କେନ୍ଦ୍ରାପଡ଼ା,୨୧ା୬:କେନ୍ଦ୍ରାପଡ଼ା କପାଳେଶ୍ୱର ଗ୍ରାମର କ୍ଷେତ୍ରବାସୀ ଜେନା ଇଣ୍ଡସଇଣ୍ଡ ବ୍ୟାଙ୍କ ଠାରୁ ଋଣ ଆକାରରେ ଏକ ଟ୍ରକ କିଣିଥିଲେ । ଇଣ୍ଡସଇଣ୍ଡ ବ୍ୟାଙ୍କ ଋଣ ପୈଠ ବାବଦରେ ମାନସିକ ନିର୍ଯାତନା ଦେବା ଓ ଋଣ ନ ଥାଇ ଟ୍ରକକୁ ଟାଣିନେବା ଉଦ୍ୟମ କରାଯାଇଥିଲା । ଏହି ମାମଲାର ବିଚାର କରି କେନ୍ଦ୍ରାପଡ଼ା ଖାଉଟି ଅଦାଲତ ଇଣ୍ଡସଇଣ୍ଡ ବ୍ୟାଙ୍କକୁ ୧ ଲକ୍ଷ ୧୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ପ୍ରଦାନ କରିଛନ୍ତି । […]
କେନ୍ଦ୍ରାପଡା,୨୧/୬: ପତଞ୍ଜଳୀ ଯୋଗପୀଠ ତତ୍ତ୍ୱାବଧାନରେ କେନ୍ଦ୍ରାପଡା ଜିଲ୍ଲା ପତଞ୍ଜଳୀ ଯୋଗ ସମିତି ତରଫରୁ ଆୟୋଜିତ ଯୋଗାଭ୍ୟାସ କାର୍ଯ୍ୟକ୍ରମ କେନ୍ଦ୍ରାପଡାସ୍ଥିତ ତିନିମୁହାଣୀ ରାମ ମନ୍ଦିର ପରିସରରେ ସମାଜସେବୀ ଗୋଲଖ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଆଜି ସକାଳ ୫ ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ୨୦୦ରୁ ଅଧିକ ଛାତ୍ରଛାତ୍ରୀ ଓ ଯୋଗପ୍ରେମୀ ଯୋଗାଭ୍ୟାସ କରିଥିଲେ । ପତଞ୍ଜଳୀ ଯୋଗ ସମିତିର କାର୍ଯ୍ୟକର୍ତ୍ତା ଯୋଗଗୁରୁ […]
ପଟ୍ଟାମୁଣ୍ଡାଇ ୨୧/୬ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଥିବା ରାଜନଗର ବିଧାୟକ ଧ୍ରୁବ ସାହୁ ଶପଥ ଗ୍ରହଣ ପରେ ପରେ ଆକ୍ସନ ମୋଡ଼ରେ ଆସିଯାଇଛନ୍ତି । ଜନସାଧାରଣଙ୍କ ମୌଳିକ ସମସ୍ୟା ସମାଧାନ ଓ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ନିଜର ସମସ୍ତ ଶକ୍ତି ଖଟାଇଛନ୍ତି । ଆଜି ବିଧାୟକ ସାହୁ ପଟ୍ଟାମୁଣ୍ଡାଇ ପୌର ପରିଷଦ କାର୍ଯ୍ୟାଳୟରେ ପହଂଚି ପୌରାଂଚଳର ବିଭିନ୍ନ ସମସ୍ୟା ସମାଧାନ ଓ ଅସମ୍ପୂର୍ଣ୍ଣ ରହିଥିବା ବିଭିନ୍ନ ପ୍ରକଳ୍ପର […]
ଭୁବନେଶ୍ୱର,୨୧।୬: ରାଜଧାନୀ ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଇଞ୍ଜିନିୟରିଂ କଲେଜ ନିକଟରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଆଜି ସକାଳେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଜଣେ ଯୁବକ ପଡିଥିବାର ଦେଖି ସ୍ଥାନୀୟ ଲୋକେ ଉଦ୍ଧାର କରି ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକଙ୍କ ନାଁ ସୁଶାନ୍ତ ଶତପଥୀ ବୋଲି ସୂଚନା ରହିଛି।
କେନ୍ଦ୍ରାପଡ଼ା, ୨୦ା୬: ରାଜ୍ୟର ଏକ ପ୍ରମୁଖ ସ୍ୱେଛାସେବୀ ଅନୁଷ୍ଠାନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ବିଭିନ୍ନ ସାମାଜିକ କାର୍ଯ୍ୟରେ ଜଡିତ ଥାଏ । ଏହି କ୍ରମରେ କେନ୍ଦ୍ରାପଡା ଜିଲ୍ଲା ମାଟ୍ରିକ ଟପ୍ପର ହୋଇଥିବା ତଥା ଜିଲ୍ଲାରେ ସର୍ବୋଚ ନମ୍ବର ରଖିଥିବା ରାଜକନିକା ଆର.ଏନ.ହାଇସ୍କୁଲର ଛାତ୍ରୀ ସୁଶ୍ରୀ ଅନନ୍ୟା ବାରିକଙ୍କୁ ଆଜି ଓଳାଭର ଠାରେ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ସୁଶ୍ରୀ ବାରକଙ୍କୁ ଶାଲ, ପୁଷ୍ପଗୁଛ, […]
କେନ୍ଦ୍ରାପଡ଼ା, ୨୦ା୬: କେନ୍ଦ୍ରାପଡା ଜିଲ୍ଲାର ଆଳି ସମନ୍ୱିତ ଶିଶୁ ବିକାଶ ଯୋଜନା ଅଧିନ ମହୁ ବଜାରଦାଣ୍ଡି ଅଙ୍ଗନୱାଡିକେନ୍ଦ୍ରରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଦୁଷ୍ମନ୍ତ ନାରାୟଣ ଆଚାର୍ଯ୍ୟ କେନ୍ଦ୍ରାପଡା ଉପଜିଲ୍ଲାପାଳଙ୍କ ନିକଟରେ ଆଜି ଅଭିଯୋଗ କରିଛନ୍ତି । ସେହି ଅଭିଯୋଗ ଅନୁଯାୟୀ ସେହି ଅଙ୍ଗନୱାଡିକେନ୍ଦ୍ର ନିମନ୍ତେ ଔଷଧ କିଣାଯାଇଥିବା ନେଇ ମିଥ୍ୟା ବିଲ୍ ପ୍ରସ୍ତୁତ, ପ୍ଲେସ୍କୁଲ ପାଇଁ କିଟ୍ କିଣାଯାଇଥିବା ନେଇ ମିଥ୍ୟାବିଲ୍ ପ୍ରସ୍ତୁତ, ଗାଁ କଲ୍ୟାଣ ଯୋଜନାରେ ମଞ୍ଜୁର […]
ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ସଚେତନତା ସଭା ପଟ୍ଟାମୁଣ୍ଡାଇ ୨୦/୬ -ତାଲୁକ ଆଇନ ସେବା ସମିତି ତରଫରୁ ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ପରିସରରେ ସମ୍ବିଧାନର ବିଭିନ୍ନ ଧାରା, ମୌଳିକ କର୍ତବ୍ୟ ଓ ଅଧିକାର ସଂପର୍କିତ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଛି । ତାଲୁକ ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା ତଥା ସିନିଅର ସିଭିଲ ଜର୍ଜ ସୁଶ୍ରୀ ସଂଗୀତା ମଲ୍ଲିକଙ୍କ ଅଧ୍ୟକ୍ଷତା କରି କହିଥିଲେ ଯେ, ମୌଳିକ […]
ପଟ୍ଟାମୁଣ୍ଡାଇ ୨୦/୬ ରାଜନୈତିକ ପକ୍ଷପାତିତା ହସ୍ତକ୍ଷେପ, ଚାପ ଆଦିକୁ ନ ଦେଖି ରାଜ୍ୟ କେନ୍ଦ୍ର ସରକାରଙ୍କ ବିକାଶମୂଳକ କାର୍ଯ୍ୟ ସଠିକ ଢଙ୍ଗରେ କରିବାକୁ ଗୁରୁବାର ଭାଜପା କେନ୍ଦ୍ରାପଡା ବିଧାୟୀକା ପାର୍ଥୀନୀ ଗିତାଞଳ ସେଠୀଙ୍କ ସହ ଏକ ପ୍ରତିନିଧି ଦଳ ପଟ୍ଟାମୁଣ୍ଡାଇ ବ୍ଲକ ବିଡିଓ ସୁଭ୍ରାଂଶୁ ସାହୁଙ୍କୁ ଭେଟି ପକ୍ଷପାତପୂର୍ଣ୍ଣ କାର୍ଯ୍ୟରୁ ନିବୃତ ରହି ଉନ୍ନୟନ ମୂଳକ କାର୍ଯ୍ୟକରିବାକୁ ଆଲୋଚନା କରିଥିଲେ । ଏହି ପ୍ରତିନିଧି ଦଳରେ ସୁନାକର ପ୍ରଧାନ, ସୁକାନ୍ତ […]
କେନ୍ଦ୍ରାପଡା,୨୦/୬: କେନ୍ଦ୍ରାପଡ଼ା ଜିଲ୍ଲାସ୍ଥିତ ବଳଦେବ ଉଚ୍ଚ ବିଦ୍ୟାଳୟ ୧୯୯୮ ବ୍ୟାଚ୍ର ବନ୍ଧୁମିଳନ କାର୍ଯ୍ୟକ୍ରମ ବହୁ ଆଡମ୍ବର ସହ ବଡ ମଙ୍ଗଳା ସ୍ଥିତ ଏକ ମଣ୍ଡପରେ ପାଳନ କରାଯାଇଛି । ସେଥିରେ ସମସ୍ତ ପୂର୍ବତନ ଶିକ୍ଷକବୃନ୍ଦ ନରହରି ସାର, ପୁରୁଷୋତ୍ତମ ସାର୍, ବନମାଳୀ ସାର୍, ପ୍ରତାପ ସାର୍, ହରେକୃଷ୍ଣ ସାର୍, ଚିରରଞ୍ଜନ ସାର୍ମାନଙ୍କ ସହିତ ସ୍ୱର୍ଗତଃ ରାଧାକୃଷ୍ଣ ସାର, ରଞ୍ଜନ ସାର୍, ଦେବ ସାର୍, ନିରାକାର ସାର୍ ଓ ଅନ୍ତ ସାର୍ଙ୍କ […]
ପଟ୍ଟାମୁଣ୍ଡାଇ ତା ୧୯/୬-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡମୂଳବସନ୍ତ ନସିପୁରସ୍ଥିତ ଗୋପାଳ ଦାଶ ସ୍ମାରକୀ ଭବନରେ ରଜ ମଉଜ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ନିର୍ଦେଶକ ଗୁରୁ ସୁଶାନ୍ତ ପାଣିଙ୍କ ପୌରହିତ୍ୟରେ ଆୟୋଜିତ ରଜ ମଉଜ କାର୍ଯ୍ୟକ୍ରମକୁ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ଉଦଘାଟନ କରିଥିଲେ। ଗୀତ ବାଦ୍ୟ ନୃତ୍ୟ ନାଟ୍ୟ ଚିତ୍ର ସମ୍ବଳିତ ପଞ୍ଚକଳାର ମହାନ ଅନୁଷ୍ଠାନ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ଗଡ଼ମେକରର ରଙ୍ଗାରଙ୍ଗ […]
ପଟ୍ଟାମୁଣ୍ଡାଇ ୧୯/୬-ରାଜ୍ୟ ବିପର୍ଯୟ ପ୍ରଶମନ କତୃପକ୍ଷଙ୍କ ନିର୍ଦେଶ କ୍ରମେ ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ବିପର୍ଯୟ ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଓ ମକ ଡ୍ରିଲ ୧୦ଟି ବନ୍ୟା ବାତ୍ୟା ଆଶ୍ରୟସ୍ଥଳୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନ୍ୱେଷଣ ସମ୍ପାଦକ ଅନନ୍ତ କରଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ପଟ୍ଟାମୁଣ୍ଡାଇ ବିଡ଼ିଓ ଶୁଭ୍ରାଂଶୁ ସାହୁ ଯୋଗ ଦେଇ ବିପର୍ଯୟ ପରିଚାଳନାର ବିଭିନ୍ନ ଦିଗ ଓ କୌଶଳ ଉପରେ ଆଲୋକପାତ କରିଥିଲେ । ସିଂହଗାଁ […]
କେନ୍ଦ୍ରାପଡା, ୧୯/୬: ମଙ୍ଗଳବାର ଦିନ ଆମ କେନ୍ଦ୍ରାପଡା ଜିଲ୍ଲା ଏକ୍ସ କାଡର୍ ଶିକ୍ଷକ ମହାସଂଘ ତରଫରୁ ଆମ ରାଜ୍ୟର ନୂତନ ଗଣଶିକ୍ଷା ମନ୍ତ୍ରୀ ସମ୍ମାନୀୟ ନିତ୍ୟାନନ୍ଦ ଗଣ୍ଡ ଏବଂ ମହାକାଳପଡା ନିର୍ବାଚନ ମଣ୍ଡଳୀର ବିଧାୟକ ଦୁର୍ଗା ପ୍ରସନ୍ନ ନାୟକଙ୍କୁ ଯୁବ ସଭାପତି ଆଲୋକ ସତ୍ୟବ୍ରତ ଦେବବ୍ରତ ରାୟ, କର୍ଯ୍ୟକାରୀ ସଭାପତି ଅମରେନ୍ଦ୍ର ମହାନ୍ତି, ସମ୍ପାଦକ କୈଳାଶ ଚନ୍ଦ୍ର ରାଉତ, ଗଣମାଧ୍ୟମ ସଂଯୋଜକ ଶ୍ରୀଚନ୍ଦନ ଓଝା, ସୁଶାନ୍ତ ଦାସ, ଚିତ୍ତରଞ୍ଜନ ଲାହା, […]
କେନ୍ଦ୍ରାପଡା, ୧୯/୬: ଘରେ ଘରେ ବିଶୁଦ୍ଧ ପିଇବା ପାଣି ପହଞ୍ଚାଇବା ପାଇଁ ବ୍ୟାପକ ପଦେକ୍ଷପ ଗ୍ରହଣ କରାଯାଇଛି । ଏଥିପାଇଁ ସରକାରୀ ଯୋଜନାରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଛି । ହେଲେ ପମ୍ପ ଡ୍ରାଇଭରଙ୍କ ମନମାନି ଓ ବ୍ୟବସ୍ଥାଗତ ତୃଟି ଯୋଗୁଁ ଲୋକେ ପିଇବା ପାଣି ପାଇବାରୁ ବଞ୍ଚିତ ହେଉଛନ୍ତି । ପମ୍ପଚାଳକ ନିଜ ମର୍ଜିରେ ପାଣି ଯୋଗାଣ କରୁଛନ୍ତି । ମନ ହେଲେ ଦେଉଛନ୍ତି, ନହେଲେ ନାହିଁ । […]
କେନ୍ଦ୍ରାପଡ଼ା, ୧୮ା୬: କେନ୍ଦ୍ରାପଡ଼ା ପୈାରାଞ୍ଚଳ ଅନ୍ତର୍ଗତ ୱାର୍ଡ ନଂ. ୧୩ର ରାସିଦା ବିବିଙ୍କ ୨ ବର୍ଷର କନ୍ୟା ହୃଦରୋଗରେ ପିଡିତ । ଏସମ୍ପର୍କରେ ଖବର ପାଇବା ପରେ ସହଯୋଗର ହାତ ବଢାଇଛି ରାଜାଏ ମୁସ୍ତାଫା ମହଲ୍ଲା କମିଟି । କମିଟି ପକ୍ଷରୁ ତାଙ୍କ ଚିକିତ୍ସା ପାଇଁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଏହି କମିଟି ବିଭିନ୍ନ ଗରିବ ଲୋକଙ୍କୁ ବିଭିନ୍ନ ସମୟରେ ସହଯୋଗର ହାତ […]
କେନ୍ଦ୍ରାପଡ଼ା, ୧୮ା୬: କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ଗହଗା ନରସିଂହପୁର ଗ୍ରାମର ଆଦର୍ଶ ଶିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ବିୟୋଗ ହୋଇଯାଇଛି । ସ୍ୱର୍ଗତ ପଣ୍ଡା ସଠିଲୋ ସ୍ଥିତ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ , ଆରିପଦା ଉଚ୍ଚ ବିଦ୍ୟାଳୟ, ଧନିଆପଡ଼ା ଉଚ୍ଚ ବିଦ୍ୟାଳୟ, ଦେପୁର ଉଚ୍ଚ ବିଦ୍ୟାଳୟ ପ୍ରଭୃତି ବିଦ୍ୟାଳୟରେ ଶିକ୍ଷକତା କରି ଜଣେ ଆଦର୍ଶ ଶିକ୍ଷକ ଭାବରେ ବେଶ ସୁନାମ ଅର୍ଜନ କରିଥିଲେ । ୨୦୦୬ ମସିହାରେ […]
କେନ୍ଦ୍ରାପଡା, ୧୮/୬: କେନ୍ଦ୍ରାପଡା ସହର ଉପକଣ୍ଠ ଭରତପୁର ଗ୍ରାମର ସମାଜସେବୀ ପାରଲ ମହାନ୍ତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ପାରମ୍ପରିକ ରଜ ଉତ୍ସବ ଅବସରରେ ୩ୟ ବାର୍ଷିକୀ ପାରଲ ମହାନ୍ତି ମେମୋରିଆଲ ଟୁର୍ଣ୍ଣାମେଣ୍ଟ ଭରତପୁର ଉ.ପ୍ରା ବିଦ୍ୟାଳୟ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଟୁର୍ଣ୍ଣାମେଣ୍ଟରେ କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ସମୁଦାୟ ୮ଗୋଟି କ୍ରିକେଟ ଟିମ୍ ଅଂଶଗ୍ରହଣ କରିଥିଲେ । ଉକ୍ତ ଖେଳ ପ୍ରଥମ ରଜ ୧୪ତାରିଖରୁ ଆରମ୍ଭ ହୋଇ ୧୬ତାରିଖରେ […]
କେନ୍ଦ୍ରାପଡା , ୧୮/୬: ପବିତ୍ର ରଜ ଅବସରରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଲସିଂହା ଠାରେ ଓଡିଆ ଯାତ୍ରା ଜଗତର ମୁକୁଟ ବିହୀନ ସମ୍ରାଟ୍, କାଳଜୟୀ କିମ୍ବଦନ୍ତୀ କଳାକାର, ତତ୍କାଳୀନ ବଙ୍ଗ- ବିହାର- ଓଡିଶା ପ୍ରସିଦ୍ଧ ଗଣକବି ଗୋପାଳ ଦାଶଙ୍କ ୧୪୮ତମ ପୂଣ୍ୟ ଜୟନ୍ତୀ ମହୋତ୍ସବ ଗଣକବି ସ୍ମୁତି ସଂସଦ ଏବଂ ଜିଲ୍ଲା ସଂସ୍ମୃତି ପରିଷଦର ମିଳିିତ ଆନୁକୂଲ୍ୟରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ବର୍ଷର୍ିୟାନ ଶିକ୍ଷାବିତ୍ ନିତ୍ୟାନନ୍ଦ […]
କେନ୍ଦ୍ରାପଡା, ୧୮ା୬: କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ଟେବୁଲ ଟପ ଏକ୍ସସରସାଇଜ ବୈଠକ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଓସଡମା ଓ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଆୟୋଜିତ ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ ଯେ ୧୯୯୯ ମସିହା ମହାବାତ୍ୟା ପରେ ରାଜ୍ୟ ସରକାର ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କରିବା ନିମନ୍ତେ ପ୍ରକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ଉପରେ ଗୁରୁତ୍ୱ ଆରୋପ କରିବା […]
କେନ୍ଦ୍ରାପଡ଼ା, ୧୮ା୬: “ଅନ୍ନଦାତା ହିଁ ଏ ଜାତିର ମେରୁଦଣ୍ଡ । ସେମାନଙ୍କ ବିକାଶରେ ହିଁ ବିକଶିତ ଓଡ଼ିଶାର ସ୍ୱପ୍ନକୁ ସାକାର କରାଯାଇପାରିବ । ତେଣୁ ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ଦିଗରେ ମୋହନ ସରକାର ପ୍ରତିଶ୍ରୁତିବଦ୍ଧ । ପ୍ରଥମ କ୍ୟାବିନେଟ୍ ବୈଠକରେ ଧାନ କ୍ୱିଂଟାଲ ପିଛା ୩୧୦୦ ଟଙ୍କା ମୂଲ୍ୟରେ କ୍ରୟ କରିବାକୁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । “ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା”ର ୧୭ତମ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ ଧୋୟାଂଚଳ ତରଡିପାଳ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ଘଟି ୭ଟି ଗୋରୁ ପ୍ରାଣ ହରାଇଥିବା ବେଳେ ଏକାଧିକ ଗାଈଗୋରୁ ଛତ୍ରଭଙ୍ଗ ଦେଇ ସଂନ୍ଧ୍ୟା ପର୍ଯ୍ୟନ୍ତ ଗୋଠକୁ ଫେରିନଥିବା ଜଣା ପଡିଛି । ସୁଚନାନୁଯାଇ ପଟ୍ଟାମୁଣ୍ଡାଇ ଅଂଚଳରେ ମଙ୍ଗଲବାର ଅପରାହ୍ନ ସମୟରେ ବର୍ଷା ସାଙ୍ଗକୁ ଘଡଘଡି ପାଖାପାଖି ୨ ଘଂଟାରୁ ଊର୍ଦ୍ଧ୍ୱ ସମୟ ଧରି ହୋଇଥିଲା । ବଜ୍ରପାତ ଫଳରେ ତରଡିପାଳ ଗ୍ରାମର […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ ଧୋୟାଂଚଳ ତରଡିପାଳ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ଘଟି ୭ଟି ଗୋରୁ ପ୍ରାଣ ହରାଇଥିବା ବେଳେ ଏକାଧିକ ଗାଈଗୋରୁ ଛତ୍ରଭଙ୍ଗ ଦେଇ ସଂନ୍ଧ୍ୟା ପର୍ଯ୍ୟନ୍ତ ଗୋଠକୁ ଫେରିନଥିବା ଜଣା ପଡିଛି । ସୁଚନାନୁଯାଇ ପଟ୍ଟାମୁଣ୍ଡାଇ ଅଂଚଳରେ ମଙ୍ଗଲବାର ଅପରାହ୍ନ ସମୟରେ ବର୍ଷା ସାଙ୍ଗକୁ ଘଡଘଡି ପାଖାପାଖି ୨ ଘଂଟାରୁ ଊର୍ଦ୍ଧ୍ୱ ସମୟ ଧରି ହୋଇଥିଲା । ବଜ୍ରପାତ ଫଳରେ ତରଡିପାଳ ଗ୍ରାମର […]
ଭୁବନେଶ୍ୱର,୧୮।୬- ରାଜ୍ୟରେ ଭୟାନକ ରୂପ ନେଲାଣି ଡିପଥେରିଆ। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲାକୁ ମାଡ଼ିଲାଣି ଏହି ରୋଗ । ବର୍ତ୍ତମାନ ସୁଦ୍ଧା ୩ ଜିଲାରେ ୨୧ ସଂକ୍ରମିତ ଚିହ୍ନଟ ହେଲେଣି। ଏହି ରୋଗରେ ୫ ଜଣଙ୍କର ଜୀବନ ଯାଇଥିବାବେଳେ ଜଣେ ଗୁରୁତର ଅଛନ୍ତି। ସବୁଠାରୁ ବଡ଼ କଥା ହେଉଛି ଏହି ରୋଗରେ ଅଧିକ ଶିଶୁ ଆକ୍ରାନ୍ତ ହେଉଛନ୍ତି। ଡିଫଥେରିଆ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ସଂକ୍ରାମକ ରୋଗ, […]
ଗଣଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ଜିଲ୍ଲା ଏନ.ପି.ଏସ. ଶିକ୍ଷକ ସଙ୍ଘ କେନ୍ଦ୍ରାପଡ଼ା, ୧୮ା୬: କେନ୍ଦ୍ରାପଡା ଗସ୍ତରେ ଆସିଥିବା ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ କେନ୍ଦ୍ରାପଡା ଜିଲ୍ଲା ଏନ.ପି.ଏସ. ଶିକ୍ଷକ ସଙ୍ଘର କର୍ମକର୍ତ୍ତାମାନେ ପ୍ରଦକ୍ଷଣ ଭବନରେ ଭେଟି ପୁଷ୍ପଗୁଛ ପ୍ରଦାନ କରି ସ୍ୱାଗତ କରିବା ସହିତ ସଙ୍ଘର ବିଭିନ୍ନ ଦାବି ସମ୍ପର୍କରେ ଆଲୋଚନା କରିଥିଲେ । ସେମାନଙ୍କୁ ମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସରକାର ହେଉଛି ଲୋକମାନଙ୍କର ସରକାର […]
କେନ୍ଦ୍ରାପଡ଼ା, ୧୮ା୬: କେନ୍ଦ୍ରାପଡା ଜିଲ୍ଲା ନିମ୍ନ ମାଧ୍ୟମିକ ଶିକ୍ଷକ ସଙ୍ଘର କର୍ମକର୍ତ୍ତାମାନେ କେନ୍ଦ୍ରାପଡା ଗସ୍ତରେ ଆସିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସୈାଜନ୍ୟମୂଳକ ସାକ୍ଷାତ କରି ପୁଷ୍ପଗୁଛ ପ୍ରଦାନ ପୂର୍ବକ ସ୍ୱାଗତସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି । ଓଡିଶା ନିମ୍ନମାଧ୍ୟମିକ ଶିକ୍ଷକ ସଙ୍ଘର ରାଜ୍ୟ ଉପସଭାପତି ଧନେଶ୍ୱର ପାତ୍ରଙ୍କ ନେତୃତ୍ୱରେ ସଙ୍ଘର କେନ୍ଦ୍ରାପଡା ବ୍ଲକ ସହ -ସମ୍ପାଦକ ସେକ୍ ମନସୁର ଅଲ୍ଲୀ, ପଟ୍ଟାମୁଣ୍ଡାଇ […]
