ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବୈଠକ

22 September 2024 kanika odisha 0

ପଟାମୁଣ୍ଡାଇ ୨୧/୯ -କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟର ସଭା ଗୃହରେ ପୁରାତନ ଛାତ୍ର ସଂସଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ସଂସଦ ସଭାପତି […]

ଶାନ୍ତିପୂର୍ଣ୍ଣ ଭାବେ ଦୁର୍ଗା ପୂଜା ପାଳନ ପାଇଁ ଥାନାରେ ଶାନ୍ତି କମିଟି ବୈଠକ

21 September 2024 kanika odisha 0

ପଟ୍ଟାମୁଣ୍ଡାଇ,୨୦ା୯ – ପାର୍ବଣ ଋତୁର ଆଗମନରେ ଆସନ୍ତା ଅକ୍ଟୋବର ୯ରେ ପଟ୍ଟାମୁଣ୍ଡାଇ ସହରରେ ୨୬ଟି ମଣ୍ଡପରେ ଦୁର୍ଗା ପୂଜା ଅନୁଷ୍ଠିତ ହେବ। ଦୁର୍ଗାପୁଜା ଶାନ୍ତି ଶୃଙ୍ଖଳାର ସହିତ ପାଳନ କରିବା ପାଇଁ ଶୁକ୍ରବାର ସଂନ୍ଧ୍ୟାରେ […]

ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ

19 September 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଅଳଭା ଭାୟା ଗଣ୍ଡାଖିଆ କେନ୍ଦ୍ରାପଡା ଯାଇଥିବା ରାସ୍ତାରେ ଗୁରୁବାର ସକାଳେ ଭାରସାମ୍ୟ ହରାଇ ଏକ ଆମ୍ବୁଲାନ୍ସ ଓଲଟିପଡିଛି। ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନଥିବା […]

ଜିଗରଣରେ ଭାଗବତ ଜନ୍ମ ଉତ୍ସବ ପାଳନ

19 September 2024 kanika odisha 0

ବିତ୍ର ଇନ୍ଦୂପୂର୍ଣୀମା ଓ ଭାଗବତ ଜନ୍ମ ଉତ୍ସବ ଅବସରରେ ପଟ୍ଟାମୁଣ୍ଡାଇ ବ୍ଲକ ଖଡିାଂଟା ପଂଚାୟତ ଜିଗରଣ ସ୍ଥିତ ଶ୍ରୀ ଶ୍ରୀ ସିଦ୍ଧେଶ୍ୱର ଭାଗବତ ଟୁଙ୍ଗି ଆନୁକୁଲ୍ୟରେ ଧର୍ମ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । […]

ଦାଣ୍ଡିସାହି କଲେଜରେ ସଚେତନତା ଶିବିର

19 September 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଏନ ଏସ ଏସ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ବ୍ରାହ୍ମଣୀ କଲେଜ ଅଧକ୍ଷ ଡ଼ ଗୌରୀ କୁମାର […]

ନିକିରାଇରେ ଭାଗବତ ଜୟନ୍ତୀ ପାଳନ

19 September 2024 kanika odisha 0

କେନ୍ଦ୍ରାପଡ଼ା, ୧୯ା୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଶ୍ଚିମ ନିକିରାଇସ୍ଥିତ ସ୍ୱର୍ଗତ ଦିବ୍ୟସିଂହ ଜେନାଙ୍କ ଭାଗବତ ମନ୍ଦିରଠାରେ ସାତ ଦିନ ଧରି ଚାଲିଥିବା ଭାଗବତ ପାରାୟଣ ଇନ୍ଦୁ ପୂର୍ଣ୍ଣିମା ଦିନ ମହା ସମାରୋହରେ ସମାପ୍ତ ହୋଇଛି […]

କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦରର ଷଷ୍ଟତମ ସ୍ୱତନ୍ତ୍ର ବୈଠକ

18 September 2024 kanika odisha 0

କେନ୍ଦ୍ରାପଡା ତା.୧୮ା୯: ଆଜି ଷଷ୍ଠ କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦର ଏକ ସ୍ୱତନ୍ତ୍ର ବୈଠକ ଜିଲ୍ଲା ପରିଷଦର ସଭାପତି ଲିଲିତା ଦାସଙ୍କଅଧକ୍ଷ୍ୟତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) […]

ମୟୀୟସୀ ବିଦ୍ୟୁତଲତାଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକୀ

18 September 2024 kanika odisha 0

ସମ୍ବର୍ଦ୍ଧିତ ହେଲେ ଶତାଧିକ ଭିନ୍ନକ୍ଷମ ପଟ୍ଟାମୁଣ୍ଡାଇ ତା ୧୭/୯- ବ୍ରାହ୍ମଣୀ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ନିର୍ମଳ ଚନ୍ଦ୍ର ବିଶ୍ୱାଳଙ୍କ ଧର୍ମପତ୍ନୀ ଦିବଂଗତl ବିଦ୍ୟୁତଲତା ଦେଵୀଙ୍କ ୪ର୍ଥ ବାର୍ଷିକୀ ଶ୍ରାଦ୍ଧ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। […]

ରାଷ୍ଟ୍ରୀୟ ଶ୍ରମ ଦିବସ ପାଳନ

17 September 2024 kanika odisha 0

କେନ୍ଦ୍ରାପଡ଼ା, ୧୭ା୯: ପବିତ୍ର ବିଶ୍ୱକର୍ମାଙ୍କ ଜୟନ୍ତୀ ତଥା ରାଷ୍ଟ୍ରୀୟ ଶ୍ରମ ଦିବସ ଉପଲକ୍ଷେ କେନ୍ଦ୍ରାପଡା ଭାରତୀୟ ମଜଦୁର ସଂଘ ଜିଲ୍ଲା ସମିତି ଏକ ବୈଠକର ଆୟୋଜନ କରିଥିଲା । ପରମ ପୂଜ୍ୟ ଭାରତ ମାତା, […]

କେନ୍ଦ୍ରାପଡାରେ ସୁଭଦ୍ରା ସ୍ୱାଗତ ପଦଯାତ୍ରା ଆୟୋଜିତ

15 September 2024 kanika odisha 0

କେନ୍ଦ୍ରାପଡ଼ା,୧୫ା୯: ଓଡ଼ିଶାର ମା’ ଭଉଣୀମାନଙ୍କୁ ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ସ୍ୱାବଲମ୍ବୀ ତଥା ସଶକ୍ତ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ମହତାକାଂକ୍ଷୀ ସୁଭଦ୍ରା ଯୋଜନାର ବହୁଳ ପ୍ରଚାର ପ୍ରସାର କରିବା ନିମନ୍ତେ ରବିବାର କେନ୍ଦ୍ରାପଡ଼ା […]

ଓଡିଶା ପ୍ରାଥମିକ ଶିକ୍ଷକ ସଙ୍ଘ କେନ୍ଦ୍ରାପଡା ବ୍ଲକର ସାମ୍ବିଧାନିକ ସମ୍ମିଳନୀ

15 September 2024 kanika odisha 0

କେନ୍ଦ୍ରାପଡ଼ା,୧୪ା୯: ଓଡିଶା ପ୍ରାଥମିକ ଶିକ୍ଷକ ସଂଘ କେନ୍ଦ୍ରାପଡା ବ୍ଲକର ସାମ୍ବିଧାନିକ ସମ୍ମିଳନୀ ଜିଲ୍ଲା ସଂଘର ସଭାପତି ଅନନ୍ତ କୁମାର ପରିଡାଙ୍କ ସଭାପତିତ୍ୱରେ ଗରାପୁରସ୍ଥ ଶିକ୍ଷକ ଭବନରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପୂର୍ବତନ ସଭାପତି […]

ପ୍ରାଥମିକ ଚିକିତ୍ସା ଅଭାବରୁ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ଯାଇଥାଏ : ଏମ ଏନ ହାଇସ୍କୁଲରେ ହିନ୍ଦି ପ୍ରାଥମିକ ଚିକିତ୍ସା ଦିବସ ଓ ସ୍ୱଛତା ପକ୍ଷ ପାଳିତ

14 September 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୧୪/୯-ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲ ଠାରେ ହିନ୍ଦି ଦିବସ, ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ଓ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି ଓ ଏହି ଉପଲକ୍ଷେ […]

ସୁଭଦ୍ରା ଯୋଜନା ଶୁଭାରମ୍ଭ ନିମନ୍ତେ ବିଏମସିରେ ମଙ୍ଗଳବାର ସ୍କୁଲ-କଲେଜ ଛୁଟି

14 September 2024 kanika odisha 0

ଭୁବନେଶ୍ୱର,୧୪/୯- ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ନିମନ୍ତେ ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ସ୍କୁଲ-କଲେଜ ଛୁଟି ରହିବ। ଏହା କେବଳ ଭୁବନଶ୍ୱେର ପାଇଁ ଲାଗୁ ହେବ। ବିଏମସି ଅଂଚଳରେ ଥିବା ସବୁ ସ୍କୁଲ-କଲେଜ […]

ମାର୍କ୍ସବାଦୀ ଦାର୍ଶନିକ ବିଶିଷ୍ଟ ରାଜନେତା ସୀତାରାମ ୟେଚୁରୀଙ୍କ ବିୟୋଗରେ ସିପିଆଇ(ଏମ୍‌)ର ଶୋକ

13 September 2024 kanika odisha 0

କେନ୍ଦ୍ରାପଡ଼ା,୧୩ା୯: ଭାରତର କମ୍ୟୁନିଷ୍ଟ ପାର୍ଟି(ମାର୍କ୍ସବାଦୀ)ର ସର୍ବଭାରତୀୟ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅକାଳ ବିୟୋଗରେ ସିପିଆଇ(ଏମ୍‌) କେନ୍ଦ୍ରାପଡ଼ା ଜିଲ୍ଲା କମିଟି ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ଫୁସଫୁସ ସଂକ୍ରମଣ ଜନିତ ରୋଗରେ ଗୁରୁତର […]

ବେଲପାଳ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

13 September 2024 kanika odisha 0

କେନ୍ଦ୍ରାପଡ଼ା, ୧୩ା୯: କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ବେଲପାଳ ଗ୍ରାମ ପଞ୍ଚାୟତର ସରପଞ୍ଚ ତିଳୋତ୍ତମା ବରାଳଙ୍କୁ ବହିଷ୍କାର କରିବା ପାଇଁ ପଞ୍ଚାୟତର ୱାର୍ଡ ସଭ୍ୟ/ସଭ୍ୟାମାନେ ଉପଜିଲ୍ଲାପାଳଙ୍କ ନିକଟରେ ଉପସ୍ଥିତ ହୋଇ ପ୍ରସ୍ତାବ ଆଗତ […]

ପ୍ରାଣୀ ଜଗତ ଓ ଉଦ୍ଭିଦ ଜଗତ ପରସ୍ପର ପରିପୁରକ, ବରିଷ୍ଠ ନାଗରିକ ମଂଚର ଚାରାରୋପଣ କାର୍ଯ୍ୟକ୍ରମ

13 September 2024 kanika odisha 0

କେନ୍ଦ୍ରାପଡା , ପଟ୍ଟାମୁଣ୍ଡାଇ ୧୩/୯ -ଦିନକୁ ଦିନ ବହୁସଂଖ୍ୟାରେ ଗଛକଟା ହେବା ଯୋଗୁ ଜଙ୍ଗଲ ଧ୍ୱଂସ ହେଉଛି। ଏଥିଯୋଗୁ ପ୍ରକୃତି ତା’ର ଭାରସାମ୍ୟ ହରାଇବାକୁ ବସିଲାଣି। ପରିବେଶ ସନ୍ତୁଳନରେ ବାଧା ବି ଉପୁଜିଲାଣି। ମଣିଷ […]

ସ୍ୱଚ୍ଛ ନିର୍ବାଚନ ପାଇଁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ଆବଶ୍ୟକ- ଜିଲ୍ଲାପାଳ

12 September 2024 kanika odisha 0

କେନ୍ଦ୍ରାପଡ଼ା,୧୧ା୯: ଭୋଟର ତାଲିକାରେ ରହିଥିବା ତ୍ରୁଟିର ସଂଶୋଧନ ପାଇଁ ଆଜି ଜିଲ୍ଲା ସଂସ୍କୃତି ଭବନରେ ତିନିଦିନିଆ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ – ୨୦୨୫ ନିମନ୍ତେ ବୁଥସ୍ତରୀୟ ଅଧିକାରୀମାନଙ୍କ କର୍ମଶାଳା ତଥା […]

ପୁର୍ନବାସ ପକ୍ଷରୁ ମେରୁଦଣ୍ଡ ଆଘାତ ସଚେତନତା କର୍ମଶାଳା

7 September 2024 kanika odisha 0

କେନ୍ଦ୍ରାପଡା ୬/୯- ସମୁଦାୟ ୨୧ ପ୍ରକାର ଭିନ୍ନକ୍ଷମତା ମଧ୍ୟରୁ ଚଳନଶକ୍ତି ବାଧିତ ଭିନ୍ନକ୍ଷମ ବର୍ଗରେ ଗଣିତ ହେଉଥିବା ମେରୁଦଣ୍ଡ ଆଘାତ ଭିନ୍ନକ୍ଷମମାନେ ସବୁଠାରୁ ଅଧିକ ଦୁର୍ବିସହ ଜୀବନ ଅତିବାହିତ କରି ଥାଆନ୍ତି । ପରିସଂଖ୍ୟାନରୁ […]

ବାଇକ ଚୋରୀ ରାକେଟର ୬ଗିରଫ, ୯ ବାଇକ ଓ ୬ଟି ମୋବାଇଲ ଜବତ

5 September 2024 kanika odisha 0

କେନ୍ଦ୍ରାପଡ଼ା,୫ା୯: କେନ୍ଦ୍ରାପଡା ଟାଉନ ଥାନା ପୋଲିସ ଏକ ବାଇକ ଚୋରୀ ର‌୍ୟାକେଟ୍‌ର ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ସେମାନଙ୍କ ଠାରୁ ୯ଟି ଚୋରୀ ବାଇକ ସମେତ ୬ଟି ମୋବାଇଲ ଫୋନ […]

ସେପଟମ୍ବର ୫ରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

3 September 2024 kanika odisha 0

କେନ୍ଦ୍ରାପଡ଼ା, ୩/୯ : ରାଜ୍ୟ ସରକାରଙ୍କ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନ ତରଫରୁ ପୂର୍ବ ବର୍ଷ ଭଳି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୪ ବ୍ୟବସ୍ଥା ଚୁଡାନ୍ତ କରାଯାଇଛି । ଏହି ଉପଲକ୍ଷେ […]

ଆସନ୍ତା ୧୪ରେ ରାଷ୍ଟ୍ରୀୟ ଲୋକ ଅଦାଲତ

3 September 2024 kanika odisha 0

କେନ୍ଦ୍ରାପଡା ୩/୯ ଜନସାଧାରଣଙ୍କୁ ବିନାମୂଲ୍ୟରେ ଆଇନ ସେବା ଯୋଗାଇ ଦେବା ଲକ୍ଷ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି ରାଷ୍ଟ୍ରୀୟ ଲୋକ ଅଦାଲତ । ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକରଣ ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା […]

ଶିକ୍ଷକଙ୍କ ଡେପୁଟେସନକୁ ବିରୋଧ- ସ୍କୁଲ ଗେଟରେ ତାଲା ପାକାଇବା ସହ ଧାରଣାରେ ଗ୍ରାମବାସୀ

1 September 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ସ୍ଥିତ ପଦ୍ମଲୋଚନ ବିଦ୍ୟାପୀଠରେ ଆବଶ୍ୟକୀୟ ଶିକ୍ଷକ ନଥିବା ବେଳେ ଜିଲ୍ଲା ଶିକ୍ଷାଧିକାରୀ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ଡେପୁଟେସନରେ ପଠାଯିବାକୁ ବିରୋଧ କରି ଶନିବାର ଅଭିଭାବକ, ଗ୍ରାମବାସୀ ଓ୍ର […]

ବଜ୍ର ମହାକାଳୀ ପଞ୍ଚାୟତ ହାଇସ୍କୁଲରେ ପରିବେଶ ସଚେତନତା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

1 September 2024 kanika odisha 0

ମଣିଷ ପ୍ରତି ମୁହୁର୍ତ୍ତରେ ପ୍ରକୃତି ଓ ପରିବେଶକୁ କ୍ଷତାକ୍ତ କରିଚାଲିଛି । ସୃଷ୍ଟିର ସର୍ବ ଶ୍ରେଷ୍ଠ ଜୀବ ଭାବେ ମଣିଷ ନିଜକୁ ପରିଚିତ କରାଉଥିବା ବେଳେ ତା’ର ସ୍ୱାର୍ଥପରତା ଯୋଗୁ ସମୁଦାୟ ଜୀବଜଗତ ଦିନେ […]

ଅଷ୍ଟ୍ରେଲିଆରେ କେନ୍ଦ୍ରାପଡ଼ାର ପୁଅ ସମ୍ମାନିତ

1 September 2024 kanika odisha 0

କେନ୍ଦ୍ରାପଡ଼ା,୧ା୯: ଅଷ୍ଟ୍ରେଲିଆ ଓ ଭାରତର ସମ୍ପର୍କ ସୃଦୃଢ଼ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାର ପୁଅ। ଗରଦପୁର ବ୍ଲକ ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମର ପ୍ରଫେସର କମଳାକାନ୍ତ ଦାଶଙ୍କୁ ମେଲବର୍ଣ୍ଣ ସ୍ଥିତ ଭିକ୍ଟୋରିଆ […]