କେନ୍ଦ୍ରାପଡ଼ା,୧୪ା୨: କେନ୍ଦ୍ରାପଡ଼ା ବ୍ଲକ୍ ଅନ୍ତର୍ଗତ କୁତରଙ୍ଗ ପଞ୍ଚାୟତ ହାଇସ୍କୁଲରେ ଜାତିର ପିତା ମହାତ୍ମା ଗାନ୍ଧୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସ ଓ ସ୍କୁଲର ପ୍ରତିଷ୍ଠାତା ପଦ୍ମନାଭ ଛାଟୋଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ…
Category: ଆଜିର ଟିକନିକ ଖବର
ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡା ଦ୍ୱାରା ପୁଲବାମା ସହିଦ ଦିବସ ପାଳିତ
କେନ୍ଦ୍ରାପଡା,୧୪ା୨: ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡାର ସାଧାରଣ ସମ୍ପାଦକ ସୁବେଦାର ମେଜର ବୀରବର ପାତ୍ରଙ୍କ ସଭାପତିତ୍ୱରେ ପୁଲବାମା ସହିଦ ଦିବସ କାର୍ଯ୍ୟକ୍ରମ ତିନିମୁହାଣ ଛକସ୍ଥିତ ଅମର ଯବାନ ସହିଦ ସ୍ତମ୍ବ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ସଂଘର ସାଧାରଣ ସମ୍ପାଦକ…
ଗରାପୁର ଆଶ୍ରମରେ ଶିବାନନ୍ଦ ତୋରଣ ଉଦଘାଟିତ
କେନ୍ଦ୍ରାପଡ଼ା, ୯ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଶିବାନନ୍ଦ ତୋରଣ ଉଦଘାଟିତ ହୋଇଯାଇଛି। ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ…
ଦୋକାନରେ ଲାଗିଗଲା ନିଆଁ , ପୋଡିହୋଇ ଜଣେ ମୃତ
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନ ଅନ୍ତର୍ଗତ ବକ୍ତାରପୁର ଛକରେ ଏକ ଦୁଖଃଦ ଘଟଣା ଘଟିଛି । ଏକ ପୂଜା ସାମଗ୍ରୀ ଦୋକାନରେ ନିଆଁ ଲାଗି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ମହିଳା ଜଣଙ୍କ ହେଲେ ସ୍ଥାନୀୟ ବକ୍ତାରପୁର ଗ୍ରାମର…
ସଂଗ୍ରାମୀ ଦୁଃଖିଶ୍ୟାମ ଜେନାଙ୍କ ସ୍ମ୍ରୁତି ଚାରଣ ସଭା
କେନ୍ଦ୍ରାପଡ଼ା, ୨୯ା୧: ସ୍ୱାଧିନତା ସଂଗ୍ରାମୀ ସ୍ମ୍ରୁତି ସଂସଦ ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଦୁଃଖିଶ୍ୟାମ ଜେନାଙ୍କ ୨୪ତମ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ସଂଗ୍ରାମୀଙ୍କ ସ୍ମ୍ରୁତି ଚାରଣ ଓ ସମ୍ବର୍ଦ୍ଧନା ସଭା ବଗଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରବୀନ୍ଦ୍ର ପ୍ରସାଦ…
ପଟ୍ଟାମୁଣ୍ଡାଇ କଲେଜ ଆଇକ୍ୟୁଏସି କର୍ମଶାଳା
ପଟ୍ଟାମୁଣ୍ଡାଇ ୨୯/୧- ପଟ୍ଟାମୁଣ୍ଡାଇ କଲେଜ ଆଇକ୍ୟୁଏସି ଆନୁକୂଲ୍ୟରେ ଏନଭାରମେଂଟ ଏଂଟରପେନିଓରସିପ ଆଣ୍ଡ ଇଣ୍ଡଷ୍ଟ୍ରି ଇନ ଦ କଂଟେଟ ଅଫ ଏନଇପି-୨୦୨୦ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ ଅଧ୍ୟାପକ ସୁଭାଶିଷ ମିଶ୍ରଙ୍କ…
କେନ୍ଦ୍ରାପଡାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ
କେନ୍ଦ୍ରାପଡ଼ା,୨୭ା୧: କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ବି. ପରମେଶ୍ୱରନ୍ ମୁଖ୍ୟ ଅତିଥିଭାବେ ଯୋଗଦେଇ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆଠାରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ…
ଗୋବରୀ ନଦୀର ଅସ୍ତିତ୍ୱ ପ୍ରତି ସରକାର ସମ୍ବେଦନଶୀଳ ନୁହଁନ୍ତି
ଗୋବରୀ ପୁନଉଦ୍ଧାର ନାଆଁରେ ୧୧ କୋଟି ଚଳୁ ପଟ୍ଟାମୁଣ୍ଡାଇ ୧୭/୧- -କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ପାଖ ଦେଇ ପ୍ରବାହିତ ଗୋବରୀ ନଦୀ ଏବେ ଶୁଷ୍କ ହୋଇପଡିଛି । ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା ଉଭୟପାର୍ଶବର ଶତାଧିକ ଗ୍ରାମବାସୀ…
ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ
କେନ୍ଦ୍ରାପଡା,୧୬ା୧: ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧିନରେ ଗୁରୁବାର କେନ୍ଦ୍ରାପଡା ଟାଉନହଲ୍ଠାରୁ ୧୦୧ଜଣ ବରିଷ୍ଠ ତୀର୍ଥଯାତ୍ରୀ ଶିରିଡି-ନାସିକ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ଏହି ଉପଲକ୍ଷେ ଅପରାହ୍ନ ୩ଟାରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ…
ପୁସ୍ତକମେଳା ବୁଲିଲେ ସ୍ୱତନ୍ତ୍ର ଶିଶୁ
କେନ୍ଦ୍ରାପଡା,୧୬ା୧: ବାହାର ଦୁନିଆରେ ସଂଗଠିତ ହେଉଥିବା ଉତ୍ସବ ଓ ଅନୁଷ୍ଠିତ ମେଳାସବୁରେ ସାଧାରଣତଃ ଦିବ୍ୟାଙ୍ଗ ଶିଶୁମାନେ ଅଂଶଗ୍ରହଣ କରିବାରୁ ବଞ୍ôଚତ ହୋଇଥାନ୍ତି। ମୁଖ୍ୟସ୍ରୋତର ସମାଜରେ ଅନୁଷ୍ଠିତ ହେଉଥିବା ଏହି ସବୁ ମେଳା ମହୋତ୍ସବର ନିଆରା ଅନୁଭବ ସହ ଦିବ୍ୟାଙ୍ଗ ଶିଶୁମାନଙ୍କୁ ସଂଶ୍ଲିଷ୍ଟ…
ବନ ବିଭାଗ ଉପରକୁ ମାଛ ମାଫିଆଙ୍କ ଆକ୍ରମଣ , ଧରାପଡିଥିବା ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ
କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅନ୍ତର୍ଗତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ଗଭୀର ସମୁଦ୍ର ମଧ୍ୟରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରକୁ ମାଛ ମାଫିଆମାନେ ଆକ୍ରମଣ କରିଥିବା ସୂଚନା ମିଳିଛି । ରବିବାର ଦିନ ୨ ଟା ସମୟରେ ବାବୁବାଲି ଠାରୁ…
ଯୁବଶକ୍ତିର ସାମଗ୍ରୀକ ବିକାଶ ହେଲେ ଜିଲ୍ଲାର ବିକାଶ ସମ୍ଭବ
ପୁସ୍ତକମେଳାର ଷଷ୍ଠ ସନ୍ଧ୍ୟା କେନ୍ଦ୍ରାପଡା,୧୧ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ୍) ଦ୍ୱାରା ଆୟୋଜିତ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ସହରସ୍ଥିତ ଟେଲିକମ ଗ୍ରାଉଣ୍ଡ ପରିସରରେ ଦ୍ୱାବିଂଶ କେନ୍ଦ୍ରାପଡା ରାଜ୍ୟସ୍ତରୀୟ ପୁସ୍ତକମେଳାର ୬ଷ୍ଠ ଦିବସରେ କେମ ଦ୍ୱାରା ଆୟୋଜିତ ଆଶୁ କୁଇଜ ପ୍ରତିଯୋଗୀତା ଅନୁଷ୍ଠିତ…
ବିରୋଧିଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ରାପଡା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ
ପଟ୍ଟାମୁଣ୍ଡାଇ ୨୯।୧୨ – ଆସନ୍ତା ୩୧ ତାରିଖରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ କରି ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥବା ଅଂଚଳ ପରିଦର୍ଶନ କରିବେ । ରାଜନଗର ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ ବ୍ଲକ ଦୋଷିଆ ପଂଚାୟତର ଶ୍ୟାମସୁନ୍ଦରଠାରେ…
କେନ୍ଦ୍ର ଗୃହମନ୍ତ୍ରୀଙ୍କ ବହିଷ୍କାର ଦାବି କଲା କେନ୍ଦ୍ରାପଡା କଂଗ୍ରେସ
କେନ୍ଦ୍ରାପଡ଼ା,୨୪ା୧୨: ସମ୍ବିଧାନ ପ୍ରଣେତା ଡ. ଭୀମରାଓ ଆମ୍ବେଦକରଙ୍କୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ରାଜ୍ୟସଭାରେ ଅସମ୍ମାନ କରିବାକୁ ନେଇ କେନ୍ଦ୍ରାପଡା କଂଗ୍ରେସ ତୀବ୍ର ନିନ୍ଦା କରିଛି । ପୃଥିବୀରେ ସମ୍ମାନ ପାଉଥିବା ଏବଂ ଦେଶରେ ପୂଜା ପାଉଥିବା ଦଳିତ, ନିଷ୍ପେଷିତ, ଶ୍ରମିକଙ୍କ…
କେନ୍ଦ୍ରାପଡ଼ା ଜିଲ୍ଲା ପରିକ୍ରମା କରିବ ପାଣି ପଞ୍ଚାୟତ ସଚେତନତା ରଥ
କେନ୍ଦ୍ରାପଡ଼ା, ୨୨ା ୧୨: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଜଳସମ୍ପଦ ବିଭାଗ ପକ୍ଷରୁ ପାଣି ପଞ୍ଚାୟତ ପକ୍ଷ ୨୨ତାରିଖ ଠାରୁ ଜାନୁଆରୀମାସ ୫ତାରିଖ ପର୍ଯ୍ୟନ୍ତ ପାଳନ ଅବସରରେ ରବିବାର ପୂର୍ବାହ୍ନରେ ପାଣି ପଞ୍ଚାୟତ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ…
ଦଳ ବିରୋଧୀ କାର୍ଯ୍ୟ ପାଇଁ ରାଜନଗର ବିଜେଡିରୁ ୨ ନିଲମ୍ବିତ
କେନ୍ଦ୍ରାପଡା, ୨୧ା୧୨:ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ୱାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ ପ୍ରେସ୍ ବିବୃତିରେ ଜଣାଇଛନ୍ତି।…
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପକ୍ଷରୁ ଜାତୀୟ ପେନସନ ଦିବସ ପାଳିତ
କେନ୍ଦ୍ରାପଡା,୧୯ା୧୨:କେନ୍ଦ୍ରାପଡା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ମୁଖ୍ୟ ଶାଖା ପରିସରରେ ଜାତୀୟ ପେନସନ୍ ଦିବସ ଆନନ୍ଦ ଓ ଉଲ୍ଲାସର ସହ ପାଳନ କରାଯାଇଛି । ମୁଖ୍ୟ ପ୍ରବନ୍ଧକ ବିଶ୍ୱଜିତ୍ ରାଉତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବକୁ ପାରାଦୀପ ଆଞ୍ଚଳିକ ପ୍ରବନ୍ଧକ ଦେବାଶିଷ ରଥ ପ୍ରଦୀପ…
ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଧାର ସେବା ଶିବିର ଅନୁଷ୍ଠିତ
କେନ୍ଦ୍ରାପଡ଼ା,୧୭ା୧୨ – କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଏକ ଆଧାର ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍ ବିଶ୍ୱଜିତ୍ ମହାନ୍ତିଙ୍କ ନିର୍ଦ୍ଦେଶାନୁଯାୟୀ ଓ ପ୍ରାଧିକରଣର ସଚିବ ସୁମିତ୍ରା ସାହୁଙ୍କ…
କଂସାର-ସାହାସପୁର ହାଇସ୍କୁଲର ହୀରକ ଜୟନ୍ତୀ ଉଦଘାଟିତ
କେନ୍ଦ୍ରାପଡ଼ା,୧୩ା୧୨: ଗ୍ରାମ ପରିବେଶ ସହିତ ବିଦ୍ୟାଳୟର ପରିବେଶ ଶିକ୍ଷାଦାନ ଉପରେ ପ୍ରଭାବ ପକାଇଥାଏ। ଗାଁ ଗଣ୍ଡାରେ ମଦର ପ୍ରସାର ଶିକ୍ଷା ବ୍ୟବସ୍ଥା ଏବଂ ଉତ୍ତରପିଢିଙ୍କି ପଙ୍ଗୁ କରିଦେବ। ସ୍ୱାଧୀନତା ଆନ୍ଦୋଳନ ପରି ମଦ ବିରୋଧୀ ଆନ୍ଦୋଳନ ହେବା ଆବଶ୍ୟକ। ସମସ୍ୟାର ସମାଧାନ…
କଷଣଅଂଟା ହାଇସ୍କୁଲରେ ଅଭିମୁଖୀକାରଣ କାର୍ଯ୍ୟକ୍ରମ
ପଟ୍ଟାମୁଣ୍ଡାଇ ୯/୧୨ -ରାଜ୍ୟ ସରକାରଙ୍କ ଦ୍ୱାରା ପଟ୍ଟାମୁଣ୍ଡାଇ ବ୍ଲକରେ ନୂତନ ଭାବେ ନିଯୁକ୍ତ ପାଇଥିବା କନିଷ୍ଠ ଶିକ୍ଷକମାନଙ୍କୁ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ ସହ ୬ବର୍ଷ ପୂରଣ କରିଥିବା ଶିକ୍ଷକମାନଙ୍କୁ ସ୍ଥାୟୀ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା…
ମଣ୍ଡଳସ୍ତରୀୟ ବର୍ଣ୍ଣାଳୀ ଓ ପ୍ରୟୋଗ କାର୍ଯ୍ୟକ୍ରମ ଉଦ୍ଯାପିତ
କେନ୍ଦ୍ରାପଡ଼ା,୫ା୧୨: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡା ମଣ୍ଡଳ ଅନ୍ତର୍ଗତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟରତ ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଏକ ତ୍ରିଦିବସୀୟ ସାମାଜିକ ଲିଙ୍ଗଗତ ସମତା ଆଧାରିତ କାର୍ଯ୍ୟକ୍ରମ “ବର୍ଣ୍ଣାଳୀ’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ସହକାରୀ…
ଭିନ୍ନ ସ୍ୱାଦର ଗଳ୍ପ ସଂକଳନ “ସବୁ ମୋଡ଼ରେ ଜୀବନ’ ଉନ୍ମୋଚିତ
କେନ୍ଦ୍ରାପଡା, ୪ା୧୨: ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଅବସରରେ ସମଗ୍ର ଏସିଆ ମହାଦେଶରେ ପ୍ରସିଦ୍ଧି ଅର୍ଜନ କରିଥିବା ପୁନର୍ବାସ କୈନ୍ଦ୍ରିକ ଅନୁଷ୍ଠାନ ସ୍ୱାମୀ ବିବେକାନନ୍ଦ ପୁନର୍ବାସ ଓ ପ୍ରଶିକ୍ଷଣ କେନ୍ଦ୍ରରେ କଥାକାର ତଥା ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିବା ବିରଜା ରାଉତରାୟଙ୍କ…
ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ, ଭିନ୍ନକ୍ଷମମାନେ କାହାର ଦୟାର ପାତ୍ର ନୁହନ୍ତି
କେନ୍ଦ୍ରାପଡ଼ା,୩ା୧୨: କେନ୍ଦ୍ରାପଡାରେ ଏକ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପୈାରସଂସ୍ଥା ଟାଉନ ହଲ ପରିସରରେ ଖୁବ ଧୁମଧାମ ସହ ପାଳନ ହୋଇଛି । ପୂର୍ବ ପ୍ରସ୍ତୁତି ଅନୁଯାୟୀ ସକାଳ ୯ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରୁ ଏକ ସଚେତନତା ରଥ…
ମା’ ରମାଦେବୀ ଥିଲେ ନାରୀ ସଶକ୍ତିକରଣର ଅଗ୍ରଧାବିକା
କେନ୍ଦ୍ରାପଡ଼ା,୩ା୧୨: ଆଜିକୁ ଶହେ ବର୍ଷ ପୂର୍ବେ ଯେତେବେଳେ ଦେଶରେ ମହିଳାମାନେ ଘର କୋଣରୁ ବାହାରକୁ ଆସିବା କଳ୍ପନାତୀତ ଥିଲା ସେତେବେଳେ ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ୧୯୨୧ ମସିହାରେ ଗାନ୍ଧିଜୀଙ୍କ ପ୍ରଥମ ଓଡ଼ିଶା ଗସ୍ତ ସମୟରେ ରମାଦେବୀ ସ୍ୱାଧୀନତା ଆନ୍ଦୋଳନରେ ଯୋଗ ଦେଲେ।…










