ରାଜନଗର ସିଡିପିଓଙ୍କ ଦୁର୍ବ୍ୟବହାର ପ୍ରତିବାଦ ବଦଳି ଦାବି କଲେ ଅଙ୍ଗନୱାଡି କର୍ମୀ

5 March 2025 kanika odisha 0

କେନ୍ଦ୍ରାପଡ଼ା,୪ା୩: ରାଜନଗରର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (ସିଡିପିଓ)ଙ୍କ ଅଙ୍ଗନୱାଡି କର୍ମୀଙ୍କ ପ୍ରତି ଅଶାଳୀନ ବ୍ୟବହାରରେ ଅତିଷ୍ଟ ହୋଇ ନ୍ୟାୟ ପାଇଁ ରାଜନଗର ଅଙ୍ଗନୱାଡି କର୍ମୀମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଦୁର୍ନୀତି […]

ସେମିଫାଇନାଲରେ କୋହଲିଙ୍କ କମାଲ ଅଷ୍ଟ୍ରେଲିଆକୁ ୪ ୱିକେଟରେ ହରାଇ ଫାଇନାଲରେ ଭାରତ

5 March 2025 kanika odisha 0

ଦୁବାଇ ୪ା୩- ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ। ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କରି ଭାରତ ଫାଇନାଲରେ […]

ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ କେନ୍ଦ୍ରାପଡା ବ୍ଲକ ଓ ନଗର ବିଜେଡିର ପ୍ରତିବାଦ ରାଜ୍ୟପାଳଙ୍କୁ ଦାବିପତ୍ର

4 March 2025 kanika odisha 0

କେନ୍ଦ୍ରାପଡା,୧ା୪: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ପ୍ରତିବାଦ କରି ବ୍ଲକ ଓ ନଗର ବିଜୁ ଜନତା ଦଳ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ସୂଚନା ଯେ ରାଜ୍ୟ ସରକାର ଏକ […]

ବହୁବିଧ ମେଗା ସ୍ୱାସ୍ଥ୍ୟ ଶିବିର

3 March 2025 kanika odisha 0

କେନ୍ଦ୍ରାପଡ଼ା,୩ା୩: ନଡିଆବରେଇ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମା’ଗଜଲକ୍ଷ୍ମୀ ସାଂସ୍କୃତିକ ପରିଷଦ ଓ ନଡିଆବରେଇ ଗ୍ରାମପଞ୍ଚାୟତର ଯୁବକସଙ୍ଘ ଦ୍ୱାରା ହାଇଟେକ ମେଡିକାଲ କଲେଜର ଅଭିଜ୍ଞ ଡାକ୍ତରମାନଙ୍କ ଦ୍ୱାରା ଏକ ମାଗଣା ବହୁବିଧ ମେଗା ସ୍ୱାସ୍ଥ୍ୟସେବା […]

କେନ୍ଦ୍ରାପଡା ସଦରମହକୁମାରେ ମିଳିତ ଜନଅଭିଯୋଗ ଶୁଣାଣି ଶିବିର

3 March 2025 kanika odisha 0

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୧୦ ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍‌ହଲ୍‌ରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ […]

କେନ୍ଦ୍ରାପଡା ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ଓ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର

3 March 2025 kanika odisha 0

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ, କଲେଜରେ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି, ୫ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ରହିଥିବା ଅଧ୍ୟାପକ/ଅଧ୍ୟାପିକାଙ୍କୁ ବଦଳି କରାଯିବା, ବର୍ଷବର୍ଷ ଧରି ଚାଲିଥିବା ବ୍ୟାପକ […]

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି ବୈଠକ

1 March 2025 kanika odisha 0

କେନ୍ଦ୍ରାପଡା,୧ା୩: ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି (ଦିଶା)ର ଦ୍ୱିତୀୟ ବୈଠକ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଶନିବାର ଜିଲ୍ଲା ପରିଷଦ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ପୂର୍ବ ବୈଠକରେ […]

ସରକାରୀ ଓଲଢି ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟରେ କମ୍ପ୍ୟୁଟର ଶିକ୍ଷାର ଶୁଭାରମ୍ଭ

1 March 2025 kanika odisha 0

କେନ୍ଦ୍ରାପଡ଼ା,୧ା୩: ଡେରାବିଶ ବ୍ଲକ ଅନ୍ତର୍ଗତ ଚାଟରାଚକଡା ପଞ୍ଚାୟତର ରାମଚନ୍ଦ୍ର ନୋଡାଲ ଉଚ୍ଚବିଦ୍ୟାଳୟ କ୍ଲଷ୍ଟରର ସରକାରୀ ଓଲଢି ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟରେ କମ୍ପ୍ୟୁଟର ଶିକ୍ଷାର ଉଦ୍‌ଘାଟନ ଉତ୍ସବ ପାଳନ ହୋଇଯାଇଛି । ଏହି ଉଦ୍‌ଘାଟନ ଉତ୍ସବରେ […]

ବିପୁଳ ପରିମାଣର ଚୋରାମଦ ଜବତ, ୫ କୋର୍ଟଚାଲାଣ

1 March 2025 kanika odisha 0

କେନ୍ଦ୍ରାପଡ଼ା,୧ା୩: କେନ୍ଦ୍ରାପଡ଼ା ଟାଉନ ଓ ନିକିରାଇ ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଚୋରାମଦ ଜବତ କରାଯାଇଛି। ସୂଚନା ଅନୁଯାୟୀ ଚୋରା ମଦ ବିକ୍ରି ହେଉଥିବାର […]

No Image

ଗ୍ରାମେଶ୍ୱର ମହୋତ୍ସବ ଅନୁଷ୍ଠିତ , ପୂଜ୍ୟପୂଜାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

28 February 2025 kanika odisha 0

କେନ୍ଦ୍ରାପଡ଼ା,୨୮ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜମଧର ଗ୍ରାମପଞ୍ଚାୟତର ଜଣ୍ଟିଲୋ ଗ୍ରାମରେ ଗ୍ରାମେଶ୍ୱର ମହୋତ୍ସବ ପବିତ୍ର ଜାଗର ଅବସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅବସରପ୍ରାପ୍ତ କର୍ମଚାରୀ ରବୀନ୍ଦ୍ର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହୋତ୍ସବରେ କୃଷିବିଜ୍ଞାନକେନ୍ଦ୍ରର […]

ଓଳକଣା ମେଲଣ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ , ବିମାନ ଶୋଭାଯାତ୍ରାରେ ଡିଜେ ବନ୍ଦ ନିଷ୍ପତ୍ତି

28 February 2025 kanika odisha 0

କେନ୍ଦ୍ରାପଡା,୨୮ା୨: ଆସନ୍ତ ମାର୍ଚ୍ଚ ୧୩ ତାରିଖରେ ଅନୁଷ୍ଠିତ ହେବ ପ୍ରସିଦ୍ଧ ଓଳକଣା ମେଳଣ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ଏହି ମେଳଣଟି କେନ୍ଦ୍ରାପଡା ଓ କଟକ ଜିଲ୍ଲାର କେନ୍ଦ୍ରସ୍ଥଳରେ ଅନୁଷ୍ଠିତ ହୁଏ। […]

ଚେନାଇରେ ‘ଭାରତ ଭାରତୀ’ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

27 February 2025 kanika odisha 0

ପଟ୍ଟାମୁଣ୍ଡାଇ ୨୭/୨ – ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟକୁ ଜାତୀୟ ସ୍ତରରେ ପରିଚିତ କରିବା ଉଦ୍ଦେଶ୍ୟ ନେଇ ଚେନାଇସ୍ଥିତ ପ୍ରବାସୀ ଓଡ଼ିଆ ‘ଭାରତ ଭାରତୀ’ ସଂଗଠନ ପକ୍ଷରୁ ଗତ ୨୩ ତାରିଖ ଦିନ […]

ଵନ୍ତୋ ସେଣ୍ଟ ଜାଭିଅର ହାଇସ୍କୁଲ ବାର୍ଷିକ ଉତ୍ସବ

27 February 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୨୭/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ବନ୍ତୋ ସେଣ୍ଟ ଜାଭିଅର ହାଇସ୍କୁଲର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଅଧକ୍ଷା ଲଷ୍ମୀପ୍ରିୟା ଦାଶଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ […]

ଜିଆରଏସଙ୍କୁ ୪ବର୍ଷ ଜେଲଦଣ୍ଡ

27 February 2025 kanika odisha 0

କେନ୍ଦ୍ରାପଡା,୨୭ା୨: ଏକ ଲାଞ୍ଚ କାରବାର ମାମଲାର ବିଚାର କରି କଟକସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ଏଣ୍ଡର ଗ୍ରାମପଞ୍ଚାୟତର ପୂର୍ବତନ ଗ୍ରାମରୋଜଗାର ସେବକ(ଜି.ଆର.ଏସ.) ଲଳିତବସନ୍ତ ଘଡେଇଙ୍କୁ ୪ବର୍ଷ ଜେଲଦଣ୍ଡରେ […]

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଆତ୍ମରକ୍ଷା ଶିବିର ଉଦ୍‌ଘାଟନ

27 February 2025 kanika odisha 0

କେନ୍ଦ୍ରାପଡା,୨୭ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ +୩ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ଏକ ଆତ୍ମସୁରକ୍ଷା ଶିବିର ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଭିଜିତ୍ ବୋଷ୍‌ଙ୍କ ପୌରହିତ୍ୟରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ଅଧ୍ୟକ୍ଷ ଶ୍ରୀ […]

ପାରାକ୍ରୀଡ଼ାବିତ୍ ଙ୍କୁ ବ୍ୟାଟେରୀ ଚାଳିତ ସ୍କୁଟର ପ୍ରଦାନ

27 February 2025 kanika odisha 0

କେନ୍ଦ୍ରାପଡା ୨୭/୨ – କେନ୍ଦ୍ରାପଡା ଜିଲ୍ଲାରେ ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯ୍ୟରତ ଅନୁଷ୍ଠାନ ‘ପୁନର୍ବାସ’ ପକ୍ଷରୁ ଚଳନଶକ୍ତି ବାଧିତ ଡେରାବିଶ ବ୍ଲକ ହରିଅଙ୍କ ଗ୍ରାମର ପାରାକ୍ରୀଡାବିତ୍ ବଲରାମ ସ୍ୱାଇଁଙ୍କୁ ମାଡ୍ରାସ ଆଇଆଇଟି ଦ୍ୱାରା ଉଦ୍ଭାଭିତ […]

ଗରାପୁରରେ ରେଲ୍‌ୱେ ଟିକେଟ୍ କାଉଣ୍ଟର ଉଦ୍‌ଘାଟିତ

27 February 2025 kanika odisha 0

କେନ୍ଦ୍ରାପଡା,୨୭ା୨: କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରଠାରେ ରେଳବାଇର ନୂତନ ଟିକେଟ୍ କାଉଣ୍ଟର ଉଦ୍‌ଘାଟିତ ହୋଇଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି, ଉପାଧ୍ୟକ୍ଷ ପ୍ରତାପ ନାରାୟଣ ମହାପାତ୍ର, ପୂର୍ବତନ ଜିଲ୍ଲା ପରିଷଦ […]

ଗରାପୁର ସାଇ ମନ୍ଦିରରେ ଜାଗର ଉତ୍ସବ

27 February 2025 kanika odisha 0

କେନ୍ଦ୍ରାପଡା,୨୭ା୨:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁର ସାଇ ମନ୍ଦିରରେ ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକଙ୍କ ତତ୍ୱାବଧାନରେ ଜାଗର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦିନସାରା ବିଧି ଅନୁସାରେ ସାଇ ମନ୍ଦିର ସମସ୍ତ ପୂଜାର୍ଚ୍ଛନା ହେବାପରେ ସନ୍ଧ୍ୟା ସମୟରେ […]

ମହାଦେବ ସେନାର ବାର୍ଷିକ ଯଜ୍ଞ ଉତ୍ସବ-୨୦୨୫

27 February 2025 kanika odisha 0

କେନ୍ଦ୍ରାପଡ଼ା,୨୭ା୨: ଗତକାଲି କେନ୍ଦ୍ରାପଡ଼ା ନିକଟସ୍ଥ ବାରୁଅ ଗ୍ରାମ ଇଟ୍ଟୀପୁର ପ୍ରସିଦ୍ଧ ଗିରିମଠ ପରିସରରେ ଚଳିତ ବର୍ଷ -୨୦୨୫ ପବିତ୍ର ମହାଶିବରାତ୍ରି ଉପଲକ୍ଷେ ବାର୍ଷିକ ଯଜ୍ଞ ଉତ୍ସବ, ଆଧ୍ୟାତ୍ମିକ ସଭା, ସମ୍ବର୍ଦ୍ଧନାସଭା, ଭଜନ କାର୍ଯ୍ୟକ୍ରମ ଇତ୍ୟାଦି […]

କଜଳା ବିଲେଶ୍ୱର ମହାଦେବଙ୍କ ଜାଗର ଯାତ୍ରା

26 February 2025 kanika odisha 0

କେନ୍ଦ୍ରାପଡା୨୬/୨-କେନ୍ଦ୍ରାପଡା କଜଳା ବିଲେଶ୍ୱର ମହାଦେବଙ୍କ କାଗର ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାତ ୪ଟା ସମୟରେ ମହାସ୍ନାନ କାରାଯାଇ ପ୍ରାତ ୫ଟା ସମୟରେ ମଙ୍ଗଳା ଆରତି କାରାଯିବା ପରେ ବଡସିଂହାର […]

ପଟ୍ଟାମୁଣ୍ଡାଇରେ ମହାଶିବରାତ୍ରି ଓ ଜାଗରଯାତ୍ରା

26 February 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୨୬/୨-ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ପବିତ୍ର ମହାଶିବରାତ୍ରି ଓ ଜାଗର ଯାତ୍ରା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।  ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ପ୍ରସିଦ୍ଧ ଶୈବ ପୀଠ ଚନ୍ଦନନଗର […]

ତୁଳସୀକ୍ଷେତ୍ରରେ ମହାଶିବରାତ୍ରୀ ପାଳିତ

26 February 2025 kanika odisha 0

କେନ୍ଦ୍ରାପଡା,୨୬ା୨: ତୁଳସୀ କ୍ଷେତ୍ରରେ ବୁଧବାର ପବିତ୍ର ମହାଶିବରାତ୍ରି ଜାଗର ଯାତ୍ରା ନୀତି ଧୁମ୍‌ଧାମରେ ପାଳିତ ହୋଇଯାଇଛି। କ୍ଷେତ୍ର ମଧ୍ୟସ୍ଥ ବ୍ୟକଣ୍ଠେସ୍ୱର, କାଶୀବିଶ୍ୱନାଥ, ସିଦ୍ଧେଶ୍ୱ. ୟେଶାନିଶ୍ୱର୍‌, କ୍ଷେତ୍ର ପାର୍ଶ୍ୱବର୍ତ୍ତୀ ବୈଦ୍ୟନା. ଦେଉଳେଶ୍ୱର, ଦଣ୍ଡେଶ୍ୱର କୁମାରେଶ୍ୱର୍ ଭରତପୁରର […]

କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ୩୮ତମ ସ୍ୱନକ୍ଷତ୍ର ଦିବସ , ଉତ୍କଳ ଗୌରବ ମଧୁବାବୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

24 February 2025 kanika odisha 0

କେନ୍ଦ୍ରାପଡ଼ା,୨୪ା୨: ରାଜ୍ୟର ଅଗ୍ରଣୀ ସମବାୟ ଅନୁଷ୍ଠାନ କେନ୍ଦ୍ରାପଡା ଅର୍ବାନ କୋ-ଅପରେଟିଭ୍ ବ୍ୟାଙ୍କର ୩୮ତମ ପ୍ରତିଷ୍ଠା ଦିବସ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବ୍ୟାଙ୍କ ପରିଚାଳନା ପରିଷଦର […]

ଆଜାଦ୍ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ ସେମିଫାଇନାଲ ମ୍ୟାଚ୍‌

22 February 2025 kanika odisha 0

କେନ୍ଦ୍ରାପଡ଼ା,୨୨ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ପ୍ରଥମ ସେମିଫାଇନାଲ ମ୍ୟାଚ୍ ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ଆଜାଦ୍ […]