ମନ୍ମଥନାଥ ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ର ସଂସଦ କାର୍ଯ୍ୟକାରୀ କମିଟିର ସଭା

16 October 2024 kanika odisha 0

ପଟାମୁଣ୍ଡାଇ ୧୬.୧୦- କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟର ସଭା ଗୃହ ପରିସରରେ ପୁରାତନ ଛାତ୍ର ସଂସଦର ଉପସଭାପତି ଶିକ୍ଷକ ନେତା ବିଜୟ କୁମାର ସାହୁଙ୍କ ସଭାପତିତ୍ୱ […]

ଓଡିଶା ବିକାଶର ସ୍ଥପତି ସାଜିଥିଲେ ନବୀନ , ନବୀନଙ୍କ ଜନ୍ମଦିନ ଅବସରରେ ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ରକ୍ତ ଦାନ ଶିବିର

16 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୬/୧୦ -ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜଡେି ସୁପ୍ରିମ ନବୀନ ପଟ୍ଟନାୟକ ବୁଧବାର ୭୯ ବର୍ଷରେ ପାଦ ଥାପିଛନ୍ତି । ଆଜି ତାଙ୍କ ଜନ୍ମଦିନ ଅବସରରେ ରାଜନଗର ନିର୍ବାଚନ ମଣ୍ଡଳି ପଟ୍ଟାମୁଣ୍ଡାଇ ନଗର ଓ […]

ହବିଷ୍ୟାଳୀଙ୍କ ପଞ୍ଚୁକ ବ୍ରତ ପାଳନ ପାଇଁ ପ୍ରସ୍ତୁତି ବୈଠକ

15 October 2024 kanika odisha 0

କେନ୍ଦ୍ରାପଡ଼ା,୧୫ା୧୦ : କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକବ୍ରତ ପାଳନ ପାଇଁ ଏକ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ […]

ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ଚିଠି ପଡିଛି

15 October 2024 kanika odisha 0

କେନ୍ଦ୍ରାପଡ଼ା, ୧୫ା୧୦: କେନ୍ଦ୍ରାପଡା ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ସଂଖ୍ୟାରେ ଚିଠି ଗୁଡିକ ପଡିରହିଥିବା ଦେଖିବାକୁ ମିଳିଛି। ସବୁଠୁ ଆଶ୍ଚର୍ଯ୍ୟ ଚକିତ କଥା ହେଉଛି ଏହି ଛିଠି ଗୁଡିକ ସଦ୍ୟ […]

ପଟ୍ଟାମୁଣ୍ଡାଇରେ ମା’ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା : ବାଲିପଡା କାଠପାଇ ଅସ୍ଥାୟୀ ପୋଖରୀରେ ହେଉଛି ବିସର୍ଜ୍ଜନ

14 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୪ା୧୦ – କେନ୍ଦ୍ରାପଡା ଜିଲା ଭାଇଚାରାର ସହର ପଟ୍ଟମୁଣ୍ଡାଇରେ ସରିଛି ଶାରଦୀୟ ଦୁର୍ଗା ପୂଜା । ଏବେ ମାଆଙ୍କ ବିଦାୟର ବେଳ । ଭକ୍ତଙ୍କୁ ଆଧ୍ୟାତ୍ମିକ ଚେତନାରେ ଭିଜେଇ ମେଲାଣି ନେଉଛନ୍ତି ମା’ଜଗତଜନନୀ […]

କଜଳା ଶିରିଡି ସାଇବାବାଙ୍କ ପାଲିଙ୍କି ଶୋଭାଯାତ୍ରା

12 October 2024 kanika odisha 0

କେନ୍ଦ୍ରାପଡା, ୧୨/୧୦: ଆଶ୍ୱିନ ମାସ ଶୁକ୍ଳପକ୍ଷ ଶନିବାର ଦିନ କେନ୍ଦ୍ରାପଡା ସହରରେ ୨୧ନଂ ୱାର୍ଡ ଅନ୍ତର୍ଗତ କଜଳା ଗୋଲ୍‌ଡେନ୍ ଭିଲ୍ଲା ସ୍ଥିତ ଶିରିଡି ସାଇବାବାଙ୍କ ୧୦୬ତମ ପୂଣ୍ୟତିଥି ଉତ୍ସବ ମହାସମାରୋହରେ ପାଳନ କରାଯାଇଛି । […]

ଦକ୍ଷିଣଦିଆ ଗ୍ରାମରୁ ଚୋରୀ, ସନ୍ଧାନୀ କୁକୁରକୁ ନେଇ ପୋଲିସ ତଦନ୍ତ ଆରମ୍ଭ

11 October 2024 kanika odisha 0

ପଟ୍ଟାମୁଣ୍ଡାଇତା ୧୧/୧୦-ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ୧୮ନଂ ୱାର୍ଡ ଦକ୍ଷିଣଦିଆ ଗ୍ରାମର ତାତନା ରାସ୍ତାରେ କିଆ ଯୋଡି ଗ୍ରାମର ଇତିଶ୍ରୀ ଶୁଭଦର୍ଶନୀ ତରାଇ ନାମକ ଜନୈକା ମହିଳା ଘର ଭଡା ନେଇ ରହୁଥିଲେ । ସେ […]

ପାଲା ମାଧ୍ୟମରେ ମାତୃସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସଚେତନାତା କାର୍ଯ୍ୟକ୍ରମ

11 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୦/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଶାରଦୀୟ ଦୂର୍ଗା ପୂଜା ପାଇଁ ସମଗ୍ର ସହର ଉତ୍ସବ ମୁଖର ହୋଇପଡିଛି । ଏହି ଅବସରରେ କେନ୍ଦ୍ରାପଡା ଜିଲ୍ଲା ଅତିରିକ୍ତ ଚିକିତ୍ସାଧିକାରୀ ଡାକ୍ତର […]

ଶ୍ରୀ ବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ଗୋପବନ୍ଧୁ ଜୟନ୍ତୀ

10 October 2024 kanika odisha 0

କେନ୍ଦ୍ରାପଡ଼ା, ୧୦ା୧୦: ଆଇନ ମହାବିଦ୍ୟାଳୟ କଲୋନୀ ସ୍ଥିତ ଜିଲ୍ଲାର ପ୍ରତିଷ୍ଠିତ ସାଂସ୍କୃତିକ ଶିକ୍ଷାନୁଷ୍ଠାନ ଶ୍ରୀ ବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ ପାଳିତ ହୋଇ ଯାଇଛି। ଏଥି […]

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ୧୧୫ତମ ଦୀନବନ୍ଧୁ ସାହୁ ଜୟନ୍ତୀ ଓ ସ୍ମାରକୀ ବକ୍ତୃତା ପାଳନ

10 October 2024 kanika odisha 0

କେନ୍ଦ୍ରାପଡ଼ା, ୧୦ା୧୦: ଆଜି କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ମହାବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତ ଦୀନବନ୍ଧୁ ସାହୁଙ୍କର ୧୧୫ତମ ଜୟନ୍ତୀ ପାଳନ ହୋଇଯାଇଛି । ଏହି ଉପଲକ୍ଷେ ଏକ ସ୍ମାରକୀ ବକ୍ତୃତା ଅନୁଷ୍ଠିତ ହୋଇଥିଲା । ଏଥିରେ […]

ଜିଲ୍ଲା ବିଜେଡିର ପ୍ରାଥମିକ ସଭ୍ୟ ସଂଗ୍ରହ ଅଭିଯାନ ଉଦ୍‌ଘାଟନ

9 October 2024 kanika odisha 0

କେନ୍ଦ୍ରାପଡ଼ା, ୯ା୧୦: ଆଜି କେନ୍ଦ୍ରାପଡା ପୌରସଂସ୍ଥା ଟାଉନ ହଲ୍‌ରେ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ ସହ ବିଜେଡି ସୁପ୍ରିମୋ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନର […]

ଭାରତୀୟ ଆଇନଜୀବୀ ସଙ୍ଘର ଜିଲ୍ଲା କମିଟି ବୈଠକ ନୂତନ କର୍ମକର୍ତ୍ତା ନିର୍ବାଚିତ

9 October 2024 kanika odisha 0

କେନ୍ଦ୍ରାପଡ଼ା, ୯ା୧୦: ଭାରତୀୟ ଆଇନଜୀବୀ ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟିର ଏକ ବୈଠକ ମଙ୍ଗଳବାର ପବ୍ଲିକ ରିଡିଂରୁମ ପରିସରରେ ଜିଲ୍ଲାର ବରିଷ୍ଠ ଆଇନଜୀବୀ ପ୍ରେମାନନ୍ଦ ମାଟିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଦେଶ ପାଇଁ […]

ପଟ୍ଟାମୁଣ୍ଡାଇ କଲେଜରେ ଗୋପବନ୍ଧୁ ଜୟନ୍ତୀ

9 October 2024 kanika odisha 0

ପଟ୍ଟାମୁଣ୍ଡାଇ ୯/୧୦-ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ଶିକ୍ଷା […]

ବଙ୍ଗଳିସାହିର ଦୂର୍ଗା ପୂଜା ନିଆରା , ବିଦାୟଦିନ ମାଙ୍କୁ ଦିଆଯାଏ କନକ ଅଞ୍ଜୁଳି , ଚିକିମିକି ଆଲୋକମାଳାରେ ଝଲସୁଛି ପଟ୍ଟାମୁଣ୍ଡାଇ ସହର

9 October 2024 kanika odisha 0

ପଟ୍ଟାମୁଣ୍ଡାଇ ୯.୧୦ – ଆଶ୍ୱିଣ ଆସିଲେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ସହର ଓ ଏହାର ଆଖପାଖ ଅଂଚଳ ଉତ୍ସବ ମୁଖର ହୋଇଉଠେ । ପାର୍ବଣ ନେଇ ପୁଣି ଫେରିଛି ଶରତ ଋତୁର ଆଶ୍ୱିନ ମାସ […]

ଦିଗହରା ଜନନୀ ସୁରକ୍ଷା ଯୋଜନା , ବିଶେଷଜ୍ଞ ଡାକ୍ତର ଅଭାବରୁ ସୁରକ୍ଷିତ ପ୍ରସବ ହୋଇପାରୁ ନି

8 October 2024 kanika odisha 0

ପଟ୍ଟାମୁଣ୍ଡାଇ ୪/୧୦ –ଜନନୀ ସୁରକ୍ଷାକୁ ସର୍ବାଧିକ ଗୁରୂତ୍ୱ ଦେଉଥିବା ରାଜ୍ୟ ସରକାର ମାଳମାଳ ଯୋଜନା ପ୍ରସ୍ତୁତ କରିଛନ୍ତି ସତ କିନ୍ତୁ ସରକାର ଉତମ ସ୍ୱାସ୍ଥ୍ୟ ସେବା ଓ ଆସନ୍ନ ପ୍ରସବାଙ୍କୁ ସୁରକ୍ଷିତ ଡାକ୍ତରୀ ସେବା […]

ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ଆଲୋଚନାଚକ୍ର

7 October 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୭/୧୦- ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ରୀତିରୁ ରାଧାନାଥ ସୃଜନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ […]

ନର୍ସିଂହୋମ ଉପରେ ଚଢାଉ, ମାଲିକ ଫେରାର

7 October 2024 kanika odisha 0

କେନ୍ଦ୍ରାପଡ଼ା, ୬ା୧୦: କେନ୍ଦ୍ରାପଡା ପୈାରପାଳିକା ନିର୍ବାହୀ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ଏକ ନର୍ସିଂହୋମ ଚାଲୁଥିବା ଜାଣି କେନ୍ଦ୍ରାପଡା ଟାଉନ ଥାନା ପୋଲିସ ରବିବାର ଚଢାଉ କରିଛି। ଗିରଫ ହେବା ଭୟରେ ନର୍ସିଂହୋମର ମାଲିକ […]

ଶିକ୍ଷାନୁଷ୍ଠାନର ବିକାଶ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପାଇଁ ପୁରାତନ ଛାତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ , ପଟ୍ଟାମୁଣ୍ଡାଇ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ

6 October 2024 kanika odisha 0

ପଟ୍ଟାମୁଣ୍ଡାଇ ୬/୧୦-କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ରବିବାର ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ପୌରହିତ୍ୟରେ […]

କେନ୍ଦ୍ରୀୟ ଭୂତଳ ଜଳ ପରିଷଦ ପକ୍ଷରୁ ଆଞ୍ଚଳିକ ଭୂଜଳ ସମସ୍ୟା ଏବଂ ଭୂଜଳ ପରିଚାଳନାରେ ସହଭାଗିତା ଉପରେ ଆଲୋଚନା

5 October 2024 kanika odisha 0

କେନ୍ଦ୍ରାପଡ଼ା,୫ା୧୦: କେନ୍ଦ୍ରୀୟ ଭୂମିଜଳ ପରିଷଦ, ଦକ୍ଷିଣପୂର୍ବ କ୍ଷେତ୍ର, ଭୁବନେଶ୍ୱର ଆନୁକୂଲ୍ୟରେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଏକ ଦିବସୀୟ ତ୍ରିସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ […]

ବକ୍ତାରପୁରରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

5 October 2024 kanika odisha 0

ପଟ୍ଟାମୁଣ୍ଡାଇ ୫/୧୦- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବକ୍ତାରପୁର ହାଇସ୍କୁଲ ପରିସରରେ ବକ୍ତାରପୁର କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି । କ୍ଲଷ୍ଟର ସିଆରସିସି ସଂଘମିତ୍ରା ନାୟକଙ୍କ ପୌରହିତ୍ୟରେ […]

ଦାୟୀତ୍ୱରେ ଅବହେଳା ପାଇଁ ଡାକ ବିଭାଗକୁ ଜିଲ୍ଲା ଖାଉଟି ବିବାଦ ସମାଧାନ କମିଶନଙ୍କ ଜୋରିମାନା

4 October 2024 kanika odisha 0

କେନ୍ଦ୍ରାପଡ଼ା, ୪ା୧୦: କେନ୍ଦ୍ରାପଡା ଜିଲ୍ଲା ଖାଉଟି ବିବାଦ ସମାଧାନ କମିଶନ ଦାୟୀତ୍ୱରେ ଅବହେଳା ଓ ସେବା ଯୋଗାଇବାରେ ବିଫଳତା ପାଇଁ ଡାକ ବିଭାଗକୁ ଜୋରିମାନାରେ ଦଣ୍ଡିତ କରିଛନ୍ତି। କମିଶନ ଠାକୁରପାଟଣା ଉପ- ଡାକଘରର ଉପ-ଡାକପାଳ, […]

ଚିଙ୍ଗୁଡି ଘେରୀ ପାଇଁ ଧାନଚାଷ ନଷ୍ଟ ଜିଲ୍ଲାପାଳଙ୍କୁ ଅଭିଯୋଗ କଲେ ଚାଷୀ

4 October 2024 kanika odisha 0

କେନ୍ଦ୍ରାପଡ଼ା,୪ା୧୦: କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ ବନିପାଳ ଗ୍ରାମର ଅଧିବାସୀମାନେ ଶୁକ୍ରବାର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯେ ସେମାନଙ୍କ ଅଞ୍ଚଳରେ ଲୁଣାପାଣି ଚିଙ୍ଗୁଡିଘେରୀ ପାଇଁ ଧାନଚାଷ ସଂପୂର୍ଣ୍ଣ ଉଜୁଡି ଯାଉଛି। ତୁରନ୍ତ […]

ଜିଲ୍ଲା ବରିଷ୍ଠ ନାଗରିକମାନଙ୍କ ଏକ ଗୃହ ନିମନ୍ତେ ସରକାରୀ ଜମି ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

4 October 2024 kanika odisha 0

କେନ୍ଦ୍ରାପଡା, ୪/୧୦: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ୨୦୧୯ ମସିହାଠାରୁ ଏକ ସାମ୍ବିଧାନିକ ଓ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଗଠନ କରାଯାଇ ସମାଜର ବିଭିନ୍ନ ବର୍ଗର ୨୫୦ରୁ ଅଧିକ ସକ୍ରିୟ ବରିଷ୍ଠ ନାଗରିକମାନଙ୍କୁ ନେଇ […]

୭ଦଫା ଦାବିକୁ ନେଇ ଅଡିବସିଛନ୍ତି ମିଲ ମାଲିକ . ୪ରେ ରାଜ୍ୟ ସ୍ତରୀୟ ଆନ୍ଦୋଳନରେ ସାମିଲ ହେବ ଜିଲ୍ଲା ସଙ୍ଘ

3 October 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୦: ରାଜ୍ୟ ମିଲର ସଙ୍ଘର ୭ଦଫା ଦାବିକୁ ନେଇ କେନ୍ଦ୍ରାପଡା ଜିଲ୍ଲା ରାଇସ ମିଲର୍ସ ସଙ୍ଘ ପକ୍ଷରୁ ଗୁରୁବାର କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ଅମରଉଦ୍ୟାନ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ […]