ଆନ୍ତର୍ଜାତୀୟ

ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ ଜିଲ୍ଲା କମିଟି ବୈଠକ : ତୁରନ୍ତ ମାସିକ ପାରିଶ୍ରମିକ ୨ହଜାର ଟଙ୍କା ବୃଦ୍ଧି ଓ ପେନସନ ପାଇଁ ନୂତନ ସରକାରଙ୍କ ନିକଟରେ ଦାବୀ

କେନ୍ଦ୍ରାପଡା,୧୧ା୮ : ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଗୋପ ଠାରେ ସାଥି ସୋହାନା ବେଗମଙ୍କ ସଭାପତିତ୍ୱରେ ସଙ୍ଘର...

‘ସାଫ୍ରନ୍ ସୋର୍ଡସ୍‌’କୁ ନେଇ “ପୁସ୍ତକ ଚର୍ଚ୍ଚା’ କାର୍ଯ୍ୟକ୍ରମ

କେନ୍ଦ୍ରାପଡା,୧୧/୮:ସାମାଜିକ ସଂଗଠନ ‘ଜୟ ରାଷ୍ଟ୍ର' ପକ୍ଷରୁ ପୁସ୍ତକ ଚର୍ଚ୍ଚା କାର୍ଯ୍ୟକ୍ରମ ତିନିମୁହାଣୀସ୍ଥିତ ଶ୍ରୀରାମ ମନ୍ଦିର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆରେ ଅନୁବାଦ...

କେନ୍ଦ୍ରାପଡା ବ୍ଲକ ଓଷ୍ଟାର ସାମ୍ବିଧାନିକ ସମ୍ମିଳନୀ ଓ କର୍ମକର୍ତ୍ତା ଚୟନ

କେନ୍ଦ୍ରାପଡ଼ା, ୧୧ା୮: ଏହି ବ୍ଲକ୍ ଅନ୍ତର୍ଗତ କୁତରଙ୍ଗସ୍ଥିତ ମଦନମୋହନ ଜ୍ଞାନପୀଠଠାରେ କେନ୍ଦ୍ରାପଡା ବ୍ଲକ୍‌ର ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘର ରବିବାର ଦିନ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ...

ଅଭିଭାବକ, ଶିକ୍ଷକ, ଶିକ୍ଷୟିତ୍ରୀ ସମ୍ମିଳନୀ

କେନ୍ଦ୍ରାପଡ଼ା, ୧୦/୮: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଅଭିଭାବକ, ଶିକ୍ଷକ, ଶିକ୍ଷୟିତ୍ରୀ ସମ୍ମିଳନୀ (ପିଟିଏ)ର ଏକ...

ଋଣ ବୋଝ ସହି ନ ପାରି ଚାଷୀଙ୍କ ଆତ୍ମହତ୍ୟା

କେନ୍ଦ୍ରାପଡା,୯ା୮ :କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମପଞ୍ଚାୟତର କହ୍ନେଇପୁର ଗ୍ରାମର ଜନୈକ ଚାଷୀ ଋଣ ବୋଝ ସହି ନପାରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ...

ବଳଦେବ ସେନା ପକ୍ଷରୁ ଶ୍ରୀବଳଦେବଜୀଉ ମନ୍ଦିର ନିକଟରେ ବିକ୍ଷୋଭ

କେନ୍ଦ୍ରାପଡା, ୧୦ା୯: ବଳଦେବ ସେନା ପକ୍ଷରୁ ବାଂଲାଦେଶରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମନ୍ଦିରକୁ ଭଙ୍ଗାରୁଜା କରାଯିବା ଓ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ବିରୋଧ ସ୍ୱରୂପ ଶ୍ରୀ ଶ୍ରୀ...

ଇଣ୍ଡିଆ ବୁକ୍ ରେକର୍ଡରେ ସ୍ଥାନ ପାଇଲେ ସ୍ଵାତିସ୍ମିତା ସ୍ୱାଇଁ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦୋଶିଆ ୟୁଜିୟୁପି ସ୍କୁଲର ଛାତ୍ରୀ ସ୍ୱାତୀସ୍ମିତା ସ୍ୱାଇଁ ଚଳିତବର୍ଷ ନିମନ୍ତେ କ୍ରିଏଟିଭ ଆର୍ଟରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ଼ରେ ସ୍ଥାନ ପାଇଥିବାରୁ ତାଙ୍କୁ ବିଭିନ୍ନ...

କେନ୍ଦ୍ରାପଡାରେ ଅଗଷ୍ଟକ୍ରାନ୍ତି ଦିବସ ପାଳିତ

କେନ୍ଦ୍ରାପଡା,୯ା୮: କେନ୍ଦ୍ରାପଡା ସହରର ତିନିମୁହାଣୀସ୍ଥିତ ଗାନ୍ଧୀ ସ୍ମୃତିପୀଠ ଠାରେ ଆଜି ଅଗଷ୍ଟ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି । ଭାରତଛାଡ ଆନ୍ଦୋଳନକୁ ମନେ ପକାଇବା ସହିତ ଆଜିର...

ଜିଲ୍ଲାପାଳଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା, ୯ା୮: ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କୁ ଆଜି ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରଶାସନିକ ଅଧିକାରୀ ଓ କଲେକ୍ଟୋରେଟ ଷ୍ଟଫ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ...

ଯୁବାବସ୍ଥାରେ କିଡନୀ ରୋଗରେ ଶଯ୍ୟାଶାୟୀ ପୁଅ ଅର୍ଥ ଅଭାବ ଯୋଗୁଁ ହୋଇପାରୁନି ଚିକିତ୍ସା, ସହାୟତା ପାଇଁ ପରିବାରର ଆକୁଳ ନିବେଦନ

ଆଖିରେ ଝର ଝର ହୋଇ ଲୁହ ଝରୁଛି । ଥମିବାର ନା ନେଉନି । ଘରର ଭେଣ୍ଡିଆ ପୁଅ ଯେବେ ବାପା ମାଆଙ୍କୁ ପୋଷିବା ବୟସରେ କୌଣସି...

ଡିଆଇପିଆରଓ ଆଲୋକ ମହାନ୍ତିଙ୍କର ବଦଳି

କେନ୍ଦ୍ରାପଡ଼ା, ୮ା୮: କେନ୍ଦ୍ରାପଡା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଆଲୋକ କୁମାର ମହାନ୍ତିଙ୍କର ସୂଚନା ଓ ଲୋକସମ୍ପର୍କ ବିଭାଗ ମୁଖ୍ୟାଳୟ ଭୁବନେଶ୍ୱରକୁ ବଦଳି ହୋଇଛି।...

ପୁରୀରୁ ଚୋରି ହୋଇଥିବା ବସକୁ କେନ୍ଦ୍ରାପଡା ପୋଲିସ ଜବତ କଲା

କେନ୍ଦ୍ରାପଡ଼ା, ୮ା୮: ପୁରୀରୁ ଚୋରି ଯାଇଥିବା ‘ଗୋପିନାଥ’ ନାମକ ଏକ ବସକୁ କେନ୍ଦ୍ରାପଡା ସଦର ଥାନା ପୋଲିସ ଆଜି ଅପରାହ୍ନରେ ଜବତ କରିଛି। ପୁରୀରୁ ଚୋରି ହୋଇଥିବା...

ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟାଚାର୍ଯ୍ୟଙ୍କ ବିୟୋଗରେ ଶୋକ

କେନ୍ଦ୍ରାପଡ଼ା, ୮ା୮: ସି ପି ଆଇ(ଏମ୍‌)ର ପୂର୍ବତନ ପଲିଟିବ୍ୟୁର ସଭ୍ୟ ତଥା ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ସାଥି ବୁଦ୍ଧଦେବ ଭଟାଚାର୍ଯ୍ୟଙ୍କର ୮୦ବର୍ଷ ବୟସରେ କୋଲକତାସ୍ଥିତ ବାସଭବନରେ ଆଜି...

ବିଶିଷ୍ଟ ମୂର୍ତ୍ତିସାଜ କାରିଗରଙ୍କ ଦେହାନ୍ତ

କେନ୍ଦ୍ରାପଡ଼ା,୮ା୮:କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ବିଶିଷ୍ଟ ମୂର୍ତ୍ତିସାଜ କାରିଗର କ୍ଷେତ୍ରବାସୀ ସାହୁ(୮୯)ଙ୍କର ଦେହାନ୍ତ ହୋଇଯାଇଛି । ଶ୍ରୀ ସାହୁ ବହୁଦିନ ହେବ ବାର୍ଦ୍ଧକ୍ୟ ରୋଗରେ ପିଡିତ...

ଅନୁସୂଚିତ ଜାତି ଓ ଜନଜାତିଙ୍କ ମୌଳିକ ଅଧିକାର ସଂରକ୍ଷଣକୁ ନେଇ ରାଷ୍ଟ୍ରପତିଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୮ା୮: ଅନୁସୂଚିତ ଜାତି ଓ ଜନଜାତିଙ୍କ ମୌଳିକ ଅଧିକାର ସଂରକ୍ଷଣକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ଓ ସୁପ୍ରିମ୍‌କୋର୍ଟଙ୍କ ବହୁଜନ ବର୍ଗୀକରଣ ରାୟ ପ୍ରତିବାଦରେ ଦେଶବ୍ୟାପୀ ଭାରତ...

ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରାପଡା ପାଇଁ ୫ ବିଷୟକୁ ନେଇ ଦାବିପତ୍ର

କେନ୍ଦ୍ରାପଡା, ୮/୮: କେନ୍ଦ୍ରାପଡା ସହରର କ୍ରିଷ୍ଣା ଏକାଡେମୀ ଅଫ୍ ଆର୍ଟ ଆଣ୍ଡ କଲ୍‌ଚରର ପ୍ରତିଷ୍ଠାତା ଆର୍ନ୍ତଜାତୀୟ ସ୍ତରରେ ବହୁ ସମ୍ମାନରେ ସମ୍ମାନିତ ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକ ଗତ...

ସି ପି ଆଇ ଏମ ଏଲ ପକ୍ଷରୁ ସହିଦ ଦିବସ

ପଟ୍ଟାମୁଣ୍ଡାଇ ସିପିଆଇଏମଏଲ ପକ୍ଷରୁ ପାର୍ଟି ଅଫିସ ଠାରେ କମ୍ରେଡ ଚାରୁ ମଜୁମଦାରଙ୍କ ୫୪ତମ ସହିଦ ଦିବସ ପାଳିତ ହୋଇଯାଇଛି । ସି ପି ଆଇ ଏମ ଏଲ...

ଚାକିରୀ ହରାଇବା ଆଶଙ୍କାରେ ଏକ ହଜାର ସ୍ୱାସ୍ଥ୍ୟମିତ୍ର

କେନ୍ଦ୍ରାପଡା,୭ା୮: ରାଜ୍ୟରେ ଥିବା ଏକ ହଜାର ସ୍ୱାସ୍ଥ୍ୟମିତ୍ର ଏବେ ଚାକିରୀ ହରାଇବା ଆଶଙ୍କାରେ ରହିଛନ୍ତି। ଏ ନେଇ ଓଡିଶା ସ୍ୱାସ୍ଥ୍ୟମିତ୍ର ସଂଘ ପକ୍ଷରୁ ସ୍ଥାନୀୟ ପବ୍ଲିକ ରିଡିଂ...

ଛାତ୍ରଛାତ୍ରୀଙ୍କୁ ଦୁର୍ବ୍ୟବହାର ଓ ଉପରିସ୍ତ ଅଧିକାରୀଙ୍କୁ ଅସମ୍ମାନ ପାଇଁ ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଳମ୍ବିତ

କେନ୍ଦ୍ରାପଡ଼ା, ୭ା୮: ଛାତ୍ରଛାତ୍ରୀମାନଙ୍କୁ ଦୁର୍ବ୍ୟବହାର ଓ ଉପରିସ୍ତ ଅଧିକାରୀଙ୍କୁ ଅସମ୍ମାନ ଅଭିଯୋଗରେ କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଲୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ସନ୍ତୋଷ କୁଣ୍ଡଙ୍କୁ ଜିଲ୍ଲା ଶିକ୍ଷା...

ମତ୍ସ୍ୟ ଅଧିକାରୀଙ୍କୁ ମାନସିକ ନିର୍ଯ୍ୟାତନା ଅଭିଯୋଗ

କେନ୍ଦ୍ରାପଡ଼ା, ୭ା୮: କେନ୍ଦ୍ରାପଡା ବ୍ଲକରେ କାର୍ଯ୍ୟରତ ଅତିରିକ୍ତ ମତ୍ସ୍ୟଅଧିକାରୀ ମୋନାଲିସା ପଣ୍ଡାଙ୍କୁ ଜିଲ୍ଲା ମତ୍ସ୍ୟ ଅଧିକାରୀ ମାନସିକ ନିର୍ଯ୍ୟାତନା ଦେଉଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ସେ...

ଚାଷଜମି ଜଳାର୍ଣ୍ଣବ, ବୁଲି ଦେଖିଲେ ଜିଲ୍ଲାପାଳ

କେନ୍ଦ୍ରାପଡ଼ା, ୭ା୮: ୫୩ନମ୍ବର ଜାତୀୟ ରାଜପଥର ଚାରିଲେନ ବିଶିଷ୍ଟ ରାସ୍ତା ନିର୍ମାଣ ପରେ ଛଗରିଆ ନିକଟରେ ଚାଷଜମିରୁ ଉଦବୃତ୍ତ ଜଳ ନିଷ୍କାସନ ପାଇଁ ଥିବା ପଥକୁ ବନ୍ଦ...

ଗାଡି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ୱର,୮।୮-ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ...

ପୂର୍ବତନ ଏବିଇଓ ନରହରି ସୂତାରଙ୍କ ପରଲୋକ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଦମଦାଣ୍ଡି ଭୀମସେନ ନୋଡାଲ ୟୁପି ସ୍କୁଲ୍ ପୂର୍ବତନ ପ୍ରଧାନଶିକ୍ଷକ, ଡେରାବିଶ ବ୍ଲକ ପୂର୍ବତନ ଏବିଇଓ କବି ନରହରି ସୂତାରଙ୍କ ହୃଦଘାତରେ ପଟ୍ଟାମୁଣ୍ଡାଇ...

ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସାଙ୍ଗଠନିକ ସମୀକ୍ଷା ବୈଠକ , ଜନସ୍ୱାର୍ଥର ଜାଗ୍ରତ ପ୍ରହରୀ ହେବାକୁ ଆହ୍ୱାନ

ଚଳିତ ସାଧାରଣ ନିର୍ବାଚନ ପରେ ବୁଧବାର କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସାଙ୍ଗଠନିକ ସମୀକ୍ଷା ବୈଠକ ଦଳର କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ...