ପଟ୍ଟାମୁଣ୍ଡାଇ ୫/୧୧-ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ଦୁନିଆରେ ଦେଶର ଆଗାମୀ ଭବିଷ୍ୟତ କୋମଳମତି ଶିଶୁମାନେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଭା ପ୍ରଦର୍ଶନ କରି ନିଜକୁ ପ୍ରତିଭାବାନ ଭାବେ ଗଢି ତୋଳିଲେ ଦେଶ ବିକାଶର ଅଗ୍ରଦୂତ ହୋଇପାରିବେ ବୋଲି ରାଜନଗର ବିଧାୟକ ଧ୍ରୁବ ସାହୁ କଷଣଅଣ୍ଟା ହାଇସ୍କୁଲରେ…
Category: ଆଜିର ଟିକନିକ ଖବର
ଚିତ୍ରଗୁପ୍ତଙ୍କ ପୂଜା ଅନୁଷ୍ଠିତ
କେନ୍ଦ୍ରାପଡା ୩/୧୧- କେନ୍ଦ୍ରାପଡା ଜିଲା କରଣ ସମାଜ ପକ୍ଷରୁ କୁଳଗୁରୁ ଭଗବାନ ଚିତ୍ରଗୁପ୍ତଙ୍କ ପୂଜା ସ୍ଥାନୀୟ ପାହାଡପୁର ମଠରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କୈଳାସ ଚନ୍ଦ୍ର ମହାନ୍ତିଙ୍କ ପୌରୋହିତ୍ୟରେ ଅୟୋଜିତ ପୂଜାରେ ଭଗବାନ ଚିତ୍ରଗୁପ୍ତଙ୍କ ଆବାହନ କରାଯିବା ସହ ହୋମ,…
ଜିଲ୍ଲା ଶିକ୍ଷା ଅମଲା ସଙ୍ଘର ଜିଲ୍ଲା ସ୍ତରୀୟ ବୈଠକ
କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ବିଭାଗ ଅମଲା ସଙ୍ଘ ପକ୍ଷରୁ ଏକ ଜିଲା ସ୍ତରୀୟ ବୈଠକ କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାର ଶତାଧିକ ଅମଲା ଯୋଗଦେଇ ସେମାନଙ୍କର ବିଭିନ୍ନ ସମସ୍ୟା…
ବାଇକକୁ ଧକ୍କା ଦେଲା ଅଟୋ , ଜଣେ ମୃତ
ପଟ୍ଟାମୁଣ୍ଡାଇ ୩/୧୧ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ କଖାରୁଣୀ ଛକ ନିକଟରେ ରବିବାର ସଂନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ମାଲବାହୀ ଅଟୋ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…
ଜେଲ ୱାର୍ଡେନଙ୍କ ସନ୍ଦେହଜନକ ମୃତ୍ୟୁ
କେନ୍ଦ୍ରାପଡ଼ା,୨ା୧୧: ବାରିମୂଳସ୍ଥିତ କେନ୍ଦ୍ରାପଡା ଉପକାରାଗାରରେ କାର୍ଯ୍ୟରତ ୱାର୍ଡେନ ବିଜୟ ପରିଡାଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି। କାରାଗାର ନିକଟସ୍ଥ ବାରାକ୍ରେ ବିଜୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ସହକର୍ମୀମାନେ ବିଜୟଙ୍କୁ ବାରାକ୍ର ସିଲିଂଫ୍ୟାନରେ ଝୁଲୁଥିବା…
ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଗ୍ରହଣରେ ‘ପୁନର୍ବାସ’ର ନିଆରା ଦୀପାବଳି
କେନ୍ଦ୍ରାପଡା,୧ା୧୧: ଆଲୋକର ପର୍ବ ଦୀପାବଳୀର ଉତ୍ସବମୟ ପରିବେଶରୁ ବଞ୍ôଚତ ରହୁଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଗହଣରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ପୁନର୍ବାସ’ ନିଆରା ଢଙ୍ଗରେ ଦୀପାବଳୀ ପାଳନ କରିଛି। “ବାଣରେ ନୁହେଁ… ହସରେ ଦୀପାଳି ଜାଳିବା’ର ବାର୍ତ୍ତା ଦେଇ ଏହି ଅନୁଷ୍ଠାନ ପକ୍ଷରୁ କେନ୍ଦ୍ରାପଡା…
ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ , ମରିବା ପୂର୍ବରୁ ଥର ଥର କଣ୍ଠରେ ସାନ ଭାଇକୁ ପଚାରିଲେ, ବାବୁରେ ମୋତେ କି ବିଷ ଦେଇଛୁ କହ?
ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ। ବିଷ ପିଇ ଯନ୍ତ୍ରଣାରେ ଜର୍ଜରିତ ହୋଇ ଡାକ୍ତରଖାନାରେ ମଧ୍ୟ ବଡ଼ ଭାଇ ସାନଭାଇକୁ ଖୋଜୁଥିଲା । ଯେତେବେଳେ ଆଖି ଆଗରେ ସାନ ଭାଇକୁ ପାଇଲେନି ସେତେବେଳ ଫୋନ କରିଥିଲେ। ମରିବା ପୂର୍ବରୁ ଥର ଥର…
ଜିିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନରେ ଶପଥ ପାଠ
କେନ୍ଦ୍ରାପଡ଼ା,୨୮ା୧୦: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ଅକ୍ଟୋବର ୨୮ତାରିଖ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଭାସୀ ମାଧ୍ୟମରେ ରାଜ୍ୟର ସମସ୍ତ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀ…
ମନ୍ତ୍ରୀ ଓ ସାଂସଦ ପର୍ଯ୍ୟଟକଙ୍କ ଭଳି ଆସି ବୁଲି ଚାଲିଗଲେ : ବାତ୍ୟା ଦାନା ପରିଚାଳନାରେ ସରକାରଙ୍କ ବିଫଳତା ନେଇ ସାମ୍ବାଦିକ ସମ୍ମିଳନୀ
କେନ୍ଦ୍ରାପଡା,୨୭ା୧୦- ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ କେନ୍ଦ୍ରାପଡା ଜିଲା ରାଜନଗର ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର…
ରାଜ୍ୟ ସରକାର ‘ଦାନା’ ମୁକାବିଲା ଓ ପରିଚାଳନା କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ: ବିଜେଡି
ଭୁବନେଶ୍ୱର, : ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ…
ଦାନା ଛଡାଇ ନେଲା ଚାଷୀଙ୍କ ଦାନା
ପଟ୍ଟାମୁଣ୍ଡାଇ ୨୬/୧୦ -ସାମୁଦ୍ରିକ ଝଡ଼ ବାତ୍ୟା ଦାନା ଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ବହୁ କଚ୍ଚା ଘର, ଆଜବେଷ୍ଟ ଘର ଭାଙ୍ଗି ଯାଇଛି । ବାତ୍ୟା ଆଶ୍ରୟ ସ୍ଥଳୀ ଓ ଅସ୍ଥାୟୀ ଆଶ୍ରୟସ୍ଥଳୀରେ ଥିବା…
ବାତ୍ୟା ଦାନା ଅଘଟଣ ଜଣେ ମୃତ
ପଟ୍ଟାମୁଣ୍ଡାଇ ୨୬/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବାତ୍ୟା ‘ଦାନା’ ଅଘଟଣ ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ନୂଆଗାଁର ଶରତ ମଲିକଙ୍କ ଘର ଉପରେ ଗୁରୁବାର ରାତିରେ ବାତ୍ୟା ସମୟରେ ଏକ ବିରାଟ ଗଛ ଉପୁଡି ପଡିବାରୁ ଘର ଭାଙ୍ଗିବା…
ବାତ୍ୟା ପରିଚାଳନା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷପାତ ନୀତି ଦୁର୍ଭାଗ୍ୟଜନକ
କେନ୍ଦ୍ରାପଡା,୨୬ା୧୦: ଆଜି ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଏକ ପ୍ରତିକ୍ରିୟା ଦେଇ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା କହିଛନ୍ତି ଯେ କେନ୍ଦ୍ରାପଡା ଜିଲ୍ଲାରେ ସାମୁଦ୍ରିକ ଝଡ ‘ଦାନା’ର ପ୍ରସ୍ତୁତି ଓ ପରିଚାଳନା କ୍ଷେତ୍ରରେ ଜିଲ୍ଲାର ବିରୋଧି ଦଳର ସମସ୍ତ ୬ଜଣ ବିଧାୟକଙ୍କୁ ଉପେକ୍ଷା କରିବା…
ବାତ୍ୟାରେ ପଟ୍ଟାମୁଣ୍ଡାଇରେ ବ୍ୟାପକ କ୍ଷୟକ୍ଷତି,କଚ୍ଚା ଘର, ରାସ୍ତାଘାଟ କ୍ଷତିଗସ୍ତ, ଫସଲହାନୀ,ବର୍ଷା ଯୋଗୁଁ ରିଲିଫଓ ଉଦ୍ଧାରକାର୍ଯ୍ୟ ପ୍ରଭାବିତ,ଗଛ କାଟିଲେ ବିଧାୟକ
ପଟ୍ଟାମୁଣ୍ଡାଇ ତା ୨୫/୧୦-ସାମୁଦ୍ରିକ ଝଡ଼ ବାତ୍ୟା ଦାନା ଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ଲଗାଣ ବର୍ଷା ଓ ପବନରେ ବହୁ କଚ୍ଚା, ଆଜବେଷ୍ଟ ଘର ଭାଙ୍ଗି ଯାଇଥିବାବେଳେ ବ୍ୟାପକ ଫସଲ ହାନୀ ଘଟିଛି ।…
ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
କେନ୍ଦ୍ରାପଡା, ୨୪ା୧୦: ଆଜି ପୂର୍ବାହ୍ନ ୧୧.୩୦ ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟା ମୁକାବିଲା ନିମନ୍ତେ ନିଆଯାଇଥିବା ଆଗୁଆ ପଦକ୍ଷେପ ବିଷୟରେ ଆଭାସୀ ମାଧ୍ୟମରେ ସମୀକ୍ଷା କରିଛନ୍ତି । କେନ୍ଦ୍ରାପଡ଼ା ଓସୱାନ ହଲରେ ଉକ୍ତ ଆଭାସୀ ବୈଠକରେ…
ଡା. ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ନଭେମ୍ବର ୨ରେ
କେନ୍ଦ୍ରାପଡ଼ା,୨୧ା୧୦: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ ଆନୁକୂଲ୍ୟରେ ଚତୁର୍ଥ ଡାକ୍ତର ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ନଭେମ୍ବରମାସ ୨ ଓ ୩ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହେବ। ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବାକୁ…
ପଟ୍ଟାମୁଣ୍ଡାଇ ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ସନ୍ଦୀପ , ସୌମ୍ୟାଶ୍ରୀ, ସାଗରୀକା ସଫଳତା ପାଇଲେ
ପଟ୍ଟାମୁଣ୍ଡାଇ ୨୦/୧୦ – ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାରେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇରୁ ସନ୍ଦୀପ , ସୌମ୍ୟାଶ୍ରୀ, ସାଗରୀକା ସଫଳତା ପାଇ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂସାରଫଳ ପଂଚାୟତ ଗୁଣ୍ଠି ଗ୍ରାମର…
ମାଇଁ ଏନ୍ସିସି ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା,୨୦ା୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ‘ମାଇ ଏନ୍ସିସି ଆଲୁମିନି ଆସୋସିଏସନ’କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହେବାକୁ ଯାଉଥିବା ଆନ୍ତଃଜିଲ୍ଲା ମେଗା ପ୍ରତିଯୋଗିତା ପାଇଁ ଏକ ପ୍ରାକ୍ ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା ମହାବିଦ୍ୟାଳୟ ପରିସରରେ ଥିବା ମାଇଁ ଏନ୍ସିସି କମ୍ୟୁନିଟି…
ମନ୍ମଥନାଥ ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ର ସଂସଦ କାର୍ଯ୍ୟକାରୀ କମିଟିର ସଭା
ପଟାମୁଣ୍ଡାଇ ୧୬.୧୦- କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟର ସଭା ଗୃହ ପରିସରରେ ପୁରାତନ ଛାତ୍ର ସଂସଦର ଉପସଭାପତି ଶିକ୍ଷକ ନେତା ବିଜୟ କୁମାର ସାହୁଙ୍କ ସଭାପତିତ୍ୱ ଏକ କାର୍ଯ୍ୟକାରୀ କମିଟି ସଭା ଅନୁଷ୍ଠିତ…
ଓଡିଶା ବିକାଶର ସ୍ଥପତି ସାଜିଥିଲେ ନବୀନ , ନବୀନଙ୍କ ଜନ୍ମଦିନ ଅବସରରେ ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ରକ୍ତ ଦାନ ଶିବିର
ପଟ୍ଟାମୁଣ୍ଡାଇ ୧୬/୧୦ -ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜଡେି ସୁପ୍ରିମ ନବୀନ ପଟ୍ଟନାୟକ ବୁଧବାର ୭୯ ବର୍ଷରେ ପାଦ ଥାପିଛନ୍ତି । ଆଜି ତାଙ୍କ ଜନ୍ମଦିନ ଅବସରରେ ରାଜନଗର ନିର୍ବାଚନ ମଣ୍ଡଳି ପଟ୍ଟାମୁଣ୍ଡାଇ ନଗର ଓ ବ୍ଲକ ବିଜୁ ଜନତା ଦଳ ତରଫରୁ…
ହବିଷ୍ୟାଳୀଙ୍କ ପଞ୍ଚୁକ ବ୍ରତ ପାଳନ ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା,୧୫ା୧୦ : କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକବ୍ରତ ପାଳନ ପାଇଁ ଏକ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ନଭେମ୍ବରମାସ ୧୦ତାରିଖ…
ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ଚିଠି ପଡିଛି
କେନ୍ଦ୍ରାପଡ଼ା, ୧୫ା୧୦: କେନ୍ଦ୍ରାପଡା ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ସଂଖ୍ୟାରେ ଚିଠି ଗୁଡିକ ପଡିରହିଥିବା ଦେଖିବାକୁ ମିଳିଛି। ସବୁଠୁ ଆଶ୍ଚର୍ଯ୍ୟ ଚକିତ କଥା ହେଉଛି ଏହି ଛିଠି ଗୁଡିକ ସଦ୍ୟ ଡାକରେ ଆସିଥିବା ଚିଠି ଭଳି ପ୍ରତୀୟମାନ…
ପଟ୍ଟାମୁଣ୍ଡାଇରେ ମା’ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା : ବାଲିପଡା କାଠପାଇ ଅସ୍ଥାୟୀ ପୋଖରୀରେ ହେଉଛି ବିସର୍ଜ୍ଜନ
ପଟ୍ଟାମୁଣ୍ଡାଇ ୧୪ା୧୦ – କେନ୍ଦ୍ରାପଡା ଜିଲା ଭାଇଚାରାର ସହର ପଟ୍ଟମୁଣ୍ଡାଇରେ ସରିଛି ଶାରଦୀୟ ଦୁର୍ଗା ପୂଜା । ଏବେ ମାଆଙ୍କ ବିଦାୟର ବେଳ । ଭକ୍ତଙ୍କୁ ଆଧ୍ୟାତ୍ମିକ ଚେତନାରେ ଭିଜେଇ ମେଲାଣି ନେଉଛନ୍ତି ମା’ଜଗତଜନନୀ । ଭକ୍ତ ଆଖିରେ ଆଖିଏ ଲୁହ…
କଜଳା ଶିରିଡି ସାଇବାବାଙ୍କ ପାଲିଙ୍କି ଶୋଭାଯାତ୍ରା
କେନ୍ଦ୍ରାପଡା, ୧୨/୧୦: ଆଶ୍ୱିନ ମାସ ଶୁକ୍ଳପକ୍ଷ ଶନିବାର ଦିନ କେନ୍ଦ୍ରାପଡା ସହରରେ ୨୧ନଂ ୱାର୍ଡ ଅନ୍ତର୍ଗତ କଜଳା ଗୋଲ୍ଡେନ୍ ଭିଲ୍ଲା ସ୍ଥିତ ଶିରିଡି ସାଇବାବାଙ୍କ ୧୦୬ତମ ପୂଣ୍ୟତିଥି ଉତ୍ସବ ମହାସମାରୋହରେ ପାଳନ କରାଯାଇଛି । ଏହି ଉପଲକ୍ଷେ ସାଇ ମନ୍ଦିରରେ ପ୍ରାତଃ…










