ଆନ୍ତର୍ଜାତୀୟ

ଜିଆରଏସଙ୍କୁ ୪ବର୍ଷ ଜେଲଦଣ୍ଡ

କେନ୍ଦ୍ରାପଡା,୨୭ା୨: ଏକ ଲାଞ୍ଚ କାରବାର ମାମଲାର ବିଚାର କରି କଟକସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ଏଣ୍ଡର ଗ୍ରାମପଞ୍ଚାୟତର ପୂର୍ବତନ ଗ୍ରାମରୋଜଗାର...

୧୦ଟି ପଞ୍ଚାୟତକୁ ନେଇ ନୂତନ ବ୍ଲକ ପ୍ରତିଷ୍ଠା ଦାବି

କେନ୍ଦ୍ରାପଡ଼ା,୨୭ା୨: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକର ୧୦ଟି ଗ୍ରାମପଞ୍ଚାୟତକୁ ନେଇ ଏକ ନୂତନ ବ୍ଲକ ଗଠନ କରାଯିବାକୁ ଦାବି ହୋଇଛି। ଏନେଇ ଦଶ ପଞ୍ଚାୟତ ବିକାଶ ପରିଷଦ...

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଆତ୍ମରକ୍ଷା ଶିବିର ଉଦ୍‌ଘାଟନ

କେନ୍ଦ୍ରାପଡା,୨୭ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ +୩ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ଏକ ଆତ୍ମସୁରକ୍ଷା ଶିବିର ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଭିଜିତ୍ ବୋଷ୍‌ଙ୍କ ପୌରହିତ୍ୟରେ ଉଦ୍‌ଘାଟିତ ହୋଇଯାଇଛି...

ପାରାକ୍ରୀଡ଼ାବିତ୍ ଙ୍କୁ ବ୍ୟାଟେରୀ ଚାଳିତ ସ୍କୁଟର ପ୍ରଦାନ

କେନ୍ଦ୍ରାପଡା ୨୭/୨ - କେନ୍ଦ୍ରାପଡା ଜିଲ୍ଲାରେ ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯ୍ୟରତ ଅନୁଷ୍ଠାନ ‘ପୁନର୍ବାସ' ପକ୍ଷରୁ ଚଳନଶକ୍ତି ବାଧିତ ଡେରାବିଶ ବ୍ଲକ ହରିଅଙ୍କ ଗ୍ରାମର ପାରାକ୍ରୀଡାବିତ୍ ବଲରାମ...

ଗରାପୁରରେ ରେଲ୍‌ୱେ ଟିକେଟ୍ କାଉଣ୍ଟର ଉଦ୍‌ଘାଟିତ

କେନ୍ଦ୍ରାପଡା,୨୭ା୨: କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରଠାରେ ରେଳବାଇର ନୂତନ ଟିକେଟ୍ କାଉଣ୍ଟର ଉଦ୍‌ଘାଟିତ ହୋଇଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି, ଉପାଧ୍ୟକ୍ଷ ପ୍ରତାପ...

ଗରାପୁର ସାଇ ମନ୍ଦିରରେ ଜାଗର ଉତ୍ସବ

କେନ୍ଦ୍ରାପଡା,୨୭ା୨:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁର ସାଇ ମନ୍ଦିରରେ ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକଙ୍କ ତତ୍ୱାବଧାନରେ ଜାଗର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦିନସାରା ବିଧି ଅନୁସାରେ ସାଇ ମନ୍ଦିର...

ମହାଦେବ ସେନାର ବାର୍ଷିକ ଯଜ୍ଞ ଉତ୍ସବ-୨୦୨୫

କେନ୍ଦ୍ରାପଡ଼ା,୨୭ା୨: ଗତକାଲି କେନ୍ଦ୍ରାପଡ଼ା ନିକଟସ୍ଥ ବାରୁଅ ଗ୍ରାମ ଇଟ୍ଟୀପୁର ପ୍ରସିଦ୍ଧ ଗିରିମଠ ପରିସରରେ ଚଳିତ ବର୍ଷ -୨୦୨୫ ପବିତ୍ର ମହାଶିବରାତ୍ରି ଉପଲକ୍ଷେ ବାର୍ଷିକ ଯଜ୍ଞ ଉତ୍ସବ, ଆଧ୍ୟାତ୍ମିକ...

କଜଳା ବିଲେଶ୍ୱର ମହାଦେବଙ୍କ ଜାଗର ଯାତ୍ରା

କେନ୍ଦ୍ରାପଡା୨୬/୨-କେନ୍ଦ୍ରାପଡା କଜଳା ବିଲେଶ୍ୱର ମହାଦେବଙ୍କ କାଗର ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାତ ୪ଟା ସମୟରେ ମହାସ୍ନାନ କାରାଯାଇ ପ୍ରାତ ୫ଟା ସମୟରେ...

ପଟ୍ଟାମୁଣ୍ଡାଇରେ ମହାଶିବରାତ୍ରି ଓ ଜାଗରଯାତ୍ରା

ପଟ୍ଟାମୁଣ୍ଡାଇ ତା ୨୬/୨-ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ପବିତ୍ର ମହାଶିବରାତ୍ରି ଓ ଜାଗର ଯାତ୍ରା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।  ପଟ୍ଟାମୁଣ୍ଡାଇ ଉତିକଣ...

ତୁଳସୀକ୍ଷେତ୍ରରେ ମହାଶିବରାତ୍ରୀ ପାଳିତ

କେନ୍ଦ୍ରାପଡା,୨୬ା୨: ତୁଳସୀ କ୍ଷେତ୍ରରେ ବୁଧବାର ପବିତ୍ର ମହାଶିବରାତ୍ରି ଜାଗର ଯାତ୍ରା ନୀତି ଧୁମ୍‌ଧାମରେ ପାଳିତ ହୋଇଯାଇଛି। କ୍ଷେତ୍ର ମଧ୍ୟସ୍ଥ ବ୍ୟକଣ୍ଠେସ୍ୱର, କାଶୀବିଶ୍ୱନାଥ, ସିଦ୍ଧେଶ୍ୱ. ୟେଶାନିଶ୍ୱର୍‌, କ୍ଷେତ୍ର ପାର୍ଶ୍ୱବର୍ତ୍ତୀ...

ଦୁଷ୍କର୍ମ ଉଦ୍ୟମ ଅପରାଧରେ ଦୋଷୀଙ୍କୁ ସାଢେ ୩ବର୍ଷ ଜେଲଦଣ୍ଡ

କେନ୍ଦ୍ରାପଡା,୨୫ା୨: ଏକ ଦୁଷ୍କର୍ମ ଉଦ୍ୟମ ମାମଲାର ବିଚାର କରି କେନ୍ଦ୍ରାପଡା ଫାଷ୍ଟଟ୍ରାକ୍ ଅତିରିକ୍ତ ଜିଲ୍ଲାଜଜ ତ୍ରିବିକ୍ରମକେଶରୀ ଚିନ୍ନାରା ଦୋଷୀଙ୍କୁ ସାଢେ ତିନି ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।...

ଆଜାଦ୍ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ , ଫୁଲବାଣୀର ଜେଡି କ୍ଲବ କଟକର ଟାର୍ଜନ କ୍ଲବକୁ ୧-୦ଗୋଲରେ ହରାଇ ଚମ୍ପିୟନ

କେନ୍ଦ୍ରାପଡ଼ା,୨୪ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ଫାଇନାଲ ମ୍ୟାଚ୍ ଅନୁଷ୍ଠିିତ ହୋଇଯାଇଛି। ଏହି ଉପଲକ୍ଷେ...

କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ୩୮ତମ ସ୍ୱନକ୍ଷତ୍ର ଦିବସ , ଉତ୍କଳ ଗୌରବ ମଧୁବାବୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

କେନ୍ଦ୍ରାପଡ଼ା,୨୪ା୨: ରାଜ୍ୟର ଅଗ୍ରଣୀ ସମବାୟ ଅନୁଷ୍ଠାନ କେନ୍ଦ୍ରାପଡା ଅର୍ବାନ କୋ-ଅପରେଟିଭ୍ ବ୍ୟାଙ୍କର ୩୮ତମ ପ୍ରତିଷ୍ଠା ଦିବସ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି ।...

ବାଲିପାଟଣାରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର

ପଟ୍ଟାମୁଣ୍ଡାଇ ତା ୨୪/୨- ହରା ଭାରତ ଓ ଭୁବନେଶ୍ୱର ଉତ୍କଳ ହସ୍ପିଟାଲ ମିଳିତ ଆନୁକୁଲ୍ୟରେ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ନିମନ୍ତେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଟିତ ହୋଇଯାଇଛି। ଏଥିରେ...

ଆଜାଦ୍ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ , ବନ୍ଧୁତ୍ୱପୂର୍ଣ୍ଣ ବାଳିକା ମ୍ୟାଚରେ ୩-୦ଗୋଲରେ କେନ୍ଦ୍ରାପଡା ବିଜୟୀ

କେନ୍ଦ୍ରାପଡ଼ା,୨୩ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ଏକ ବନ୍ଧୁତ୍ୱପୂର୍ଣ୍ଣ ବାଳିକା ଫୁଟବଲ ମ୍ୟାଚ୍ ରବିିବାର...

ଗୋବରୀ ମହୋତ୍ସବ ଅନୁଷ୍ଠିତ ରାଜ୍ୟର ବହୁ ପ୍ରତିଭା ସମ୍ବର୍ଦ୍ଧିତ

କେନ୍ଦ୍ରାପଡା,୨୩ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗଣ୍ଡାଖିଆ ଠାରେ ମୁର୍ଛନା ଏବଂ ଓଡିଶା କଲଚର ଆର୍ଟ ଏକାଡେମୀ, ଓଡିଶା ପକ୍ଷରୁ ଗୋବରୀ ମହୋତ୍ସବ-୨୦୨୫ ଅନୁଷ୍ଠିତ ହୋଇଯାଇଛି। ମୁର୍ଛନାର ନିର୍ଦେଶକ...

ଡେଲି ପାସେଞ୍ଜର୍ ରେଳଗାଡି ଚାଲିବା ପାଇଁ ରେଳମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା,୨୩ା୨: ପାରାଦ୍ୱୀପ-ହରିଦାସପୁର ରେଳପଥରେ କେନ୍ଦ୍ରାପଡା ଷ୍ଟେସନ୍‌ରୁ କଟକରୁ ଭୁବନେଶ୍ୱର ଡେଲି ପାସେଞ୍ଜର ଚାଲିବା ପାଇଁ ରେଳମନ୍ତ୍ରୀଙ୍କୁ ସମାଜସେବୀ ସମୀର ଚାନ୍ଦ କେନ୍ଦ୍ରାପଡା ଷ୍ଟେସନ୍ ମାଷ୍ଟର୍ କାହ୍ନୁଚରଣ ସେଠୀଙ୍କୁ...

ଜିଲ୍ଲା ଓକିଲ ସଂଘ ଦ୍ୱାରା ନୂତନ ଫୌଜଦାରୀ ଆଇନ ସମ୍ପର୍କରେ ଆଲୋଚନା ଚକ୍ର

କେନ୍ଦ୍ରାପଡା,୨୨ା୨: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘ ଦ୍ୱାରା ଆୟୋଜିତ ନୂତନ ଫୌଜଦାରୀ ସଂଶୋଧିତ ଆଇନ ଯାହାକି ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ଭାରତୀୟ...

ଆଜାଦ୍ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ ସେମିଫାଇନାଲ ମ୍ୟାଚ୍‌

କେନ୍ଦ୍ରାପଡ଼ା,୨୨ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ପ୍ରଥମ ସେମିଫାଇନାଲ ମ୍ୟାଚ୍ ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ...

ଶାସନ ନୋଡାଲ ହାଇସ୍କୁଲରେ ଅନ୍ତର୍ଜାତୀୟ ଭାଷା ଦିବସ

ପଟ୍ଟାମୁଣ୍ଡାଇ : ୨୧/୦୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ହାଇସ୍କୁଲରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇ ଯାଇଛି ।  ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ...

ଖଡ଼ିଅଣ୍ଟାରେ ନୂତନ ଶିବ ମନ୍ଦିର ପ୍ରତିଷ୍ଠା ଉତ୍ସବ

ପଟ୍ଟାମୁଣ୍ଡାଇ ୨୧/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡିଅଣ୍ଟା ଗ୍ରାମର ଶ୍ରୀ ଶ୍ରୀ କପିଳେଶ୍ୱର ମହାଦେବ ମନ୍ଦିର ପ୍ରତିଷ୍ଠା ଉତ୍ସବ ୩ ଦିନ ଧରି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।...

ଅନ୍ତାଲୋ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନୱାଡିକେନ୍ଦ୍ର ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀଙ୍କ ଦାବି

କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର ଅନ୍ତାଲୋ ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନୱାଡିକେନ୍ଦ୍ର ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି...

ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ଦାବିରେ ସିପିଆଇର ଜୋନ ସମ୍ମିଳନୀ

କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡ଼ା ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ପ୍ରଭୃତି ଦାବିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଏକ ଜୋନସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୮ା୨:ଆଇଡିଆଲ ପବ୍ଲିକ ସ୍କୁଲର ୩୪ତମ ବାର୍ଷିକ ଉତ୍ସବ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷ...