kanika odisha

ପଟ୍ଟାମୁଣ୍ଡାଇରେ ସୁଭଦ୍ରା ଯୋଜନା ଶୁଭାରମ୍ଭ ଓ ସ୍ୱଚ୍ଛତା ପାଇଁ ଶପଥ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କରାଯିବା ସହିତ ସ୍ୱଚ୍ଛ ନିର୍ମଳ ପରିବେଶ ପାଇଁ ସ୍ୱଛତା ଶପଥ ନିଆଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ...

ରାଷ୍ଟ୍ରୀୟ ଶ୍ରମ ଦିବସ ପାଳନ

କେନ୍ଦ୍ରାପଡ଼ା, ୧୭ା୯: ପବିତ୍ର ବିଶ୍ୱକର୍ମାଙ୍କ ଜୟନ୍ତୀ ତଥା ରାଷ୍ଟ୍ରୀୟ ଶ୍ରମ ଦିବସ ଉପଲକ୍ଷେ କେନ୍ଦ୍ରାପଡା ଭାରତୀୟ ମଜଦୁର ସଂଘ ଜିଲ୍ଲା ସମିତି ଏକ ବୈଠକର ଆୟୋଜନ କରିଥିଲା...

ଶତାୟୁ ସ୍ୱାଧୀନତା ସଂଗ୍ରାମୀଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୬ା୯: ଶତାୟୁ ସ୍ୱାଧୀନତା ସଂଗ୍ରାମୀ ତଥା କେନ୍ଦ୍ରାପଡା ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ଉପସଭାପତି ଫକିର ମୋହନ ଦାସଙ୍କର ୧୦୧ବର୍ଷ ବୟସରେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ...

ପଟ୍ଟାମୁଣ୍ଡାଇରେ ଇଦ ମିଲାଦୁନ ନବି ପାଳିତ

ପଟ୍ଟାମୁଣ୍ଡାଇ -ପଟ୍ଟାମୁଣ୍ଡାଇ ଅଂଚଳରେ ପବିତ୍ର ଇସଲାମ ଧର୍ମର ମହାନ ପ୍ରବର୍ତକ ହଜରତ ମହମଦଙ୍କ ଜନ୍ମ ଦିବସ ଇଦ ମିଲାଦୁନ ନବି ସମାରୋହରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ...

କାଶତଣ୍ଡିର ସୁଗନ୍ଧ ନଥାଏ ସିନା ରୂପ ଭାରି ମନଲୋଭା

କେନ୍ଦ୍ରାପଡା ୧୫/୯ -ଋତୁଚକ୍ର ପରିବର୍ତନର ତାଳେତାଳେ ବଦଳିଥାଏ ପ୍ରକୃତିର ଚିତ୍ର । ଶରତର ଆଗମନରେ ପାର୍ବଣର ବାର୍ତା ନେଇ ଧରା ପୃଷ୍ଠରେ ଧୋବ ଫରଫର କାଶତଣ୍ଡୀ ଫୁଲ...

କେନ୍ଦ୍ରାପଡ଼ା ଜିଲ୍ଲା ଓଷ୍ଟାର ନବମ ସାମ୍ବିଧାନିକ ସମ୍ମିଳନୀ

କେନ୍ଦ୍ରାପଡ଼ା,୧୫/୯: କେନ୍ଦ୍ରାପଡା ଜିଲ୍ଲା ଓଷ୍ଟାର ନବମ ସାମ୍ବିଧାନିକ ସମ୍ମିଳନୀ ଜିଲ୍ଲା ସଂସ୍କୃତି ଭବନଠାରେ ଜିଲ୍ଲା ସଭାପତି ପ୍ରମୋଦ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ...

ତୁଳସୀ ମହୋତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡା,୧୫/୯: ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଆନୁକୂଲ୍ୟରେ ଏବଂ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ସହାୟତାରେ ଗତ ୨ ଦିନ ଧରି...

ଅନାମବନ୍ଧୁ ଧଳଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକରେ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡ଼ା,୧୫ା୯: କେନ୍ଦ୍ରାପଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତ ଅନାମବନ୍ଧୁ ଧଳଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକୀ ଅବସରରେ ରବିବାର କପାଳେଶ୍ୱର ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନାମବନ୍ଧୁ...

ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ସୁଭଦ୍ରା ସ୍ୱାଗତ ଶୋଭାଯାତ୍ରା

ପଟ୍ଟାମୁଣ୍ଡାଇତା ୧୫/୯-ରାଜ୍ୟ ସରକାରଙ୍କ ବହୁ ଚର୍ଚିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ସୁଭଦ୍ରା ସମ୍ପର୍କରେ ଜନସଚେତନତା ସୃଷ୍ଟି ଲଗି ସାରା ରାଜ୍ୟରେ ସୁଭଦ୍ରା ସ୍ୱାଗତ ଶୋଭାଯାତ୍ରା ଆୟୋଜିତ ହୋଇଛି...

କେନ୍ଦ୍ରାପଡାରେ ସୁଭଦ୍ରା ସ୍ୱାଗତ ପଦଯାତ୍ରା ଆୟୋଜିତ

କେନ୍ଦ୍ରାପଡ଼ା,୧୫ା୯: ଓଡ଼ିଶାର ମା’ ଭଉଣୀମାନଙ୍କୁ ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ସ୍ୱାବଲମ୍ବୀ ତଥା ସଶକ୍ତ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ମହତାକାଂକ୍ଷୀ ସୁଭଦ୍ରା ଯୋଜନାର ବହୁଳ ପ୍ରଚାର...

ଓଡିଶା ପ୍ରାଥମିକ ଶିକ୍ଷକ ସଙ୍ଘ କେନ୍ଦ୍ରାପଡା ବ୍ଲକର ସାମ୍ବିଧାନିକ ସମ୍ମିଳନୀ

କେନ୍ଦ୍ରାପଡ଼ା,୧୪ା୯: ଓଡିଶା ପ୍ରାଥମିକ ଶିକ୍ଷକ ସଂଘ କେନ୍ଦ୍ରାପଡା ବ୍ଲକର ସାମ୍ବିଧାନିକ ସମ୍ମିଳନୀ ଜିଲ୍ଲା ସଂଘର ସଭାପତି ଅନନ୍ତ କୁମାର ପରିଡାଙ୍କ ସଭାପତିତ୍ୱରେ ଗରାପୁରସ୍ଥ ଶିକ୍ଷକ ଭବନରେ ଅନୁଷ୍ଠିତ...

ପୋଖରୀରୁ କୁମ୍ଭୀରକୁ ଧରି ବାନ୍ଧି ରଖିଲେ ଲୋକେ

କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣସାହି ଗଜରାଜପୁର ଗାଁ ପୋଖରୀରେ କୁମ୍ଭୀର ଆତଙ୍କ ଦେଖାଦେଇଛି। ପୋଖରୀରେ କୁମ୍ଭୀରକୁ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଅନ୍ୟପକ୍ଷେ କୌଶଳ କ୍ରମେ...

କେନ୍ଦ୍ରାପଡାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦ୍ରାପଡ଼ା,୧୪ା୯: ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ...

ସରସ୍ୱତୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ ଦେଶକୁ ଗୋଟିଏ ସୁତ୍ରରେ ବାନ୍ଧି ରଖିବାର କ୍ଷମତା ରହିଛି ହିନ୍ଦୀ ଭାଷାର

କେନ୍ଦ୍ରାପଡ଼ା,୧୪ା୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁରସ୍ଥିତ ସରସ୍ୱତୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ନାୟକଙ୍କ ସଭାପତିତ୍ୱରେ...

ପ୍ରାଥମିକ ଚିକିତ୍ସା ଅଭାବରୁ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ଯାଇଥାଏ : ଏମ ଏନ ହାଇସ୍କୁଲରେ ହିନ୍ଦି ପ୍ରାଥମିକ ଚିକିତ୍ସା ଦିବସ ଓ ସ୍ୱଛତା ପକ୍ଷ ପାଳିତ

ପଟ୍ଟାମୁଣ୍ଡାଇ ତା ୧୪/୯-ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲ ଠାରେ ହିନ୍ଦି ଦିବସ, ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ଓ ସ୍ୱଚ୍ଛତା ପକ୍ଷ...

ଶିକ୍ଷା ପଦ୍ଧତିରେ ସମାଜ ସଂସ୍କାର- ଶ୍ରୀମା

କେନ୍ଦ୍ରାପଡ଼ା, ୧୪ା୯: ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟ ସ୍ୱରୂପାନନ୍ଦ ସରସ୍ୱତୀ ବନମାଳିପୁର ପଞ୍ଚାୟତର ଚଣ୍ଡିଆ ଗ୍ରାମର ଏକ ସ୍କୁଲରେ ଶିକ୍ଷା ପଦ୍ଧତିରେ ସମାଜ ସଂସ୍କାର...

ସୁଭଦ୍ରା ଯୋଜନା ଶୁଭାରମ୍ଭ ନିମନ୍ତେ ବିଏମସିରେ ମଙ୍ଗଳବାର ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୧୪/୯- ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ନିମନ୍ତେ ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ସ୍କୁଲ-କଲେଜ ଛୁଟି ରହିବ। ଏହା କେବଳ ଭୁବନଶ୍ୱେର ପାଇଁ ଲାଗୁ ହେବ।...

ଗୀତିକବି ସୁଶାନ୍ତ ପାଣିଙ୍କୁ ଗୁରୁ ସମ୍ମାନ

ପଟ୍ଟାମୁଣ୍ଡାଇ ତା ୧୩/୯-ଓଡିଶାର ପ୍ରମୁଖ ପଞ୍ଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ପ୍ରତିଷ୍ଠାତା ସଭାପତି ଗୀତିକବି ସୁଶାନ୍ତ ପାଣିଙ୍କୁ ଓଡିଶୀ ନୃତ୍ୟ ସଂଗୀତର ପ୍ରଚାର...

କାଳିଆ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା , ଅଯୋଗ୍ୟ ହିତାଧିକାରୀ ଫେରାଇବେ ଟଙ୍କା …

ଭୁବନେଶ୍ୱର,୧୩।୯-କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୦୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା।...

ସି.ପି.ଆଇ. ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଜନ ସମସ୍ୟାର ସମାଧାନ ପାଇଁ ଦାବି

କେନ୍ଦ୍ରାପଡ଼ା, ୧୩ା୯: ରାଜ୍ୟରେ ସରକାର ପରିବର୍ତ୍ତନ ପରେ ଜନସାଧାରଣଙ୍କ ଜୀବନ ଜୀବିକାର ସମସ୍ୟା ସମାଧାନ ହେବା ପରିବର୍ତ୍ତେ କ୍ରମେ ସଙ୍ଗୀନ ଆକାର ଧାରଣ କରୁଛି । ନୂଆ...

୨୧ରେ ‘ଓଡ଼ିଶା ଜର୍ନାଲିଜିମ୍‌‌ ଆୱାର୍ଡ’: ଜାଣନ୍ତୁ କାହାକୁ ମିଳିବ ପୁରସ୍କାର

  ପଲ୍ଲୀବାଣୀ ମିଶନ ପକ୍ଷରୁ ପ୍ରତିଭାସମ୍ପନ୍ନ ସାମ୍ବାଦିକମାନଙ୍କୁ ଦିଆଯାଉଥିବା ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’ର ଷଷ୍ଠ ସଂସ୍କରଣ ଆସନ୍ତା ୨୧ ତାରିଖରେ ପ୍ରଦାନ କରାଯିବ। ନୂଆଦିଲ୍ଲୀର ଲୋଧିରୋଡ୍‌ସ୍ଥିତ ସାଇ...

୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୧୩।୯-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହି...

ମାର୍କ୍ସବାଦୀ ଦାର୍ଶନିକ ବିଶିଷ୍ଟ ରାଜନେତା ସୀତାରାମ ୟେଚୁରୀଙ୍କ ବିୟୋଗରେ ସିପିଆଇ(ଏମ୍‌)ର ଶୋକ

କେନ୍ଦ୍ରାପଡ଼ା,୧୩ା୯: ଭାରତର କମ୍ୟୁନିଷ୍ଟ ପାର୍ଟି(ମାର୍କ୍ସବାଦୀ)ର ସର୍ବଭାରତୀୟ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅକାଳ ବିୟୋଗରେ ସିପିଆଇ(ଏମ୍‌) କେନ୍ଦ୍ରାପଡ଼ା ଜିଲ୍ଲା କମିଟି ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି।...

ବେଲପାଳ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

କେନ୍ଦ୍ରାପଡ଼ା, ୧୩ା୯: କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ବେଲପାଳ ଗ୍ରାମ ପଞ୍ଚାୟତର ସରପଞ୍ଚ ତିଳୋତ୍ତମା ବରାଳଙ୍କୁ ବହିଷ୍କାର କରିବା ପାଇଁ ପଞ୍ଚାୟତର ୱାର୍ଡ ସଭ୍ୟ/ସଭ୍ୟାମାନେ ଉପଜିଲ୍ଲାପାଳଙ୍କ...