ଆଜିର ଟିକନିକ ଖବର

ଓଡ଼ିଆ ଅସ୍ମିତା ପ୍ରବଂଚନା, ଦରଦାମ ବୃଦ୍ଧି ଓ ଦୁର୍ନୀତି ବିରୋଧରେ କଂଗ୍ରେସର ଆନ୍ଦୋଳନ ଧମକ

କେନ୍ଦ୍ରାପଡା,ପଟ୍ଟାମୁଣ୍ଡାଇ ୨/୬ -ଓଡ଼ିଆ ଅସ୍ମିତାର ସୁରକ୍ଷା ନାରା ଦେଇ ଓଡିଶାରେ କ୍ଷମତା ହାସଲ କରିଥିବା ଭାରତୀୟ ଜନତା ପାର୍ଟି ଓଡ଼ିଆ ଅସ୍ମିତାକୁ ପ୍ରବଂଚନାରେ ପରିଣତ କରିବା ସହିତ...

ହଟିଲା ବ୍ରିଟସ ଆଇନ ଲାଗୁଲାଗୁ ହେଲା ନୂଆ ପୋଲିସ ଆଇନ

ଜୁଲାଇ ପହିଲା ସୋମବାର ଠାରୁ ସାରା ଦେଶରେ ୧୮୬୦ ମସିହାରୁ ଚାଲିଥିବା ବ୍ରିଟସ ଆଇନକୁ ହଟାଇ ନୂଆ ପୋଲିସ ଆଇନ ଲାଗୁ ହୋଇଛି । ନୂଆ ଆଇନ...

ଲାଗୁ ହେଲା ନୂଆ ଆଇନ:ପଟ୍ଟାମୁଣ୍ଡାଇ ଗ୍ରମାଂଚଳ ଥାନାରେ ସଚତେନତା

ପଟ୍ଟାମୁଣ୍ଡାଇ ୧/୭ ଫୌଜଦାରୀ ନ୍ୟାୟ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ୩ଟି ନୂଆ ଆଇନ ଲାଗୁ କରିଛନ୍ତି । ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଅନୁମୋଦନ...

ମରଣାନ୍ତଙ୍କ ଆକ୍ରମଣରେ ବୃଦ୍ଧା ନିହତ, ଥାନାରେ ୨ଅଟକ

କେନ୍ଦ୍ରାପଡ଼ା, ୩୦ା୬: ଏକ ମରଣାନ୍ତଙ୍କ ଆକ୍ରମଣରେ ଜଣେ ବୃଦ୍ଧା ନିହତ ହୋଇଥିବା ବେଳେ ସେହି ପରିବାରର ବହୁ ଆହତ ହୋଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି...

ତୁଳସୀକ୍ଷେତ୍ର ଇସିଏମ୍ ମହାସଂଘର ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡା, ୨୮/୬: କେନ୍ଦ୍ରାପଡା ଜିଲ୍ଲା ତୁଳସୀକ୍ଷେତ୍ର ଇସିଏମ୍ ମହାସଂଘର ସଦସ୍ୟାମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସଦସ୍ୟାମାନେ ଶୁକ୍ରବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ...

ସଂସୃତି ଭବନକୁ ଭିନ୍ନକ୍ଷମଙ୍କ ସୁଗମ ପ୍ରବେଶ ବ୍ୟବସ୍ଥା ପାଇଁ ପୁର୍ନବାସର ଦାବିପତ୍ର

କେନ୍ଦ୍ରାପଡା, ୨୮/୬: କେନ୍ଦ୍ରାପଡ଼ା ସହର ସନ୍ନିକଟ ଗୁଆଳସିଂଠାରେ ନିର୍ମିତ ହୋଇଥିବା ଜିଲ୍ଲା ସଂସ୍କୃତି ଭବନ ପ୍ରେକ୍ଷାଳୟକୁ ସୁଗମ କରିବା ନିମନ୍ତେ ଦାବି କରାଯାଇଛି । କେନ୍ଦ୍ରାପଡା ଜିଲ୍ଲାରେ...

୩୯ବର୍ଷ ପରେ ଦ୍ୱିତୀୟ ଅଣ ଓଡ଼ିଆ ଅଫିସର ନେଲେ ରାଜ୍ୟରେ ବଡ଼ ଦାୟିତ୍ୱ : ମୁଖ୍ୟ ଶାସନ ସଚିବ ହୋଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜା 

ଭୁବନେଶ୍ୱର,୨୮/୬- ରାଜ୍ୟର ମୁଖ୍ୟ ଶାସନ ସଚିବ ପଦକୁ ନେଇ ବିଭିନ୍ନ କଳ୍ପନା ଜଳ୍ପନାରେ ପଡିଛି ପୂର୍ଣ୍ଣଚ୍ଛେଦ । ଏବେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ହୋଇଛନ୍ତି ବରିଷ୍ଠ...

ଅଭିଯୋଗର ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳଙ୍କ ନୂତନ ପଦକ୍ଷେପ

  ସୋସିଆଲ ମିଡିଆ ଏକ୍ସ(ଟ୍ୱିଟର)ଆକାଉଣ୍ଟ ଖୋଲିବାକୁ ନିର୍ଦେଶ  କେନ୍ଦ୍ରାପଡ଼ା, ୨୭ା୬: ପ୍ରଶାସନର କାର୍ଯ୍ୟକୁ ଲୋକାଭିମୁଖୀ କରିବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର...

ସ୍ୱାଧୀନତା ସଂଗ୍ରାମୀ ନକୁଳ ଦାସଙ୍କୁ ଶ୍ରଦ୍ଧାଞ୍ଜଳୀ

କେନ୍ଦ୍ରାପଡା, ୨୭/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ନେତାଜୀ ମଡେଲ ସ୍କୁଲ ପରିସରରେ ନକୁଳ ଚରଣ ଦାସଙ୍କ ସ୍ମୃତି କମିଟି ଆନୁକୂଲ୍ୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ...

ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୨୭/୦୬: ଆଜି ଅପରାହ୍ଣ ୫ଘଟିକା ସମୟରେ ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମୁନିସିପାଲିଟି ଟାଉନ୍‌ହଲ୍‌ଠାରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର...

କେନ୍ଦ୍ରାପଡା ବିଧାୟକଙ୍କୁ ସମ୍ବର୍ଦ୍ଧିତ କଲେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ

କେନ୍ଦ୍ରାପଡା,୨୬/୬: କେନ୍ଦ୍ରାପଡା ମେଡିକାଲ ରୋଡ ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର କର୍ମକର୍ତ୍ତାଗଣ ନବନିର୍ବାଚିତ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ସେମାନେ ବିଧାୟକଙ୍କ...

ରେଡିଓ ଭାବଗ୍ରାହୀରେ ବିଶ୍ୱ ନିଶାନିବାରଣ ଦିବସ

କେନ୍ଦ୍ରାପଡାତା.୨୬/୬- ପୂର୍ବାହ୍ନରେ ବାରୁଅ ସ୍ଥିତ ଜିଲ୍ଲାର ଏକ ମାତ୍ର ଗୋଷ୍ଠୀବେତାର କେନ୍ଦ୍ର ରେଡିଓ ଭାବଗ୍ରାହୀର ସରୋଜିନୀ ପରିଡାଷ୍ଟୁଡିଓ ପରିସରରେବିଶ୍ୱ ନିଶା ନିବାରଣ ଦିବସଉପରେ ଆଧାରିତ ଏକ ଆଲୋଚନାଚକ୍ର...

ନବକୃଷ୍ଣ ଚୈାଧୁରୀଙ୍କ ଶ୍ରାଦ୍ଧଦିବସ ପାଳନ କଲା ଜନଶକ୍ତି ପାର୍ଟି

କେନ୍ଦ୍ରାପଡ଼ା, ୨୫ା୬: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାଲିଆ ହନୁମାନଜୀଉ ମନ୍ଦିର ନିକଟରେ ଜନଶକ୍ତି ପାର୍ଟି ପକ୍ଷରୁ ନବକୃଷ୍ଣ ଚୈାଧୁରୀଙ୍କ ଶ୍ରାଦ୍ଧଦିବସ ଅବସରରେ ବରିଷ୍ଠ ଆଇନଜୀବୀ ତଥା ପାର୍ଟିର...

ଗ୍ରୀଷ୍ମକାଳୀନ ବ୍ୟାଡ୍‌ମିଣ୍ଟନ ଶିବିର ଉଦ୍‌ଯାପିତ

କେନ୍ଦ୍ରାପଡା,୨୫/୬: କେନ୍ଦ୍ରାପଡାସ୍ଥିତ ଶ୍ୟାମଗୁଡିଆ ନିକଟସ୍ଥ ବିଜୁ ପଟ୍ଟନାୟକ ବହୁମୂଖୀ ଇଣ୍ଡୋର ଷ୍ଟାଡିୟମ ମଧ୍ୟରେ ଦୀର୍ଘ ଏକ ମାସ ଧରି ଚାଲିଥିବା ଗ୍ରୀଷ୍ମକାଳୀନ ବ୍ୟାଡ୍‌ମିଣ୍ଟନ ଶିବିର ଉଦ୍‌ଯାପିତ ହୋଇଯାଇଛି...

ପଟ୍ଟାମୁଣ୍ଡାଇ ବ୍ଲକରେ ଦୁଇ ବିଧାୟକ ସମୀକ୍ଷା ବୈଠକ ପାନୀୟଜଳ ସୁଧାର ଓ ଜନକଲ୍ୟାଣ ପ୍ରକଳ୍ପ ତ୍ୱରାନ୍ୱିତ ପାଇଁ ତାଗିଦ

କେନ୍ଦ୍ରାପଡ଼ା  ଓ ରାଜନଗର ବିଧାନସଭା ଅଧୀନରେ ଥିବା ପଟ୍ଟାମୁଣ୍ଡାଇ ବ୍ଲକର ୩୧ (କେନ୍ଦ୍ରାପଡ଼ା -୧୨ ଓ ରାଜନଗର-୧୯) ପଂଚାୟତରେ ପାନୀୟଜଳ ସମସ୍ୟା ଓ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ...

ସହଭାଗିତା ବ୍ୟବସାୟ ନାଁ ରେ ଠକାମୀର ଶିକାର ହେଲେ ଯୁବକ , ଶେଷରେ ବନ୍ଧା ହେଇ କୋର୍ଟ ଚାଲଣ ହେଲେ  ସ୍ୱାମୀ ସ୍ତ୍ରୀ

କେନ୍ଦ୍ରାପଡ଼ା,୨୩ା୬: ।  କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ମାର୍ଶାଘାଇ ବ୍ଲକ ବଛରାଇ ଗାଁ ର ମଣିଭୂଷଣ ପରିଡାଙ୍କ ପୁଅ ସନ୍ତୋଷ କୁମାର ପରିଡା ଜଣେ ମେଡ଼ିସିନ ଡିଷ୍ଟ୍ରିବୁଟର ଭାବେ...

ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରସଙ୍ଗରେ ମୋଦି ସରକାର ପୁଣି ଚାଷୀଙ୍କୁ ପ୍ରତାରିତ କଲେ- ଓଡିଶା କୃଷକ ସଭା

କେନ୍ଦ୍ରାପଡା, ୨୧ା୬: ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌. ଏସ୍ . ପି )ବାବଦରେ କୃଷକମାନଙ୍କୁ ଏଥର ମଧ୍ୟ ପ୍ରତାରଣା କଲା କେନ୍ଦ୍ରର ମୋଦୀ ସରକାର ।...

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର +୩ ପରୀକ୍ଷା ଫଳ ପ୍ରକାଶିତ, ପାସହାର ୯୨.୪୬ପ୍ରତିଶତ, ଅଂଶୁମାନୀ ସାହୁ କଲେଜ ଟପ୍ପର

କେନ୍ଦ୍ରାପଡା, ୨୧ା୬: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର +୩ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ +୩ କଳା ବିଭାଗର ଭୂଗୋଳ ସମ୍ମାନ ଛାତ୍ରୀ...

ଆକ୍ସନ ମୋଡ଼ରେ ରାଜନଗର ବିଧାୟକ – ସ୍ୱଚ୍ଛତାର ସହିତ ଟେଣ୍ଡର ହୋଇଥିବା ସମସ୍ତ ପ୍ରକଳ୍ପ ଶେଷ କରିବାକୁ ତାଗିଦ

ପଟ୍ଟାମୁଣ୍ଡାଇ ୨୧/୬ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଥିବା ରାଜନଗର ବିଧାୟକ ଧ୍ରୁବ ସାହୁ ଶପଥ ଗ୍ରହଣ ପରେ ପରେ ଆକ୍ସନ ମୋଡ଼ରେ ଆସିଯାଇଛନ୍ତି । ଜନସାଧାରଣଙ୍କ...

ଜିଲ୍ଲା ମାଟ୍ରିକ ଟପ୍ପରଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧିତ

କେନ୍ଦ୍ରାପଡ଼ା, ୨୦ା୬: ରାଜ୍ୟର ଏକ ପ୍ରମୁଖ ସ୍ୱେଛାସେବୀ ଅନୁଷ୍ଠାନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ବିଭିନ୍ନ ସାମାଜିକ କାର୍ଯ୍ୟରେ ଜଡିତ ଥାଏ ।...

ଗଡ଼ମେକର ରଜ ମଉଜ

ପଟ୍ଟାମୁଣ୍ଡାଇ ତା ୧୯/୬-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡମୂଳବସନ୍ତ ନସିପୁରସ୍ଥିତ ଗୋପାଳ ଦାଶ ସ୍ମାରକୀ ଭବନରେ ରଜ ମଉଜ ସମାରୋହରେ ଅନୁଷ୍ଠିତ ହୋଇଯାଇଛି ।  ଅନୁଷ୍ଠାନର ପ୍ରତିଷ୍ଠାତା ନିର୍ଦେଶକ...

ବ୍ଲକ ସ୍ତରୀୟ ବିପର୍ଯୟ ପୂର୍ବ ପ୍ରସ୍ତୁତି ମକ ଡ୍ରିଲ

ପଟ୍ଟାମୁଣ୍ଡାଇ ୧୯/୬-ରାଜ୍ୟ ବିପର୍ଯୟ ପ୍ରଶମନ କତୃପକ୍ଷଙ୍କ ନିର୍ଦେଶ କ୍ରମେ ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ବିପର୍ଯୟ ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଓ ମକ ଡ୍ରିଲ ୧୦ଟି ବନ୍ୟା...

୩ୟ ବାର୍ଷିକୀ ପାରଲ ମହାନ୍ତି ମେମୋରିଆଲ ଟୁର୍ଣ୍ଣାମେଣ୍ଟ

କେନ୍ଦ୍ରାପଡା, ୧୮/୬: କେନ୍ଦ୍ରାପଡା ସହର ଉପକଣ୍ଠ ଭରତପୁର ଗ୍ରାମର ସମାଜସେବୀ ପାରଲ ମହାନ୍ତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ପାରମ୍ପରିକ ରଜ ଉତ୍ସବ ଅବସରରେ ୩ୟ ବାର୍ଷିକୀ ପାରଲ ମହାନ୍ତି...

ଗଣକବି ଗୋପାଳ ଦାଶଙ୍କ ୧୪୮ତମ ଜୟନ୍ତୀ ମହୋତ୍ସବ

କେନ୍ଦ୍ରାପଡା , ୧୮/୬: ପବିତ୍ର ରଜ ଅବସରରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଲସିଂହା ଠାରେ ଓଡିଆ ଯାତ୍ରା ଜଗତର ମୁକୁଟ ବିହୀନ ସମ୍ରାଟ୍‌, କାଳଜୟୀ କିମ୍ବଦନ୍ତୀ କଳାକାର,...