ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଜିଲ୍ଲାପାଳଙ୍କ ଅଚାନକ ଗସ୍ତ

18 December 2025 kanika odisha 0

ବିଭିନ୍ନ ୱାର୍ଡ ବୁଲିବା ସହିତ ରୋଗୀଙ୍କ ସହ ଆଲୋଚନା   କେନ୍ଦ୍ରାପଡ଼ା, ୧୭ା୧୨: ଜିଲ୍ଳାପାଳ ରଘୁରାମ ଆର. ଆୟର ବୁଧବାର ମଧ୍ୟାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ଗସ୍ତ କରିଛନ୍ତି। ଜିଲ୍ଲାପାଳ ପ୍ରଥମେ ଜିଲ୍ଲା […]

କେନ୍ଦ୍ରାପଡ଼ା ତହସିଲରେ ଜିଲ୍ଲାପାଳଙ୍କ ରାଜସ୍ୱ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

18 December 2025 kanika odisha 0

କେନ୍ଦ୍ରାପଡ଼ା, ୧୭ା୧୨: କେନ୍ଦ୍ରାପଡ଼ା ତହସିଲରେ ବୁଧବାର ଜିଲ୍ଲାପାଳ ରଘୁରାମ ଆର. ଆୟର ରାଜସ୍ୱ ସଂକ୍ରାନ୍ତୀୟ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣିରେ କେନ୍ଦ୍ରାପଡା ତହସିଲଦାର ସୁଶ୍ରୀ କୁଇନି ଜେନା ଉପସ୍ଥିତ […]

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

18 December 2025 kanika odisha 0

କେନ୍ଦ୍ରାପଡ଼ା, ୧୭ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଦଣ୍ଡାମୁଣ୍ଡ ଛକସ୍ଥିତ ଶ୍ରୀଜଗନ୍ନାଥ ଅଟୋମୋବାଇଲ୍ସ ପକ୍ଷରୁ ଏକ ‘ସଡକ ସୁରକ୍ଷା ଜୀବନ ରକ୍ଷା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ […]

କାକଟ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

18 December 2025 kanika odisha 0

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ କାକଟ ମଙ୍ଗଳା କ୍ଲବ ୮୨ ବର୍ଷରେ ପଦାର୍ପଣ କରିଥିବା ବେଳେ ଏହାର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ପୌରସଭ୍ୟ ଉମେଶ ଚନ୍ଦ୍ର […]

ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ଧନୁ ସଂକ୍ରାନ୍ତୀ

17 December 2025 kanika odisha 0

କେନ୍ଦ୍ରାପଡ଼ା,୧୬ା୧୨:କେନ୍ଦ୍ରାପଡା ତୁଳସୀକ୍ଷେତ୍ରର କ୍ଷେତାଧିପତି ସିଦ୍ଧ ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ଧନୁ ସଂକ୍ରାନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଧନୁ ସଂକ୍ରାନ୍ତିରେ ପ୍ରଭୁଙ୍କ ପାଖରେ ପହିଲି ଭୋଗ ଆରମ୍ଭ ହୋଇ ଲାଗି ହୋଇଛି ଧନୁମୁଆଁ। ଶାସ୍ତ୍ର ପ୍ରଚଳିତ […]

“ପୂର୍ବତନ ସୈନିକ ସଂଘ’ ଦ୍ୱାରା ୫୪ ତମ ବିଜୟ ଦିବସ ପାଳନ

17 December 2025 kanika odisha 0

କେନ୍ଦ୍ରାପଡା ୧୬/୭ : କେନ୍ଦ୍ରାପଡା ଜିଲ୍ଲାର “ପୂର୍ବତନ ସୈନିକ ସଂଘ’ ଦ୍ୱାରା ୫୪ ତମ ବିଜୟ ଦିବସ ପାଳନ। ପୂର୍ବତନ ସୈନିକ ସଂଘର ଅଧ୍ୟକ୍ଷ କ୍ୟାପଟେନ ଅଭୟ କୁମାର ଲେଙ୍କାଙ୍କ ତତ୍ତ୍ୱାବଧାନରେ ତିନିମୁହାଣ ସ୍ଥିତ […]

ପ୍ରସିଦ୍ଧ କନ୍ତିଆ ମଠରେ ଧନୁଯାତ୍ରା

17 December 2025 kanika odisha 0

କେନ୍ଦ୍ରାପଡା,୧୬ା୧୨: କେନ୍ଦ୍ରାପଡା ସହର ଉପକଣ୍ଠସ୍ଥ “କନ୍ତିଆ ମଠ ରେ” ପାରମ୍ପାରିକ ଧନୁଯାତ୍ରାର ଶୁଭ ଉଦ୍‌ଘାଟନ ହୋଇଯାଇଛି । ମଠର ମଠାଧିଶ ସିଦ୍ଧାର୍ଥ ଶଙ୍କର ଦାସଙ୍କ ସଭାପତିତ୍ୱରେ ଓଳାଶୁଣୀ ମଠର ମହନ୍ତ ମହାରାଜ ବାଗ୍ନୀ ମହାନପ୍ରବକ୍ତା […]

ଷଷ୍ଠ ବାର୍ଷିକ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

15 December 2025 kanika odisha 0

କେନ୍ଦ୍ରାପଡ଼ା,୧୫ା୧୨:କେନ୍ଦ୍ରାପଡା ସହରର ଫକିରାବାଦ୍ ସ୍ଥିତ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଷଷ୍ଠ ବାର୍ଷିକ ସର୍ବଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୬ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ଏକ ପ୍ରସ୍ତୁତି ବୈଠକ ମାଧପୁର ଅମରଉଦ୍ୟାନ […]

କେନ୍ଦ୍ରାପଡା ଜିଲ୍ଲାର ରାଜ୍ୟ ଜାତୀୟ ଜୁନିୟର ଭଲିବଲ୍ ଓ ମହିଳା ଫୁଟବଲ ଖେଳାଳି ରାଜ୍ୟ ତରଫରୁ ଜାତୀୟ ଚାମ୍ପିୟନ ସିପ୍ ନିମନ୍ତେ ମନୋନୀତ

15 December 2025 kanika odisha 0

କେନ୍ଦ୍ରାପଡା,୧୫ା୧୨: ଜାତୀୟ ଜୁନିୟର ବାଳକ ଓ ବାଳିକା ପ୍ରତିଯୋଗିତା ଚଳିତ ମାସ ଡିସେମ୍ବର ୧୬ତାରିଖ ଠାରୁ ଡିସେମ୍ବର ୧୯ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ଠାରେ ଆରମ୍ଭ ହେବାକୁ ଯାଉଅଛି । ଏଥି ନିମନ୍ତେ ବାଳକ ବିଭାଗରେ […]

ପୁନର୍ବାସର ବାର୍ଷିକ ସାଧାରଣ ପରିଷଦ ବୈଠକ

15 December 2025 kanika odisha 0

କେନ୍ଦ୍ରାପଡା ୧୫/୧୨: କେନ୍ଦ୍ରାପଡ଼ା ଜିଲ୍ଲାରେ ଦୀର୍ଘ ଦେଢ଼ ଦଶନ୍ଧିରୁ ଉର୍ଦ୍ଧ୍ୱକାଳ ଥେରାପି ସେବା ଓ ଭିନ୍ନକ୍ଷମଙ୍କ ସଚେତନତା ଓ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସର ବାର୍ଷିକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇ […]

ବଗଡା ସ୍ପୋର୍ଟସ ଏକାଡେମୀର ସଫଳତା

15 December 2025 kanika odisha 0

କେନ୍ଦ୍ରାପଡ଼ା,୧୫ା୧୨:ଭୁବନେଶ୍ୱରସ୍ଥିତ କିଟ୍‌ରେ ଅନୁଷ୍ଠିତ ଜାତୀୟ ଭଲିବଲ ଚୟନ ଶିବିରରେ ବଗଡା ସ୍ପୋର୍ଟସ ଏକାଡେମୀର ମୋସୀ ଖେରା ଓ ଚନ୍ଦନ ରାଉତଙ୍କୁ ଚୟନ କରାଯାଇଛି। ଉଭୟ ଖେଳାଳୀ ଜାତୀୟ ଭଲିବଲ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ […]

କେନ୍ଦ୍ରାପଡା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ୫ଶହ ମେଟ୍ରିକ ଟନ ଶୀତଳ ଭଣ୍ଡାର ଉଦଘାଟିତ

15 December 2025 kanika odisha 0

କେନ୍ଦ୍ରାପଡ଼ା,୧୫ା୧୨:କେନ୍ଦ୍ରାପଡ଼ା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ୫୦୦ ମେଟ୍ରିକ ଟନ କ୍ଷମତା ସମ୍ପନ୍ନ ଏକ ଶୀତଳ ଭଣ୍ଡାରକୁ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ଉଦଘାଟନ କରିଛନ୍ତି। ଉଦଘାଟନୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାପଡ଼ା […]

ରାତି ଅଧରେ କେନ୍ଦ୍ରାପଡା କଲେଜ ଜମି ଜବରଦଖଲ ନେଇ ବିସ୍ପୋରକ ସ୍ଥିତି , ଜିଲ୍ଲା ପ୍ରଶାସନର ଆଶୁ ହସ୍ତକ୍ଷେପରେ ବର୍ତ୍ତମାନ ପାଇଁ ଟଳିଛି ସଙ୍କଟ

14 December 2025 kanika odisha 0

କେନ୍ଦ୍ରାପଡ଼ା,୧୪ା୧୨:କେନ୍ଦ୍ରାପଡା କଲେଜ ଜମିକୁ ଜବର ଦଖଲ କରିବା ପାଇଁ ଶନିବାର ବିଳମ୍ବିତ ରାତିରେ ଏକ ବିସ୍ପୋରକ ଅବସ୍ଥା ସୃଷ୍ଟି ହୋଇଛି। ଭୀଷଣ ଶୀତରେ ସମସ୍ତେ ଘରେ ଥିବା ବେଳେ ୪/୫ଟି ହାଇୱା ଗାଡି ଓ […]

ଶ୍ରୀବଳଦେବଜୀଉ ମଣ୍ଡଳର କର୍ମକର୍ତ୍ତା ନିର୍ବାଚନ

14 December 2025 kanika odisha 0

କେନ୍ଦ୍ରାପଡ଼ା,୧୪ା୧୨:ଶ୍ରୀନିଳାଚଳ ନିଖିଳୋତ୍ପଳ ପାଲାଗାୟକ ପରିଷଦର ଶାଖା ଶ୍ରୀବଳଦେବଜୀଉ ମଣ୍ଡଳର ଏକ ବୈଠକ ତିନିମୁହାଣୀସ୍ଥିତ ରାମମନ୍ଦିର ପରିସରରେ ଗାୟକ ରମାକାନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ, ଡେରାବିଶ […]

ତେଇଶିତମ ପୁସ୍ତକମେଳାର ନୂଆ ଆକର୍ଷଣ ହେବ “ଯୁବ ସ୍ପନ୍ଦନ”

14 December 2025 kanika odisha 0

କେନ୍ଦ୍ରାପଡା ୧୪/୧୨: ଆସନ୍ତା ଜାନୁୟାରୀ ୬ ତାରିଖରୁ ୧୩ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ତେଇଶିତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ନୂତନ ଆକର୍ଷଣ “ଯୁବ ସ୍ପନ୍ଦନ” ହେବ ବୋଲି ଏହାର ଆୟୋଜକ କେନ୍ଦ୍ରାପଡ଼ା ଇଭେଣ୍ଟ […]

ବିଦ୍ୟାଳୟରେ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

11 December 2025 kanika odisha 0

କେନ୍ଦ୍ରାପଡା ୧୦/୧୨- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ମେହେନ୍ଦିପୂର୍ ସ୍ଥିତ ଲାଲ ବାହାଦୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସାହିତ୍ୟ ପତ୍ରିକା ‘କାୟାକଳ୍ପ’ ପକ୍ଷରୁ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ସନ୍ତୋଷ […]

ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଅଧିବେଶନ

11 December 2025 kanika odisha 0

କେନ୍ଦ୍ରାପଡା,୧୦ା୧୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ୭୫ତମ ଅଧିବେଶନ ଗୋପସ୍ଥିତ ରାମ ମନ୍ଦିର ପରିସରରେ ସଭାପତି ଡଃ ଉପେନ୍ଦ୍ରନାଥ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ସଂଗଠନ ସଂପାଦକ ବୈଷ୍ଣବ ଚରଣ […]

ମାନବିକ ଅଧିକାର ଦିବସ ପାଳିତ

11 December 2025 kanika odisha 0

କେନ୍ଦ୍ରାପଡା,୧୦ା୧୨: କେନ୍ଦ୍ରାପଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସ୍ଥାନୀୟ ସେଣ୍ଟ ଜାଭିୟର ହାଇସ୍କୁଲ ଗୋପ କେନ୍ଦ୍ରାପଡା ଠାରେ ମାନବିକ ଅଧିକାର ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାଧିକରଣର ସଚିବ ସନ୍ତୋଷ […]

ଓମସାର ସାମ୍ବାଦିକ ସମ୍ମିଳନୀ ,ଡାକ୍ତର ଓ ଡାକ୍ତରଖାନାର ବିଭିନ୍ନ ସମସ୍ୟା ନେଇ ଦାବି

11 December 2025 kanika odisha 0

କେନ୍ଦ୍ରାପଡ଼ା,୧୦ା୧୨: ଓମସା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ରାଜ୍ୟ ସଭାପତି କିଶୋର ମିଶ୍ରଙ୍କ ପୈାରହିତ୍ୟରେ ଖଡିଅଙ୍ଗସ୍ଥିତ ପୁରୁଣା ଜିଲ୍ଲା ମୁଖ୍ୟଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସାମ୍ବାଦିକ ସମ୍ମିଳନୀରେ ସଭାପତି ଡା. […]

ପ୍ରାଥମିକ ଶିକ୍ଷକ ସଂଘ ପ୍ରସ୍ତୁତି ବୈଠକ

8 December 2025 kanika odisha 0

କେନ୍ଦ୍ରାପଡା, ୮/୧୨- ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ କାଡର) ଶିକ୍ଷକ ଶିକ୍ଷୟତ୍ରୀଙ୍କ ବିଭିନ୍ନ ଦାବି ପୂରଣ ପାଇଁ ଆସନ୍ତା ୧୫ ଡିସେମ୍ବରରେ ହେବାକୁ ଥିବା ବିକ୍ଷୋଭ ଓ ଧାରଣାକୁ ସଫଳ କରିବା ଉଦ୍ଦେଶ୍ୟରେ ମହାକାଳପଡା […]

ସମ୍ବିଧାନ ଜନକ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳୀ

7 December 2025 kanika odisha 0

କେନ୍ଦ୍ରାପଡ଼ା,୭ା୧୨: ଆମ୍ବେଦକର ବିଚାର ମଞ୍ଚ ପକ୍ଷରୁ ସମ୍ବିଧାନର ଜନକ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପୁରୁଣା ମୋଟର ଷ୍ଟାଣ୍ଡ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ବ୍ୟକ୍ତିମାନେ ଆମ୍ବେଦକରଙ୍କ ଫଟୋଚିତ୍ରରେ […]

ତୁଳସୀକ୍ଷେତ୍ର ପଣ୍ଡିତସଭାର ଷୋଡଶ ଅଧିବେଶନ

7 December 2025 kanika odisha 0

କେନ୍ଦ୍ରାପଡା,୭ା୧୨: ତୁଳସୀ କ୍ଷେତ୍ର ପଣ୍ଡିତ ସଭାର ଷୋଡଶ ଅଧିବେଶନ ପଣ୍ଡିତ ଭ୍ରମରବର ନନ୍ଦଙ୍କ ସଭାପତିତ୍ୱରେ ଇଚ୍ଛାପୁର ସ୍ଥିତ ଶ୍ରୀ ବଳଦେବଜୀୟୁ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ପବିତ୍ର କାର୍ଯ୍ୟକ୍ରମରେ ବେଦପାଠ କରିଥିଲେ […]

ଭଜପାର ମିଶ୍ରଣ ପର୍ବ ଓ ବନ୍ଧୁ ମିଳନ

7 December 2025 kanika odisha 0

କେନ୍ଦ୍ରାପଡା,୭ା୧୨: କେନ୍ଦ୍ରାପଡା ନୂଆ ବସ୍‌ଷ୍ଟାଣ୍ଡ ଠାରେ ଶୁକ୍ରବାର ତୁଳସୀ ବଜାର କମିଟି ଆନୁକୂଲ୍ୟରେ କେନ୍ଦ୍ରାପଡା ନଗର ଭଜପା ତରଫରୁ ମିଶ୍ରଣ ପର୍ବର ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଆୟୋଜନ ମିଶ୍ରଣ ପର୍ବରେ […]

ଶିକ୍ଷକ ଗୋବର୍ଦ୍ଧନ ସ୍ୱାଇଁଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ

7 December 2025 kanika odisha 0

କେନ୍ଦ୍ରାପଡା ୭/୧୨- କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାଲିଆ ସ୍ଥିତ ଗଛ ମଙ୍ଗଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଆଦର୍ଶ ଶିକ୍ଷକ ଗୋବର୍ଦ୍ଧନ ସ୍ୱାଇଁଙ୍କୁ ବିଦ୍ୟାଳୟ ପରିସରରେ ଆୟୋଜିତ ବିଦାୟ କାଳୀନ ସମ୍ବର୍ଦ୍ଧନା […]