ଆଜିର ଟିକନିକ ଖବର

ବାତ୍ୟାରେ ପଟ୍ଟାମୁଣ୍ଡାଇରେ ବ୍ୟାପକ କ୍ଷୟକ୍ଷତି,କଚ୍ଚା ଘର, ରାସ୍ତାଘାଟ କ୍ଷତିଗସ୍ତ, ଫସଲହାନୀ,ବର୍ଷା ଯୋଗୁଁ ରିଲିଫଓ ଉଦ୍ଧାରକାର୍ଯ୍ୟ ପ୍ରଭାବିତ,ଗଛ କାଟିଲେ ବିଧାୟକ

ପଟ୍ଟାମୁଣ୍ଡାଇ ତା ୨୫/୧୦-ସାମୁଦ୍ରିକ ଝଡ଼ ବାତ୍ୟା ଦାନା ଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ଲଗାଣ ବର୍ଷା ଓ ପବନରେ ବହୁ...

ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

କେନ୍ଦ୍ରାପଡା, ୨୪ା୧୦: ଆଜି ପୂର୍ବାହ୍ନ ୧୧.୩୦ ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟା ମୁକାବିଲା ନିମନ୍ତେ ନିଆଯାଇଥିବା ଆଗୁଆ ପଦକ୍ଷେପ ବିଷୟରେ ଆଭାସୀ...

ଡା. ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ନଭେମ୍ବର ୨ରେ

କେନ୍ଦ୍ରାପଡ଼ା,୨୧ା୧୦: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ ଆନୁକୂଲ୍ୟରେ ଚତୁର୍ଥ ଡାକ୍ତର ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ନଭେମ୍ବରମାସ ୨ ଓ ୩ତାରିଖ ଦୁଇ...

ପଟ୍ଟାମୁଣ୍ଡାଇ ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ସନ୍ଦୀପ , ସୌମ୍ୟାଶ୍ରୀ, ସାଗରୀକା ସଫଳତା ପାଇଲେ

ପଟ୍ଟାମୁଣ୍ଡାଇ ୨୦/୧୦ - ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌‌) ପରୀକ୍ଷାରେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇରୁ  ସନ୍ଦୀପ , ସୌମ୍ୟାଶ୍ରୀ, ସାଗରୀକା...

ମାଇଁ ଏନ୍‌ସିସି ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୦ା୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ‘ମାଇ ଏନ୍‌ସିସି ଆଲୁମିନି ଆସୋସିଏସନ’କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହେବାକୁ ଯାଉଥିବା ଆନ୍ତଃଜିଲ୍ଲା ମେଗା ପ୍ରତିଯୋଗିତା ପାଇଁ ଏକ...

ମନ୍ମଥନାଥ ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ର ସଂସଦ କାର୍ଯ୍ୟକାରୀ କମିଟିର ସଭା

ପଟାମୁଣ୍ଡାଇ ୧୬.୧୦- କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟର ସଭା ଗୃହ ପରିସରରେ ପୁରାତନ ଛାତ୍ର ସଂସଦର ଉପସଭାପତି ଶିକ୍ଷକ...

ଓଡିଶା ବିକାଶର ସ୍ଥପତି ସାଜିଥିଲେ ନବୀନ , ନବୀନଙ୍କ ଜନ୍ମଦିନ ଅବସରରେ ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ରକ୍ତ ଦାନ ଶିବିର

https://youtu.be/UjnzWLAuplc ପଟ୍ଟାମୁଣ୍ଡାଇ ୧୬/୧୦ -ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜଡେି ସୁପ୍ରିମ ନବୀନ ପଟ୍ଟନାୟକ ବୁଧବାର ୭୯ ବର୍ଷରେ ପାଦ ଥାପିଛନ୍ତି । ଆଜି ତାଙ୍କ ଜନ୍ମଦିନ ଅବସରରେ...

ହବିଷ୍ୟାଳୀଙ୍କ ପଞ୍ଚୁକ ବ୍ରତ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୫ା୧୦ : କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକବ୍ରତ ପାଳନ...

ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ଚିଠି ପଡିଛି

କେନ୍ଦ୍ରାପଡ଼ା, ୧୫ା୧୦: କେନ୍ଦ୍ରାପଡା ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ସଂଖ୍ୟାରେ ଚିଠି ଗୁଡିକ ପଡିରହିଥିବା ଦେଖିବାକୁ ମିଳିଛି। ସବୁଠୁ ଆଶ୍ଚର୍ଯ୍ୟ ଚକିତ କଥା...

ପଟ୍ଟାମୁଣ୍ଡାଇରେ ମା’ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା : ବାଲିପଡା କାଠପାଇ ଅସ୍ଥାୟୀ ପୋଖରୀରେ ହେଉଛି ବିସର୍ଜ୍ଜନ

ପଟ୍ଟାମୁଣ୍ଡାଇ ୧୪ା୧୦ - କେନ୍ଦ୍ରାପଡା ଜିଲା ଭାଇଚାରାର ସହର ପଟ୍ଟମୁଣ୍ଡାଇରେ ସରିଛି ଶାରଦୀୟ ଦୁର୍ଗା ପୂଜା । ଏବେ ମାଆଙ୍କ ବିଦାୟର ବେଳ । ଭକ୍ତଙ୍କୁ ଆଧ୍ୟାତ୍ମିକ...

କଜଳା ଶିରିଡି ସାଇବାବାଙ୍କ ପାଲିଙ୍କି ଶୋଭାଯାତ୍ରା

କେନ୍ଦ୍ରାପଡା, ୧୨/୧୦: ଆଶ୍ୱିନ ମାସ ଶୁକ୍ଳପକ୍ଷ ଶନିବାର ଦିନ କେନ୍ଦ୍ରାପଡା ସହରରେ ୨୧ନଂ ୱାର୍ଡ ଅନ୍ତର୍ଗତ କଜଳା ଗୋଲ୍‌ଡେନ୍ ଭିଲ୍ଲା ସ୍ଥିତ ଶିରିଡି ସାଇବାବାଙ୍କ ୧୦୬ତମ ପୂଣ୍ୟତିଥି...

ଦକ୍ଷିଣଦିଆ ଗ୍ରାମରୁ ଚୋରୀ, ସନ୍ଧାନୀ କୁକୁରକୁ ନେଇ ପୋଲିସ ତଦନ୍ତ ଆରମ୍ଭ

ପଟ୍ଟାମୁଣ୍ଡାଇତା ୧୧/୧୦-ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ୧୮ନଂ ୱାର୍ଡ ଦକ୍ଷିଣଦିଆ ଗ୍ରାମର ତାତନା ରାସ୍ତାରେ କିଆ ଯୋଡି ଗ୍ରାମର ଇତିଶ୍ରୀ ଶୁଭଦର୍ଶନୀ ତରାଇ ନାମକ ଜନୈକା ମହିଳା ଘର...

ପାଲା ମାଧ୍ୟମରେ ମାତୃସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସଚେତନାତା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୧୦/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଶାରଦୀୟ ଦୂର୍ଗା ପୂଜା ପାଇଁ ସମଗ୍ର ସହର ଉତ୍ସବ ମୁଖର ହୋଇପଡିଛି । ଏହି ଅବସରରେ...

ଶ୍ରୀ ବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ଗୋପବନ୍ଧୁ ଜୟନ୍ତୀ

କେନ୍ଦ୍ରାପଡ଼ା, ୧୦ା୧୦: ଆଇନ ମହାବିଦ୍ୟାଳୟ କଲୋନୀ ସ୍ଥିତ ଜିଲ୍ଲାର ପ୍ରତିଷ୍ଠିତ ସାଂସ୍କୃତିକ ଶିକ୍ଷାନୁଷ୍ଠାନ ଶ୍ରୀ ବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୮ତମ...

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ୧୧୫ତମ ଦୀନବନ୍ଧୁ ସାହୁ ଜୟନ୍ତୀ ଓ ସ୍ମାରକୀ ବକ୍ତୃତା ପାଳନ

କେନ୍ଦ୍ରାପଡ଼ା, ୧୦ା୧୦: ଆଜି କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ମହାବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତ ଦୀନବନ୍ଧୁ ସାହୁଙ୍କର ୧୧୫ତମ ଜୟନ୍ତୀ ପାଳନ ହୋଇଯାଇଛି । ଏହି ଉପଲକ୍ଷେ ଏକ ସ୍ମାରକୀ...

ଜିଲ୍ଲା ବିଜେଡିର ପ୍ରାଥମିକ ସଭ୍ୟ ସଂଗ୍ରହ ଅଭିଯାନ ଉଦ୍‌ଘାଟନ

କେନ୍ଦ୍ରାପଡ଼ା, ୯ା୧୦: ଆଜି କେନ୍ଦ୍ରାପଡା ପୌରସଂସ୍ଥା ଟାଉନ ହଲ୍‌ରେ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ ସହ ବିଜେଡି ସୁପ୍ରିମୋ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ...

ଭାରତୀୟ ଆଇନଜୀବୀ ସଙ୍ଘର ଜିଲ୍ଲା କମିଟି ବୈଠକ ନୂତନ କର୍ମକର୍ତ୍ତା ନିର୍ବାଚିତ

କେନ୍ଦ୍ରାପଡ଼ା, ୯ା୧୦: ଭାରତୀୟ ଆଇନଜୀବୀ ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟିର ଏକ ବୈଠକ ମଙ୍ଗଳବାର ପବ୍ଲିକ ରିଡିଂରୁମ ପରିସରରେ ଜିଲ୍ଲାର ବରିଷ୍ଠ ଆଇନଜୀବୀ ପ୍ରେମାନନ୍ଦ ମାଟିଙ୍କ ସଭାପତିତ୍ୱରେ...

ପଟ୍ଟାମୁଣ୍ଡାଇ କଲେଜରେ ଗୋପବନ୍ଧୁ ଜୟନ୍ତୀ

ପଟ୍ଟାମୁଣ୍ଡାଇ ୯/୧୦-ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ...

ବଙ୍ଗଳିସାହିର ଦୂର୍ଗା ପୂଜା ନିଆରା , ବିଦାୟଦିନ ମାଙ୍କୁ ଦିଆଯାଏ କନକ ଅଞ୍ଜୁଳି , ଚିକିମିକି ଆଲୋକମାଳାରେ ଝଲସୁଛି ପଟ୍ଟାମୁଣ୍ଡାଇ ସହର

ପଟ୍ଟାମୁଣ୍ଡାଇ ୯.୧୦ - ଆଶ୍ୱିଣ ଆସିଲେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ସହର ଓ ଏହାର ଆଖପାଖ ଅଂଚଳ ଉତ୍ସବ ମୁଖର ହୋଇଉଠେ । ପାର୍ବଣ ନେଇ ପୁଣି...

ଦିଗହରା ଜନନୀ ସୁରକ୍ଷା ଯୋଜନା , ବିଶେଷଜ୍ଞ ଡାକ୍ତର ଅଭାବରୁ ସୁରକ୍ଷିତ ପ୍ରସବ ହୋଇପାରୁ ନି

ପଟ୍ଟାମୁଣ୍ଡାଇ ୪/୧୦ --ଜନନୀ ସୁରକ୍ଷାକୁ ସର୍ବାଧିକ ଗୁରୂତ୍ୱ ଦେଉଥିବା ରାଜ୍ୟ ସରକାର ମାଳମାଳ ଯୋଜନା ପ୍ରସ୍ତୁତ କରିଛନ୍ତି ସତ କିନ୍ତୁ ସରକାର ଉତମ ସ୍ୱାସ୍ଥ୍ୟ ସେବା ଓ...

ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ତା ୭/୧୦- ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ରୀତିରୁ ରାଧାନାଥ ସୃଜନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ...

ନର୍ସିଂହୋମ ଉପରେ ଚଢାଉ, ମାଲିକ ଫେରାର

କେନ୍ଦ୍ରାପଡ଼ା, ୬ା୧୦: କେନ୍ଦ୍ରାପଡା ପୈାରପାଳିକା ନିର୍ବାହୀ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ଏକ ନର୍ସିଂହୋମ ଚାଲୁଥିବା ଜାଣି କେନ୍ଦ୍ରାପଡା ଟାଉନ ଥାନା ପୋଲିସ ରବିବାର ଚଢାଉ କରିଛି।...

ଶିକ୍ଷାନୁଷ୍ଠାନର ବିକାଶ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପାଇଁ ପୁରାତନ ଛାତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ , ପଟ୍ଟାମୁଣ୍ଡାଇ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ୬/୧୦-କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ରବିବାର ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ସଂସଦ...

କେନ୍ଦ୍ରୀୟ ଭୂତଳ ଜଳ ପରିଷଦ ପକ୍ଷରୁ ଆଞ୍ଚଳିକ ଭୂଜଳ ସମସ୍ୟା ଏବଂ ଭୂଜଳ ପରିଚାଳନାରେ ସହଭାଗିତା ଉପରେ ଆଲୋଚନା

କେନ୍ଦ୍ରାପଡ଼ା,୫ା୧୦: କେନ୍ଦ୍ରୀୟ ଭୂମିଜଳ ପରିଷଦ, ଦକ୍ଷିଣପୂର୍ବ କ୍ଷେତ୍ର, ଭୁବନେଶ୍ୱର ଆନୁକୂଲ୍ୟରେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଏକ ଦିବସୀୟ ତ୍ରିସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।...