କେନ୍ଦ୍ରାପଡ଼ା, ୨୭ା୭:କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ କାନ୍ଥରେ ଏକ ଓସ୍ତଗଛ ଉଠିଛି । ସେହି ଗଛଟି ଧିରେ ଧିରେ ବଢିବାରେ ଲାଗିଥିବା ଦେଖିବାକୁ ମିଳିଛି । ଭବିଷ୍ୟତରେ ସେହି ଓସ୍ତ ଗଛଟି ବଢି କାର୍ଯ୍ୟାଳୟର କାନ୍ଥକୁ ଫଠାଇ…
Category: ଆଜିର ଟିକନିକ ଖବର
ଅବଦୁଲ କଲାମଙ୍କ ତିରୋଧାନ ଦିବସ ପାଳିତ
କେନ୍ଦ୍ରାପଡ଼ା,୨୭ା୭: ଭାରତରତ୍ନ ପ୍ରାପ୍ତ ଡଃ ଏ.ପି.ଜେ. ଅବଦୁଲ କଲାମ ସ୍ମୃତି କମିଟି ତରଫରୁ ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ଅଷ୍ଟମ ତିରୋଧାନ ଦିବସ ପାଳନ କରାଯାଇଛି । ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟ ସମ୍ମୁଖରେ…
ରାଷ୍ଟ୍ରବାଦି ସଂଗଠନ ଭାରତ ବିକାଶ ପରିଷଦର ତୁଳସୀକ୍ଷେତ୍ର ଶାଖା ଗଠନ ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, ୨୭ା୭: ରାଷ୍ଟ୍ରବାଦି ସଂଗଠନ ଭାରତ ବିକାଶ ପରିଷଦର ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ା ଶାଖା ସ୍ଥାପନର ଏକ ପ୍ରସ୍ତୁତି ବୈଠକ ସଂଯୋଜକ ପ୍ରମୋଦ କୁମାର ଧଳଙ୍କ ସଂଯୋଜନା ଏବଂ ଓଡ଼ିଶା ପୂର୍ବ ପ୍ରାନ୍ତର ସଭାପତି ସତ୍ୟବାଦୀ ଦାସଙ୍କ ସଭାପତିତ୍ୱରେ ଗୋପଛକସ୍ଥିତ କମଲଭବନ…
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନମେଳା
କେନ୍ଦ୍ରାପଡ଼ା,୨୭ା୭: କେନ୍ଦ୍ରାପଡା ସହରସ୍ଥ ସାନ୍ତସାହିସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁବାଟିକାର ବିଭାଗର ‘ବିଜ୍ଞାନମେଳା’ ଗତ ଜୁଲାଇ ମାସ ୨୭ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସଭାପତି ଗିରିଶ ଚନ୍ଦ୍ର କର ମୁଖ୍ୟ ଅତିଥି ଭାବେ ଓ ସହପ୍ରଧାନ…
ଶିବାନନ୍ଦ ଆଶ୍ରମରେ ଗୁରୁ ପୂର୍ଣ୍ଣିମା
କେନ୍ଦ୍ରାପଡ଼ା, ୨୧ା୭: କେନ୍ଦ୍ରାପଡା ଦିବ୍ୟ ଜୀବନ ସଂଘ ଶାଖା ଆନୁକୂଲ୍ୟରେ ଗରାପୁର ସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଗୁରୁପୂର୍ଣ୍ଣିମା ମହୋତ୍ସବ ଓ ଗୁରୁପାଦ ପୂଜା ପର୍ବ ମହା ସମାରୋହରେ ପାଳିତ ହୋଇଯାଇଛି । ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟ ସ୍ୱରୂପାନନ୍ଦ…
ପଟ୍ଟାମୁଣ୍ଡାଇ ପଂଚାୟତ ସମିତି ବୈଠକ : ପାନୀୟଜଳ,ଯୋଗାଣ, ଶିକ୍ଷା,ସ୍ୱାସ୍ଥ୍ୟ ଓ ଶିଶୁ ବିକାଶ ଉପରେ ଗୁରୁତ୍ୱ
ପଟ୍ଟାମୁଣ୍ଡାଇ ୧୮/୯ ପଟ୍ଟାମୁଣ୍ଡାଇ ପଂଚାୟତ ସମିତିର ୩ୟ ଅଧିବେଶନ ବ୍ଲକ ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ପୌରହିତ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜନଗର ବିଧାୟକ ଧ୍ରୁବ ସାହୁ ଯୋଗ ଦେଇ ପାନୀୟଜଳ, ଶିକ୍ଷା, ସ୍ୱାସ୍ଥ୍ୟ, ଯୋଗାଣ,ପରିମଳ ଓ…
ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ବିରକ୍ତି ପ୍ରକାଶ କଲେ ସାଂସଦ ପ୍ରତିନିଧି
ପଟ୍ଟାମୁଣ୍ଡାଇ ୧୮/୯ – ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଗୁରୁବାର ୩ୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ସଭାପତିତ୍ୱ କରିଥିଲେ। ବୈଠକରେ କେନ୍ଦ୍ରାପଡ଼ା ସାଂସଦ ପଟ୍ଟାମୁଣ୍ଡାଇ ବ୍ଲକ ପ୍ରତିନିଧି ଶଶିକାନ୍ତ ସ୍ୱାଇଁ…
ଗ୍ରୀଲଭାଙ୍ଗି ଲକ୍ଷାଧିକ ଟଙ୍କାରେ ସୁନାଗହଣା ଚୋରି ଅଭିଯୋଗ
କେନ୍ଦ୍ରାପଡ଼ା, ୧୪ା୭: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ଗ୍ରାମର ପ୍ରିୟଦର୍ଶନ ସ୍ୱାଇଁଙ୍କ ଘରୁ ଗତକାଲି ବିଳମ୍ବିତ ରାତିରେ କେହିନଥିବାର ସୁଯୋଗ ନେଇ ଗ୍ରୀଲ ଭାଙ୍ଗି ଘର ଭିତରେ ଚୋର ପସିବା ସହିତ ଆଲମିରା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା କେହି…
ଶନିଲକ୍ଷ୍ମୀ ପୂଜା କମିଟିର ରକ୍ତଦାନ ଶିବିର
କେନ୍ଦ୍ରାପଡା, ୭/୭: କେନ୍ଦ୍ରାପଡା ସହରର ପୁରାତନ ଟାଉନ୍ ବଳରାମପୁର ଶନିଲକ୍ଷ୍ମୀ ପୂଜା କମିଟି ଆନୁକୂଲ୍ୟରେ ରଥଯାତ୍ରା ଅବସରରେ ଶନିଲକ୍ଷ୍ମୀ କ୍ଳବ୍ରେ ଆଜି ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କ୍ଳବ୍ର ସଦସ୍ୟ ଓ ସ୍ଥାନୀୟ ଗ୍ରାମବାସୀ ଉତ୍ସାହର ସହିତ ରକ୍ତଦାନ…
କେନ୍ଦ୍ରାପଡା ମହାବିଦ୍ୟାଳୟରୁ ନୂତନ ଏସି ଚୋରୀ ଅଭିଯୋଗ : ଚୋର ଗିରଫ
କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରୁ ଏକ ନୂତନ ଏ.ସି. ଚୋରୀ ହୋଇଥିବା ସମ୍ପର୍କରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷଙ୍କ ପକ୍ଷରୁ କେନ୍ଦ୍ରାପଡା ଟାଉନ ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ଏହି ଅଭିଯୋଗ ପାଇବା ପରେ ଟାଉନ ଥାନା…
ଶକ୍ତି, ଦୁର୍ବଳତା ଓ ଆହ୍ୱାନକୁ ସମୀକ୍ଷା କଲେ କଲେଜ ଆଗକୁ ଯିବ : ପଟ୍ଟାମୁଣ୍ଡାଇ କଲେଜ ୫୪ତମ ପ୍ରତିଷ୍ଠା ଦିବସ
ପଟ୍ଟାମୁଣ୍ଡାଇ କଲେଜ ତାର ଶକ୍ତି, ଦୁର୍ବଳତା ଓ ଆହ୍ୱାନକୁ ସମୀକ୍ଷା କରି ଆଗକୁ ବଢିଲେ ଓଡିଶାର ଏକ ଅଗ୍ରଣୀ କଲେଜ ଭାବେ ସୁନାମ ଅର୍ଜନ କରିବା ସହିତ ସଫଳ ଛାତ୍ରଛାତ୍ରୀ ସୃଷ୍ଟି କରିବାରେ ସଫଳ ହୋଇପାରିବ ବୋଲି ଆଜି ପଟ୍ଟାମୁଣ୍ଡାଇ କଲେଜର…
ପୁନର୍ବାସ ପକ୍ଷରୁ ‘ସବୁଜିମା: ଏକ ଜୀବନଧାରା’ ଆଲୋଚନା ଚକ୍ର
କେନ୍ଦ୍ରାପଡା,୨ା୭: ସମ୍ପ୍ରତି ପୃଥିବୀ ପାଇଁ ଅସହ୍ୟ ଜଳବାୟୁ ପରିବର୍ତ୍ତନ ଜନିତ ଆହ୍ୱାନ ଓ ଜୁଲାଇ ମାସ ୧ ତାରିଖ ଠାରୁ ଆରମ୍ଭ ହେଉଥିବା ଜାତୀୟ ବନ ମହୋତ୍ସବ ପରିପ୍ରେକ୍ଷୀରେ ଭିନ୍ନକ୍ଷମଙ୍କ ସେବା ଓ ସାମାଜିକ ପୁନଃପ୍ରତିଷ୍ଠା ଦିଗରେ କାର୍ଯ୍ୟରତ ଅନୁଷ୍ଠାନ “ପୁନର୍ବାସ”…
ଓଡ଼ିଆ ଅସ୍ମିତା ପ୍ରବଂଚନା, ଦରଦାମ ବୃଦ୍ଧି ଓ ଦୁର୍ନୀତି ବିରୋଧରେ କଂଗ୍ରେସର ଆନ୍ଦୋଳନ ଧମକ
କେନ୍ଦ୍ରାପଡା,ପଟ୍ଟାମୁଣ୍ଡାଇ ୨/୬ -ଓଡ଼ିଆ ଅସ୍ମିତାର ସୁରକ୍ଷା ନାରା ଦେଇ ଓଡିଶାରେ କ୍ଷମତା ହାସଲ କରିଥିବା ଭାରତୀୟ ଜନତା ପାର୍ଟି ଓଡ଼ିଆ ଅସ୍ମିତାକୁ ପ୍ରବଂଚନାରେ ପରିଣତ କରିବା ସହିତ ଆକାଶ ଛୁଆଁ ଦରଦାମ ବୃଦ୍ଧି ଓ ବ୍ୟାପକ ଦୁର୍ନୀତି ରୋକିବାରେ ବିଫଳତା ପ୍ରତିବାଦରେ…
ହଟିଲା ବ୍ରିଟସ ଆଇନ ଲାଗୁଲାଗୁ ହେଲା ନୂଆ ପୋଲିସ ଆଇନ
ଜୁଲାଇ ପହିଲା ସୋମବାର ଠାରୁ ସାରା ଦେଶରେ ୧୮୬୦ ମସିହାରୁ ଚାଲିଥିବା ବ୍ରିଟସ ଆଇନକୁ ହଟାଇ ନୂଆ ପୋଲିସ ଆଇନ ଲାଗୁ ହୋଇଛି । ନୂଆ ଆଇନ ଆସିବା ପରେ ଆଇପିସି, ସିଆରପିସି ଓ ଏଭିଡେନ୍ସ ଆକ୍ଟକୁ ହଟାଇ ଦିଆଯିବ ।…
ଲାଗୁ ହେଲା ନୂଆ ଆଇନ:ପଟ୍ଟାମୁଣ୍ଡାଇ ଗ୍ରମାଂଚଳ ଥାନାରେ ସଚତେନତା
ପଟ୍ଟାମୁଣ୍ଡାଇ ୧/୭ ଫୌଜଦାରୀ ନ୍ୟାୟ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ୩ଟି ନୂଆ ଆଇନ ଲାଗୁ କରିଛନ୍ତି । ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ଗତ ଡିସେମ୍ବର ୨୫ ତାରିଖରେ ଏହି ୩ ନୂଆ ଆଇନ୍ ଭାରତ…
ମରଣାନ୍ତଙ୍କ ଆକ୍ରମଣରେ ବୃଦ୍ଧା ନିହତ, ଥାନାରେ ୨ଅଟକ
କେନ୍ଦ୍ରାପଡ଼ା, ୩୦ା୬: ଏକ ମରଣାନ୍ତଙ୍କ ଆକ୍ରମଣରେ ଜଣେ ବୃଦ୍ଧା ନିହତ ହୋଇଥିବା ବେଳେ ସେହି ପରିବାରର ବହୁ ଆହତ ହୋଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ସାହସପୁର ଗ୍ରାମର ସ୍ୱର୍ଗତ…
ତୁଳସୀକ୍ଷେତ୍ର ଇସିଏମ୍ ମହାସଂଘର ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ
କେନ୍ଦ୍ରାପଡା, ୨୮/୬: କେନ୍ଦ୍ରାପଡା ଜିଲ୍ଲା ତୁଳସୀକ୍ଷେତ୍ର ଇସିଏମ୍ ମହାସଂଘର ସଦସ୍ୟାମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସଦସ୍ୟାମାନେ ଶୁକ୍ରବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି । ସେମାନଙ୍କର ସମସ୍ୟା ହେଉଛି ଜଣେ ଇସି ସଦସ୍ୟା…
ସଂସୃତି ଭବନକୁ ଭିନ୍ନକ୍ଷମଙ୍କ ସୁଗମ ପ୍ରବେଶ ବ୍ୟବସ୍ଥା ପାଇଁ ପୁର୍ନବାସର ଦାବିପତ୍ର
କେନ୍ଦ୍ରାପଡା, ୨୮/୬: କେନ୍ଦ୍ରାପଡ଼ା ସହର ସନ୍ନିକଟ ଗୁଆଳସିଂଠାରେ ନିର୍ମିତ ହୋଇଥିବା ଜିଲ୍ଲା ସଂସ୍କୃତି ଭବନ ପ୍ରେକ୍ଷାଳୟକୁ ସୁଗମ କରିବା ନିମନ୍ତେ ଦାବି କରାଯାଇଛି । କେନ୍ଦ୍ରାପଡା ଜିଲ୍ଲାରେ ଭିନ୍ନକ୍ଷମମାନଙ୍କ ଅଧିକାର ଓ ସାମାଜିକ ପୁନଃପ୍ରତିଷ୍ଠା ନିମନ୍ତେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁର୍ନବାସ…
୩୯ବର୍ଷ ପରେ ଦ୍ୱିତୀୟ ଅଣ ଓଡ଼ିଆ ଅଫିସର ନେଲେ ରାଜ୍ୟରେ ବଡ଼ ଦାୟିତ୍ୱ : ମୁଖ୍ୟ ଶାସନ ସଚିବ ହୋଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜା
ଭୁବନେଶ୍ୱର,୨୮/୬- ରାଜ୍ୟର ମୁଖ୍ୟ ଶାସନ ସଚିବ ପଦକୁ ନେଇ ବିଭିନ୍ନ କଳ୍ପନା ଜଳ୍ପନାରେ ପଡିଛି ପୂର୍ଣ୍ଣଚ୍ଛେଦ । ଏବେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ହୋଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜା । ଦୀର୍ଘ ୩୯ ବର୍ଷ ପରେ ଜଣେ…
ଅଭିଯୋଗର ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳଙ୍କ ନୂତନ ପଦକ୍ଷେପ
ସୋସିଆଲ ମିଡିଆ ଏକ୍ସ(ଟ୍ୱିଟର)ଆକାଉଣ୍ଟ ଖୋଲିବାକୁ ନିର୍ଦେଶ କେନ୍ଦ୍ରାପଡ଼ା, ୨୭ା୬: ପ୍ରଶାସନର କାର୍ଯ୍ୟକୁ ଲୋକାଭିମୁଖୀ କରିବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ । ଜିଲ୍ଲାର ସମସ୍ତ ତହସିଲ୍, ବ୍ଲକ୍ ଓ ବିଭିନ୍ନ ବିଭାଗକୁ ନିଜ…
ସ୍ୱାଧୀନତା ସଂଗ୍ରାମୀ ନକୁଳ ଦାସଙ୍କୁ ଶ୍ରଦ୍ଧାଞ୍ଜଳୀ
କେନ୍ଦ୍ରାପଡା, ୨୭/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ନେତାଜୀ ମଡେଲ ସ୍କୁଲ ପରିସରରେ ନକୁଳ ଚରଣ ଦାସଙ୍କ ସ୍ମୃତି କମିଟି ଆନୁକୂଲ୍ୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ଭୂଦାନ କର୍ମୀ ନକୁଳ ଚରଣ ଦାସଙ୍କର ଚତୁର୍ଥ ଶ୍ରାଦ୍ଧ ବାର୍ଷିକୀ ପାଳିତ…
ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, ୨୭/୦୬: ଆଜି ଅପରାହ୍ଣ ୫ଘଟିକା ସମୟରେ ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମୁନିସିପାଲିଟି ଟାଉନ୍ହଲ୍ଠାରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ାର ମାନ୍ୟବର ବିଧାୟକ ଗଣେଶ୍ୱର ବେହେରା,…
କେନ୍ଦ୍ରାପଡା ବିଧାୟକଙ୍କୁ ସମ୍ବର୍ଦ୍ଧିତ କଲେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ
କେନ୍ଦ୍ରାପଡା,୨୬/୬: କେନ୍ଦ୍ରାପଡା ମେଡିକାଲ ରୋଡ ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର କର୍ମକର୍ତ୍ତାଗଣ ନବନିର୍ବାଚିତ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ସେମାନେ ବିଧାୟକଙ୍କ ଗରାପୁରସ୍ଥିତ ବାସଭବନରେ ଭେଟି ବିଭିନ୍ନ ଦସମସ୍ୟା ଉପରେ ଆଲୋଚନା କରିଥିଲେ । ବିଧାୟକ…
ରେଡିଓ ଭାବଗ୍ରାହୀରେ ବିଶ୍ୱ ନିଶାନିବାରଣ ଦିବସ
କେନ୍ଦ୍ରାପଡାତା.୨୬/୬- ପୂର୍ବାହ୍ନରେ ବାରୁଅ ସ୍ଥିତ ଜିଲ୍ଲାର ଏକ ମାତ୍ର ଗୋଷ୍ଠୀବେତାର କେନ୍ଦ୍ର ରେଡିଓ ଭାବଗ୍ରାହୀର ସରୋଜିନୀ ପରିଡାଷ୍ଟୁଡିଓ ପରିସରରେବିଶ୍ୱ ନିଶା ନିବାରଣ ଦିବସଉପରେ ଆଧାରିତ ଏକ ଆଲୋଚନାଚକ୍ର ଅନୁଷ୍ଠିତହୋଇଯାଇଛି । ଭାବଗ୍ରାହୀକଳା ନିକେତନ ଏବଂ ରେଡିଓଭାବଗ୍ରାହୀର ପ୍ରାଣ ପ୍ରତିଷ୍ଠାତାସଙ୍ଗୀତ ନିର୍ଦ୍ଦେଶକ ତଥା…










