କଂସାର-ସାହାସପୁର ହାଇସ୍କୁଲର ହୀରକ ଜୟନ୍ତୀ ଉଦଘାଟିତ

13 December 2024 kanika odisha 0

କେନ୍ଦ୍ରାପଡ଼ା,୧୩ା୧୨: ଗ୍ରାମ ପରିବେଶ ସହିତ ବିଦ୍ୟାଳୟର ପରିବେଶ ଶିକ୍ଷାଦାନ ଉପରେ ପ୍ରଭାବ ପକାଇଥାଏ। ଗାଁ ଗଣ୍ଡାରେ ମଦର ପ୍ରସାର ଶିକ୍ଷା ବ୍ୟବସ୍ଥା ଏବଂ ଉତ୍ତରପିଢିଙ୍କି ପଙ୍ଗୁ କରିଦେବ। ସ୍ୱାଧୀନତା ଆନ୍ଦୋଳନ ପରି ମଦ ବିରୋଧୀ […]

କଷଣଅଂଟା ହାଇସ୍କୁଲରେ ଅଭିମୁଖୀକାରଣ କାର୍ଯ୍ୟକ୍ରମ

9 December 2024 kanika odisha 0

ପଟ୍ଟାମୁଣ୍ଡାଇ ୯/୧୨ -ରାଜ୍ୟ ସରକାରଙ୍କ ଦ୍ୱାରା ପଟ୍ଟାମୁଣ୍ଡାଇ ବ୍ଲକରେ ନୂତନ ଭାବେ ନିଯୁକ୍ତ ପାଇଥିବା କନିଷ୍ଠ ଶିକ୍ଷକମାନଙ୍କୁ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ ସହ ୬ବର୍ଷ ପୂରଣ କରିଥିବା ଶିକ୍ଷକମାନଙ୍କୁ […]

ମଣ୍ଡଳସ୍ତରୀୟ ବର୍ଣ୍ଣାଳୀ ଓ ପ୍ରୟୋଗ କାର୍ଯ୍ୟକ୍ରମ ଉଦ୍‌ଯାପିତ

5 December 2024 kanika odisha 0

କେନ୍ଦ୍ରାପଡ଼ା,୫ା୧୨: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡା ମଣ୍ଡଳ ଅନ୍ତର୍ଗତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟରତ ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଏକ ତ୍ରିଦିବସୀୟ ସାମାଜିକ ଲିଙ୍ଗଗତ ସମତା ଆଧାରିତ କାର୍ଯ୍ୟକ୍ରମ “ବର୍ଣ୍ଣାଳୀ’ ପ୍ରଶିକ୍ଷଣ ଶିବିର […]

ଭିନ୍ନ ସ୍ୱାଦର ଗଳ୍ପ ସଂକଳନ “ସବୁ ମୋଡ଼ରେ ଜୀବନ’ ଉନ୍ମୋଚିତ

4 December 2024 kanika odisha 0

କେନ୍ଦ୍ରାପଡା, ୪ା୧୨: ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଅବସରରେ ସମଗ୍ର ଏସିଆ ମହାଦେଶରେ ପ୍ରସିଦ୍ଧି ଅର୍ଜନ କରିଥିବା ପୁନର୍ବାସ କୈନ୍ଦ୍ରିକ ଅନୁଷ୍ଠାନ ସ୍ୱାମୀ ବିବେକାନନ୍ଦ ପୁନର୍ବାସ ଓ ପ୍ରଶିକ୍ଷଣ କେନ୍ଦ୍ରରେ କଥାକାର ତଥା ସମ୍ମାନୀତ ଅତିଥି […]

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ, ଭିନ୍ନକ୍ଷମମାନେ କାହାର ଦୟାର ପାତ୍ର ନୁହନ୍ତି

3 December 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୨: କେନ୍ଦ୍ରାପଡାରେ ଏକ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପୈାରସଂସ୍ଥା ଟାଉନ ହଲ ପରିସରରେ ଖୁବ ଧୁମଧାମ ସହ ପାଳନ ହୋଇଛି । ପୂର୍ବ ପ୍ରସ୍ତୁତି ଅନୁଯାୟୀ ସକାଳ ୯ ଘଟିକା ସମୟରେ ଜିଲ୍ଲାପାଳଙ୍କ […]

ମା’ ରମାଦେବୀ ଥିଲେ ନାରୀ ସଶକ୍ତିକରଣର ଅଗ୍ରଧାବିକା

3 December 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୨: ଆଜିକୁ ଶହେ ବର୍ଷ ପୂର୍ବେ ଯେତେବେଳେ ଦେଶରେ ମହିଳାମାନେ ଘର କୋଣରୁ ବାହାରକୁ ଆସିବା କଳ୍ପନାତୀତ ଥିଲା ସେତେବେଳେ ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ୧୯୨୧ ମସିହାରେ ଗାନ୍ଧିଜୀଙ୍କ ପ୍ରଥମ ଓଡ଼ିଶା ଗସ୍ତ ସମୟରେ […]

ଉଦ୍‌ଘାଟିତ ହେଲା ଇକୋ ରିଟ୍ରିଟ , ବେଳାଭୂମିର ମଜା ସହ ମିଳିବ ମିନି ଆମାଜନର ଅନୁଭୂତି

1 December 2024 kanika odisha 0

କେନ୍ଦ୍ରାପଡା , ୧/୧୨ – ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଦେଶ ଓ ବିଦେଶରୁ ପର୍ଯ୍ୟଟକଙ୍କୁ ଓଡ଼ିଶାକୁ ଆକୃଷ୍ଟ କରିବା ପାଇଁଁ ରବିବାର ଠାରୁ ଆସନ୍ତା ଫେବୃଆରୀ ୨୯ ପର୍ଯ୍ୟନ୍ତ ଇକୋ ରିଟ୍ରିଟ ଫେଷ୍ଟିଭାଲର […]

ବଡ଼ ସ୍ୱପ୍ନ ଦେଖିଲେ ବଡ଼ ହେବା ପାଇଁ ସାହସ ଓ ଉତ୍ସାହ ପାଇପାରିବ ସହିତ ଲକ୍ଷ୍ୟ ସ୍ଥଳରେ ପହଂଚି ପାରିବେ

30 November 2024 kanika odisha 0

କଷଣଅଂଟାରେ ବ୍ଲକସ୍ତରୀୟ ଜ୍ଞାନ ବିଜ୍ଞାନ ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ପଟ୍ଟାମୁଣ୍ଡାଇ ୨୯/୧୧ କଳ୍ପତରୁ ନାୟକ-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଦୁଇଟି ପର୍ଯ୍ୟାୟରେ ଶୁକ୍ରବାର ଅନୁଷ୍ଟିତ ହୋଇଯାଇଛି। ବ୍ଲକ ବିଜ୍ଞାନ […]

ନଦୀର ଉଭୟ ପାଶ୍ୱର୍ରେ ବସବାସ କରୁଥିବା ଅଧିବାସୀଙ୍କୁ ବିନାମୂଲ୍ୟରେ ବାଲି ନେବାକୁ ଅନୁମତି ପ୍ରଦାନ କରାଯାଉ- ବା-ମା-ପା ସୁରକ୍ଷା ମଞ୍ଚ

29 November 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୧୧: କେନ୍ଦ୍ରାପଡା ଜିଲ୍ଲାରେ ଥିବା ନଦୀବନ୍ଧ ଗୁଡିକର ଉଭୟ ପାଶ୍ୱର୍ରେ ବସବାସ କରୁଥିବା ଅଧିବାସୀମାନଙ୍କୁ ସେହି ନଦୀରେ ଥିବା ବାଲିକୁ ବିନା ମୂଲ୍ୟରେ ନେବାକୁ ଜିଲ୍ଲାପାଳ ଅନୁମତି ଦିଅନ୍ତୁ ବୋଲି ମାଟି-ବାଲି-ପାଣି ସୁରକ୍ଷା ମଞ୍ଚ […]

କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବିଜ୍ଞାନ ମେଳା

27 November 2024 kanika odisha 0

କେନ୍ଦ୍ରାପଡ଼ା,୨୬ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୋବିନ୍ଦଜୀଉ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ମଣ୍ଡଳ ସ୍ତରୀୟ ବିଜ୍ଞାନ ମେଳା ଓ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କ ସଭାପତିତ୍ୱରେ […]

ଟ୍ରଷ୍ଟ ପକ୍ଷରୁ ଆଦିବାସୀ ବସ୍ତିରେ ଶିତବସ୍ତ୍ର ବଣ୍ଟନ

22 November 2024 kanika odisha 0

କେନ୍ଦ୍ରାପଡ଼ା,୨୨ା୧୧: ଶ୍ରୀମତୀ ଦେବୀ ଓ ବାଞ୍ଛାନିଧି ଦାସ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତର ମରଡପୁର ଆଦିବାସୀବସ୍ତିରେ ଶୀତବସ୍ତ୍ର ବଣ୍ଟନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ସୁଦୂର ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରେଟସ ପ୍ରଫେସର […]

ଜିଲ୍ଲାର ସର୍ବପୁରାତନ ବୋଇତ ବନ୍ଦାଣ ସମିତିର ୫୬ତମ ବୋଇତ ବନ୍ଦାଣ ଉତ୍ସବ

16 November 2024 kanika odisha 0

କେନ୍ଦ୍ରାପଡ଼ା,୧୬ା୧୧: କେନ୍ଦ୍ରାପଡା ଜିଲ୍ଲାର ସର୍ବପୁରାତନ ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୬ତମ ବୋଇତ ବନ୍ଦାଣ ଉତ୍ସବ ସ୍ଥାନୀୟ କପାଳେଶ୍ୱର ପଞ୍ଚାୟତର ଜଜାଙ୍ଗସ୍ଥିତ ଆଦର୍ଶ ଜେନା ପୋଖରୀରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ […]

କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା ବାଲିଯାତ୍ରା ବିକାଶର ବିଜୟର ବୈଜୟନ୍ତୀ

16 November 2024 kanika odisha 0

କେନ୍ଦ୍ରାପଡ଼ା,୧୬ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ସୁଜାନଗର ଗ୍ରାମରେ ଅନୁଷ୍ଠିତ ୭ମ କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ବିଶିଷ୍ଟ କବି ତଥା ପୂର୍ବତନ ସାଂସଦ ଡଃ ପ୍ରସନ୍ନ ପାଟ୍ଟଶାଣି ମୁଖ୍ୟ ଅତିଥି, […]

ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ ମହାସାଗରୀୟ ଆୟୋଗ ଦ୍ୱାରା ସୁନାମି ପ୍ରସ୍ତୁତ ବୋଲି ମାନ୍ୟତା ପାଇଛନ୍ତି।

15 November 2024 kanika odisha 0

ଭୁବନେଶ୍ୱର,:- ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ […]

ଭେଙ୍କଟେଶ୍ୱର ଇଂଲିଶ ମିଡିୟମ ସ୍କୁଲରେ ଶିଶୁ ଦିବସ

14 November 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୧୫/୧୧-ପଟ୍ଟାମୁଣ୍ଡାଇ ଭେଙ୍କଟେଶ୍ୱର ଇଂଲିଶ ମିଡିୟମ ସ୍କୁଲରେ ଶିଶୁ ଦିବସ ସମାରୋହରେ ଅନୁଷ୍ଠିତ ହୋଇଯାଇଛି ।ଏହି ଉପଲକ୍ଷେ ସ୍କୁଲ ଅଧକ୍ଷ ପ୍ରତାପ ଚନ୍ଦ୍ର ବିଶ୍ୱାଳଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ କେନ୍ଦ୍ରାପଡ଼ା ଜିଲ୍ଲା […]

ପଟ୍ଟାମୁଣ୍ଡାଇ ବିଡ଼ିଓ ଦୁଃବ୍ୟବହାର ଘଟଣା , ଗଣ୍ଡଗୋଳକାରୀଙ୍କ ଗିରଫ ଦାବୀରେ ସମିତି ସଭ୍ୟାସଭ୍ୟ ଓ ସରପଞ୍ଚଙ୍କ ଆମରଣ ଅନଶନ

13 November 2024 kanika odisha 0

ପଟ୍ଟାମୁଣ୍ଡାଇ ୧୩/୧୧-ଗତ ୫ତାରିଖ ଦିନ ଜଣେ ଯୁବକ ପଟ୍ଟାମୁଣ୍ଡାଇ ବ୍ଲକ ଅଫିସରେ ପସି ବିଡିଓ ଶୁଭ୍ରାଂଶୁ ସାହୁଙ୍କୁ ଦୁଃବ୍ୟବହାର କରିବା ସହିତ ଗଣ୍ଡଗୋଳ କରିଥିଲେ । ବିଡ଼ିଓ ସାହୁ ଗଣ୍ଡଗୋଳକାରୀଙ୍କ ବିରୋଧରେ ପଟ୍ଟାମୁଣ୍ଡାଇ ଆଦର୍ଶ […]

ରେଡିଓ ଭାବଗ୍ରାହୀରେ ଲୋକ ସେବା ପ୍ରସାରଣ ଦିବସ

12 November 2024 kanika odisha 0

କେନ୍ଦ୍ରାପଡା, ୧୨ା୧୧: ପୂର୍ବାହ୍ନରେ ବାରୁଅସ୍ଥିତ ଜିଲ୍ଲାର ଏକମାତ୍ର ଗୋଷ୍ଠୀ ବେତାର କେନ୍ଦ୍ରର ରେଡିଓ ଭାବଗ୍ରାହୀର ସରୋଜିନୀ ଷ୍ଟୁଡିଓ ପରିସରରେ ଜାତୀୟ ଲୋକ ସେବା ପ୍ରସାରଣ ଦିବସ ଯଥାବିଧି ପାଳିତ ହୋଇଯାଇଛି । ଭାବଗ୍ରାହୀ କଳା […]

ସୁୁରଭି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ପାତର ଅନ୍ତର , ପ୍ରଥମସ୍ଥାନ ପାଇଥିବା ଛାତ୍ରୀଙ୍କୁ ରାଜ୍ୟ ସ୍ତରରୁ ବାଦ , ଜିଲ୍ଲାପାଳଙ୍କୁ ଅଭିଯୋଗ , ଆଇନର ଆଶ୍ରୟ ନେବାକୁ ନିଷ୍ପତି

11 November 2024 kanika odisha 0

ପଟ୍ଟାମୁଣ୍ଡାଇ ୧୧/୧୧ -ଗତ ୧ ମାସ ଧରି ଛାତ୍ରୀଛାତଙ୍କୁ ନେଇ ଚାଲଥିବା କ୍ଲଷ୍ଟର ଓ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ପରେ ଚଳିତ ମାସ ୮ ତାରିଖ ଶୁକ୍ରବାର ଜିଲ୍ଲାସ୍ତରୀୟ ସୁରଭି ମହୋତ୍ସବ କାର୍ଯ୍ୟକ୍ରମ […]

ପିଲା ଚୋରି ସନ୍ଦେହରେ ୨ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ , ନିର୍ଧୁମ ଛେଚିଲେ, ଉଦ୍ଧାର କଲା ପୋଲିସ

11 November 2024 kanika odisha 0

ପଟ୍ଟାମୁଣ୍ଡାଇ ୧୧/୧୧ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ନିମପୁର ଶାସନ ଗାଁରେ ସୋମବାର ସକାଳ ପ୍ରାୟ ସାଢ଼େ ୮ଟାରେ ୨ଜଣ ଅଣଓଡ଼ିଆ ଲୋକ ପିଲା ଚୋରି କରି ନେଇ ଯାଉଥିବା ବେଳେ […]

ମେଗା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର: ୧୦୫ ୟୁନିଟ ରକ୍ତ ସଂଗ୍ରହ

10 November 2024 kanika odisha 0

ପଟ୍ଟାମୁଣ୍ଡାଇ ୧୦/୧୧-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ ନିଗିନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଷରରେ ଏକ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଶିବିରରେ ମୋଟ ୧୦୫ ଜଣ ସ୍ୱେଚ୍ଛାସେବୀ ରକ୍ତଦାନ କରିଛନ୍ତି। […]

ଜିଲ୍ଲାସ୍ତରୀୟ ଶ୍ରୀ ଅନ୍ନ ଓ ବିସ୍ତୃତ ଖାଦ୍ୟ ସମ୍ମିଳନୀ

10 November 2024 kanika odisha 0

କେନ୍ଦ୍ରାପଡା, ତା.୧୦/୧୧: ଚଳିତ ବର୍ଷ ମାଣ୍ଡିଆ ଦିବସ ପାଳନ ପରିପେକ୍ଷୀରେ କେନ୍ଦ୍ରାପଡ଼ା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆଜି ୧୨.୩୦ ମିନିଟ୍ ସମୟରେ ସଂସ୍କୃତି ଭବନଠାରେ ଜିଲ୍ଲାସ୍ତରୀୟ ଶ୍ରୀ ଅନ୍ନ ଓ […]

ଆହତ କୁକୁରକୁ ଚିକିତ୍ସା କଲେ ଗ୍ରାମବାସୀ

10 November 2024 kanika odisha 0

କେନ୍ଦ୍ରାପଡ଼ା,୧୦ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମରେ ଶୁକ୍ରବାର ଦୁର୍ଘଟଣାର ଶିକାର ହୋଇ ମେରୁଦଣ୍ଡ ଭାଙ୍ଗି ଯାଇଥିବା କୁକୁରକୁ ଚିକିତ୍ସା କରାଯାଇଥିଲା । ଗତ ତିନିଦିନ ହେବ ବୁଲା କୁକୁରଟି ରାସ୍ତାରେ ଶୋଇଥିବା ବେଳେ […]

ତରଡ଼ିପାଳରେ ପ୍ରଧାନଶିକ୍ଷକ ସମ୍ମିଳନୀ

10 November 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୧୦/୧୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ତରଡ଼ି ପାଳ ମାଳତୀ ଦେବୀ ବାଳିକା ହାଇସ୍କୁଲ ଠାରେ ୧୧ ତମ ମାଧ୍ୟମିକ ପ୍ରଧାନଶିକ୍ଷକ ଓ ପ୍ରଧାନଶିକ୍ଷୟତ୍ରୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ […]

ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଊଙ୍କ ପୀଠରେ ହବିଷ୍ୟାଳୀ ଉତ୍ସବ ଉଦଘାଟିତ

10 November 2024 kanika odisha 0

କେନ୍ଦ୍ରାପଡ଼ା, ୧୦ା୧୧ : ପବିତ୍ର ତୁଳସୀ କ୍ଷେତ୍ରର କ୍ଷେତ୍ରାଧିପତି ତଥା କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପୀଠରେ କେନ୍ଦ୍ରାପଡା ଦିବ୍ୟ ଜୀବନ ସଙ୍ଘ ତଥା ଗରାପୁର ଶିବାନନ୍ଦ ଆଶ୍ରମ ପକ୍ଷରୁ […]