୧୧ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ , ୨ ଗିରଫ

ପଟ୍ଟାମୁଣ୍ଡାଇ ୧୫/୧୦ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅବକାରୀ ବିଭାଗ ପକ୍ଷରୁ ବୁଧବାର ପଟ୍ଟାମୁଣ୍ଡାଇ ମେଡିକାଲ ଛକ ଓ ପୋଖରିଆପଡା ଗ୍ରାମରେ ଚଢ଼ାଉ କରାଯାଇ ୧୧୫ ଗ୍ରାମର ବ୍ରାଉନ ସୁଗାର ଜବତ କରିବା ସହିତ ୨ ଜଣଙ୍କୁ ଗିରଫ କରାଯାଇଛି। ଏମାନେ…

ବନିତା ରାଉତ ହତ୍ୟା ଘଟଣା ,ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା , କ୍ରାଇମବ୍ରାଞ୍ଚତଦନ୍ତ ଦାବି

କେନ୍ଦ୍ରାପଡ଼ା,୮ା୯: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଧିନ ଭେଣ୍ଡିଂ ଜୋନ କ୍ୟାବିନରେ ବୋଧଗାଁର ଝିଅ ବନିତା ରାଉତ ବିଭତ୍ସ ହତ୍ୟା ଘଟଣାର ପ୍ରତିବାଦରେ ସୋମବାର ଜିଲାପାଳଙ୍କ ଅଫିସ ସମ୍ମୁଖରେ ଏକ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି। ପୋଲିସିର ନିଷ୍କ୍ରିୟତା ଓ ପକ୍ଷପାତିତା,…

ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମାହୂତି ଘଟଣା ; ଛାତ୍ରୀଙ୍କ ପୁରୁଷ ବନ୍ଧୁ ଗିରଫ ଓ କୋର୍ଟ ଚାଲାଣ

ପୁରୁଷ ବନ୍ଧୁଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ତେରୋହି ଗ୍ରାମବାସୀଙ୍କ ଗ୍ରାମାଂଚଳ ଥାନା ସମ୍ମୁଖରେ ଧାରଣା ପଟ୍ଟାମୁଣ୍ଡାଇ ୧୦/୮ -ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମର ଛାତ୍ରୀ ସଙ୍ଗୀତାଙ୍କ ପୋଡିହୋଇ ମୃତ୍ୟୁ ବରଣ କରିବା ଘଟଣାରେ ପୁରୁଷ ବନ୍ଧୁ ପ୍ରମୋଦ…

ନିର୍ମାଣାଧିନ ୫୩ ନମ୍ବର ଜାତୀୟ ରାଜପଥ ପାଲଟିଛି ମୃତ୍ୟୁଯନ୍ତା

ଦୁର୍ଘଟଣାରେ ଦୁଇ ଗୁରୁତର, ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା ଓ ଠିକାସଂସ୍ଥାକୁ ଦାୟୀ କଲେ ଜନସାଧାରଣ ଡ଼େରାବିଶ ୧୪ । ୦୭ (ବେବର୍ତା ଅଜୟ ଦାସ) – ଚଣ୍ଡିଖୋଲ ପାରାଦ୍ୱୀପ ୫୩ ନମ୍ବର ଜାତୀୟ ରାଜପଥର ଡେରାବିଶ ଥାନା ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର…

ଦାଦାବଟି ମାଗି ବିଫଳ ହେବାରୁ ବୃଦ୍ଧଙ୍କୁ ବୁଲେଟ୍ ଚେନ୍ ରେ ପିଟିଲେ ଦୁର୍ବୃତ୍ତ

କେନ୍ଦ୍ରାପଡା ୭/୩ – ଦାଦାବଟି ମାଗି ବିଫଳ ହେବାରୁ ବୃଦ୍ଧଙ୍କୁ ବୁଲେଟ୍ ଚେନ୍ ରେ ପିଟିଲେ ଦୁର୍ବୃତ୍ତ । ଏହି ମାଡମରା ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଛି । ଘଟଣା ଘଟିଛି କେନ୍ଦ୍ରାପଡା ଛାଞ୍ଚୁଣିଆ ଗାଁର ବ୍ୟବସାୟୀ ଅନନ୍ତ ଚରଣ…