‘କୈାଶଳ’ ରଥ ପରିକ୍ରମା ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା,୧ା୮: ଦକ୍ଷତା ବୃଦ୍ଧି ଏବଂ ନିଯୁକ୍ତି, ଦୀର୍ଘକାଳୀନ ଓ ସ୍ୱଳ୍ପକାଳୀନ ବୈଷୟିକ ଶିକ୍ଷା ପ୍ରଶିକ୍ଷଣ ଉପରେ ସଚେନତନତା ସୃଷ୍ଟି କରିବା ଲକ୍ଷ୍ୟରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଓ...
କେନ୍ଦ୍ରାପଡ଼ା,୧ା୮: ଦକ୍ଷତା ବୃଦ୍ଧି ଏବଂ ନିଯୁକ୍ତି, ଦୀର୍ଘକାଳୀନ ଓ ସ୍ୱଳ୍ପକାଳୀନ ବୈଷୟିକ ଶିକ୍ଷା ପ୍ରଶିକ୍ଷଣ ଉପରେ ସଚେନତନତା ସୃଷ୍ଟି କରିବା ଲକ୍ଷ୍ୟରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଓ...
ପଟ୍ଟାମୁଣ୍ଡାଇ. ୧/୮-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଞ୍ଚାୟତର ପୁର୍ବତନ ସରପଞ୍ଚ ସମାଜସେଵୀ ଅଧିକାରୀ ଶରତ ଚନ୍ଦ୍ର ଦାଶ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ...
କେନ୍ଦ୍ରାପଡ଼ା, ୩୧ା୭: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିଶନ ଓ ମିଶନଶକ୍ତିରେ ହୋଇଥିବା ବ୍ୟାପକ ଦୁର୍ନୀତିର ତଦନ୍ତ ଦାବିରେ ଓଡିଶା ସୂଚନା ଅଧିକାର ଅଭିଯାନ(ଓସା) କେନ୍ଦ୍ରାପଡା ଶାଖା ପକ୍ଷରୁ...
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମଠସାହି ଗ୍ରାମର ୨୧ ବର୍ଷର କୃତିବାଷ ସାହୁ ଗତ କିଛିଦିନ ହେବ ଜୀବନ ଯୁଦ୍ଧରେ ସଂଘର୍ଷ କରୁଛନ୍ତି । କୃତିବାଷଙ୍କ ଦୁଇଟି...
କେନ୍ଦ୍ରାପଡ଼ା ସଦର, ୩୦ା୭: କେନ୍ଦ୍ରାପଡା ଗୁଲନଗର ପଞ୍ଚାୟତ ଅନ୍ତର୍ଗତ ସୁଜାନଗର ଗ୍ରାମର ବାବାଜୀ ବାରିକଙ୍କ ପୁଅ ଦୟାନିଧି ବାରିକ(୩୫)ଙ୍କର ଦିଲ୍ଲୀସ୍ଥିତ ବାସ ଭବନରେ ବିଦ୍ୟୁତ୍ ଆଘାତରେ ମୃତ୍ୟୁ...
ଡେରାବିଶ ୩୦/୭ ବେବର୍ତ୍ତା ଅଜୟ ଦାଶ-କେନ୍ଦ୍ରାପଡା ସଦର ଥାନା ଅଂଚଳରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ରାତି ୯ରେ ପିଡୀତାଙ୍କ ପରିବାର ପକ୍ଷରୁ...
କେନ୍ଦ୍ରାପଡ଼ା,୩୦ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ ହୋଇଯାଇଛି । ଜାତୀୟ ଶିକ୍ଷାନୀତି ୨୦୨୦ର ଚତୁର୍ଥ ବାର୍ଷିକ ପୂର୍ତ୍ତୀ ଉପଲକ୍ଷେ...
ନୂଆଦିଲ୍ଲୀ, ୨୯ା୭- ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ସୋମବାର ଲୋକସଭାରେ ବଜେଟ୍ ବିଷୟରେ କହିଛନ୍ତି । ଏହି ସମୟରେ ସେ ଅଭିମନ୍ୟୁ, ଚକ୍ରବ୍ୟୁହ, ଶିବଙ୍କ ଶୋଭାଯାତ୍ରା, ଭୟର...
ଭୁବନେଶ୍ୱର, ୨୯ା୭ ବିଧାନସଭାରେ ବଜେଟ ଆଲୋଚନାବେଳେ ମୋହନ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ଏଥର ବଜେଟ ଗେମ...
କେନ୍ଦ୍ରାପଡ଼ା, ୨୯ା୭: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିଶନ ଓ ମିଶନଶକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ସେହି ଦୁର୍ନୀତିର ତଦନ୍ତ କରାଯିବା ଦାବିରେ ସୋମବାର ଓଡିଶା ସୂଚନା ଅଧିକାର...
କେନ୍ଦ୍ରାପଡ଼ା,୨୯ା୭: ରାଜ୍ୟର ଅଗ୍ରଣୀ ସ୍ୱେଛାସେବୀ ସଂଗଠନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କିଡନୀ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଆର୍ôଥକ ସହାୟତା ପ୍ରଦାନ...
କେନ୍ଦ୍ରାପଡ଼ା,୨୯ା୭: ଆଜି ମିଶନ ଶକ୍ତି ଜୟ ଜଗନ୍ନାଥ ଗ୍ରାମ ପଞ୍ଚାୟତସ୍ତରୀୟ ମହାସଂଘ କେନ୍ଦ୍ରାପଡା ବ୍ଲକ ଶାଖା ପକ୍ଷରୁ ସଂଘର ସଭାନେତ୍ରୀ ରାଜଲକ୍ଷ୍ମୀ ପଣ୍ଡାଙ୍କ ନେତୃତ୍ୱରେ ପ୍ରାୟ ୨୭ଗୋଟି...
ଶିକ୍ଷା ଏକ ଯୁଗ୍ମ ତାଲିକା ଅନ୍ତର୍ଭୁକ୍ତ ବିଷୟ । ମାତ୍ର ନୂତନ ଶିକ୍ଷା ନୀତି-୨୦୨୦ ରେ ରାଜ୍ୟର ଭୂମିକାକୁ ନ୍ୟୁନ କରି କେନ୍ଦ୍ର ହାତରେ ଅଧିକ କ୍ଷମତା...
କେନ୍ଦ୍ରାପଡ଼ା, ୨୮ା୭: ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ଓଡିଶା ଶାଖା ଆନୁକୂଲ୍ୟରେ କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ପ୍ରଧାନ ଆଚାର୍ଯ୍ୟ ଓ ସମ୍ପାଦକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ କର୍ମଶାଳା ଭାଗନତପୁର...
କେନ୍ଦ୍ରାପଡ଼ା,୨୮ା୭: ଭିଜିଲାନ୍ସ ମାମଲାକୁ ଚପାଇ ଦେଇ କେନ୍ଦ୍ରାପଡ଼ା ଜିଲ୍ଲାରେ ପୂର୍ବରୁ କାର୍ଯ୍ୟ କରୁଥିବା ଜନୈକ ଶିକ୍ଷକ ଗୋଟିଏ ପରେ ଗୋଟିଏ ପଦୋନ୍ନତି ନେଇ ଏବେ ବ୍ଲକ ଶିକ୍ଷାଧିକାରୀ...
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ପଂଚାୟତ ମଦନପୁର ମହାବୀର ହାଇସ୍କୁଲ ଠାରେ ୧୯୭୯ ବ୍ୟାଚ ପୂରାତନ ଛାତ୍ର ଓ ଭୁବନେଶ୍ୱର ନାରାୟଣୀ ଆଇ ହସ୍ପିଟାଲର...
କେନ୍ଦ୍ରାପଡ଼ା, ୨୭ା୭: କେନ୍ଦ୍ରାପଡା ଜିଲ୍ଲା ଜୀବିକା ମିସନ ଓ ମିଶନଶକ୍ତିରେ ବ୍ୟାପକ ଦୁର୍ନୀତି ହୋଇଛି । ଏହି ଦୁର୍ନୀତିର ତଦନ୍ତ କରିବା ଦାବିରେ ଆସନ୍ତା ସୋମବାର ଠାରୁ...
କେନ୍ଦ୍ରାପଡ଼ା, ୨୭ା୭:କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ କାନ୍ଥରେ ଏକ ଓସ୍ତଗଛ ଉଠିଛି । ସେହି ଗଛଟି ଧିରେ ଧିରେ ବଢିବାରେ ଲାଗିଥିବା ଦେଖିବାକୁ...
କେନ୍ଦ୍ରାପଡ଼ା,୨୭ା୭: ଭାରତରତ୍ନ ପ୍ରାପ୍ତ ଡଃ ଏ.ପି.ଜେ. ଅବଦୁଲ କଲାମ ସ୍ମୃତି କମିଟି ତରଫରୁ ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ଅଷ୍ଟମ ତିରୋଧାନ...
କେନ୍ଦ୍ରାପଡ଼ା, ୨୭ା୭: ରାଷ୍ଟ୍ରବାଦି ସଂଗଠନ ଭାରତ ବିକାଶ ପରିଷଦର ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ା ଶାଖା ସ୍ଥାପନର ଏକ ପ୍ରସ୍ତୁତି ବୈଠକ ସଂଯୋଜକ ପ୍ରମୋଦ କୁମାର ଧଳଙ୍କ ସଂଯୋଜନା...
କେନ୍ଦ୍ରାପଡ଼ା,୨୭ା୭: କେନ୍ଦ୍ରାପଡା ସହରସ୍ଥ ସାନ୍ତସାହିସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁବାଟିକାର ବିଭାଗର ‘ବିଜ୍ଞାନମେଳା’ ଗତ ଜୁଲାଇ ମାସ ୨୭ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ...
କେନ୍ଦ୍ରାପଡା ୨୩/୭- ଅପରାହ୍ନରେ କେନ୍ଦ୍ରାପଡା ଜିଲ୍ଲାର ଏକମାତ୍ର ଗୋଷ୍ଠୀ ବେତାର କେନ୍ଦ୍ର ବାରୁଅ ସ୍ଥିତ ରେଡିଓ ଭାବଗ୍ରାହୀର ଷ୍ଟୁଡିଓ ସରୋଜିନୀ ପରିସରରେ ଜାତୀୟ ପ୍ରସାରଣ ଦିବସ ପାଳିତ...
କେନ୍ଦ୍ରାପଡ଼ା, ୨୧ା୭: କେନ୍ଦ୍ରାପଡା ଦିବ୍ୟ ଜୀବନ ସଂଘ ଶାଖା ଆନୁକୂଲ୍ୟରେ ଗରାପୁର ସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଗୁରୁପୂର୍ଣ୍ଣିମା ମହୋତ୍ସବ ଓ ଗୁରୁପାଦ ପୂଜା ପର୍ବ ମହା...
ପଟ୍ଟାମୁଣ୍ଡାଇ ୨୦/୭ -ପଟ୍ଟାମୁଣ୍ଡାଇ କଲେଜ ପରିଚାଳନା ପରିଷଦ ବୈଠକ ଶନିବାର ଅନୁଷ୍ଟିତ ହୋଇଥିବା ବେଳେ ଖବର ପାଇ ପଟ୍ଟାମୁଣ୍ଡାଇ ନଗର ଭାଜପା ପ୍ରତିନିଧି ଦଳ ସେଠାରେ ପହଁଚି...