ଆଜିର ଟିକନିକ ଖବର

ସରକାରୀ ହସ୍ପିଟାଲର ଦୁର୍ଦ୍ଦଶା : ଜନ କଲ୍ୟାଣ ଏକ ବ୍ୟବସାୟ ପାଲଟିଛି

ସ୍ୱାସ୍ଥ୍ୟ ସମାଜର ମୌଳିକ ଆବଶ୍ୟକତା । ଏଥିନେଇ ରାଜ୍ୟ ଓ କେନ୍ଦ୍ର ସରକାର ଜନସାଧାରଣଙ୍କୁ ଉପଯୁକ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି...

ମିଳିତ ଜନଶୁଣାଣୀ ଶିବିର , ୭୫ ଅଭିଯୋଗ ଉପରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ନିର୍ଦେଶ

ପଟ୍ଟାମୁଣ୍ଡାଇ ତା ୧୧/୮- ଆଜି ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।  ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲାର...

ବଡପଡା ଛାତ୍ରୀ ପୋଡି ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତପାଇଁ ଦାବି କଲା ବିଜେଡି

କେନ୍ଦ୍ରାପଡା ୭/୮ - ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମର ଛାତ୍ରୀ ପି ଡି ସଂଗୀତା...

ଛାତ୍ରୀ ଆତ୍ମଦାହ ଘଟଣା, ବଡପଡାରେ ରାଜ୍ୟ ବିଜେଡି ଟିମ

ରାଜ୍ୟ ବିଜେଡି ସୁପ୍ରିମୋ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟନାୟକଙ୍କ ନିର୍ଦେଶରେ ରାଜ୍ୟ ବିଜେଡି ତଥ୍ୟ ଅନୁସନ୍ଧାନକାରୀ ଦଳ କଲେଜ ଛାତ୍ରୀ ଆତ୍ମଦାହ ଘଟଣାର...

ବଡପଡା ଛାତ୍ରୀ ପୋଡି ଘଟଣା ଅନୁଧ୍ୟାନ କଲା ପି ସି ସି ଟିମ

ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ପହଂଚି ନିଆଁରେ ପୋଡି ମୃତ୍ୟୁବରଣ କରିଥିବା ଛାତ୍ରୀ ପି...

ବିଜେପି ପ୍ରତିନିଧିଦଳର ସ୍ଥିତି ଅନୁଧ୍ୟାନ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣାର ଅନୁଧ୍ୟାନ କରିଛି ଶାସକ ବିଜେପି ଟିମ I...

ବାମପନ୍ଥୀ ନେତାଙ୍କ ଘଟଣାସ୍ଥଳ ପରିଦର୍ଶନ

ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତ ଛାତ୍ରୀ ମୃତ୍ୟୁ ଘଟଣାର ସ୍ଥିତି ଅନୁସନ୍ଧାନ ପାଇଁ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ବାମପନ୍ଥୀ ଦଳ ନେତାମାନେ I ଜିଲ୍ଲା ସି ପି...

ବନ୍ୟା ପ୍ରଭାବିତ ଲୋକଙ୍କୁ ସହାୟତା ପାଇଁ ବିଧାୟକଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ

କେନ୍ଦ୍ରାପଡା ୩୧ା୭ - କେନ୍ଦ୍ରାପଡା ଜିଲ୍ଲାରେ ଜୁଲାଇ ୧୬ରୁ ୨୧ତାରିଖ ଓ ଜୁଲାଇ ୨୯ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଦୁଇ ପର୍ଯ୍ୟାୟରେ ବ୍ରାହ୍ମଣୀ ନଦୀରେ ବନ୍ୟା ଆସି...

ସମ୍ରାଟ ଜେନା ଜାତୀୟ ଯୁବ କଂଗ୍ରେସ ସମ୍ପାଦକ

ପଟ୍ଟାମୁଣ୍ଡାଇ ୩୦/୭ - ରାଜନଗର ନିର୍ବାଚନମଣ୍ଡଳୀର ଟାଣୁଆ ଯୁବନେତା ପଟ୍ଟାମୁଣ୍ଡାଇ ପୌର ପରିଷଦ ୧୫ନଂ ୱାର୍ଡ କାଉନସିଲର ଅଳଭା ଗ୍ରାମର ସମ୍ରାଟ ଜେନାଙ୍କୁ ଅଖିଳ ଭାରତ ଯୁବକଂଗ୍ରେସ...

ପଟ୍ଟାମୁଣ୍ଡାଇ ବନ୍ୟାଞ୍ଚଳ ପରିଦର୍ଶନ କଲେ ଜିଲ୍ଲାପାଳ , ତୁହାକୁ ତୁହା ବର୍ଷା ଯୋଗୁଁ ବିପନ୍ନଙ୍କ ଦୁର୍ଦଶା ବଢୁଛି

ପଟ୍ଟାମୁଣ୍ଡାଇ ତା ୩୦/୭-ପଟ୍ଟାମୁଣ୍ଡାଇ ରେ ବନ୍ୟା ପରିସ୍ଥିତିରେ ସାମାନ୍ୟ ସୁଧାର ଆସିଛି । ତେବେ ତୁହାକୁ ତୁହା ବର୍ଷା ବନ୍ୟା ବିପନ୍ନଙ୍କ ଦୁର୍ଦଶା ବୃଦ୍ଧି କରିଛି ।ଆଜି...

ଜିଲ୍ଲା ସଡ଼କ ନିରାପତ୍ତା କମିଟି ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

କେନ୍ଦ୍ରାପଡ଼ା, ୩୦/୭.- ଟ୍ରାଫିକ ନିୟମର କଡ଼ାକଡ଼ି ଅନୁପାଳନ ଓ ଏ ଦିଗରେ ବ୍ୟାପକ ସଚେତନତା ସୃଷ୍ଟି କରାଗଲେ ସଡ଼କ ଦୁର୍ଘଟଣା ବହୁ ପରିମାଣରେ ରୋକା ଯାଇପାରିବ ବୋଲି...

ଆଇଟି ୨.୦ ସଫ୍ଟୱେର କାର୍ଯ୍ୟକ୍ଷମ ଲାଗି , ଅଗଷ୍ଟ ୨ରେ କେନ୍ଦ୍ରାପଡ଼ା ମୁଖ୍ୟ ଡାକ ଘର ସମେତ , ଉପ ଡାକ ଘର ଓ ଶାଖା ଡାକ ଘର ବନ୍ଦ ରହିବ.

କେନ୍ଦ୍ରାପଡ଼ା, ୩୦.୭. କେନ୍ଦ୍ରାପଡ଼ା ମୁଖ୍ୟ ଡାକ ଘର ସମେତ ଏହାର ଅଧୀନରେ ଥିବା ସମସ୍ତ ଉପ ଡାକ ଘର ଓ ଶାଖା ଡାକ ଘର ଆସନ୍ତା ୨...

ଚିତ୍ରଗୁରୁ ସୌମ୍ୟରଂଜନଙ୍କୁ ଓଡିଶା ସୃଜନ ଯୁବ ସମ୍ବର୍ଦ୍ଧନା-୨୦୨୫

କେନ୍ଦ୍ରାପଡା- ଚିତ୍ରକଳା କ୍ଷେତ୍ରରେ ରାଜ୍ୟ ଠାରୁ ଆରମ୍ଭ କରି ଜାତୀୟ ଓ ଆନ୍ତର୍ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ଓ ପ୍ରତିଯୋଗୀତାରେ ନିଜ କଳାର ଉନ୍ନତି ସହିତ କେନ୍ଦ୍ରାପଡା ଓ...

ପୁନର୍ବାସ ପକ୍ଷରୁ ପାରାକ୍ରୀଡାବିତ୍ ଙ୍କୁ ଆର୍ଥିକ ପ୍ରୋତ୍ସାହନ

କେନ୍ଦ୍ରାପଡା ୨୯/୭- ଜିଲ୍ଲାର ଭିନ୍ନକ୍ଷମମାନଙ୍କ ଥେରାପି ସେବା, ଅଧିକାର ସଚେତନତା ଓ ସଶକ୍ତିକରଣ ଦିଗରେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଜାତୀୟସ୍ତରୀୟ ପାରା କ୍ରୀଡ଼ାବିତ୍ ସୁଧୀର ମଲିକଙ୍କୁ...

ବନ୍ୟା ପରିସ୍ଥିତି ଅପରିବର୍ତ୍ତିତ , ବହୁ ଗ୍ରାମ ଜଳବନ୍ଦି  

ପଟ୍ଟାମୁଣ୍ଡାଇ ତା ୨୯/୭-ପଟ୍ଟାମୁଣ୍ଡାଇ ରେ ବନ୍ୟା ପରିସ୍ଥିତି ଅପରିବର୍ତ୍ତିତ ରହିଛି ।  ବନ୍ୟାଜଳ ପ୍ରାୟ ସ୍ଥିର ରହିଛି ।  ଅଳଭା ଠାରେ ଗତକାଲି ଥିବା ବନ୍ୟା ଜଳ...

ବ୍ରାହ୍ମଣୀ ବନ୍ୟାରେ ଭାସି ଯାଇ ୧ମୃତ, ମୃତ ପରିବାରକୁ ସହାୟତା ଦାବୀ

ପଟ୍ଟାମୁଣ୍ଡାଇ ତା ୨୯/୭- ବ୍ରାହ୍ମଣୀ ନଦୀରେ ୨ୟ ଥର ବନ୍ୟା ଆସିବା ଫଳରେ ଶ୍ରୀରାମପୁର, ଡାମରପୁର, ବଳଭଦ୍ରପୁର ଓ ଶାସନ ପଂଚାୟତ ର ବ୍ୟାପକ ଅଞ୍ଚଳ ଜଳମଗ୍ନ...

ବ୍ରାହ୍ମଣୀରେ ପୁଣି ବନ୍ୟା ଯୋଗୁଁ ପଟ୍ଟାମୁଣ୍ଡାଇର ବ୍ୟାପକ ଅଂଚଳ ଜଳମଗ୍ନ

ପଟ୍ଟାମୁଣ୍ଡାଇ ୨୮/୭ - କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ଆସି ବ୍ୟାପକ କ୍ଷୟକ୍ଷତି ସାଙ୍ଗକୁ ଫସଲହାନୀ ଘଟିଥିଲ।। ସଂପ୍ରତି...

ଦିବ୍ୟାଙ୍ଗ କାଉଡ଼ିଆଙ୍କ ଜଳାଭିଷେକ

କେନ୍ଦ୍ରପଡା ୨୮/୭- ଏବେ ଶ୍ରାବଣ ମାସ ଚାଲିଛି। ଛୋଟ ପିଲାଠୁ ଆରମ୍ଭ କରି ବୟସ୍କ ମାନଙ୍କ ହାତରେ ଶ୍ରାବଣର କାଉଡ଼ି ଭାର। ଗୋଟିଏ ଲକ୍ଷ୍ୟ ଜଳାଭିଷେକ କରିବା...

ବିଶ୍ୱ ହେପାଟାଇଟିସ ଦିବସ ପାଳିତ

କେନ୍ଦ୍ରାପଡ଼ା,୨୮ା୭ :ଜିଲ୍ଲାସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, କେନ୍ଦ୍ରାପଡା ପକ୍ଷରୁ ସୋମବାର ଅପରାହ୍ନରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ...

ଆୟବା ଗାଁର କୁନି କାଉଡିଆଙ୍କ ଶ୍ରାବଣ ଯାତ୍ରା

କେନ୍ଦ୍ରାପଡ଼ା,୨୮ା୭:ପବିତ୍ର ଶ୍ରାବଣ ମାସରେ ସବୁଆଡ଼େ ଶିବଭକ୍ତ ମାନଙ୍କ ଭିଡ। ମାନସିକ ମନାସି ଶିବଭକ୍ତ ମାନେ ଦୂରଦୂରାନ୍ତକୁ ପାଣି ଭାର ନେଇ ଯାତ୍ରା କରୁଛନ୍ତି। ଭକ୍ତିର ଏହି ଆଧ୍ୟତ୍ମିକ...

ପ୍ରଧାନମନ୍ତ୍ରୀଙ୍କ ମନ କି ବାତ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୨୭/୭ -ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ପୌରପରିଷଦ ୧୦ ନମ୍ୱର ୱାର୍ଡ ୨୨୯ ନମ୍ୱର ବୁଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୨୪ ତମ ମନ୍...

ହରିହରାନନ୍ଦ ଧ୍ୟାନମନ୍ଦିରରେ ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

ପରମହଂସ ପଜ୍ଞାନନ୍ଦଜୀ ୬୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ପଟ୍ଟାମୁଣ୍ଡାଇ ୨୫/୭ କଳ୍ପତରୁ ନାୟକ-ପରମହଂସ ପଜ୍ଞାନନ୍ଦଜୀ ୬୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଅଗଷ୍ଠ ୧୦ ରେ ରକ୍ତଦାନ ଶିବର...

କେନ୍ଦ୍ରାପଡାରେ ସନ୍ଥ ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୭ା୭:କେନ୍ଦ୍ରାପଡ଼ା ଜିଲ୍ଲା ଧର୍ମ ଜାଗରଣ ସେନା ପକ୍ଷରୁ ପ୍ରାନ୍ତ ଯୋଜନା ଅନୁସାରେ ଏକ ସନ୍ଥ ସମ୍ମିଳନୀ କେନ୍ଦ୍ରାପଡ଼ା ଜିଲ୍ଲାରେ କରାଯିବା ପାଇଁ ଯୋଜନା କରାଯାଇଛି। ଏହି କାର୍ଯ୍ୟକ୍ରମ...

ଯୈାନ ଶୋଷଣ ନିବାରଣ ଆଇନ ସଚେତନତା ବୈଠକ

କେନ୍ଦ୍ରାପଡ଼ା,୨୬ା୭ :ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ ) ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଯୌନ ଶୋଷଣ ନିବାରଣ ଆଇନ ସମ୍ପର୍କିତ...