଜେଡିର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା, ୨୮/୯: ଶନିବାର ଅପରାହ୍ନ ୪ ଘଟିକା ସମୟରେ କେନ୍ଦ୍ରାପଡା ଟାଉନ୍ ହଲ୍‌ଠାରେ ଆସନ୍ତା ଗାନ୍ଧୀ ଜୟନ୍ତୀଠାରୁ ଏକ ମାସ ବ୍ୟାପି ହେବାକୁ ଥିବା ପଦଯାତ୍ରା କାର୍ଯ୍ୟକ୍ରମ...

ନର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ପଟ୍ଟାମୁଣ୍ଡାଇ ୨୮/୯ -ରାଜ୍ୟବ୍ୟାପି ନର୍ସିଂ କର୍ମଚାରୀ ସଙ୍ଘ ଡାକରାରେ ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରର ନର୍ସିଂ କର୍ମଚାରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ଥରୀୟ ସ୍ୱାସ୍ଥ୍ୟକେନ୍ଦ୍ରର ନର୍ସିଂ...

ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ସଚେତନତା ଶୋଭାଯାତ୍ରା

ପଟ୍ଟାମୁଣ୍ଡାଇ ୨୭/୯ ରାଜ୍ୟ ସରକାରଙ୍କ ନିର୍ଦେଶରେ ପରିବେଶ ସ୍ୱଚ୍ଛ ନିର୍ମଳ ରଖିବା ସହିତ ଲୋକମାନଙ୍କୁ ନିରୋଗ ରହିବା ପାଇଁ ବାର୍ତା ଦେବା ଉଦେଶ୍ୟରେ ଆଜି ପଟ୍ଟାମୁଣ୍ଡାଇ ପୌର...