କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୫

23 December 2025 kanika odisha 0

କେନ୍ଦ୍ରାପଡ଼ା,୨୩ା୧୨:କେନ୍ଦ୍ରାପଡା ସହରର ଇଛାପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨-୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକଙ୍କ […]

ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା

23 December 2025 kanika odisha 0

କେନ୍ଦ୍ରାପଡା ୨୩/୧୨ – ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡ଼ା ହାଇସ୍କୁଲ ପଡ଼ିଆରେ ୧୮ ଓ ୧୯ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ବକ୍ତା ରୂପେ […]

ଜିଲ୍ଲା ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟିତ

22 December 2025 kanika odisha 0

କେନ୍ଦ୍ରାପଡ଼ା,୨୨ା୧୨:କେନ୍ଦ୍ରାପଡ଼ା ହାଇସ୍କୁଲ ଖେଳ ପଡିଆରେ ଜିଲ୍ଲାସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟିତ ହୋଇଯାଇଛି। ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ […]

ବ୍ଲକ ଏକାଦଶକୁ ହରାଇ ସାମ୍ବାଦିକ ଏକାଦଶ ଚମ୍ପିୟନ

22 December 2025 kanika odisha 0

କେନ୍ଦ୍ରାପଡା,୨୨ା୧୨: କେନ୍ଦ୍ରାପଡ଼ା ପଞ୍ଚାୟତ ସମିତି ଆନୁକୂଲ୍ୟରେ ରବିବାର ଦିନ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଆୟୋଜନ କରାଯାଇଥିଲା । ଯେଉଁଥିରେ ବ୍ଲକ ଏକାଦଶ, ସରପଞ୍ଚ ଏକାଦଶ, ପିଓ ଓ ଏଡିଓ ଏକାଦଶ ଏବଂ ସାମ୍ବାଦିକ […]

ମନରେଗା ଯୋଜନାରୁ ମହାତ୍ମାଗାନ୍ଧୀଙ୍କ ନାମ ବାଦ ଦିଆଯିବା ଯୋଗୁଁ , ଜିଲ୍ଲା କଂଗ୍ରେସର ବିକ୍ଷୋଭ 

22 December 2025 kanika odisha 0

କେନ୍ଦ୍ରାପଡ଼ା,୨୨ା୧୨:ଦେଶର ବେକାର ଯୁବକଯୁବତୀ ଓ ସାଧାରଣ ଲୋକଙ୍କର ଆତ୍ମ ନିଯୁକ୍ତି ପାଇଁ ସରକାରୀ ସ୍ତରରେ ପ୍ରଣୟନ ହୋଇଥିବା “ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା” (ଏମଜିଏନଆରଜିଏସ)ରେ ଲୋକଙ୍କୁ ବର୍ଷରେ ଏକଶହ ଦିନ […]

ରାଜ୍ୟପାଳ ପୁରସ୍କୃତ ଶିକ୍ଷୟତ୍ରୀ ଭଗବତୀ ସ୍ୱାଇଁଙ୍କ ଶ୍ରଦ୍ଧାଞ୍ଜଳି ସଭା

22 December 2025 kanika odisha 0

ପଟ୍ଟାମୁଣ୍ଡାଇ ତା୨୨/୧୨-ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷୟତ୍ରୀ ଭଗବତୀ ସ୍ୱାଇଁଙ୍କ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା କଷଣଅଣ୍ଟା ଠାରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷକ ନେତା ପ୍ରମୋଦ ନାୟକଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ […]

“ଗୀତା ଜ୍ଞାନ ଯଜ୍ଞ’ ଭକ୍ତମଣ୍ଡଳୀଙ୍କ ଉତ୍ସାହରେ ମନ୍ତ୍ରମୁଗ୍ଧ ହେଲା ସଂସ୍କୃତି ଭବନ

21 December 2025 kanika odisha 0

କେନ୍ଦ୍ରାପଡା, ୨୧/୧୨- ଉଦୟନଗର ସଂସ୍କୃତି ଭବନରେ ୧୯ ଡିସେମ୍ବରରୁ ୨୧ ଡିସେମ୍ବର ପର୍ଯ୍ୟନ୍ତ “ଗୀତା ଜ୍ଞାନ ଯଜ୍ଞ’ର ଆୟୋଜନ ପ୍ରଜ୍ଞାନ ମିଶନ ଦ୍ୱାରା ହୋଇଥିଲା। ତିନିଦିନିଆ ଏହି ଆଧ୍ୟାତ୍ମିକ ଅନୁଷ୍ଠାନରେ ୬୦୦ରୁ ଅଧିକ ଭକ୍ତମଣ୍ଡଳୀଙ୍କ […]

ସାଇବାବଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ

21 December 2025 kanika odisha 0

କେନ୍ଦ୍ରାପଡା,୨୧ା୧୨: କେନ୍ଦ୍ରାପଡା ଗରାପୁର ସ୍ଥିତ ଶ୍ରୀ ସିରିଡି ସାଇ ମନ୍ଦିର ପ୍ରାଙ୍ଗଣରେ ମନ୍ଦିରର ଦ୍ୱିତୀୟ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ପବିତ୍ର ଦିବସ ଅବସରରେ ପ୍ରାତଃ ସାତଘଟିକାରେ କଳସାଧିବାସ, ତôତ […]

ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ

21 December 2025 kanika odisha 0

କେନ୍ଦ୍ରାପଡ଼ା,୨୧ା୧୨:ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ବଳଦେବ ଉଚ୍ଚ ବିଦ୍ୟାଳୟ ପରିସରରେ ଗରୀବ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ ବଳଦେବ ଉଚ୍ଚ ବିଦ୍ୟାଳୟର […]

ସେଣ୍ଟ ଯୋସେଫ ସ୍କୁଲର ବାର୍ଷିକ ଉତ୍ସବ

21 December 2025 kanika odisha 0

କେନ୍ଦ୍ରାପଡା,୨୦ା୧୨: କେନ୍ଦ୍ରାପଡା ଜିଲାର ଉପକଣ୍ଠରେ ଅବସ୍ଥିତ ଏହି ଜିଲାର ଏକମାତ୍ର ଆଇ.ସି.ଏସ.ଇ. ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଆଜି ମହା ସମାରୋହରେ ବିଦ୍ୟାଳୟ ପରିସର ମଧ୍ୟରେ ଅତ୍ୟନ୍ତ ଚିତ୍ତାକର୍ଷକ ଭାବରେ ପାଳିତ ହୋଇଯାଇଛି […]

ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ, ଫକିରାବାଦ ଉର୍ଦ୍ଦୁ ଉପ୍ରା ବିଦ୍ୟାଳୟ ଛାତ୍ରୀଙ୍କ ପ୍ରକଳ୍ପ ଜିଲ୍ଲା ସ୍ତରକୁ ମନୋନିତ

20 December 2025 kanika odisha 0

କେନ୍ଦ୍ରାପଡ଼ା,୨୦ା୧୨: ଇଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧିନ ବିଭିନ୍ନ ବିଦ୍ୟାଳୟରେ ପଢୁଥିବା ୩ୟ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ […]

ଗୀତା ପାଠ କଲେ ଯୁବପିଢୀ ସୁନାଗରିକ ହୋଇପାରିବେ , ଗୀତା ଜ୍ଞାନ ଯଜ୍ଞ ଉଦଘାଟିତ

20 December 2025 kanika odisha 0

କେନ୍ଦ୍ରାପଡ଼ା,୨୦ା୧୨:ପ୍ରଜ୍ଞାନ ମିଶନ ପକ୍ଷରୁ ଆୟୋଜିତ ଗିତା ଜ୍ଞାନଯଜ୍ଞ ଜିଲ୍ଲା ସଂସ୍କୃତି ଭବନରେ ଶନିବାର ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ୱାମୀ ପ୍ରଜ୍ଞାନାନନ୍ଦଜୀଙ୍କ  ମହାରାଜ ପ୍ରଦୀପ ପ୍ରଜ୍ଵଳନ କରି ଉଦଘାଟନ କରିଥିବ ବେଳେ ଦିବ୍ୟ ଜୀବନ […]

କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ

20 December 2025 kanika odisha 0

କେନ୍ଦ୍ରାପଡ଼ା,୧୯ା୧୨:କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଇଛାପୁର ହାଇସ୍କୁଲରେ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା […]

ପଟ୍ଟାମୁଣ୍ଡାଇ ବିଦ୍ୟୁତ ଉପଭୋକ୍ତା ମଞ୍ଚ ଟି ପି ସି ଓ ଡ଼ି ଏଲ କର୍ମକର୍ତ୍ତା ଙ୍କ ସହ ଆଲୋଚନା

18 December 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୧୮/୧୨- ପଟ୍ଟାମୁଣ୍ଡାଇ ଅଂଚଳର ବିଦ୍ୟୁତ ଉପଭୋକ୍ତା ମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଜି ପଟ୍ଟାମୁଣ୍ଡାଇ ବିଦ୍ୟୁତ ଉପଭୋକ୍ତା ସଂଘ ସଭାପତି କାଉନସିଲର ଗୋପୀବଲ୍ଲଭ ନାୟକ ଓ ସମ୍ପାଦକ ଗୋପୀନାଥ ତ୍ରିପାଠୀ […]

ପଟ୍ଟାମୁଣ୍ଡାଇ କଲେଜ ୫୫ତମ ବାର୍ଷିକ କ୍ରୀଡା ଉଦଘାଟିତ

18 December 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୧୮/୧୨- ପଟ୍ଟାମୁଣ୍ଡାଇ କଲେଜର ୫୫ତମ ବାର୍ଷିକ କ୍ରୀଡା ଉଦଘାଟିତ ହୋଇଯାଇଛି I ୩ଦିନ ବ୍ୟାପି ଆୟୋଜିତ କ୍ରୀଡା ଉତ୍ସବକୁ ପଟ୍ଟାମୁଣ୍ଡାଇ କଲେଜ ଅଧକ୍ଷ ପ୍ରଫେସର ଉମାକାନ୍ତ ପାତ୍ର ପତାକା ହଲାଇ ଉଦଘାଟନ […]

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଜାତୀୟ କର୍ମଶାଳା

18 December 2025 kanika odisha 0

କେନ୍ଦ୍ରାପଡ଼ା,୧୮ା୧୨:କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଗୁଣବତ୍ତା ନିଶ୍ଚିତତା ପ୍ରକୋଷ୍ଠ (ଆଇକ୍ୟୁଏସି) ପକ୍ଷରୁ ଗୁରୁବାର “ଗବେଷଣା ପ୍ରସ୍ତାବ ଲେଖନ ଓ ପାଣ୍ଠି ସଂଗ୍ରହ: ଧାରଣାରୁ ଅନୁମୋଦନ ପର୍ଯ୍ୟନ୍ତ” ଶୀର୍ଷକରେ ଏକ ଜାତୀୟ ସ୍ତରୀୟ କାର୍ଯ୍ୟଶାଳା ଅନୁଷ୍ଠିତ […]

ପିଏମ ଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ, ବନ୍ଧୁତ ପୂର୍ଣ୍ଣ କ୍ରୀଡା ସମାରୋହ

18 December 2025 kanika odisha 0

କେନ୍ଦ୍ରାପଡ଼ା, ୧୮ା୧୨: ପିଏମଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରମାନେ, କ୍ରୀଡା ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନଙ୍କ ନେତୃତ୍ୱରେ ଏକ ବନ୍ଧୁତ ପୂର୍ଣ୍ଣ କ୍ରିକେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। […]

ଜିଲ୍ଲାପାଳଙ୍କ ଦ୍ୱାରା ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା

18 December 2025 kanika odisha 0

କେନ୍ଦ୍ରାପଡ଼ା,୧୮ା ୧୨: ଜିଲ୍ଲାପାଳ ରଘୁରାମ ଆର. ଆୟର ଗୁରୁବାର ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାରେ ଚାଲିଥିବା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗ୍ରାମୀଣ ଗୃହ ନିର୍ମାଣ ଯୋଜନା,ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ […]

ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ବିରୋଧରେ ନ୍ୟାସନାଲ ହେରାଲ୍ଡ ଆଥିକ ଅନିୟମିତତା ମାମଲା ଖାରଜ

18 December 2025 kanika odisha 0

ବିଜେପିର ମିଥ୍ୟା ଆରୋପ ବିରୋଧରେ କେନ୍ଦ୍ରାପଡା କଂଗ୍ରେସର ପ୍ରତିବାଦ କେନ୍ଦ୍ରାପଡ଼ା,୧୮ା୧୨:ନ୍ୟାସନାଲ ହେରାଲ୍ଡ ଓ ମନିଲଣ୍ଡରିଂ ଭଳି ଅର୍ଥ ଆତ୍ମସାତ ଘଟଣାରେ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ସଂପୃକ୍ତି ସମ୍ପର୍କରେ ବିଜେପି ପକ୍ଷରୁ ଆଗତ […]

ମଣ୍ଡପଡ଼ା ଠାକୁର ନିଗମାନନ୍ଦ ଆଶ୍ରମର ବାର୍ଷିକ ଉତ୍ସବ

18 December 2025 kanika odisha 0

ପଟ୍ଟାମୁଣ୍ଡାଇ ୧୭/୧୨–ପରମହଂସ ସଦଗୁରୁ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବଙ୍କ ମଣ୍ଡପଡ଼ା ଶାଖା ସଂଘର ବାର୍ଷିକ ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏଇ ଅବସରରେ ଶୁଭାଧିବାସ, ସନ୍ଧ୍ୟାପୂଜା, ଆରତୀ, ସ୍ତୋତ୍ର ବନ୍ଦନା, ଜୟଗୁରୁ କୀର୍ତନ […]

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଜିଲ୍ଲାପାଳଙ୍କ ଅଚାନକ ଗସ୍ତ

18 December 2025 kanika odisha 0

ବିଭିନ୍ନ ୱାର୍ଡ ବୁଲିବା ସହିତ ରୋଗୀଙ୍କ ସହ ଆଲୋଚନା   କେନ୍ଦ୍ରାପଡ଼ା, ୧୭ା୧୨: ଜିଲ୍ଳାପାଳ ରଘୁରାମ ଆର. ଆୟର ବୁଧବାର ମଧ୍ୟାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ଗସ୍ତ କରିଛନ୍ତି। ଜିଲ୍ଲାପାଳ ପ୍ରଥମେ ଜିଲ୍ଲା […]

କେନ୍ଦ୍ରାପଡ଼ା ତହସିଲରେ ଜିଲ୍ଲାପାଳଙ୍କ ରାଜସ୍ୱ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

18 December 2025 kanika odisha 0

କେନ୍ଦ୍ରାପଡ଼ା, ୧୭ା୧୨: କେନ୍ଦ୍ରାପଡ଼ା ତହସିଲରେ ବୁଧବାର ଜିଲ୍ଲାପାଳ ରଘୁରାମ ଆର. ଆୟର ରାଜସ୍ୱ ସଂକ୍ରାନ୍ତୀୟ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣିରେ କେନ୍ଦ୍ରାପଡା ତହସିଲଦାର ସୁଶ୍ରୀ କୁଇନି ଜେନା ଉପସ୍ଥିତ […]

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

18 December 2025 kanika odisha 0

କେନ୍ଦ୍ରାପଡ଼ା, ୧୭ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଦଣ୍ଡାମୁଣ୍ଡ ଛକସ୍ଥିତ ଶ୍ରୀଜଗନ୍ନାଥ ଅଟୋମୋବାଇଲ୍ସ ପକ୍ଷରୁ ଏକ ‘ସଡକ ସୁରକ୍ଷା ଜୀବନ ରକ୍ଷା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ […]

କାକଟ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

18 December 2025 kanika odisha 0

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ କାକଟ ମଙ୍ଗଳା କ୍ଲବ ୮୨ ବର୍ଷରେ ପଦାର୍ପଣ କରିଥିବା ବେଳେ ଏହାର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ପୌରସଭ୍ୟ ଉମେଶ ଚନ୍ଦ୍ର […]