ନୂଆଦିଲ୍ଲୀ,୭।୬: ଶୁକ୍ରବାର ଅନୁଷ୍ଠିତ ଏନଡିଏ ସଂସଦୀୟ ଦଳର ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନଡିଏ ଦଳର ନେତା ଭାବେ ମନୋନୀତ କରାଯାଇଛି। ଏହାପରେ ପରେ ନରେନ୍ଦ୍ର ମୋଦି ସମ୍ବୋଧନ କରି କହିଛନ୍ତି, ସର୍ବସମ୍ମତି କ୍ରମେ ମୋତେ ବାଛି ନୂଆ ଦାୟିତ୍ୱ ଦେଇଛନ୍ତି। ଏଥିପାଇଁ ମୁଁ ଆପଣମାନଙ୍କ ପାଖରେ କୃତଜ୍ଞ। ଏନଡିଏ ଭଳି ଅନ୍ୟ କୌଣସି ପ୍ରି-ପୋଲ ଆଲାଏନ୍ସ ସଫଳ ହୋଇନି। ଏନଡିଏ ହେଉଛି ସବୁଠାରୁ ସଫଳ ଆଲାଏନ୍ସ। ୩୦ ବର୍ଷ […]
BBSR,୭।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ତେବେ ବିଜେଡିର ଶୋଚନୀୟ ପରାଜୟକୁ ନେଇ କାରଣ ଖୋଜା ଚାଲିଛି। କିଏ କହୁଛି ପାଣ୍ଡିଆନ୍ ଏହାର ମୁଖ୍ୟ କାରଣ ତ ଆଉ କିଏ କହୁଛି ଉଭୟ ପାଣ୍ଡିଆନ୍ ଏବଂ ନବୀନ ହିଁ ଏଥିପାଇଁ ସମ୍ପୂର୍ଣ୍ଣ ଦାୟୀ। ଏସବୁ ଭିତରେ ଏକ ବଡ଼ କାରଣ ସାମ୍ନାକୁ ଆସିଛି । କୁହାଯାଉଛି, […]
ଅଷ୍ଠଦଶ ଲୋକ ସଭା ସହ ୪ ରାଜ୍ୟ ଆନ୍ଧ୍ରପ୍ରଦେଶ, ଓଡ଼ିଶା, ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମ୍ ବିଧାନସଭା ଲାଗି ନିର୍ବାଚନ ଶେଷ ହୋଇ ଫଳ ପ୍ରକାଶ ପାଇଛି । କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାର ଗଠନ କରିବାକୁ ଯାଉଛି । ସେହିଭଳି ଓଡ଼ିଶାରେ ଭାଜପା, ଅରୁଣାଚଳ ପ୍ରଦେଶରେ ବିଜେପି, ସିକ୍କିମରେ ସିକ୍କିମ୍ କ୍ରାନ୍ତିକାରୀ ମୋର୍ଚ୍ଚା (ଏସ୍କେଏମ୍) ଏବଂ ଆନ୍ଧ୍ରରେ ଟିଡିପି (ତେଲୁଗ ଦେଶମ ପାଟି) ସରକାର ଗଠନ କରିବା […]
BBSR- 6/6-ରାଜ୍ୟରେ BSKY ଯୋଜନାକୁ ନେଇ ଚାଲିଥିବା ଦ୍ୱନ୍ଦ୍ୱକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଦୂର କରିଛନ୍ତି । ଗୁରୁବାର ସେ ଏକ ଭିଡିଓ ଜାରି କରି ସ୍ପଷ୍ଟ କହିଛନ୍ତି ଯେ, BSKY ଯୋଜନା ଚାଲୁ ରହିଛି। ଏହି ଯୋଜନାରେ ରୋଗୀଙ୍କ ଚିକିତ୍ସା ଅବ୍ୟାହତ ରହିଛି। ବିଏସ୍କେଓ୍ବାଇ ହିତାଧିକାରୀଙ୍କୁ ହସ୍ପିଟାଲଗୁଡ଼ିକ ଅବହେଳା କରିପାରିବେ ନାହିଁ କି ଡିସ୍ଚାର୍ଜ କରିପାରିବେ ନାହିଁ। BSKY କାର୍ଡ ପାଇଁ ରୋଗୀଙ୍କୁ ମଧ୍ୟ ଫେରାଇବେ […]
କେନ୍ଦ୍ରାପଡ଼ା, ୫/୬: ସାଧାରଣ ନିର୍ବାଚନ ଅବସରରେ କେନ୍ଦ୍ରାପଡା ଲୋକସଭା ସାଂସଦ ବୈଜୟନ୍ତ ପଣ୍ଡା ଓ ମହାକାଳପଡା ବିଧାନସଭାର ନବନିର୍ବାଚିତ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକଙ୍କର ବିଜୟ ଫଳରେ ବିକାଶ ମଞ୍ଚର ସଭାପତି ତଥା ପରିବେଶବିତ୍ କାଶିନାଥ ରାଉତରାୟ ସମ୍ପାଦକ ବିଚିତ୍ର ବାରିକ, ଉପଦେଷ୍ଟା ପ୍ରତାପ ରୁଦ୍ର ପାଇକରାୟ, ମଞ୍ଚର ସଦସ୍ୟ ରମେଶ ଚନ୍ଦ୍ର ସ୍ୱାଇଁ, ଧନେଶ୍ୱର ସେଠୀ, ମିକି ମହାପାତ୍ର, ନିରଞ୍ଜନ ଓଝା, ବିଶ୍ୱନାଥ ରାଉତରାୟ, ଲକ୍ଷ୍ମୀଧର ସ୍ୱାଇଁ, ସରୋଜ […]
କେନ୍ଦ୍ରାପଡ଼ା, ୫ା୬: ସମ୍ପ୍ରତି ୨୦୨୪ ଲୋକସଭା ଓ ରାଜ୍ୟ ବିଧାନସଭାର ନିର୍ବାଚନରେ କେନ୍ଦ୍ରାପଡା ନବନିର୍ବାଚିତ ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ବିଧାନସଭାର ପ୍ରତାପ କେଶରୀ ଦେବ, ଗଣେଶ୍ୱର ବେହେରା, ଧ୍ରୁବ ଚରଣ ସାହୁ, ଦୂର୍ଗାପ୍ରସନ୍ନ ନାୟକ ଓ ଅରବିନ୍ଦ ମହାପାତ୍ରଙ୍କୁ ଜିଲ୍ଲା ବିକାଶ ସାମ୍ମୁଖ୍ୟ ତରଫରୁ ଅଭିନନ୍ଦନ । ସମଗ୍ର ରାଜ୍ୟରେ ପ୍ରତିଷ୍ଠା ଅର୍ଜନ କରିଥିବା ଆମ ଜିଲ୍ଲା ରାଜନୈତିକ ମାନଦଣ୍ଡରେ ରାଜ୍ୟରେ ୨୭ତମ ସ୍ଥାନରେ ସ୍ଥାନୀତ । […]
କେନ୍ଦ୍ରାପଡ଼ା, ୫ା୬: କେନ୍ଦ୍ରାପଡା ଲୋକସଭା କ୍ଷେତ୍ର ବିଜୁ ପଟ୍ଟନାୟକଙ୍କ ଗଡ ଭାବେ ଖ୍ୟାତ । ଏହି ଗଡକୁ ବିଜେପି ନେତା ବୈଜୟନ୍ତ ପଣ୍ଡା ଦଖଲ କରି ଇତିହାସ ରଚନା କରିଛନ୍ତି । କେନ୍ଦ୍ରାପଡା ଲୋକସଭା କ୍ଷେତ୍ରରୁ ଶ୍ରୀ ପଣ୍ଡା ବିଜେପି ପ୍ରାର୍ଥୀ ଭାବେ ବିଜୟ ଲାଭ କରିଛନ୍ତି । ସେହିପରି ଭାବେ ମହାକାଳପଡା ବିଧାୟକ ବିଜେପି ପ୍ରାର୍ଥୀ ଦୂର୍ଗା ପ୍ରସନ୍ନ ନାୟକ ବିପୁଳ ସଂଖ୍ୟାରେ ଭୋଟ ପାଇ ବିଜୟ ଲାଭ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ବଳଭଦ୍ରପୁର ପଂଚାୟତ ବାଲିପାଟଣା ଗାଁର ରଙ୍ଗାଧର ପରିଡାଙ୍କ ଘରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ଆସବାବ ପତ୍ର ସହ ଦୁଇ ପରିବାରର ଲୁଗାପଟା ପୋଡି ପୋଡି ପାଉଁଶ ହୋଇଯାଇଛି । ଅଗ୍ନିଶମ ବିଭାଗ ପହଁଚି ନିଆଁକୁ ଆୟତ କରିଥିଲେ । ଚୁଚନାଅନୁଯାଇ ବାଲିପାଟଣା ଗ୍ରାମର ରଙ୍ଗାଧରଙ୍କ ଘରେ ମଙ୍ଗଳବାର ରାତି ପ୍ରୟ ଗୋଟାଏ ସମୟରେ ବିଦ୍ୟୁତ ସର୍ଟ ସର୍କିଟ […]
ଯେତେବେଳେ ମୁଖ୍ୟମନ୍ତ୍ରୀ ହୋଇଥିଲି, ଓଡ଼ିଶାର ୭୦% ଲୋକ ଦାରିଦ୍ରଥିଲେ ହେଲେ ଏବେ ରାଜ୍ୟର ୧୦% ଲୋକେ ଦାରିଦ୍ର ସୀମାରେଖାରେ ଅଛନ୍ତି -ନବୀନ ପଟ୍ଟନାୟକ BBSR 5-6/ ରାଜ୍ୟରେ ହୋଇଥିବା ସାଧାରଣ ନିର୍ବାଚନରେ ବିଜେପି ସଂଖ୍ୟାଗରିଷ୍ଠତା ହାସଲ କରି ସରକାର ଗଠନ କରିବାକୁ ଯାଉଛି। ହେଲେ ପରାଜିତ ହୋଇ ଅଧିକ ଚର୍ଚ୍ଚାରେ ରହିଛି ବିଜେଡି, ସେ ବି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ। ଦୀର୍ଘ ୨୪ ବର୍ଷ ଧରି ଶାସନ କ୍ଷମତାରେ […]
BBSR,୫।୬ ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(BSKY)କୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ ନଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଗତ କାଲି ଫଳାଫଳ ପ୍ରକାଶ ପାଇବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (BSKY)କୁ ନେଇ ଅନେକ ଅଭିଯୋଗ […]
BBSR-5/6-ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା । ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଅର୍ଥାତ ଓଡ଼ିଶାବାସୀ ଆଉ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଲାଭ ଉଠାଇପାରିବେ ନାହିଁ । ଏଣିକି ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଏନେଇ ବଡ଼ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନେମାହନ ସାମଲ । ଓଡ଼ିଶାରେ ଦୀର୍ଘ ୨୪ ବର୍ଷର […]
କେନ୍ଦ୍ରାପଡ଼ା, ୪ା୬: କେନ୍ଦ୍ରାପଡାରେ ପ୍ରଥମ ଥର ପାଇଁ ବିଜେଡିରୁ ଯାଇ ବିଜେପିରେ ସାଂସଦ ପ୍ରାର୍ଥୀ ହୋଇ ପ୍ରାୟ ୫୫ହଜାରରୁ ଉର୍ଦ୍ଧ୍ୱ ବ୍ୟବଧାନରେ ବିଜେଡି ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତିଙ୍କୁ ହରାଇ ବିଜୟୀ ହୋଇଛନ୍ତି । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କେନ୍ଦ୍ରାପଡା ଗସ୍ତ ଓ ନିର୍ବାଚନ ପ୍ରଚାର ପରେ ଏଠାରେ ମୋଦି ଲହର ଯୋଗୁଁ ରାଜନଗର ବିଧାନସଭା କ୍ଷେତ୍ର ବ୍ୟତିତ ସବୁଠି ଶ୍ରୀ ପଣ୍ଡା ଆଗରେ ରହିଥିବା ଦେଖାଯାଇଛି । […]
ଭୁବନେଶ୍ୱର,୩।୬: ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ପରାଜୟ ପରେ ପ୍ରଥମ ବୟାନ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ”ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ ଓ ତ୍ୟାଗ ପ୍ରତି ମୋର ସମ୍ମାନ ଓ ଧନ୍ୟବାଦ ଜଣାଇଛନ୍ତି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୪ ବର୍ଷ ମଧ୍ୟରେ ପ୍ରଥମ ଥର […]
ଭୁବନେଶ୍ୱର,୩।୬: ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ପରାଜୟ ପରେ ପ୍ରଥମ ବୟାନ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ”ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ ଓ ତ୍ୟାଗ ପ୍ରତି ମୋର ସମ୍ମାନ ଓ ଧନ୍ୟବାଦ ଜଣାଇଛନ୍ତି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୪ ବର୍ଷ ମଧ୍ୟରେ ପ୍ରଥମ ଥର […]
କେନ୍ଦ୍ରାପଡ଼ା ଜିଲ୍ଲାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନ ରାଜନଗରରେ ବିଜେଡି ପ୍ରାର୍ଥୀ ପ୍ରଭାବଶାଳୀ ଯୁବନେତା ଧ୍ରୁବ ସାହୁ ବିପୁଳ ବିଜୟ ହାସଲ କରି ନିଜର ନିକଟମ ପ୍ରତିଦ୍ୱନ୍ଦୀ ବିଜେପି ପ୍ରାର୍ଥୀ ଲଳିତ ବେହେରାଙ୍କୁ ୧୮ ହଜାର ୨୪୧ଭୋଟ ବ୍ୟବଧାନରେ ପରାସ୍ତ କରି ବିଜୟ ହାସଲ କରିଛନ୍ତି । ପ୍ରଚଣ୍ଡ ବିଜେପି ଲହର ସତ୍ୱେ ଧ୍ରୁବ ଏକ ବିରାଟ ବ୍ୟବଧାନ ବିଜୟ ହାସଲ କରିବା ଉଲ୍ଲେଖନୀୟ ହୋଇଛି । ଏଥି ପାଇଁ […]
ପଟ୍ଟାମୁଣ୍ଡାଇ ବ୍ଲକର ପୂର୍ବତନ ଅଧ୍ୟକ୍ଷ ବ୍ରହ୍ମାନନ୍ଦ ସାମଲଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ସେ ୧୯୮୪-୮୯ ପର୍ଯ୍ୟନ୍ତ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ଭାବେ ଦକ୍ଷତାର ସହ କାର୍ଯ୍ୟ କରିଥିଲେ । ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର ପୂର୍ବତନ ବ୍ଲକ ଅଧ୍ୟକ୍ଷ ମାନସ ରଞ୍ଜନ ସାମଲ, ମନୋରଞ୍ଜନ ସାମଲ,ଚିତରଞ୍ଜନ ସାମଲ, ରଂଜିତ ରଞ୍ଜନ ସାମଲ ଓ ପୁଷ୍ପ ରଞ୍ଜନ ସାମଲ, ପୁତ୍ର […]
କେନ୍ଦ୍ରାପଡ଼ା,୪/୬– ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲ୍ଲାର ଏମ୍ପି ଆସନରେ ଭାଜପା ପ୍ରାର୍ଥୀ ଆଗୁଆ ଅଛନ୍ତି। ଏପର୍ଯ୍ୟାୟ ଭୋଟ୍ ଗଣତି ପରେ ବିଜେଡି ଲୋକ ସଭା ପ୍ରାର୍ଥୀ ଅଂଶୁମାନ ମହାନ୍ତି ୨୩୧୮୨୪ ଖଣ୍ଡ ଭୋଟ୍ ପାଇଛନ୍ତି। ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ୨୪୬୯୩୬ ଖଣ୍ଡ ଭୋଟ୍ ପାଇ ୧୪ ହଜାର […]
କେନ୍ଦ୍ରାପଡ଼ା,୪/୬– ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲ୍ଲାର ଏମ୍ପି ଆସନରେ ଭାଜପା ଆଗୁଆ ଅଛନ୍ତି। ଏପର୍ଯ୍ୟାୟ ଭୋଟ୍ ଗଣତି ପରେ ବିଜେଡି ଲୋକ ସଭା ପ୍ରାର୍ଥୀ ଅଂଶୁମାନ ମହାନ୍ତି ୧୪୯୫୨୮ ଖଣ୍ଡ ଭୋଟ୍ ପାଇଛନ୍ତି। ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ୧୬୧୭୭୦ ଖଣ୍ଡ ଭୋଟ୍ ପାଇଛନ୍ତି। ସେହିପରି କଂଗ୍ରେସ ପାର୍ଥୀକୁ ୨୬ […]
ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍ ଗଣତି ଚାଲିଛି। କେନ୍ଦ୍ରାପଡା ଜିଲା ରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୩ରାଉଣ୍ଡ ସୁଦ୍ଧା ବିଜେଡି ପାର୍ଥୀ ଧ୍ରୁବ ସାହୁ ୩୮ ହଜାର ୭୨୫ ଖଣ୍ଡ ଭୋଟ୍ରେ ପାଇଥିବା ବେଳେ । ଭାଜପା ପ୍ରାର୍ଥୀ ଲଲିତ ବେହେରା ୨୯ହଜାର ୮୫୫ ଖଣ୍ଡ ଭୋଟ୍ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ଅଶୋକ ପତିହାରୀ ୧୧ ହଜାର ୪୮୨ ଖଣ୍ଡ ଭୋଟ୍ ମିଳିଛି। ବିଜେଡି ପାର୍ଥୀ ଧ୍ରୁବ […]
ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍ ଗଣତି ଚାଲିଛି। କେନ୍ଦ୍ରାପଡା ଜିଲା ରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୧ରାଉଣ୍ଡ ସୁଦ୍ଧା ବିଜେଡି ପାର୍ଥୀ ଧ୍ରୁବ ସାହୁ ୩୪ ହଜାର ୧୭୨ ଖଣ୍ଡ ଭୋଟ୍ରେ ପାଇଥିବା ବେଳେ । ଭାଜପା ପ୍ରାର୍ଥୀ ଲଲିତ ବେହେରା ୨୫ହଜାର ୭୯୩ ଖଣ୍ଡ ଭୋଟ୍ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ଅଶୋକ ପତିହାରୀ ୧୦ ହଜାର ୩୩୨ ଖଣ୍ଡ ଭୋଟ୍ ମିଳିଛି। ବିଜେଡି ପାର୍ଥୀ ଧ୍ରୁବ […]
କେନ୍ଦ୍ରାପଡ଼ା,୪/୬- ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲ୍ଲାର ଏମ୍ପି ଆସନରେ ଭାଜପା ଓ ବିଧାନସଭାରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ଅଛନ୍ତି। ତେବେ ଦ୍ୱାଦଶ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ଲୋକ ସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କୁ ୩୦,୪୫୧ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅଂଶୁମାନ ମହାନ୍ତି ୨୬୯୫୮ ଖଣ୍ଡ […]
କେନ୍ଦ୍ରାପଡ଼ା,୪/୬–୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲ୍ଲାର ଏମ୍ପି ଆସନରେ ଭାଜପା ଓ ବିଧାନସଭାରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ଅଛନ୍ତି। ଷଷ୍ଟପର୍ଯ୍ୟାୟ ଭୋଟ୍ ଗଣତି ପରେ ବିଜେଡି ଲୋକ ସଭା ପ୍ରାର୍ଥୀ ଅଂଶୁମାନ ମହାନ୍ତି ୧୫ ହଜାର ୫୫୭ ଖଣ୍ଡ ଭୋଟ୍ ପାଇଛନ୍ତି। ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ୨୦ ହଜାର […]
କେନ୍ଦ୍ରାପଡ଼ା, ୩ା୬: କେନ୍ଦ୍ରାପଡା ଜିଲ୍ଲାରେ ଶାନ୍ତିପୂର୍ଣ୍ଣଭାବେ ଭୋଟ୍ ଗ୍ରହଣ ସମାପ୍ତ ହୋଇଛି । କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ସକାଳ ୮ଟାରୁ ଭୋଟ୍ଗଣତି ଆରମ୍ଭ ହେବ । ପ୍ରତ୍ୟେକ ବିଧାନସଭା କ୍ଷେତ୍ରର ଭୋଟ ଗଣତି ପାଇଁ ୧୦ଟି ଲେଖାଏଁ ଟେବୁଲ୍ର ଆୟୋଜନ କରାଯାଇଥିବା ବେଳେ ମୋଟ୍ ୫ଟି ବିଧାନସଭା କ୍ଷେତ୍ର ନିମନ୍ତେ ୫୦ଟି ଟେବୁଲ୍ରେ ଭୋଟ ଗଣତି କରାଯିବ । ୯୬-ପାଟକୁରା, ୯୭-କେନ୍ଦ୍ରାପଡ଼ା, ୯୮-ଆଳି, ୯୯-ରାଜନଗର, ୧୦୦-ମହାକାଳପଡ଼ା ବିଧାନସଭା […]
କେନ୍ଦ୍ରାପଡା, ୩/୬: ପୁରୁଷଙ୍କ ଅପେକ୍ଷା ମହିଳାମାନଙ୍କଠାରେ ଜୀବନଶୈଳୀ ସଂଜାତ ପୀଡା ଅଧିକ ପ୍ରକାଶ ପାଇଥାଏ । ଗୃହକର୍ମର ଚାପ ଓ ବୟସର ଅଭିବୃଦ୍ଧି ସହ ସ୍ନାୟୁ ଓ ଅସ୍ଥିଗତ ସମସ୍ୟା ଭୋଗ କରିଥାନ୍ତି । ଏହି ବର୍ଗର ମହିଳାଙ୍କୁ ସଚେତନ କରିବା ପାଇଁ ପୁନର୍ବାସ ପକ୍ଷରୁ ମାଧପୁରସ୍ଥ ଥେରାପି କେନ୍ଦ୍ରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ଡ଼. ବିରଜା ରାଉତରାୟଙ୍କ ସଞ୍ଚାଳନରେ ଆକ୍ୟୁପେଶନଲ […]
