କେନ୍ଦ୍ରାପଡା କଲେଜ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ

କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଉପଭୋକ୍ତା ସୁରକ୍ଷା ଅଧିନିୟମ, ଉପଭୋକ୍ତା ଅଧିକାର, କର୍ତ୍ତବ୍ୟ ଓ ଦାୟିତ୍ୱ ସମ୍ପର୍କରେ ଗ୍ରାମବାସୀଙ୍କୁ ସଚେତନ କରିବା ଏହି ଅଭିଯାନର ମୂଳ ଉଦେଶ୍ୟ ଥିଲା।…

ଲୋକନାଥପୁର ମା ‘ଛୁଆଳିଆପୀଠରେ ପ୍ରତିଭା ସମ୍ମାନ ଓ ସମ୍ବର୍ଦ୍ଧନା

ପଟ୍ଟାମୁଣ୍ଡାଇ ତା୧୦/୩-ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ମା’ ଛୁଆଳିଆ ପୀଠ ମଣ୍ଡପରେ ସିଦ୍ଧ ପରମହଂସ ନୋଡାଲ ୟୁପି ସ୍କୁଲ୍ ଓ ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟ କ୍ଲଷ୍ଟରର ଆନୁକୂଲ୍ୟରେ ମିଳିତ ସମ୍ବର୍ଦ୍ଧନା ସଭା ଏବଂ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ…

ସାମ୍ବାଦିକ ଅକ୍ଷୟ ସାହୁ ସମ୍ବର୍ଦ୍ଧିତ

ପଟ୍ଟାମୁଣ୍ଡାଇ ତା ୧୦/୩- କେନ୍ଦ୍ରାପଡ଼ା ଜିଲ୍ଲା ସାମ୍ବାଦିକ ୟୁନିୟନ ଉପସଭାପତି ତଥା ପଟ୍ଟାମୁଣ୍ଡାଇ ଅଂଚଳର ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।  ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ଲୋକନାଥପୁର ମା ଛୁଆଳିଆ ପୀଠରେ ଆୟୋଜିତ ପ୍ରତିଭା ସମ୍ମାନ ଉତ୍ସବରେ…

ଶାଢ଼ୀ ଯୋଗାଇବା ଦାବୀରେ ଖଡ଼ିଅଣ୍ଟା ମିଶନଶକ୍ତି ମହିଳାଙ୍କ ଧାରଣା

ପଟ୍ଟାମୁଣ୍ଡାଇ ତା ୧୦/୩- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡ଼ିଅଣ୍ଟା ପଂଚାୟତ ମିଶନଶକ୍ତି ମହିଳାମାନେ ଗତ ୨୦୨୪ ଜୁନ ମାସ ଠାରୁ ଶାଢ଼ୀ ବାବଦ ଆସିଥିବା ସରକାରୀ ଅର୍ଥ ପ୍ରଦାନ କରାଯାଇନାହିଁ ।  ବ୍ଲକ କତୃପକ୍ଷଙ୍କ ନିକଟରେ ବାରମ୍ବାର ଦାବୀ ପରେ ଶାଢ଼ୀ…

ପାୟଲ ମ୍ୟୁଜିକ ସ୍କୁଲର ଗ୍ରାମୀଣ ମହୋତ୍ସବ

କେନ୍ଦ୍ରାପଡ଼ା,୧୦ା୩: ଇନ୍ଦୁପୁର ଅଞ୍ଚଳର ତଥା ରାଜ୍ୟର ଏକ ଅଗ୍ରଣୀ ପ୍ରତିଷ୍ଠିତ କଳା ସଂସ୍କୃତି ପରମ୍ପରାକୁ ଆଧାର କରି ଗଢ଼ି ଉଠିଥିବା ପଞ୍ଚକଳା ଶିକ୍ଷାନୁଷ୍ଠାନ ‘ପାୟଲ ମ୍ୟୁଜିକ୍ ସ୍କୁଲ’ର ୨୨ତମ ବାର୍ଷିକ ଉତ୍ସବ ଓ ୪ର୍ଥ ପାୟଲ ମ୍ୟୁଜିକ୍ ଗ୍ରାମୀଣ ମହୋତ୍ସବ ଦୁଇ…

ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ସ୍ମୃତିସଭା

କେନ୍ଦ୍ରାପଡ଼ା,୯ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଳସିଂହା ଗ୍ରାମର ଗଣକବି ଗୋପାଳ ଦାଶ ସ୍ମୃତି ସଂସଦ ଆନୁକୂଲ୍ୟରେ ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ଏକ ସ୍ମୃତିସଭା ରବିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି କେଶବ ଚନ୍ଦ୍ର ବିଶ୍ୱାଳଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ସ୍ମୃତିସଭାରେ କେନ୍ଦ୍ରାପଡା…

ନପଙ୍ଗ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କଲେ ବିଧାୟକ

ପଟ୍ଟାମୁଣ୍ଡାଇ ତା ୯/୩- କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ପଂଚାୟତ ନପଙ୍ଗ ଠାରେ ୨୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଗ୍ରାମ୍ୟ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କରାଯାଇଛି ।  ଏହି ଉପଲକ୍ଷେ ବଡ଼ମୂଳବସନ୍ତ ସରପଞ୍ଚ ସନ୍ତୋଷ ସେଠୀଙ୍କ ପୌରହିତ୍ୟରେ…

ପୁନର୍ବାସ ପକ୍ଷରୁ ଦିବ୍ୟାଙ୍ଗ କର୍ମଜୀବୀ ମହିଳାଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସରେ ପୁନର୍ବାସ ପକ୍ଷରୁ ତୃଣମୂଳ ସ୍ତରରେ ଭିନ୍ନକ୍ଷମମାନଙ୍କ ପାଇଁ କାର୍ଯ୍ୟକରୁଥିବା କର୍ମଜୀବୀ ମହିଳାମାନଙ୍କୁ ସମ୍ୱର୍ଦ୍ଧନା ଓ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି । ପୁନର୍ବାସର ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟଙ୍କ ସଞ୍ଚାଳନରେ ଅନୁଷ୍ଠିତ “ସଶକ୍ତ ମହିଳା ସଶକ୍ତ ବିଶ୍ୱ’…

କେନ୍ଦ୍ରାପଡା ବିଜୁ ମହିଳା ଜନତା ଦଳ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ , ବିଜୁ ଜନତା ଦଳ ମହିଳା ମାନଙ୍କ ବଳ- ବିଜେଡି

କେନ୍ଦ୍ରାପଡ଼ା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ବିଜୁ ଜନତାଦଳ କେନ୍ଦ୍ରାପଡା ତରଫରୁ ଏକ ବିଶାଳ ମହିଳା ସମାବେଶ କେନ୍ଦ୍ରାପଡା ସହରର ଟାଉନହଲ ଠାରେ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସଭାରେ ବକ୍ତବ୍ୟ ରଖି…

ଚଳିତବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦ୍ରାପଡ଼ା,୮ା୩: କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ତତ୍‌ସହିତ ତାଲୁକ୍ ସ୍ତରୀୟ ପଟ୍ଟାମୁଣ୍ଡାଇ, ଆଳି, ରାଜନଗର କୋର୍ଟ ପରିସରରେ ମଧ୍ୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି…

ଜାତୀୟ ଲଳିତକଳା ଏକାଡେମୀ ବାର୍ଷିକ ଚିତ୍ର ପ୍ରଦର୍ଶନୀ ପାଇଁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଚିତ୍ର ମନୋନୀତ

କେନ୍ଦ୍ରାପଡା,୭ା୩: କେନ୍ଦ୍ରାପଡା ସହରର କ୍ରିଷ୍ଣା ଏକାଡେମୀ ଅଫ୍ ଆର୍ଟ ଆଣ୍ଡ କଲ୍‌ଚର ଏକାଡେମୀର ପ୍ରତିଷ୍ଠାତା ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ପ୍ରକୃତି ସୁରକ୍ଷା ବିଷୟ ବସ୍ତୁକୁ ନେଇ କାନ୍‌ଭାସରେ ଅଙ୍କିତ ଚିତ୍ର ଦିଲ୍ଲୀସ୍ଥିତ ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ଜାତୀୟ…

କବି ଦୀପକ ମିଶ୍ରଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା ୭ /୩ ଓଡିଆ ସାହିତ୍ୟର ବିଶିଷ୍ଟ କବି ସ୍ୱର୍ଗତ ଦୀପକ ମିଶ୍ରଙ୍କ ୮୭ତମ ଜୟନ୍ତୀ ସ୍ଥାନୀୟ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଗାନ୍ଧି ଭବନରେ କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ ଓ ଓଡିଶା ସାହିତ୍ୟ ଏକାଡେମୀ ମିଳିତ ଉଦ୍ୟମରେ ପାଳିତ…

ଦାଦାବଟି ମାଗି ବିଫଳ ହେବାରୁ ବୃଦ୍ଧଙ୍କୁ ବୁଲେଟ୍ ଚେନ୍ ରେ ପିଟିଲେ ଦୁର୍ବୃତ୍ତ

କେନ୍ଦ୍ରାପଡା ୭/୩ – ଦାଦାବଟି ମାଗି ବିଫଳ ହେବାରୁ ବୃଦ୍ଧଙ୍କୁ ବୁଲେଟ୍ ଚେନ୍ ରେ ପିଟିଲେ ଦୁର୍ବୃତ୍ତ । ଏହି ମାଡମରା ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଛି । ଘଟଣା ଘଟିଛି କେନ୍ଦ୍ରାପଡା ଛାଞ୍ଚୁଣିଆ ଗାଁର ବ୍ୟବସାୟୀ ଅନନ୍ତ ଚରଣ…

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଉତ୍ସବ ଓଡିଆ ଅସ୍ମିତାର ପ୍ରଚଣ୍ଡ ପ୍ରବକ୍ତା ବିଜୁ ବାବୁ – ଗଣେଶ୍ୱର ବେହେରା

କେନ୍ଦ୍ରାପଡା,୫ା୨: ଆନ୍ତର୍ଜାତୀୟ ସମ୍ମାନସ୍ପଦ ନେତୃତ୍ୱ, ପ୍ରବାଦ ପୁରୁଷ ରାଷ୍ଟ୍ରନାୟକ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଉତ୍ସବ କେନ୍ଦ୍ରାପଡା ନଗର ଓ ବ୍ଲକ ବିଜୁ ଜନତା ଦଳ ଆନୁକୂଲ୍ୟରେ କେନ୍ଦ୍ରାପଡା ଟାଉନହଲ୍‌ଠାରେ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା…

ଡା.ସରୋଜକାନ୍ତ କାନୁନ୍‌ଗୋଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା,୫ା୩: କେନ୍ଦ୍ରାପଡାର ଜନମାନସରେ ପରିଚିତ ଡା. ସରୋଜକାନ୍ତ କାନୁନଗୋଙ୍କ ୩୭ତମ ଶ୍ରାଦ୍ଧବାର୍ଷିକୀ ଅବସରରେ କେନ୍ଦ୍ରାପଡାରେ ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ତାଙ୍କୁ ଭକ୍ତିପୂର୍ଣ୍ଣର୍ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ବୁଧବାର ସକାଳେ ପୁରୁଣା ମେଡିକାଲ ଛକରେ ଥିବା ତାଙ୍କ…

ଗ୍ରୀଷ୍ମ ପ୍ରବାହ ପ୍ରତିକାର ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୫ା୩: ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ପ୍ରତିକାର ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଗ୍ରୀଷ୍ମ…

ଆସୁଛି ଦଳୀୟ ନିର୍ବାଚନ ବିଜେଡି ପକ୍ଷରୁ ସହକାରୀ ନିର୍ବାଚନ ଅଧିକାରୀ ନିଯୁକ୍ତ

କେନ୍ଦ୍ରାପଡ଼ା, ୪ା୩ : ଦଳୀୟ ନିର୍ବାଚନ ନିମନ୍ତେ ବିଜୁ ଜନତାଦଳ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ପ୍ରତ୍ୟେକ ବ୍ଲକ ଓ ପୈାରାଞ୍ଚଳ ପାଇଁ ସହକାରୀ ନିର୍ବାଚନ ଅଧିକାରୀମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଏନେଇ ମଙ୍ଗଳବାର ଗରାପୁରସ୍ଥିତ ଜିଲ୍ଲା ବିଜେଡି ନିର୍ବାଚନ ଅଧିକାରୀ ଆଇନଜୀବୀ…

ପୁନର୍ବାସ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ

କେନ୍ଦ୍ରାପଡା,୪ା୩: ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯରତ ପୁନର୍ବାସ ଅନୁଷ୍ଠାନ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ ଫାଲଗୁନ ଶୁକ୍ଳ ପଞ୍ଚମୀର ପବିତ୍ର ତିଥିରେ କରାଯାଇଛି। ଏଥି ନିମନ୍ତେ ସ୍ଥାନୀୟ ମାଧପୁରସ୍ଥିତ ଅମର ଉଦ୍ୟାନଠାରେ ଓଡ଼ିଶା ନଲେଜ୍ କର୍ପୋରେସନ ଲିମିଟେଡ୍‌ର ପ୍ରଚାର ରଥକୁ କେନ୍ଦ୍ରାପଡାର…

ରାଜନଗର ସିଡିପିଓଙ୍କ ଦୁର୍ବ୍ୟବହାର ପ୍ରତିବାଦ ବଦଳି ଦାବି କଲେ ଅଙ୍ଗନୱାଡି କର୍ମୀ

କେନ୍ଦ୍ରାପଡ଼ା,୪ା୩: ରାଜନଗରର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (ସିଡିପିଓ)ଙ୍କ ଅଙ୍ଗନୱାଡି କର୍ମୀଙ୍କ ପ୍ରତି ଅଶାଳୀନ ବ୍ୟବହାରରେ ଅତିଷ୍ଟ ହୋଇ ନ୍ୟାୟ ପାଇଁ ରାଜନଗର ଅଙ୍ଗନୱାଡି କର୍ମୀମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଦୁର୍ନୀତି ଖୋର ସିଡିପିଓଙ୍କୁ ଅନ୍ୟତ୍ର ବଦଳି କରିବାକୁ…

ସେମିଫାଇନାଲରେ କୋହଲିଙ୍କ କମାଲ ଅଷ୍ଟ୍ରେଲିଆକୁ ୪ ୱିକେଟରେ ହରାଇ ଫାଇନାଲରେ ଭାରତ

ଦୁବାଇ ୪ା୩- ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ। ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି । ଏହା ସହିତ…

ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ କେନ୍ଦ୍ରାପଡା ବ୍ଲକ ଓ ନଗର ବିଜେଡିର ପ୍ରତିବାଦ ରାଜ୍ୟପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା,୧ା୪: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ପ୍ରତିବାଦ କରି ବ୍ଲକ ଓ ନଗର ବିଜୁ ଜନତା ଦଳ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ସୂଚନା ଯେ ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇ ମାର୍ଚ୍ଚ ୫ ତାରିଖ…

ବହୁବିଧ ମେଗା ସ୍ୱାସ୍ଥ୍ୟ ଶିବିର

କେନ୍ଦ୍ରାପଡ଼ା,୩ା୩: ନଡିଆବରେଇ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମା’ଗଜଲକ୍ଷ୍ମୀ ସାଂସ୍କୃତିକ ପରିଷଦ ଓ ନଡିଆବରେଇ ଗ୍ରାମପଞ୍ଚାୟତର ଯୁବକସଙ୍ଘ ଦ୍ୱାରା ହାଇଟେକ ମେଡିକାଲ କଲେଜର ଅଭିଜ୍ଞ ଡାକ୍ତରମାନଙ୍କ ଦ୍ୱାରା ଏକ ମାଗଣା ବହୁବିଧ ମେଗା ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ଏହି…

କେନ୍ଦ୍ରାପଡା ସଦରମହକୁମାରେ ମିଳିତ ଜନଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୧୦ ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍‌ହଲ୍‌ରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଜନ…

କେନ୍ଦ୍ରାପଡା ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ଓ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ, କଲେଜରେ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି, ୫ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ରହିଥିବା ଅଧ୍ୟାପକ/ଅଧ୍ୟାପିକାଙ୍କୁ ବଦଳି କରାଯିବା, ବର୍ଷବର୍ଷ ଧରି ଚାଲିଥିବା ବ୍ୟାପକ ହରିଲୁଟ, ଅନିୟମିତତା ଓ ଅରାଜକତା ପ୍ରଭୃତିର…