କେନ୍ଦ୍ରାପଡା,୬।୩: କେନ୍ଦ୍ରାପଡା ଜିଲ୍ଲା ଭାରତୀୟ ଜନଔଷଧୀ କେନ୍ଦ୍ର ପକ୍ଷରୁ ଜନଔଷଧୀ ସପ୍ତାହ ପାଳନ ଅବସରରେ କେନ୍ଦ୍ରାପଡା ନୂଆବସଷ୍ଟାଣ୍ଡ ଠାରୁ ପୁରୁଣା ବସଷ୍ଟାଣ୍ଡ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାକୁ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ରବିନ୍ଦ୍ର କୁମାର ମଲ୍ଲିକ…
Category: ଆଜିର ଟିକନିକ ଖବର
ଜିଲ୍ଲା ସ୍ତରୀୟ ବିକଶିତ ଭାରତ ୟୁଥ ପାର୍ଲ୍ୟାମେଣ୍ଟ ପାଇଁ ସାମ୍ବାଦିକ ସମ୍ମିଳନୀ
କେନ୍ଦ୍ରାପଡ଼ା,୨୨ା୨:କେନ୍ଦ୍ରାପଡ଼ା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଓ ମାଇଁ ଭାରତ ପକ୍ଷରୁ ଜିଲ୍ଲାସ୍ତରୀୟ ବିକଶିତ ଭାରତ ୟୁଥ ପାର୍ଲାମେଣ୍ଟ ଆୟୋଜନ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଆସନ୍ତା ୨୫ତାରିଖରେ ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ…
ଛାତ୍ରୀଛାତ୍ରମାନେ ଦୁର୍ବଳତାକୁ ଶକ୍ତିରେ ପରିଣତ କଲେ ସଫଳତା ନିଶ୍ଚିତ
ମାଟିଆପଡା ହାଇସ୍କୁଲ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ତା ୧୩/୨- ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ସମୟରେ ଛାତ୍ରୀଛାତ୍ରମାନେ ନିଜର ଦୁର୍ବଳତା କୁ ପରଖି ଶକ୍ତିରେ ପରିଣତ କଲେ ଜୀବନ ସବୁ କ୍ଷେତ୍ରରେ ସଫଳ ହେବା ସହିତ ନିଜର ସ୍ବପ୍ନ ସାକାର କରିପାରିବେ ବୋଲି ରାଜନଗର…
କୃଷ୍ଣବଳରାମ କ୍ରିକେଟ ଟୁର୍ନାମେଣ୍ଟ, ମାଟିଆ ଚମ୍ପିୟାନ
ପଟ୍ଟାମୁଣ୍ଡାଇ ତା ୧୩/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ନୂଆଗାଁ କାକୁଡିପଲ୍ଲୀ କୃଷ୍ଣ ବଳରାମ କ୍ଲବ ପକ୍ଷରୁ ୪ଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ର ୧୬ଟି ୱାର୍ଡ ମଧ୍ୟରେ ଆୟୋଜିତ କ୍ରିକେଟ ଟୁର୍ନାମେଣ୍ଟରେ ପୌରାଞ୍ଚଳ ର…
ଗୁଲନଗର ଉଚ୍ଚ ବିଦ୍ୟାଳୟ ୭୪ ବ୍ୟାଚର ବନ୍ଧୁମିଳନ
କେନ୍ଦ୍ରାପଡ଼ା,୧୧ା୨:ଗୁଲନଗର ମଧ୍ୟ ଇଂରାଜୀ ବିଦ୍ୟାଳୟ ୧୯୭୦ ଓ ଉଚ୍ଚ ବିଦ୍ୟାଳୟ ୧୯୭୪ ବ୍ୟାଚର ପୁରାତନ ବିଦ୍ୟାର୍ଥୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ସଂଜୀବନୀ ବିଦ୍ୟା ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମସ୍ତ ପୁରାତନ ବିଦ୍ୟାର୍ଥୀ ଯୋଗ ଦେଇଥିଲେ। ଦୀର୍ଘ ଦିନ ପରେ ପରସ୍ପରକୁ…
କେନ୍ଦ୍ରାପଡା ଜିଲ୍ଲାକୁ ଜଳପଥ, ଶିଳ୍ପ ଓ ପର୍ଯ୍ୟଟନ କ୍ଷେତ୍ରରେ ଅଧିକାର , କେନ୍ଦ୍ରବଜେଟ୍ -୨୦୨୬ ବିକଶିତ ଭାରତ ଓ ଓଡିଶା ନକ୍ସା
କେନ୍ଦ୍ରାପଡ଼ା,୩ା୨:କେନ୍ଦ୍ରାପଡା ଜିଲ୍ଲା ପ୍ରଦକ୍ଷଣ ଭବନରେ ଭାରତୀୟ ଜନତା ପାର୍ଟିର ଜିଲ୍ଲା ସଭାପତି ଶଶାଙ୍କଶେଖର ସେଠୀଙ୍କ ସଭାପତିତ୍ୱରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ କୁମାର ସ୍ୱାଇଁ ଯୋଗଦେଇ…
ଫେବୃୟାରୀ ୧୨ ସାଧାରଣ ଧର୍ମଘଟକୁ ସଫଳ କରିବା ପାଇଁ କେନ୍ଦ୍ରାପଡାରେ ଗଣ କନଭେସନ ଆହ୍ୱାନ
କେନ୍ଦ୍ରାପଡ଼ା,୩ା୨:ମନରେଗା ବଞ୍ଚାଅ – ଭି.ବି. ଜି.ରାମ୍.ଜି ଆଇନକୁ ପ୍ରତ୍ୟାହାର କର, ଶ୍ରମିକ ବିରୋଧୀ ଶ୍ରମ କୋଡ଼ ରଦ୍ଦ କର, ଜନ ବିରୋଧୀ ବିଦ୍ୟୁତ୍ ସଂଶୋଧନ ବିଲ୍ ପ୍ରତ୍ୟାହାର କର, କୃଷକ ବିରୋଧୀ ବିହନ ବିଲ୍-୨୦୨୫ ବାତିଲ କର, ଧାନ ମଣ୍ଡିରୁ ସରକାରୀ…
ଆଜାଦହିନ୍ଦ ଟ୍ରଷ୍ଟ ପକ୍ଷରୁ ନେତାଜୀ ଜୟନ୍ତୀ
କେନ୍ଦ୍ରାପଡ଼ା,୨୩ା୧:ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ନକୁଳ ଚରଣ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ସୁଜାନଗରସ୍ଥିତ ନେତାଜୀ ମଡେଲ ଏମ.ଇ.ସ୍କୁଲରେ ଆଜାଦହିନ୍ଦ ଟ୍ରଷ୍ଟ ପକ୍ଷରୁ ୧୨୯ତମ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସ୍କୁଲ ପରିସରରେ ଥିବା ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ…
ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟଉଦଘାଟିତ
କେନ୍ଦ୍ରାପଡା,୨୩ା୧: ଜାତୀୟ ସ୍ତରୀୟ ଷଷ୍ଠ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଅପରାହ୍ନରେ ଉଦଘାଟିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ ଖାନ୍ଙ୍କ ସଭାପତିତ୍ୱରେ…
ମାଧ୍ୟମିକ ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପକ୍ଷରୁ ନେତାଜୀ ଜୟନ୍ତୀ
କେନ୍ଦ୍ରାପଡ଼ା,୨୩ା୧: ବାଲିଆସ୍ଥିତ ମାଧ୍ୟମିକ ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କେନ୍ଦ୍ରାପଡା ସହର ଉପକଣ୍ଠ ସୁଜାନଗରସ୍ଥିତ ପ୍ରସନ୍ନ କୁମାର ବେହେରାଙ୍କ ବାସଭବନରେ ଅନୁଷ୍ଠିତ ଉତ୍ସବରେ ପ୍ରାକ୍ତନ ଗୁରୁଜୀ ନିଳମଣି ସ୍ୱାଇଁ ଅତିଥି…
ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ
ପଟ୍ଟାମୁଣ୍ଡାଇ ତା ୨୩/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନ ମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାମନ୍ଦିର ପରିଚାଳନା ସମିତି କୋଷାଧ୍ୟକ୍ଷା ମନସ୍ମିତା ସାହୁଙ୍କ ପୌରହିତ୍ୟରେ ଆୟୋଜିତ ସପ୍ତ ଶକ୍ତି ସମ୍ମିଳନୀରେ ପଦ୍ମନାଭ…
ଶ୍ରୀ ରାଧା ଗୋବିନ୍ଦ ଜୀୟୁଙ୍କ ବସନ୍ତ ଉତ୍ସବ
କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଢଣ ଷଷ୍ଠିଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ଶୀତ…
ଝିଅ ଜନ୍ମ କରିବାରୁ ବୋହୁକୁ ପୋଡି ମାରିଦେବାକୁ ଉଦ୍ୟମ!, ଥାନାରେ ଏତଲା
ଏବେ ବି ଅନେକ ଲୋକ କନ୍ୟାସନ୍ତାନକୁ ବୋଝ ଭାବି ଘୃଣା କରୁଛନ୍ତି, ଯେଉଁଥିପାଇଁ ଘଟୁଛି ପାରିବାରିକ ହିଂସା ଓ ନିର୍ଯାତନା। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଡାମରପୁରରେ ଏହି ଗାଁର ସସ୍ମିତା ଦାସ(୩୮)…
ଶ୍ରୀ ରାଧା ଗୋବିନ୍ଦ ଜୀୟୁଙ୍କ ବସନ୍ତ ଉତ୍ସବ
କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଢଣ ଷଷ୍ଠିଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ଶୀତ…
୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା,୨୧ା୧: ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗ୍ରାମ ପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଏକ ପ୍ରସ୍ତୁତି ବୈଠକ ଗଣ୍ଡାକିଆ ମଣି ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଶିକ୍ଷକ କୈଳାଶ ଚନ୍ଦ୍ର…
ତରାପୁରରେ ବିଶାଳ ହିନ୍ଦୁ ସମ୍ମିଳନୀ
କେନ୍ଦ୍ରାପଡ଼ା,୧୮ା୧:ସନାତନ ଧର୍ମ ସୃଷ୍ଟିର ସର୍ବ ପୁରାତନ ତଥା ଏକମାତ୍ର ଧର୍ମ। ସନାତନ ସଂସ୍କୃତି ବସୁଧୈବ କୁଟୁମ୍ବକଂର ବାର୍ତ୍ତର୍ା ଦେଇଥାଏ। ସମଗ୍ର ବିଶ୍ୱର ମଙ୍ଗଳ କାମନା ତଥା ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ଅନାଦି କାଳରୁ ଏହି ଧର୍ମ ଚେଷ୍ଟା କରି ଆସିଛି…
ରେସୱା ସ୍ୱଳ୍ପରହଣୀ କେନ୍ଦ୍ର ଅନ୍ତେବାସୀଙ୍କୁ ଶୀତବସ୍ତ୍ର ବଣ୍ଟନ
କେନ୍ଦ୍ରାପଡ଼ା,୧୭ା୧:କେନ୍ଦ୍ରାପଡା ଭି.ଆଇ.ପି. ରୋଡ ସନ୍ନିକଟରେ ଅବସ୍ଥିତ ରେସୱା ସ୍ୱଳ୍ପରହଣୀ କେନ୍ଦ୍ରର ଅନ୍ତେବାସୀମାନଙ୍କୁ ସମାଜସେବୀ ସ୍ୱର୍ଗତା ନନ୍ଦିତା ବ୍ରହ୍ମାଙ୍କ ସ୍ମୃତିରେ ଡାକ୍ତର ସୁଧିର କୁମାର ବ୍ରହ୍ମା ଶୀତବସ୍ତ୍ର(ଶାଲ) ପ୍ରଦାନ କରିଛନ୍ତି। ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପସ୍ଥିତ ଜିଲ୍ଲା ପ୍ରତିଭା ପୂଜା ସଂସଦ…
ଜିଲାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ଥ ଏସ୍ପି ଅଫିସ ଘେରାଉ କଲା ଜିଲା ବିଜେଡି
କେନ୍ଦ୍ରାପଡା,୧୬ା୧: କେନ୍ଦ୍ରାପଡ଼ା ଜିଲାରେ ଆଇନ୍ଶୃଙ୍ଖଳା ପରିସ୍ଥିତି ବିଗିଡି ଯାଇଛି। ପୁଲିସ ଏବେ ଗେରୁଆ ଗାମୁଚ୍ଛାଧାରୀଙ୍କୁ ସମ୍ମାନ ଦେଉଛି। ଗେରୁଆ ଗାମଛା ପକାଇଥିବା ଲୋକମାନେ ଯାହା ଦୋଷ କଲେ ସେମାନଙ୍କୁ ତିନିଖୁଣ ମାଫ। କିନ୍ତୁ ସାଧାରଣ ଜନତା ଟିକେ ଭୁଲ କଲେ ସେମାନଙ୍କୁ…
ଗୁଡି ସୂତା ଲାଗିଯିବାରୁ ମୃତ୍ୟୁ ମୁଖରୁ ବଞ୍ଚଲେ ଦେବେନ୍ଦ୍ର
କେନ୍ଦ୍ରାପଡ଼ା,୧୭ା୧: ବର୍ତ୍ତମାନ ଗୁଡିଉଡା ପର୍ବ ଚାଲିଛି । ଏହି ପରିପ୍ରେକ୍ଷିରେ କେନ୍ଦ୍ରାପଡା ସହର ଗୋବରୀ ନଦୀ କୂଳରେ ପିଲାମାନେ ଗୁଡି ଉଡେଇବାରେ ବ୍ୟସ୍ତ । ଗୁଡି ସୂତା ପ୍ଲାଷ୍ଟିକରେ ହେଉ ବା ମାଞ୍ଜା ସୂତା ହେଉ । ତାହା ସାଧାରଣ ବାଟୋଇମାନଙ୍କର…
ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ କଲେଜ ୨୫ତମ ବାର୍ଷିକ କ୍ରୀଡା ଉଦଯାପିତ
ପଟ୍ଟାମୁଣ୍ଡାଇ ତା୧୪/୧-ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ ମହାବିଦ୍ୟାଳୟର ୨୫ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶ୍ର୍ରୀଧର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ଉଦଯାପନୀ ଉତ୍ସବରେ +୨ମହିଳା କଲେଜର ଅଧ୍ୟକ୍ଷା ରାଜଲଷ୍ମୀ ମହାନ୍ତି ମୁଖ୍ୟଅତିଥି ଓ କ୍ରୀଡା ଶିକ୍ଷୟତ୍ରୀ…
ପିଏମଶ୍ରୀ କୋରୋ ଉଚ୍ଚ ବିଦ୍ୟାଳୟରେ ,ରାଜ୍ୟ ପୁରସ୍କାର ଟେଷ୍ଟ କ୍ୟାମ୍ପ
କେନ୍ଦ୍ରାପଡ଼ା,୧୪ା୧:ପିଏମଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡ଼ା ଜିଲ୍ଲାର ଭାରତ ସ୍କାଉଟସ ଆଣ୍ଡ ଗାଇଡସ ପକ୍ଷରୁ ତିନିଦିନିଆ ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର ଉଦଯାପିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ ସୋମନାଥ ମହାପାତ୍ର ଓ ସ୍କାଉଟ ମାଷ୍ଟର ଜଗନ୍ନାଥ ପ୍ରସାଦ ଉପାଧ୍ୟାୟଙ୍କ…
କବୟିତ୍ରୀ ଅନ୍ନପୂର୍ଣ୍ଣା ମହାନ୍ତି ପୁସ୍ତକମେଳା ସାହିତ୍ୟ ସମ୍ମାନରେ ସମ୍ମାନୀତ
କେନ୍ଦ୍ରାପଡା ୧୪/୧ : କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରର୍ଜ (କେମ୍) ପୁସ୍ତକମେଳା ଶ୍ରେଷ୍ଠ ସାହିତ୍ୟ ସମ୍ମାନ ସହରସ୍ଥ ମାଧପୁର ଗ୍ରାମର ବରିଷ୍ଠ କବୟିତ୍ରୀ ଓ କଥାକାର ଅନ୍ନପୂର୍ଣ୍ଣା ମହାନ୍ତିଙ୍କୁ କେନ୍ଦ୍ରାପଡ଼ା ତ୍ରୟୋବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକ ମେଳାରେ ସମ୍ମାନୀତ କରାଯାଇଛି । ଶ୍ରୀମତୀ…
ତୁଳସୀକ୍ଷେତ୍ରରେ ମକର ଉତ୍ସବ
କେନ୍ଦ୍ରାପଡା,୧୪ା୧: କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀବଳଦେବଜୀଉଙ୍କ ମନ୍ଦିର ତଥା ତୁଳସୀକ୍ଷେତ୍ରରେ ମକର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଧବାର ପ୍ରତୁଷରୁ ଦ୍ୱାର ଫିଟା ନୀତି, ଜୟମଙ୍ଗଳା ଆଳତୀ, ନୀତି ସ୍ନାନ ବଲ୍ଲଭ ଧୂପ ଅନୁଷ୍ଠିତ ହୋଇଥିଲା। ସକାଳ ୯ଟା ୩୦ରେ…
ଭଲ ବହି ଆରମ୍ଭହୁଏ ଆନନ୍ଦରୁ ଜ୍ଞାନରୁ ଶେଷ ହୁଏ
ଉଦ୍ଯାପିତ ହେଲା କେନ୍ଦ୍ରାପଡା ତ୍ରୟୋବିଂଶତମ ପୁସ୍ତକ ମେଳା କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ୍) ଦ୍ୱାରା ଆୟୋଜିତ ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳା ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ କେମ୍ର ସଭାପତି ଅକ୍ଷୟ ପାଣିଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି…









