କେନ୍ଦ୍ରାପଡ଼ା,୧୫ା୨: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଢଣ ଷଷ୍ଠିଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ଶୀତ…
Category: ଆଜିର ଟିକନିକ ଖବର
ସଡକ ଦୁର୍ଘଟଣାରେ ବରିଷ୍ଠ ଆଇନଜୀବୀଙ୍କ ମୃତ୍ୟୁ
ଗତକାଲି ଦୁର୍ଘଟଣାରେ ଗୁରୁତର ହୋଇଥିବା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ସମାଜସେବୀ ତଥା ସଂସାର ଫଳ ପଞ୍ଚାୟତର ସରପଞ୍ଚଙ୍କ ସ୍ବାମୀ, ବରିଷ୍ଠ ଆଇନଜୀବୀ ଶିବ ପ୍ରସାଦ ସାମନ୍ତରାୟଙ୍କ ପରଲୋକ ଘଟିଛି। ଗତକାଲି ଦୁର୍ଘଟଣାର ଶିକାର ହୋଇ ଅତ୍ୟନ୍ତ ମୁମୁର୍ଷ ଅବସ୍ଥାରେ ପଟ୍ଟାମୁଣ୍ଡାଇ ସ୍ୱାସ୍ଥ୍ୟକେନ୍ଦ୍ରରେ…
କେନ୍ଦ୍ରାପଡା କଲେଜ ଦର୍ଶନଶାସ୍ତ୍ର ବିଭାଗର ଆଲୋଚନାଚକ୍ର
କେନ୍ଦ୍ରାପଡ଼ା,୧୦ା୨ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦର୍ଶନ ଶାସ୍ତ୍ର ବିଭାଗ ଆନୁକୂଲ୍ୟରେ “ଅତି ଭୈାତିକ ବିଦ୍ୟା ଅନୁସାରେ ଆତ୍ମାର ପରିଚୟ ଏବଂ ପରିଭାଷା”ଶୀର୍ଷକ ଏକ ଆଲୋଚନାଚକ୍ର ବିଭାଗୀୟ ସେମିନାର ହଲରେ ଆଜି ଅନୁଷ୍ଠିତ ହୋଇଯାଇଛି । ଦର୍ଶନଶାସ୍ତ୍ର ବିଭାଗ ମୁଖ୍ୟ…
ଫିଟ୍ ଅଫ୍ ଫାୟାର ଡ୍ୟାନ୍ସ ଏକାଡେମୀର ବାର୍ଷିକ ଉତ୍ସବ : କଳାକାର ମାନଙ୍କ ନୃତ୍ୟ ଦର୍ଶକଙ୍କୁ ଅଭିଭୂତ କରିଥିଲା
କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ମଡର୍ଣ୍ଣ ନୃତ୍ୟାନୁଷ୍ଠାନ ପଟ୍ଟାମୁଣ୍ଡାଇ ଫିଟ୍ ଅଫ୍ ଫାୟାର ଡ୍ୟାନ୍ସ ଏକାଡେମୀର ୫ମ ବାର୍ଷିକ ଉତ୍ସବ ଦୁଇ ଦିନ ଧରି ମହାସମାରୋହରେ ପାଳିତ ହୋଇଯାଇଛି । ଫିଟ୍ ଅଫ୍ ଫାୟାର ଡ୍ୟାନ୍ସ ଏକାଡେମୀର ସଭାପତି କୁଞ୍ଜ ବିହାରୀ ତ୍ରିପାଠୀଙ୍କ…
ପଟ୍ଟାମୁଣ୍ଡାଇ କଲେଜ ଗଣିତ ବିଭାଗର ରାଜ୍ୟସ୍ତରୀୟ ଆଲୋଚନାଚକ୍ର
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ପକ୍ଷରୁ “ସ୍ତୋକାଷ୍ଟିକ ପ୍ରୋସେସ ଓ କଂପ୍ଲେକ୍ସ ଡିନାମିକସ ” ରାଜ୍ୟ ସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ କୁମାର ଭୂୟାଁଙ୍କ ପୌରହିତରେ ଆୟୋଜିତ ରାଜ୍ୟ ସ୍ତରୀୟ ଆଲୋଚନାଚକ୍ରରେ…
ମୂଳବସନ୍ତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ
ଶିଶୁମାନେ ହେଉଛନ୍ତି ଦେଶର ଆଗାମୀ ଭବିଷ୍ୟତ ପଟ୍ଟାମୁଣ୍ଡାଇ ତା୨୮.୧- ଶିଶୁମାନେ ଦେଶର ଆଗାମୀ ଭବିଷ୍ୟତ ହୋଇଥିବାରୁ ସେମାନଙ୍କୁ ଉଚିତ ମାର୍ଗ ଦର୍ଶନ ପ୍ରଦାନ କରି ଭଲ ମଣିଷ ତିଆରି କରିବା ସହିତ ଏକ ସୁଦୃଢ, ବିକଶିତ ରାଜ୍ୟ ଓ ଦେଶ ଗଠନରେ…
ଜିଳ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ଭାବବିହ୍ୱଳ ବିଦାୟକାଳୀନ ସମ୍ବର୍ଦ୍ଧନା
କେନ୍ଦ୍ରାପଡ଼ା ଜିଲ୍ଳାପାଳଭାବେ କାର୍ଯ୍ୟକରୁଥିବା ଅମ୍ରିତ୍ ଋତୁରାଜ ଶ୍ରମ କମିଶନ ଭାବେ ବଦଳି ହୋଇଛନ୍ତି । ରବିବାର ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନଙ୍କ ପକ୍ଷରୁ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି…
ବୋଇତ ବନ୍ଦାଣ ଓ ବନ୍ଦର ଦିବସରେ ଯୋଗ ଦେଲେ ମହାମହିମ ରାଷ୍ଟ୍ରପତି
ସୋମବାର ଦିନ ପବିତ୍ର କାର୍ଚାିକ ପୂର୍ଣ୍ଣିମା ଅବସରରେ ପାରାଦୀପ ବନ୍ଦର ପକ୍ଷରୁ ଆୟୋଜିତ ବୋଇତ ବନ୍ଦାନ ଓ ବନ୍ଦର ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମହାମହିମ ରାଷ୍ଟ୍ରପତି ଦ୍ରୈାପଦି ମୂର୍ମୁ । ସୋମବାର ଦିନ ପୂର୍ବାହ୍ନରେ ଭାରତୀୟ…
ଶ୍ରୀ ଗଙ୍ଗାଭଗିରଥ ପୂଜା କମିଟିର ୮୨ବର୍ଷ ପୂର୍ତ୍ତି ପାଳନ
କେନ୍ଦ୍ରାପଡ଼ା, ୨୯ା୧୦ : ଚଳିତବର୍ଷ ଶ୍ରୀ ଗଙ୍ଗାଭଗିରଥ ପୂଜା କମିଟି ତା’ର ୮୨ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରୁଅଛି । ଏବର୍ଷ ପୂଜା କମିଟି ଚାନ୍ଦି ମେଢ ଓ ସିଂହାସନ ନିର୍ମାଣରେ ଦୁଇ କ୍ୱିଣ୍ଟାଲ ୨୦ କି.ଗ୍ରା ଚାନ୍ଦି ରୂପା ବ୍ୟବହାର…
ଶିଳାନ୍ୟାସକୁ ୪ ବର୍ଷ ବିତିଲା, ଫଳକରେ ଅଟକିଛି ପକଳ୍ପ
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦ ଆସନ୍ତା ୩୧ ତାରିଖରେ ସ୍ୱାୟତ ଶାସନ ଦିବସ ପାଳିବ । ଏହି ଦିବସକୁ ଦୃଷ୍ଟିରେ ରଖି ବିଧାୟକ, ପ୍ରଶାସନିକ ଅଧିକାରୀ ପଟ୍ଟାମୁଣ୍ଡାଇ ପୌରାଅଂଚଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏ ନେଇ ପୌର…
ପଟ୍ଟାମୁଣ୍ଡାଇ ଦିହୁଡିପୁର ସମିତିସଭ୍ୟା ଉପନିର୍ବାଚନ ୬୦% ମତଦାନ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦିହୁଡିପୁର ପଂଚାୟତର କଂଗ୍ରେସ ସମର୍ôଥତ ସମିତି ସଭ୍ୟା ପୁଷ୍ପଲତା ସ୍ୱାଇଁଙ୍କ ଅକାଳ ବିୟୋଗ ପରେ ଏହି ପଂଚାୟତର ସମିତିସଭ୍ୟା ପଦବୀ ପାଇଁ ବୁଧବାର ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଏହି ଆସନକୁ ହାତେଇବା ପାଇଁ…
ମଦନପୁର କଟ୍ ରାସ୍ତାରେ ବୃକ୍ଷରୋପଣ
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବନ୍ୟପ୍ରାଣୀ ବନଖଣ୍ଡ ଡିଭିଜନ ପକ୍ଷରୁ ବୁଧବାର ପଟ୍ଟାମୁଣ୍ଡାଇ ମଦନପୁର ବନ୍ୟା ଘେରିବନ୍ଧ ରାସ୍ତା ମଦନପୁର କଟ୍ ରେ ବୃକ୍ଷରୋପଣ କରାଯାଇଛି । ରାଜନଗର ବନ୍ୟପ୍ରାଣୀ ବନଖଣ୍ଡ ଡିଭିଜନର ମୁଖ୍ୟ ସୁଦର୍ଶନ ଗୋପିନାଥ ଯାଦବ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ…
ଡାକ୍ତରଖାନାରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ନିମନ୍ତେ ଧାରଣା
କେନ୍ଦ୍ରାପଡା ୮ା୮: କେନ୍ଦ୍ରାପଡା ଜିଲ୍ଲା ଡେରାବିଶ୍ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୪ ବିଶେଷଜ୍ଞ ଡାକ୍ତର ପଦବୀ ଓ ୬ ଜଣ ଏମ୍.ବି.ବି.ଏସ୍ ପଦବୀ ପୂରଣ ନିମନ୍ତେ ରାଜ୍ୟ ଭଜପା ମୁଖପାତ୍ର ତେଜେଶ୍ୱର ପରିଡାଙ୍କ ନେତୃତ୍ୱରେ ଭାଜପା କର୍ମି, ସମାଜସେବୀ ଓ ବୁଦ୍ଧିମାନେ…
କେନ୍ଦ୍ରାପଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର
କେନ୍ଦ୍ରାପଡା ୭/୮- ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ମ୍ୟୁନିସିପାଲିଟି ଟାଉନ୍ ହଲ୍ ପରିସରରେ ଅନୁଷ୍ଠିତ ଉକ୍ତ ମିଳିତ ଅଭିଯୋଗ…
ପଟ୍ଟାମୁଣ୍ଡାଇ ଅଂଚଳରେ କ୍ରମାଗତ ଭାବେ ହ୍ରାସ ପାଉଛି ଚାଷଜମି,କିସମ ପରିବର୍ତନ ହୋଇ ହେଉଛି ଘରବାଡି
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ୨୦୧୮ରୁ ୨୦୨୩ ମଧ୍ୟରେ ପ୍ରାୟ ହଜାର ହଜାର ହେକ୍ଟର ଅମଳକ୍ଷମ ଉର୍ବର ଚାଷଜମି କିସମ ପରିବର୍ତନ ହୋଇ ଘରବାଡି ହୋଇ କୃଷିକ୍ଷେତ ହ୍ରାସ ପାଇଛି । ଯଦି ଏଭଳି ଧାରାରେ ଚାଷଜମି ସଂଖ୍ୟା ହ୍ରାସ ପାଏ…
ଚିତ୍ରଶିଳ୍ପୀ ଗୈାରବ ସମ୍ମାନ- ୨୦୨୩
କେନ୍ଦ୍ରାପଡ଼ା,୬ା୮ : କେନ୍ଦ୍ରାପଡା ଜିଲ୍ଲା ଚିତ୍ରଶିଳ୍ପୀ ସଙ୍ଘ ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଚିତ୍ରଶିଳ୍ପୀ ଗୈାରବ ସମ୍ମାନ- ୨୦୨୩ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସଙ୍ଘର ସଭାପତି ନଙ୍ଗୁଳି ଚରଣ ବେହେରାଙ୍କ ପୈାରହିତ୍ୟରେ ଓ ବରିଷ୍ଠ ଚିତ୍ରଶିଳ୍ପୀ ଅଜୟ…
ପ୍ଲାଷ୍ଟିକ୍ମୁକ୍ତ ଭାରତ ସ୍ଲୋଗାନ ପ୍ରହସନ ,ପୌରାଂଚଳର ବିଭିନ୍ନ ଜାଗାରେ ପଡିଛି ପ୍ଲାଷ୍ଟିକ,ପଲିଥିନ ଓ ଥର୍ମକୁଲ
ଦେଶକୁ ଆବର୍ଜନାମୁକ୍ତ କରିବାକୁ କେନ୍ଦ୍ର ସରକାର ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଥିଲେ । ପରିବେଶକୁ ଦୂଷିତ କରୁଥିବା ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ଓ ପଲିଥିନମୁକ୍ତ କରିବା ପାଇଁ ସରକାର ଆଇନ ପ୍ରଣୟନ କରିବା ସହ ଜନସଚେତନତା ସୃଷ୍ଟି କରୁଛନ୍ତି ।…
ଉପଭୋକ୍ତାବାଦୀ ସମାଜରେ ସମ୍ପର୍କ ଉପରେ ଭାରିପଡୁଛି ବଜାରବାଦ
ଆଜିର ଉପଭୋକ୍ତାବାଦୀ ସମାଜରେ ସବୁ ବସ୍ତୁ ବିକ୍ରୀ ହୋଇପାରିବ ଓ ବିକ୍ରୀ ହୋଇପାରୁଛି । କୁହାଯାଏ ଯେ ବଜାରର କୌଣସି ନିଜସ୍ୱ ନିୟମ ନାହିଁ । ଏଣୁ ସବୁ ଜିନିଷ ଏପରିକି ମଣିଷର ଭାବନା ଏବଂ ସମ୍ପର୍କ ମଧ୍ୟ ଉପଭୋଗର ବସ୍ତୁ…
ସରକାରୀ କର୍ମଚାରୀଙ୍କ ପାଇଁ ଡ୍ରେସ କୋର୍ଡ ଲାଗୁ ହେଉ :ଜନଶକ୍ତି ପାର୍ଟି
ପଟ୍ଟାମୁଣ୍ଡାଇ ୨୫ା୭-ରାଜ୍ୟ ସରକାର ସ୍କୁଲ କଲେଜ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୋଲିସ ଦମକଳ ଆଦି ବିଭିନ୍ନବର୍ଗର କର୍ମଚାରୀଙ୍କ ପାଇଁ ୟୁନିଫର୍ମ ପ୍ରଚଳନ କରିଥିବାବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ଦାୟିତ୍ୱରେ ଥିବା ସରକାରୀ କର୍ମଚାରୀଙ୍କ ପାଇଁ ଡ୍ରେସ କୋର୍ଡ ନଥିବାରୁ ବହୁ ସମୟରେ…
କଳା ବ୍ୟାଜ ପିନ୍ଧି ଆନ୍ଦୋଳନରେ ଆର୍ବି ଏସ୍କେ ଆୟୁଷ ଡାକ୍ତର
କେନ୍ଦ୍ରାପଡ଼ା ୨୫/୭: ରଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ (ଆର୍ବି ଏସ୍କେ)ର ଆୟୁସ ଡାକ୍ତର ମାନେ ନିଜର ନାର୍ଯ୍ୟ ଦାବି ପାଇଁ ଆନ୍ଦୋଳନରେ ସାମିଲ ହୋଇଛନ୍ତି । ରାଜ୍ୟ ସଂଘର ନିର୍ଦ୍ଦେଶ କ୍ରମେ କେନ୍ଦ୍ରାପଡାରେ ନିୟୋଜିତ ଆୟୁସ ଡାକ୍ତର ମାନେ କଳା ବ୍ୟାଜ…
ମୌଳିକ ସମସ୍ୟା ସମାଧାନ ଦାବୀ ନେଇ ରାସ୍ତାରୋକ
ପଟ୍ଟାମୁଣ୍ଡାଇ ୨୫ା୭-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଶାସନ ପଂଚାୟତର ୧୫ନମ୍ବର ୱାର୍ଡର ବାସିନ୍ଦାମାନେ ବିଭିନ୍ନ ମୌଳିକ ସମସ୍ୟା ସମାଧାନ ଦାବୀରେ ଆଜି ପଟ୍ଟାମୁଣ୍ଡାଇ ରାଜନଗର ନଦୀବନ୍ଧ ରାସ୍ତାର ନିମପୂର୍-ପୋଖରୀସାହି ନିକଟରେ ରାସ୍ତାରୋକ କରିଥିଲେ । ୧୫ ନମ୍ବର ୱାର୍ଡ ଦୀର୍ଘଦିନ ହେଲା ସମ୍ପୂର୍ଣ୍ଣ…
ପଟ୍ଟାମୁଣ୍ଡାଇ ବ୍ଲକରେ ନିଯୁକ୍ତି ପରାମର୍ଶ ମେଳା – ୨୦୨୩
ପଟ୍ଟାମୁଣ୍ଡାଇ ୨୫ା୭-ରାଜ୍ୟ ସରକାର ଶିକ୍ଷିତ ବେକାର ଯୁବକ ଯୁବତୀମାନଙ୍କୁ ଉପଯୁକ୍ତ ତାଲିମ ପ୍ରଦାନ କରି ନିଯୁକ୍ତି ଓ ଆତ୍ମନିଯୁକ୍ତି ଉପଯୋଗୀ କରିବା ପାଇଁ ପ୍ରତି ବ୍ଲକରେ ନିଯୁକ୍ତି ପରାମର୍ଶ ମେଳା ଆୟୋଜନ କରୁଛନ୍ତି । ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକରେ ନିଯୁକ୍ତି…
ମଣିପୁର ଠାରେ ମହିଳାଙ୍କ ପ୍ରତି ଅତ୍ୟାଚାର ବିରୋଧରେ ପ୍ରତିବାଦ
କେନ୍ଦ୍ରାପଡ଼ା ୨୫/୭: କେନ୍ଦ୍ରାପଡାର ଆମ୍ବେଦକର ଲୋହିଆ ବିଚାରମଞ୍ଚ ମହିଳା ଶାଖା ତରଫରୁ ମଣିପୁର ରାଜ୍ୟରେ ଯେପରି ୨ଜଣ ମହିଳାଙ୍କୁ ଦୁଷ୍କର୍ମ କରି ରାଜରାସ୍ତାରେ ଶୋଭାଯାତ୍ରାରେ ଚଲାଇବା ଭଳି ଲଜ୍ୟାଜନକ ଘଟଣା ବିରୋଧରେ ଏକ ପ୍ରତିବାଦ କରି କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ…
ପୂର୍ବ ଶତ୍ରୁତା ଓ ଗୁଣି ଗାରେଡି ସନ୍ଦେହରେ ପିଟିପିଟି ହତ୍ୟା
କେନ୍ଦ୍ରପଡା ୨୫ା୭ ପୂର୍ବ ଶତ୍ରୁତା ଓ ଗୁଣି ଗାରେଡି ସନ୍ଦେହରେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଂଚଳରେ ଜନୈକ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା କରାଯାଇଥିବାର ଖବର ମିଳିଛି । ସ୍ଥାନୀୟ ପୋଲିସ ଏ ସମ୍ପର୍କରେ ଏକ ମୋକଦମା ରୁଜୁ କରି ଘଟଣାର…










