ଅବଦୁଲ କଲାମଙ୍କ ତିରୋଧାନ ଦିବସ ପାଳିତ

27 July 2024 kanika odisha 0

କେନ୍ଦ୍ରାପଡ଼ା,୨୭ା୭: ଭାରତରତ୍ନ ପ୍ରାପ୍ତ ଡଃ ଏ.ପି.ଜେ. ଅବଦୁଲ କଲାମ ସ୍ମୃତି କମିଟି ତରଫରୁ ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ଅଷ୍ଟମ ତିରୋଧାନ ଦିବସ ପାଳନ କରାଯାଇଛି । ଅବସରପ୍ରାପ୍ତ […]

ରାଷ୍ଟ୍ରବାଦି ସଂଗଠନ ଭାରତ ବିକାଶ ପରିଷଦର ତୁଳସୀକ୍ଷେତ୍ର ଶାଖା ଗଠନ ପାଇଁ ପ୍ରସ୍ତୁତି ବୈଠକ

27 July 2024 kanika odisha 0

କେନ୍ଦ୍ରାପଡ଼ା, ୨୭ା୭: ରାଷ୍ଟ୍ରବାଦି ସଂଗଠନ ଭାରତ ବିକାଶ ପରିଷଦର ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ା ଶାଖା ସ୍ଥାପନର ଏକ ପ୍ରସ୍ତୁତି ବୈଠକ ସଂଯୋଜକ ପ୍ରମୋଦ କୁମାର ଧଳଙ୍କ ସଂଯୋଜନା ଏବଂ ଓଡ଼ିଶା ପୂର୍ବ ପ୍ରାନ୍ତର ସଭାପତି […]

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନମେଳା

27 July 2024 kanika odisha 0

କେନ୍ଦ୍ରାପଡ଼ା,୨୭ା୭: କେନ୍ଦ୍ରାପଡା ସହରସ୍ଥ ସାନ୍ତସାହିସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁବାଟିକାର ବିଭାଗର ‘ବିଜ୍ଞାନମେଳା’ ଗତ ଜୁଲାଇ ମାସ ୨୭ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସଭାପତି ଗିରିଶ ଚନ୍ଦ୍ର କର […]

ଶିବାନନ୍ଦ ଆଶ୍ରମରେ ଗୁରୁ ପୂର୍ଣ୍ଣିମା

21 July 2024 kanika odisha 0

କେନ୍ଦ୍ରାପଡ଼ା, ୨୧ା୭: କେନ୍ଦ୍ରାପଡା ଦିବ୍ୟ ଜୀବନ ସଂଘ ଶାଖା ଆନୁକୂଲ୍ୟରେ ଗରାପୁର ସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଗୁରୁପୂର୍ଣ୍ଣିମା ମହୋତ୍ସବ ଓ ଗୁରୁପାଦ ପୂଜା ପର୍ବ ମହା ସମାରୋହରେ ପାଳିତ ହୋଇଯାଇଛି । ଆଶ୍ରମର […]

ପଟ୍ଟାମୁଣ୍ଡାଇ ପଂଚାୟତ ସମିତି ବୈଠକ : ପାନୀୟଜଳ,ଯୋଗାଣ, ଶିକ୍ଷା,ସ୍ୱାସ୍ଥ୍ୟ ଓ ଶିଶୁ ବିକାଶ ଉପରେ ଗୁରୁତ୍ୱ

18 July 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୯ ପଟ୍ଟାମୁଣ୍ଡାଇ ପଂଚାୟତ ସମିତିର ୩ୟ ଅଧିବେଶନ ବ୍ଲକ ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ପୌରହିତ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜନଗର ବିଧାୟକ ଧ୍ରୁବ ସାହୁ ଯୋଗ ଦେଇ […]

ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ବିରକ୍ତି ପ୍ରକାଶ କଲେ ସାଂସଦ ପ୍ରତିନିଧି

18 July 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୯ – ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଗୁରୁବାର ୩ୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ସଭାପତିତ୍ୱ କରିଥିଲେ। ବୈଠକରେ କେନ୍ଦ୍ରାପଡ଼ା ସାଂସଦ […]

ଗ୍ରୀଲଭାଙ୍ଗି ଲକ୍ଷାଧିକ ଟଙ୍କାରେ ସୁନାଗହଣା ଚୋରି ଅଭିଯୋଗ

15 July 2024 kanika odisha 0

କେନ୍ଦ୍ରାପଡ଼ା, ୧୪ା୭: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ଗ୍ରାମର ପ୍ରିୟଦର୍ଶନ ସ୍ୱାଇଁଙ୍କ ଘରୁ ଗତକାଲି ବିଳମ୍ବିତ ରାତିରେ କେହିନଥିବାର ସୁଯୋଗ ନେଇ ଗ୍ରୀଲ ଭାଙ୍ଗି ଘର ଭିତରେ ଚୋର ପସିବା ସହିତ ଆଲମିରା […]

ଶନିଲକ୍ଷ୍ମୀ ପୂଜା କମିଟିର ରକ୍ତଦାନ ଶିବିର

7 July 2024 kanika odisha 0

କେନ୍ଦ୍ରାପଡା, ୭/୭: କେନ୍ଦ୍ରାପଡା ସହରର ପୁରାତନ ଟାଉନ୍ ବଳରାମପୁର ଶନିଲକ୍ଷ୍ମୀ ପୂଜା କମିଟି ଆନୁକୂଲ୍ୟରେ ରଥଯାତ୍ରା ଅବସରରେ ଶନିଲକ୍ଷ୍ମୀ କ୍ଳବ୍‌ରେ ଆଜି ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କ୍ଳବ୍‌ର ସଦସ୍ୟ ଓ […]

No Image

କେନ୍ଦ୍ରାପଡା ମହାବିଦ୍ୟାଳୟରୁ ନୂତନ ଏସି ଚୋରୀ ଅଭିଯୋଗ : ଚୋର ଗିରଫ

6 July 2024 kanika odisha 0

କେନ୍ଦ୍ରାପଡ଼ା, ୬ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରୁ ଏକ ନୂତନ ଏ.ସି. ଚୋରୀ ହୋଇଥିବା ସମ୍ପର୍କରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷଙ୍କ ପକ୍ଷରୁ କେନ୍ଦ୍ରାପଡା ଟାଉନ ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ଏହି […]

ଶକ୍ତି, ଦୁର୍ବଳତା ଓ ଆହ୍ୱାନକୁ ସମୀକ୍ଷା କଲେ କଲେଜ ଆଗକୁ ଯିବ : ପଟ୍ଟାମୁଣ୍ଡାଇ କଲେଜ ୫୪ତମ ପ୍ରତିଷ୍ଠା ଦିବସ

5 July 2024 kanika odisha 0

ପଟ୍ଟାମୁଣ୍ଡାଇ କଲେଜ ତାର ଶକ୍ତି, ଦୁର୍ବଳତା ଓ ଆହ୍ୱାନକୁ ସମୀକ୍ଷା କରି ଆଗକୁ ବଢିଲେ ଓଡିଶାର ଏକ ଅଗ୍ରଣୀ କଲେଜ ଭାବେ ସୁନାମ ଅର୍ଜନ କରିବା ସହିତ ସଫଳ ଛାତ୍ରଛାତ୍ରୀ ସୃଷ୍ଟି କରିବାରେ ସଫଳ […]

ପୁନର୍ବାସ ପକ୍ଷରୁ ‘ସବୁଜିମା: ଏକ ଜୀବନଧାରା’ ଆଲୋଚନା ଚକ୍ର

2 July 2024 kanika odisha 0

କେନ୍ଦ୍ରାପଡା,୨ା୭: ସମ୍ପ୍ରତି ପୃଥିବୀ ପାଇଁ ଅସହ୍ୟ ଜଳବାୟୁ ପରିବର୍ତ୍ତନ ଜନିତ ଆହ୍ୱାନ ଓ ଜୁଲାଇ ମାସ ୧ ତାରିଖ ଠାରୁ ଆରମ୍ଭ ହେଉଥିବା ଜାତୀୟ ବନ ମହୋତ୍ସବ ପରିପ୍ରେକ୍ଷୀରେ ଭିନ୍ନକ୍ଷମଙ୍କ ସେବା ଓ ସାମାଜିକ […]

ଓଡ଼ିଆ ଅସ୍ମିତା ପ୍ରବଂଚନା, ଦରଦାମ ବୃଦ୍ଧି ଓ ଦୁର୍ନୀତି ବିରୋଧରେ କଂଗ୍ରେସର ଆନ୍ଦୋଳନ ଧମକ

2 July 2024 kanika odisha 0

କେନ୍ଦ୍ରାପଡା,ପଟ୍ଟାମୁଣ୍ଡାଇ ୨/୬ -ଓଡ଼ିଆ ଅସ୍ମିତାର ସୁରକ୍ଷା ନାରା ଦେଇ ଓଡିଶାରେ କ୍ଷମତା ହାସଲ କରିଥିବା ଭାରତୀୟ ଜନତା ପାର୍ଟି ଓଡ଼ିଆ ଅସ୍ମିତାକୁ ପ୍ରବଂଚନାରେ ପରିଣତ କରିବା ସହିତ ଆକାଶ ଛୁଆଁ ଦରଦାମ ବୃଦ୍ଧି ଓ […]

ହଟିଲା ବ୍ରିଟସ ଆଇନ ଲାଗୁଲାଗୁ ହେଲା ନୂଆ ପୋଲିସ ଆଇନ

1 July 2024 kanika odisha 0

ଜୁଲାଇ ପହିଲା ସୋମବାର ଠାରୁ ସାରା ଦେଶରେ ୧୮୬୦ ମସିହାରୁ ଚାଲିଥିବା ବ୍ରିଟସ ଆଇନକୁ ହଟାଇ ନୂଆ ପୋଲିସ ଆଇନ ଲାଗୁ ହୋଇଛି । ନୂଆ ଆଇନ ଆସିବା ପରେ ଆଇପିସି, ସିଆରପିସି ଓ […]

ଲାଗୁ ହେଲା ନୂଆ ଆଇନ:ପଟ୍ଟାମୁଣ୍ଡାଇ ଗ୍ରମାଂଚଳ ଥାନାରେ ସଚତେନତା

1 July 2024 kanika odisha 0

ପଟ୍ଟାମୁଣ୍ଡାଇ ୧/୭ ଫୌଜଦାରୀ ନ୍ୟାୟ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ୩ଟି ନୂଆ ଆଇନ ଲାଗୁ କରିଛନ୍ତି । ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ଗତ ଡିସେମ୍ବର ୨୫ ତାରିଖରେ […]

ମରଣାନ୍ତଙ୍କ ଆକ୍ରମଣରେ ବୃଦ୍ଧା ନିହତ, ଥାନାରେ ୨ଅଟକ

1 July 2024 kanika odisha 0

କେନ୍ଦ୍ରାପଡ଼ା, ୩୦ା୬: ଏକ ମରଣାନ୍ତଙ୍କ ଆକ୍ରମଣରେ ଜଣେ ବୃଦ୍ଧା ନିହତ ହୋଇଥିବା ବେଳେ ସେହି ପରିବାରର ବହୁ ଆହତ ହୋଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ସଦର […]

ତୁଳସୀକ୍ଷେତ୍ର ଇସିଏମ୍ ମହାସଂଘର ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ

28 June 2024 kanika odisha 0

କେନ୍ଦ୍ରାପଡା, ୨୮/୬: କେନ୍ଦ୍ରାପଡା ଜିଲ୍ଲା ତୁଳସୀକ୍ଷେତ୍ର ଇସିଏମ୍ ମହାସଂଘର ସଦସ୍ୟାମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସଦସ୍ୟାମାନେ ଶୁକ୍ରବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି । ସେମାନଙ୍କର […]

ସଂସୃତି ଭବନକୁ ଭିନ୍ନକ୍ଷମଙ୍କ ସୁଗମ ପ୍ରବେଶ ବ୍ୟବସ୍ଥା ପାଇଁ ପୁର୍ନବାସର ଦାବିପତ୍ର

28 June 2024 kanika odisha 0

କେନ୍ଦ୍ରାପଡା, ୨୮/୬: କେନ୍ଦ୍ରାପଡ଼ା ସହର ସନ୍ନିକଟ ଗୁଆଳସିଂଠାରେ ନିର୍ମିତ ହୋଇଥିବା ଜିଲ୍ଲା ସଂସ୍କୃତି ଭବନ ପ୍ରେକ୍ଷାଳୟକୁ ସୁଗମ କରିବା ନିମନ୍ତେ ଦାବି କରାଯାଇଛି । କେନ୍ଦ୍ରାପଡା ଜିଲ୍ଲାରେ ଭିନ୍ନକ୍ଷମମାନଙ୍କ ଅଧିକାର ଓ ସାମାଜିକ ପୁନଃପ୍ରତିଷ୍ଠା […]

୩୯ବର୍ଷ ପରେ ଦ୍ୱିତୀୟ ଅଣ ଓଡ଼ିଆ ଅଫିସର ନେଲେ ରାଜ୍ୟରେ ବଡ଼ ଦାୟିତ୍ୱ : ମୁଖ୍ୟ ଶାସନ ସଚିବ ହୋଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜା 

28 June 2024 kanika odisha 0

ଭୁବନେଶ୍ୱର,୨୮/୬- ରାଜ୍ୟର ମୁଖ୍ୟ ଶାସନ ସଚିବ ପଦକୁ ନେଇ ବିଭିନ୍ନ କଳ୍ପନା ଜଳ୍ପନାରେ ପଡିଛି ପୂର୍ଣ୍ଣଚ୍ଛେଦ । ଏବେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ହୋଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜା । […]

ଅଭିଯୋଗର ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳଙ୍କ ନୂତନ ପଦକ୍ଷେପ

27 June 2024 kanika odisha 0

  ସୋସିଆଲ ମିଡିଆ ଏକ୍ସ(ଟ୍ୱିଟର)ଆକାଉଣ୍ଟ ଖୋଲିବାକୁ ନିର୍ଦେଶ  କେନ୍ଦ୍ରାପଡ଼ା, ୨୭ା୬: ପ୍ରଶାସନର କାର୍ଯ୍ୟକୁ ଲୋକାଭିମୁଖୀ କରିବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ । ଜିଲ୍ଲାର ସମସ୍ତ ତହସିଲ୍‌, […]

ସ୍ୱାଧୀନତା ସଂଗ୍ରାମୀ ନକୁଳ ଦାସଙ୍କୁ ଶ୍ରଦ୍ଧାଞ୍ଜଳୀ

27 June 2024 kanika odisha 0

କେନ୍ଦ୍ରାପଡା, ୨୭/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ନେତାଜୀ ମଡେଲ ସ୍କୁଲ ପରିସରରେ ନକୁଳ ଚରଣ ଦାସଙ୍କ ସ୍ମୃତି କମିଟି ଆନୁକୂଲ୍ୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ଭୂଦାନ କର୍ମୀ ନକୁଳ ଚରଣ […]

ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

27 June 2024 kanika odisha 0

କେନ୍ଦ୍ରାପଡ଼ା, ୨୭/୦୬: ଆଜି ଅପରାହ୍ଣ ୫ଘଟିକା ସମୟରେ ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମୁନିସିପାଲିଟି ଟାଉନ୍‌ହଲ୍‌ଠାରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । […]

କେନ୍ଦ୍ରାପଡା ବିଧାୟକଙ୍କୁ ସମ୍ବର୍ଦ୍ଧିତ କଲେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ

26 June 2024 kanika odisha 0

କେନ୍ଦ୍ରାପଡା,୨୬/୬: କେନ୍ଦ୍ରାପଡା ମେଡିକାଲ ରୋଡ ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର କର୍ମକର୍ତ୍ତାଗଣ ନବନିର୍ବାଚିତ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ସେମାନେ ବିଧାୟକଙ୍କ ଗରାପୁରସ୍ଥିତ ବାସଭବନରେ ଭେଟି ବିଭିନ୍ନ ଦସମସ୍ୟା […]

ରେଡିଓ ଭାବଗ୍ରାହୀରେ ବିଶ୍ୱ ନିଶାନିବାରଣ ଦିବସ

26 June 2024 kanika odisha 0

କେନ୍ଦ୍ରାପଡାତା.୨୬/୬- ପୂର୍ବାହ୍ନରେ ବାରୁଅ ସ୍ଥିତ ଜିଲ୍ଲାର ଏକ ମାତ୍ର ଗୋଷ୍ଠୀବେତାର କେନ୍ଦ୍ର ରେଡିଓ ଭାବଗ୍ରାହୀର ସରୋଜିନୀ ପରିଡାଷ୍ଟୁଡିଓ ପରିସରରେବିଶ୍ୱ ନିଶା ନିବାରଣ ଦିବସଉପରେ ଆଧାରିତ ଏକ ଆଲୋଚନାଚକ୍ର ଅନୁଷ୍ଠିତହୋଇଯାଇଛି । ଭାବଗ୍ରାହୀକଳା ନିକେତନ ଏବଂ […]

ନବକୃଷ୍ଣ ଚୈାଧୁରୀଙ୍କ ଶ୍ରାଦ୍ଧଦିବସ ପାଳନ କଲା ଜନଶକ୍ତି ପାର୍ଟି

25 June 2024 kanika odisha 0

କେନ୍ଦ୍ରାପଡ଼ା, ୨୫ା୬: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାଲିଆ ହନୁମାନଜୀଉ ମନ୍ଦିର ନିକଟରେ ଜନଶକ୍ତି ପାର୍ଟି ପକ୍ଷରୁ ନବକୃଷ୍ଣ ଚୈାଧୁରୀଙ୍କ ଶ୍ରାଦ୍ଧଦିବସ ଅବସରରେ ବରିଷ୍ଠ ଆଇନଜୀବୀ ତଥା ପାର୍ଟିର ରାଜ୍ୟ ଅଧ୍ୟକ୍ଷ ପ୍ରଦୀପ କୁମାର ଦାଶଙ୍କ […]