kanika odisha

ବାଳିକା ହାଇସ୍କୁଲ ରାସ୍ତା ଖାଲଖମାରେ ଭର୍ତ୍ତି

ଭରତପୁର କେନାଲବନ୍ଧ  କେନ୍ଦ୍ରାପଡ଼ା, ୪ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମର କେନାଲ ପୋଲ ଠାରୁ ବାଳିକା ବିଦ୍ୟାଳୟ ପର୍ଯ୍ୟନ୍ତ ଯାଇଥିବା କେନାଲବନ୍ଧ ରାସ୍ତାଟି ଖାଲଖମାରେ ପୂର୍ଣ୍ଣ...

କୋଭିଡ ଟୀକା ନେଇଥିବାରୁ ପୁରସ୍କାର ମିଳିବ କହି ଟଙ୍କା ଠକି ନେଲେ ସାଇବର ଲୁଟେରା

କେନ୍ଦ୍ରାପଡ଼ା, ୨ା୭: ଆପଣ କୋଭିଡ ଟୀକା ନେଇଥିଲେ । ତେଣୁ ଆପଣଙ୍କୁ ସରକାର ଙ୍କ ପକ୍ଷରୁ ଚାରି ହଜାର ଟଙ୍କା ପୁରସ୍କାର ରାଶି ମିଳିବ । ତେଣୁ...

 ଯୁବ ଭାରତ କୃଷକ ସଙ୍ଘର ସମୀକ୍ଷା ବୈଠକ

କେନ୍ଦ୍ରାପଡ଼ା, ୨ା୭: ଯୁବ ଭାରତ କୃଷକ ସଂଘ ପକ୍ଷରୁ ଆଜି ରାଜ୍ୟ କାର୍ଯ୍ୟକାରିଣୀ କମିଟିର ସଦସ୍ୟା ସୁପ୍ରଭା ଦାସ ମହାନ୍ତିଙ୍କ ସଭାପତିତ୍ୱରେ ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ...

ରେସୱାରେ କାଥରିନ ଦାସଙ୍କ ଜନ୍ମଦିବସ ପାଳିତ

କେନ୍ଦ୍ରାପଡ଼ା, ୨ା୭: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ସଦସ୍ୟା ସ୍ୱର୍ଗତା କାଥରିନ ଦାସଙ୍କ ଜନ୍ମ ଦିବସ ରାଜ୍ୟର ବିଭିନ୍ନ ସ୍ତାନରେ ପାଳିତ ହୋଇଯାଇଛି...

ବାଲିଆରେ ଜାତୀୟ ଚିକିତ୍ସକ ଦିବସ ପାଳିତ

କେନ୍ଦ୍ରାପଡ଼ା, ୨ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ଗ୍ରାମପଞ୍ଚାୟତର ବାଲିଆ ବଜାରସ୍ଥିତ ସାରସ୍ୱତ ମାର୍କେଟ କମ୍ପେ୍ଲକ୍ସ ପରିସରରେ ପ୍ରଥମ ଥର ପାଇଁ ପ୍ରାଣକୃଷ୍ଣ ସାମଲଙ୍କ ସଂଯୋଜନାରେ ପାଳିତ...

ପୁନର୍ବାସ ପକ୍ଷରୁ ‘ସବୁଜିମା: ଏକ ଜୀବନଧାରା’ ଆଲୋଚନା ଚକ୍ର

କେନ୍ଦ୍ରାପଡା,୨ା୭: ସମ୍ପ୍ରତି ପୃଥିବୀ ପାଇଁ ଅସହ୍ୟ ଜଳବାୟୁ ପରିବର୍ତ୍ତନ ଜନିତ ଆହ୍ୱାନ ଓ ଜୁଲାଇ ମାସ ୧ ତାରିଖ ଠାରୁ ଆରମ୍ଭ ହେଉଥିବା ଜାତୀୟ ବନ ମହୋତ୍ସବ...

ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରାପଡା ଜିଲ୍ଲା ଟ୍ରେଡ ୟୁନିୟନର ବୈଠକ

କେନ୍ଦ୍ରାପଡା, ୨/୭: ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରାପଡା ଜିଲ୍ଲା ମିଳିତ ଟ୍ରେଡ ୟୁନିୟନର ବୈଠକ ଆଜି ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟବର୍ତ୍ତୀ ମଦରଟେରେସା ଇଣ୍ଟରନ୍ୟାସନାଲ ସ୍କୁଲ...

ଓଡ଼ିଆ ଅସ୍ମିତା ପ୍ରବଂଚନା, ଦରଦାମ ବୃଦ୍ଧି ଓ ଦୁର୍ନୀତି ବିରୋଧରେ କଂଗ୍ରେସର ଆନ୍ଦୋଳନ ଧମକ

କେନ୍ଦ୍ରାପଡା,ପଟ୍ଟାମୁଣ୍ଡାଇ ୨/୬ -ଓଡ଼ିଆ ଅସ୍ମିତାର ସୁରକ୍ଷା ନାରା ଦେଇ ଓଡିଶାରେ କ୍ଷମତା ହାସଲ କରିଥିବା ଭାରତୀୟ ଜନତା ପାର୍ଟି ଓଡ଼ିଆ ଅସ୍ମିତାକୁ ପ୍ରବଂଚନାରେ ପରିଣତ କରିବା ସହିତ...

ହଟିଲା ବ୍ରିଟସ ଆଇନ ଲାଗୁଲାଗୁ ହେଲା ନୂଆ ପୋଲିସ ଆଇନ

ଜୁଲାଇ ପହିଲା ସୋମବାର ଠାରୁ ସାରା ଦେଶରେ ୧୮୬୦ ମସିହାରୁ ଚାଲିଥିବା ବ୍ରିଟସ ଆଇନକୁ ହଟାଇ ନୂଆ ପୋଲିସ ଆଇନ ଲାଗୁ ହୋଇଛି । ନୂଆ ଆଇନ...

ଲାଗୁ ହେଲା ନୂଆ ଆଇନ:ପଟ୍ଟାମୁଣ୍ଡାଇ ଗ୍ରମାଂଚଳ ଥାନାରେ ସଚତେନତା

ପଟ୍ଟାମୁଣ୍ଡାଇ ୧/୭ ଫୌଜଦାରୀ ନ୍ୟାୟ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ୩ଟି ନୂଆ ଆଇନ ଲାଗୁ କରିଛନ୍ତି । ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଅନୁମୋଦନ...

ଦେଶରେ ନୂତନ ଭାରତୀୟ ନ୍ୟାୟ ସଂହିତା ଆରମ୍ଭ ନେଇ ଟାଉନ ଥାନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡା, ୨୯ା୬: ସାରା ଦେଶରେ ଆଜିଠାରୁ ନୂତନ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବାକୁ ଯାଉଥିବାରୁ ସାଧାରଣ ଲୋକମାନଙ୍କୁ ସେ ସମ୍ପର୍କରେ ସଚେତନ କରିବା ପାଇଁ କେନ୍ଦ୍ରାପଡା...

କାର୍ଯ୍ୟରତ ମହିଳା ସାମ୍ବାଦିକଙ୍କୁ ପୂର୍ବତନ ମନ୍ତ୍ରୀଙ୍କ କୁକୁର ଲଗାଇବା ଘଟଣାର ପ୍ରତିବାଦ ସହ ସାମ୍ବାଦିକ ନିରାପତ୍ତା ଆଇନ ଲାଗୁ କରିବା ଦାବିରେ କେଡିୟୁଜେ ର ଦାବିପତ୍ର

କେନ୍ଦ୍ରାପଡ଼ା ୧/୭- ସାରା ରାଜ୍ୟରେ ବିପନ୍ନ ହୋଇ ରହିଥିବା ସାମ୍ବାଦିକଙ୍କ ନିରାପତ୍ତା ଆଇନ ଲାଗୁ କରିବା ସହ ନିକଟରେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ଭୁବନେଶ୍ୱର ବାସ...

ମହାକାଳପଡ଼ା ବିକାଶ ମଞ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀ, ଶିକ୍ଷାମନ୍ତ୍ରୀ ଏବଂ ବିଧାୟକଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ୧/୭-ମହାକାଳପଡ଼ା ବିକାଶ ମଞ୍ଚ ତରଫରୁ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଅବସରରେ ମହାକାଳପଡ଼ା ବିକାଶ ମଞ୍ଚ...

ସାହିତ୍ୟ ଭୂମି ପତ୍ରିକା ଉନ୍ମୋଚିତ

ପତ୍ରିକା ହଉବା ପୁସ୍ତକ ପଠନ ମଣିଷର ଭାବନା ସହିତ ଏକ ଅନ୍ତରଙ୍ଗ ସେତୁ ସୃଷ୍ଟି କରିଥାଏ । ପାଠକ ତାର ଅନ୍ତର୍ଦୃଷ୍ଟିର ସୀମାକୁ ପ୍ରସାରିତ କରିଥାଏ ।...

ଶିକ୍ଷାବିତ ଲଷ୍ମୀଧର ଦାଶମହାପାତ୍ରଙ୍କ ପରଲୋକ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ଶିକ୍ଷାବିତ ଲଷ୍ମୀଧର ଦାଶ ମହାପାତ୍ରଙ୍କ ବେଲତଳ ବାସଭବନରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ...

ସାହିତ୍ୟ ଭୂମି ପତ୍ରିକା ଉନ୍ମୋଚିତ

ପତ୍ରିକା ହଉବା ପୁସ୍ତକ ପଠନ ମଣିଷର ଭାବନା ସହିତ ଏକ ଅନ୍ତରଙ୍ଗ ସେତୁ ସୃଷ୍ଟି କରିଥାଏ । ପାଠକ ତାର ଅନ୍ତର୍ଦୃଷ୍ଟିର ସୀମାକୁ ପ୍ରସାରିତ କରିଥାଏ ।...

ମନଇଚ୍ଛା କାଟି ପାରିବେନି ତାଳଗଛ , ନିୟମ ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧/୭-ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି । ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ...

ମରଣାନ୍ତଙ୍କ ଆକ୍ରମଣରେ ବୃଦ୍ଧା ନିହତ, ଥାନାରେ ୨ଅଟକ

କେନ୍ଦ୍ରାପଡ଼ା, ୩୦ା୬: ଏକ ମରଣାନ୍ତଙ୍କ ଆକ୍ରମଣରେ ଜଣେ ବୃଦ୍ଧା ନିହତ ହୋଇଥିବା ବେଳେ ସେହି ପରିବାରର ବହୁ ଆହତ ହୋଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି...

ଶ୍ରୀବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନର ବାର୍ଷିକ ଉତ୍ସବ ଉଦଯାପିତ

କେନ୍ଦ୍ରାପଡ଼ା, ୩୦ା୬: ଆଇନ ମହାବିଦ୍ୟାଳୟ କଲୋନୀ ସ୍ଥିତ ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଶିକ୍ଷାନୁଷ୍ଠାନ ଶ୍ରୀ ବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନର ଦ୍ୱାବିଂଶତମ ବାର୍ଷିକ ଉତ୍ସବ ଆଜି ଉଦ୍‌ଯାପିତ...

କର୍କଟ ପିଡିତାକୁ ସହାୟତାର ହାତବଢାଇଲା ଚାରିଟେବୁଲ ଟ୍ରଷ୍ଟ

କେନ୍ଦ୍ରାପଡା, ୨୯/୬: କେନ୍ଦ୍ରାପଡ଼ା ସହରର କଜଳା ନିବାସୀ ନାରାୟଣ ମଲ୍ଲିକ(୪୫) ଗତ କିଛି ବର୍ଷ ହେବ ମୁଖ କର୍କଟ ରୋଗରେ ପିଡିତ ହେଇଛନ୍ତି । ଶ୍ରୀ ମଲ୍ଲିକ...

ଜଳସଂପଦ ସହନିର୍ବାହୀ ଯନ୍ତ୍ରିଙ୍କୁ ବିଦାୟ କାଳିନ ସମ୍ବର୍ଦ୍ଦନା

ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ସହନିର୍ବାହୀ ଯନ୍ତ୍ରୀ ପ୍ରଭାତ କୁମାର ସାହୁ ଆସନ୍ତାକାଲି ଅବସର ଗ୍ରହଣ କରିବେ । ସେ ୧୮/୧/୨୦୨୧ୁର ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଏସଡିଓ ଭାବେ...

ମାଲବାହି ଅଟୋ ସହ ବାଇକ ମୁହାଁମୁହିଁ ଧକ୍କା, ୧ ମୃତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଚନ୍ଦ୍‌ନନଗର ବାଲିଆ ଗ୍ରାମ ନିକଟରେ ଏକ ମାଲବାହି ଅଟୋ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ...

ପଟ୍ଟାମୁଣ୍ଡାଇ ତହସିଲରେ ଭିଜିଲାନ୍ସ ଚଢାଉ: ମୁଖ୍ୟ କିରାଣୀ ଗିରଫ

ପଟ୍ଟାମୁଣ୍ଡାଇ ୨୯/୬ -ଜମିପଟ୍ଟା ଆରଓଆର (ରାଇଟ୍ ଅଫ୍ ରେକର୍ଡସ) ଅବିକଳ (ସାଠିଫାଏ) ନକଲ କରିଦେବା ବାବଦରେ ଜଣେ ବ୍ୟକ୍ତିିଙ୍କଠାରୁ ୧୦ ହଜାର ଟଙ୍କା ଲାଂଚ ନେବାବେଳେ ପଟ୍ଟାମୁଣ୍ଡାଇ...

ବକ୍ତାରପୁର ମାଉସୀ ମା ମନ୍ଦିର ପକ୍ଷରୁ ରଥଯାତ୍ରା ପ୍ରସ୍ତୁତି ବୈଠକ

ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବକ୍ତାରପୁର ମାଉସୀ ମା ମନ୍ଦିର ପରିଚାଳନା କମିଟି ପକ୍ଷରୁ ରଥ ଯାତ୍ରା ପାଇଁ ପ୍ରସ୍ତୁତି ବୈଠଳ ବକ୍ତାରପୁର ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି...