ପୁସ୍ତକମେଳା ଷଷ୍ଟ ସନ୍ଧ୍ୟା କେନ୍ଦ୍ରାପଡ଼ା, ୧୧ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ କେନ୍ଦ୍ରାପଡା ସହରସ୍ଥ ଟେଲିକମ୍ ପଡିଆରେ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ଷଷ୍ଟ ଦିବସରେ ୫ଟି ଅଧିବେଶନରେ କବିତା ପାଠଉତ୍ସବ ଅନୁଷ୍ଠିତ ହୋଇଥିଲା । ଅନୁଭବହୀନ ସାହିତ୍ୟ ପ୍ରାଣଶୂନ୍ୟ…
Category: ଆଜିର ଟିକନିକ ଖବର
ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ସଙ୍ଗୀନ , ପରିସ୍ଥିତି ନସୁଧୁରିଲେ ଏସପି କାର୍ଯ୍ୟାଳୟ ଘେରିବ ବିଜେଡି
କେନ୍ଦ୍ରାପଡ଼ା,୭ା୧:କେନ୍ଦ୍ରାପଡ଼ା ଜିଲ୍ଲାରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ସଙ୍ଗୀନ ଅବସ୍ଥାକୁ ଚାଲି ଯାଇଛି। ପରିସ୍ଥିତି ନ ସୁଧୁରିଲେ ଆସନ୍ତା ୧୬ ତାରିଖରେ ଏସ୍ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ବିଜେଡି ଧମକ ଦେଇଛି। ଏ ନେଇ ବିଜେଡିର ଏକ ପ୍ରତିନିଧି ଦଳ ଏସ୍ପି…
ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ , ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା
କେନ୍ଦ୍ରାପଡ଼ା,୭ା୧:ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ ବୋଲି ୨୩ ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା କେନ୍ଦ୍ରାପଡା ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇ ମତ ପ୍ରକାଶ କରିଥିଲେ । ଆଜିର ପୁସ୍ତକ ମେଳାକୁ ଉଦଘାଟନ ପୂର୍ବକ ଲେଖକଙ୍କ ଭୂମିକା…
କେନ୍ଦ୍ରାପଡା ବ୍ଲକ ଓ ପୈାରପରିଷଦ ବ୍ରାହ୍ମଣ ସଭାର କର୍ମକର୍ତ୍ତା ନିର୍ବାଚନ
କେନ୍ଦ୍ରାପଡ଼ା,୫ା୧: କେନ୍ଦ୍ରାପଡା ବ୍ଲକ ଓ ପୈାରପରିଷଦର ବ୍ରାହ୍ମଣ ମହାସଭାର ନୂତନ କର୍ମକର୍ତ୍ତା ନିର୍ବାଚନ କପାଳେଶ୍ୱର ସ୍ଥିତ ଗୋପାଳଜୀଉ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ପବିତ୍ର କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ନିତ୍ୟାନନ୍ଦ ମିଶ୍ର । ପ୍ରଥମେ ବେଦପାଠ କରିଥିଲେ ଅବିନାଶ…
ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ
୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ଉଦ୍ଘାଟିତ କେନ୍ଦ୍ରାପଡା: ୨୩ ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ସ୍ଥାନୀୟ ମହିପାଳ ସ୍ଥିତ ଟେଲିକମ ପଡିଆରେ ଉଦଘାଟିତ ହୋଇଯାଇଛି । ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ ବୋଲି ଅତିଥିମାନେ କହିଥିଲେ । ଏହି ଉତ୍ସବରେ…
ତୁଳସୀ ମହୋତ୍ସବ ମହାସମାରୋହରେ ଉଦ୍ଯାପିତ
ଓଡ଼ିଶୀ ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ନାଟକ, ଘୋଡ଼ା ନାଚ, କଣ୍ଢେଇ ନାଚ ଏବଂ ଅକ୍ଷୟ ସଙ୍ଗୀତର ଅପୂର୍ବ ସମାହାରରେ ସଭିଏଁ ଉଲ୍ଲସିତ କେନ୍ଦ୍ରାପଡା ୫/୧ : କେନ୍ଦ୍ରାପଡ଼ା ତଥା ଓଡ଼ିଶାର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ବାରୁଅ ସ୍ଥିତ ଭାବଗ୍ରାହୀ କଳା…
ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନର ବୈଠକ
କେନ୍ଦ୍ରାପଡା ୫/୧- କେନ୍ଦ୍ରପଡା ବ୍ଲକ ଅନ୍ତର୍ଗତ ମରଡପୁର ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନର ବାର୍ଷିକ ବୈଠକ ଓ ବନ୍ଧୁମିଳନ ଉତ୍ସବ ବନ୍ଦରେଶ୍ୱରରେ ଥିବା ନଙ୍ଗୁଳି ମଠରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ…
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ କ୍ରୀଡା ପ୍ରତିଯୋଗିତା ଉଦଯାପିତ
କେନ୍ଦ୍ରାପଡ଼ା,୪ା୧: କେନ୍ଦ୍ରାପଡା ଶିକ୍ଷା ବିକାଶ ସମିତି ଅଧିନରେ କେନ୍ଦ୍ରାପଡ଼ା ସଂକୁଳର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଡେରାବିଶ ବ୍ଲକ ଅନ୍ତର୍ଗତ ତିଲଙ୍ଗସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏଗାର ଗୋଟି ଶିଶୁବିଦ୍ୟାମନ୍ଦିରରୁ ଦୁଇଶହ ଭାଇଭଉଣୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।…
ଦୃଷ୍ଟିବାଧିତ ବି ସର୍ବଗୁଣ ସମ୍ପନ୍ନ
କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡ଼ା ପୌରସଂସ୍ଥା ଦ୍ୱାରା ପରିଚାଳିତ ଦୃଷ୍ଟିବାଧିତ ବିଦ୍ୟାଳୟରେ ମହାତ୍ମା ଲୁଇସ ବ୍ରେଲିଙ୍କ ୨୧୭ ତମ ଜୟନ୍ତୀ ଓ ବିଶ୍ୱ ବ୍ରେଲି ଦିବସ ପାଳିତ ହୋଇଯାଇଛି। ଉତ୍ସବରେ ମୁଖ୍ୟଅତିଥି ଭାବେ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ପ୍ରାଧ୍ୟାପକ ଡ଼ ଦେବେନ୍ଦ୍ର କୁମାର ଦାସ, ମୁଖ୍ୟବକ୍ତା…
ରାସ୍ତା ଅବରୋଧ ଯୋଗୁଁ ଦୁର୍ଘଟଣାରେ ପଡୁଛନ୍ତି ପଥଚାରୀ
କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡ଼ା ଜିଲ୍ଲାର ବସପୁର ଠାରୁ କେନ୍ଦ୍ରାପଡା ସଦର ଥାନା ଦେଇ କାକଟ ଲକ୍ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟରାସ୍ତାରେ ଯାତାୟତ କରିବାରେ ଏବେ ଗୁରୁତର ବାଧା ଉପୁଜିଛି। ଏହି ରାସ୍ତା କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଦୁଇଟି ଜିଲ୍ଲାକୁ ସଂଯୋଗ କରୁଥିବା ଏକ ପ୍ରମୁଖ…
ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁପୂଜନ
କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ମେହେନ୍ଦିପୁର ସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରରେ ଗୁରୁପୂଜନ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ପୂର୍ବତନ ଶିକ୍ଷକ ଅକ୍ଷୟ କୁମାର…
କେନ୍ଦ୍ରାପଡ଼ା ପୁସ୍ତକମେଳାରେ ଅନୁଷ୍ଠିତ ହେବ ଯୁବ ଓ କିଶୋର ସ୍ପନ୍ଦନ
କେନ୍ଦ୍ରାପଡା ୩୦/୧୨- ଆସନ୍ତା ଜାନୁୟାରୀ ୬ ତାରିଖଠାରୁ ଆରମ୍ଭ ହେବାକୁ ଯାଉଥିବା ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ପ୍ରସ୍ତୁତି ବୈଠକ ସହ ଏହାର ଆୟୋଜକ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରସ୍(କେମ୍)ଏକ ବର୍ଷାନ୍ତ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ମୋବାଇଲ୍ ଓ ଡିଜିଟାଲ୍ ମାଧ୍ୟମର…
ଜାନୁଆରୀ ପହିଲାରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ
କେନ୍ଦ୍ରାପଡ଼ା,୨୯ା୧୨:ଦିବ୍ୟଜୀବନ ସଙ୍ଘ କେନ୍ଦ୍ରାପଡା ଶାଖା ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଳନ ପାଇଁ ସମଗ୍ର ବିଶ୍ୱବାସୀଙ୍କୁ ନିବେଦନ କରିଛନ୍ତି। ସାରା ବିଶ୍ୱରେ ସମସ୍ତ ଦିବସ ପାଳନ ହେଉଥିବା ବେଳେ ପ୍ରାର୍ଥନା ଦିବସ…
ଧର୍ମପ୍ରାଣା ମହିଳାଙ୍କ ପରଲୋକ
ପଟ୍ଟାମୁଣ୍ଡାଇ ତା ୨୮/୧୨- ପଟ୍ଟାମୁଣ୍ଡାଇ ପୋଖରୀଆପଡା ଗ୍ରାମର ବିଶିଷ୍ଟ ଧର୍ମପ୍ରାଣା ମହିଳା ତଥା ଗାଳ୍ପିକ ପ୍ରାଧ୍ୟାପକ ଡ଼ ନୀଳମଣି ଲେଙ୍କାଙ୍କ ମାତା ସାବିତ୍ରୀ ଲେଙ୍କାଙ୍କ ୮୬ବର୍ଷ ବୟସରେ ପରଲୋକ ହୋଇଯାଇଛି। ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର କୁଳମଣି ଲେଙ୍କା ଅଶୋକ ଲେଙ୍କା…
ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରରେ ମାତୃ ସମ୍ମିଳନୀ
ପଟ୍ଟାମୁଣ୍ଡାଇ ତା ୨୭/୧୨- ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରରେ ମାତୃ ସମ୍ମିଳନୀ -୨୦୨୫ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀକୁ ଶିକ୍ଷା ମନ୍ଦିର ସମ୍ପାଦକ ଅମ୍ବୁଜ ଭୂଷଣ ନାୟକ ଉଦଘାଟନ କରିଥିଲେ । ଏହି…
ବିଜୁ ଜନତା ଦଳର ପୁନଃ ପ୍ରତିଷ୍ଠା ପାଇଁ ପ୍ରତିଷ୍ଠା ଦିବସରେ ସଂକଳ୍ପ ବଦ୍ଧ ହେବା ଜରୁରୀ
ବିଜୁଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ କେନ୍ଦ୍ରାପଡା,୨୬ା୧୨: ଶୃଙ୍ଖଳିତ ଓ ଶସକ୍ତ କରିବା ପାଇଁ ଐକ୍ୟବଦ୍ଧ ଉଦ୍ୟମର ଆବଶ୍ୟ କତା ରହିଛି । ସମସ୍ତ କର୍ମୀ ଏକ ମନ ଏକ ପ୍ରଣରେ ଉଦ୍ୟମ କରିବା ସହ ସଙ୍ଗଠନକୁ ମଦବୁଦ୍ କରିବା…
ସେବା ସ୍ୱାଭିମାନ ଓ ସଂଘର୍ଷ ପାଇଁ ବିଜେଡି କର୍ମୀ ପ୍ରତିଜ୍ଞା କରନ୍ତୁ: ବିଧାୟକ
ପଟ୍ଟାମୁଣ୍ଡାଇରେ ବିଜେଡି ପ୍ରତିଷ୍ଠା ଦିବସ ପଟ୍ଟାମୁଣ୍ଡାଇ ତା ୨୬/୧୨-ଓଡ଼ିଆ ସ୍ୱାଭିମାନର ପ୍ରତୀକ ପ୍ରବାଦପୁରୁଷ ବିଜୁ ପଟନାୟକଙ୍କ ଆଦର୍ଶରେ ଗଠିତ ବିଜେଡି ଦଳ ନବୀନ ପଟନାୟକଙ୍କ ନେତୃତ୍ୱରେ ଓଡିଶାର ବିକାଶ ପାଇଁ ଲଢେଇ ଜାରି ରଖିବ । କୌଣସି ଅପପ୍ରଚାର ବିଜେଡିର ଗତି…
ଇଚ୍ଛାପୁର ସ୍ଥିତ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରକଳ୍ପ ପଦର୍ଶନୀରେ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଥମ
କେନ୍ଦ୍ରାପଡା,୨୫ା୧୨: କେନ୍ଦ୍ରାପଡା ଇଚ୍ଛାପୁର ହାଇସ୍କୁଲରେ ଆୟୋଜିତ ୨୫-୨୬ବର୍ଷର ଜିଲ୍ଲାସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀରେ ବେଣୀପୁର ସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟର ଷଷ୍ଠ ଶ୍ରେଣୀର ଛାତ୍ର ଜ୍ଞାନରଞ୍ଜନ ରାଉତଙ୍କ ପ୍ରକଳ୍ପ ପ୍ରଥମ ସ୍ଥାନ ଅଧିକାର କରିଛି । ଏହି ଜିଲ୍ଲା ସ୍ତରୀୟ…
କେନ୍ଦ୍ରାପଡା କଣ୍ଟ୍ରାକ୍ଟରସ ଫେଡେରେସନର ବୈଠକ
କେନ୍ଦ୍ରାପଡା,୨୪ା୧୨: କେନ୍ଦ୍ରାପଡା କଣ୍ଟ୍ରାକ୍ଟର ଫେଡେରେସନ ତରଫରୁ ଦିବା ୨ ଘଟିକା ସମୟରେ ଜମଧରସ୍ଥିତ ବିନାୟକ ପ୍ରିମିୟମ ହୋଟେଲରେ ରାଜ କିଶୋର ସାହୁଙ୍କ ସଭାପତିତ୍ୱରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଅଲ୍ ଓଡିଶା କଣ୍ଟ୍ରାକ୍ଟର ସଙ୍ଗଠନର ସଭାପତି…
କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୫
କେନ୍ଦ୍ରାପଡ଼ା,୨୩ା୧୨:କେନ୍ଦ୍ରାପଡା ସହରର ଇଛାପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨-୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମହାକାଳପଡା…
ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା
କେନ୍ଦ୍ରାପଡା ୨୩/୧୨ – ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡ଼ା ହାଇସ୍କୁଲ ପଡ଼ିଆରେ ୧୮ ଓ ୧୯ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ବକ୍ତା ରୂପେ ଜିଲ୍ଲା ପଞ୍ଚାୟତିରାଜ ବିଭାଗ ଅଧିକାରୀ ରମେଶ…
ଜିଲ୍ଲା ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟିତ
କେନ୍ଦ୍ରାପଡ଼ା,୨୨ା୧୨:କେନ୍ଦ୍ରାପଡ଼ା ହାଇସ୍କୁଲ ଖେଳ ପଡିଆରେ ଜିଲ୍ଲାସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟିତ ହୋଇଯାଇଛି। ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାଂସଦ ଖେଳ ମହୋତ୍ସବ ସଂଯୋଜକ…
ବ୍ଲକ ଏକାଦଶକୁ ହରାଇ ସାମ୍ବାଦିକ ଏକାଦଶ ଚମ୍ପିୟନ
କେନ୍ଦ୍ରାପଡା,୨୨ା୧୨: କେନ୍ଦ୍ରାପଡ଼ା ପଞ୍ଚାୟତ ସମିତି ଆନୁକୂଲ୍ୟରେ ରବିବାର ଦିନ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଆୟୋଜନ କରାଯାଇଥିଲା । ଯେଉଁଥିରେ ବ୍ଲକ ଏକାଦଶ, ସରପଞ୍ଚ ଏକାଦଶ, ପିଓ ଓ ଏଡିଓ ଏକାଦଶ ଏବଂ ସାମ୍ବାଦିକ ଏକାଦଶଙ୍କ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ…
ମନରେଗା ଯୋଜନାରୁ ମହାତ୍ମାଗାନ୍ଧୀଙ୍କ ନାମ ବାଦ ଦିଆଯିବା ଯୋଗୁଁ , ଜିଲ୍ଲା କଂଗ୍ରେସର ବିକ୍ଷୋଭ
କେନ୍ଦ୍ରାପଡ଼ା,୨୨ା୧୨:ଦେଶର ବେକାର ଯୁବକଯୁବତୀ ଓ ସାଧାରଣ ଲୋକଙ୍କର ଆତ୍ମ ନିଯୁକ୍ତି ପାଇଁ ସରକାରୀ ସ୍ତରରେ ପ୍ରଣୟନ ହୋଇଥିବା “ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା” (ଏମଜିଏନଆରଜିଏସ)ରେ ଲୋକଙ୍କୁ ବର୍ଷରେ ଏକଶହ ଦିନ କର୍ମ ଯୋଗାଇ ଦେବାର ବ୍ୟବସ୍ଥା ଥିବା…









