କେନ୍ଦ୍ରାପଡା ଜିଲ୍ଲା ଶ୍ରମ ବିଭାଗରେ ଦୁର୍ନିତି ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ

28 June 2023 kanika odisha 0

କେନ୍ଦ୍ରାପଡ଼ା,୨୮ା୬: କେନ୍ଦ୍ରାପଡା ଜିଲ୍ଲା ଶ୍ରମ ବିଭାଗରେ ପୁଣି ଆଉ ଏକ ମୃତ ହିତାଧିକାରୀଙ୍କ ନାମରେ ଠକେଇ ଅଭିଯୋଗ ହୋଇଥିବା ବିଭିନ୍ନ ଶ୍ରମିକ ସଂଗଠନ ମାନଙ୍କ ପକ୍ଷରୁ ଜିଲ୍ଲାପାଳଙ୍କ ନିକଟରେ ବୁଧବାର ଦିନ ଅଭିଯୋଗ ହୋଇଥିବା […]

ବିଜେପିର ମିଶ୍ରଣ ପର୍ବ

28 June 2023 kanika odisha 0

କେନ୍ଦ୍ରାପଡ଼ା ୨୮ା୬ : କେନ୍ଦ୍ରାପଡା ଜିଲ୍ଲା ଭାଜପା କାର୍ଯ୍ୟାଳୟଠାରେ ଆଳି ନିର୍ବାଚନ ମଣ୍ଡଳୀରେ “ଘର ଘର ଜନସମ୍ପର୍କ” କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପରେ ପରେ ଚରପଡା ପଞ୍ଚାୟତର ଅନେକ ବିଜେଡି ଓ କଂଗ୍ରେସର କର୍ମୀମାନେ […]

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧ୍ୟକ୍ଷଙ୍କର ପୁନେର ଶିକ୍ଷା ସମାରୋହ ଜି-୨୦ରେ ଯୋଗଦାନ,

28 June 2023 kanika odisha 0

କେନ୍ଦ୍ରାପଡା-୨୮ା୬- ଭାରତ ସରକାରଙ୍କ ଜାତୀୟ ଶିକ୍ଷାନୀତି ୨୦୨୦ ଆଧାରରେ କେନ୍ଦ୍ର ଶିକ୍ଷା ମନ୍ତ୍ରାଣାଳୟ ପକ୍ଷରୁ ୬ ଦିନ ଧରି ପୁଣେ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଶିକ୍ଷା ସମାରୋହ ଜି-୨୦ରେ ଓଡିଶା ସରକାରଙ୍କ ଶିକ୍ଷା ବିଭାଗ […]

ପ୍ରକାଶ ପାଇଛି ବିଶ୍ୱକପ-୨୦୨୩ ର କାର୍ଯ୍ୟସୂଚୀ

28 June 2023 kanika odisha 0

ନୂଆଦିଲ୍ଲୀ . ଭାରତରେ ହେବାକୁ ଥିବା ଆଇସିସି ଦିନିକିଆ ବିଶ୍ୱକପ-୨୦୨୩ର କାର୍ଯ୍ୟସୂଚୀ ୧୦୦ ଦିନ ପୂର୍ବରୁ ପ୍ରକାଶ ପାଇଛି । ଚଳିତ ବର୍ଷ ଅକ୍ଟୋବର ୫ ତାରିଖରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଉଦଘାଟନୀ […]

ଅଜଣା ପୋକଙ୍କ ଆତଙ୍କ

27 June 2023 kanika odisha 0

ପଟ୍ଟାମୁଣ୍ଡାଇ ୨୭ା୬- କେନ୍ଦ୍ରାପଡା ଜିଲ୍ଲ ପଟ୍ଟାମୁଣ୍ଡାଇ ଅଂଚଳରେ ଏକ ପ୍ରକାର ଅଜଣା ପୋକ ଆତଙ୍କ ସୃଷ୍ଟି କରିଛି । ଏପରି ପ୍ରଜାତିର ପୋକ ଚାରି ଆଡେ ବ୍ୟାପି ଯାଇଥିବା ବେଳେ, କାମୁଡି ଦେଲେ କୁଣ୍ଡେଇ […]

ରାଜ୍ୟ ସାମ୍ବାଦିକ ସଙ୍ଘ ତରଫରୁ ସାମ୍ବାଦିକ ମାନଙ୍କ ବିଭିନ୍ନ ଦାବି ନେଇ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

27 June 2023 kanika odisha 0

କେନ୍ଦ୍ରାପଡା ତା ୨୭/୬- ଆଜି ରାଜ୍ୟ ସାମ୍ବାଦିକ ସଙ୍ଘ ପକ୍ଷରୁ ୧୧ଦଫା ଦାବି ନେଇ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଉଦେଶ୍ୟରେ ଦାବିପତ୍ର ପ୍ରଦାନ କରିଯାଇଛି । ସଙ୍ଘ ଦାବି କରିଛି ଯେ, ମହାରାଷ୍ଟ ଓ […]

କେନ୍ଦ୍ରାପଡା କଂଗ୍ରେସ ତରଫରୁ ବିଦ୍ୟୁତ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ସହ ଗଣବିକ୍ଷୋଭ

27 June 2023 kanika odisha 0

କେନ୍ଦ୍ରାପଡା-୨୭/୬-ଘନ ଘନ ବିଜୁଳି କାଟ ଓ ଅହେତୁକ ବିଜୁଳି ଦର ପ୍ରତିବାଦରେ ପିସିସି ସଭାପତି ଶରତ ପଟ୍ଟନାୟକ ଆହ୍ୱାନରେ ଜିଲ୍ଲା କଂଗ୍ରେସ ତରଫରୁ ମଙ୍ଗବାର ଦିନ ୯ଟାରେ କେନ୍ଦ୍ରାପଡା ନଗର ଓ ବ୍ଲକ କଂଗ୍ରେସ […]

ମାଫିଆଙ୍କ କବଳରେ ପୋତା ଗୋବରୀ ନଦୀ ଜମି, କିସମ ବଦଳାଇ ଏକର ଏକର ଜମି ଚାଲିଛି ବିକ୍ରୀ,ସରକାର ନଦୀକୁ ବଂଚାଇ ରଖିବା ପାଇଁ ପଦକ୍ଷେପ ନେବା ଜରୁରି ।

27 June 2023 kanika odisha 0

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଂଚଳ ଦେଇ ପ୍ରବାହିତ ୨୦କିମି ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି । ନଦୀ ପୋତି ହୋଇପଡିଥିବା ବେଳେ ଏହାର ପୁନରୁଦ୍ଧାର ପାଇଁ ଜନସାଧାରଣ ଓ ବିଭିନ୍ନ ସଂଗଠନମାନଙ୍କ […]

ମହାକାଳପଡା ବଉଳକଣୀ ଠାରେ ବିଜେପିର ସଯୁକ୍ତ ମୋର୍ଚ୍ଚା ସମ୍ମିଳନୀ

27 June 2023 kanika odisha 0

କେନ୍ଦ୍ରାପଡା,୨୬/୬- ମହାକାଳପଡା ବଉଳକଣୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରର ୯ ବର୍ଷ ଉପଲକ୍ଷେ ସାଧାରଣ ସଭାରେ ପବିତ୍ର ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କୃଷକ ମୋର୍ଚ୍ଚାର ରାଜ୍ୟ ଉପସଭାପତି ଦୁର୍ଯୋଧନ ସାହୁ, ଜିଲ୍ଲା […]

ଆନ୍ତର୍ଜାତୀୟ ନିଶାଦ୍ରବ୍ୟର ଅପବ୍ୟବହାର ଓ ଚୋରାଚାଲାଣ ବିରୋଧରେ ଜିଲ୍ଲା ସ୍ତରୀୟ ସଚେତନତା

27 June 2023 kanika odisha 0

କେନ୍ଦ୍ରାପଡା,୨୬/୬- ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ନିଶାଦ୍ରବ୍ୟର ଅପବ୍ୟବହାର ଓ ଚୋରାଚାଲାଣ ବିରୋଧରେ ସଚେତନତା କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ୮ ଘଟିକା ସମୟରେ ଜିଲ୍ଲା ପ୍ରଶାସନ ଏବଂ ସାମାଜିକ ସୁରକ୍ଷା ଓ […]

ତାପମାତ୍ରା ବୃଦ୍ଧି ପାଇଁ ବିଲୁପ୍ତ ହେଇଯିବ ମଣିଷ ଜାତି! ଗ୍ରୀଷ୍ମର ଅଭୂତପର୍ବ ରୌଦ୍ର ଦାବାନଳକୁ ବୃକ୍ଷରୋପଣ ହିଁ ରୋଧ କରିପାରିବ: ଜନମଂଚ

27 June 2023 kanika odisha 0

ପଟ୍ଟାମୁଣ୍ଡାଇ:୨୬/୦୬ ଗତ କିଛି ଦିନଧରି ଜଳବାୟୁ ପରିବର୍ତନର ପ୍ରଭାବ ଦେଖିବାକୁ ମିଳୁଛି । ବିଶ୍ୱତାପମାନ ବୃଦ୍ଧି ଯୋଗୁ କେତେବେଳେ ମରୁଡି ତ କେତେବେଳେ ଦୀର୍ଘ ସମୟ ଧରି ବର୍ଷା ବିନାଶର କାରଣ ସାଜୁଛି । […]

ଟମାଟୋ ଦର ଆକାଶଛୁଆଁ, ଗ୍ରାହକ ଅତିଷ୍ଠ

26 June 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଓ ତାର ଆଖପାଖ ଅଂଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି । ସାଧାରଣ ଖାଉଟି ଟମାଟୋ ବଜାରରୁ କିଣି ପାରୁନାହିଁ । ୨ ସପ୍ତାହ ମଧ୍ୟରେ ଟମାଟୋ ଦର ୪୦ […]

ହେରାପଞ୍ଚମୀରେ ରଥ କାଠ ଭାଙ୍ଗିଲେ ମହାଲକ୍ଷ୍ମୀ

26 June 2023 kanika odisha 0

କେନ୍ଦ୍ରାପଡ଼ା ୨୫/୬- ଆଡପ ମଣ୍ଡପରେ ମହାପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କର ଆଜି ଥିଲା ହେରାପଞ୍ଚମୀ ନୀତି । ଏହି ଅବସରରେ ମହାପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିରରେ ସମସ୍ତ ରୀତିନୀତି ଅନୁଷ୍ଠିତ ହୋଇଥିଲା । […]

ଜ୍ଞାନପ୍ରଭା ମିଶନ ପକ୍ଷରୁ ରାଜ୍ୟ ସ୍ତରୀୟ “ଶକ୍ତି ରୂପେଣ ସଂସ୍ଥିତା” ବାଳିକା ସମାବେଶ

24 June 2023 kanika odisha 0

କେନ୍ଦ୍ରାପଡା ୨୪/୬- ନାରୀ ଜାତିର ଜାଗରଣ ଓ ମାତୃଶକ୍ତିର ମହିମା, ଗୌରବକୁ ପୁଣି ଥରେ ଜାଗରଣ କରିବା ପାଇଁ ଜ୍ଞାନପ୍ରଭା ମିଶନ, ଭୁବନେଶ୍ୱର ତରଫରୁ “ଶକ୍ତି ରୂପେଣ ସଂସ୍ଥିତା” ନାମରେ ଏକ ବାଳିକା ସମାବେଶର […]

ବ୍ରାହ୍ମଣୀ ନଦୀରେ କୁମ୍ଭୀର ଆତଙ୍କ, ବୃହତ କୁମ୍ଭୀର ଦେଖି ଲୋକେ ଛାନିଆ

24 June 2023 kanika odisha 0

ପଟ୍ଟାମୁଣ୍ଡାଇ ୨୩.୬-ସମ୍ପ୍ରତି ଦୁଇ ଦୁଇଟି କୁମ୍ଭୀର ଆକ୍ରମଣ ଘଟଣାରେ ଜଣେ ନାବାଳକ ଓ ଜଣେ ମହିଳାଙ୍କ ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଲିଭି ନଥିବାବେଳେ ପୁନରାୟ ବ୍ରାହ୍ମଣୀ ନଦୀରେ କୁମ୍ଭୀର ଦେଖାଦେବା ଘଟଣା ସାଧାରଣରେ […]

ଚାଷ ଅନୁକୂଳକୁ ନେଇ ଆଶଙ୍କାରେ ଚାଷୀ ; ବିହନ ଯୋଗାଇ ଦେବାକୁ ଦାବି

22 June 2023 kanika odisha 0

କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ୨୨ା୬-ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଁଚିବ । ଏହି ଜୁନ ପ୍ରଥମ ସପ୍ତାହରେ ମୌସୁମୀର […]

ସାମ୍ବାଦିକଙ୍କୁ ଆକ୍ରମଣ ପ୍ରତିବାଦରେ କେନ୍ଦ୍ରାପଡା ଆରକ୍ଷୀ ଅଧିକ୍ଷକଙ୍କୁ ଦାବିପତ୍ର

22 June 2023 kanika odisha 0

କେନ୍ଦ୍ରାପଡା, ତା୨୨/୬ – ଶ୍ରୀ ଗୁଣ୍ଡିଚା ଦିନ ପୁରୀରେ ନ୍ୟୁଜ ୭ର ପୁରୀ ଜିଲ୍ଲା ପ୍ରତିନିଧି ଚିତ୍ତରଞ୍ଜନ ମହାନ୍ତି ଓ ଚନ୍ଦ୍ର ଶେଖର ପାତ୍ରଙ୍କୁ ରଥଯାତ୍ରାର କଭରେଜ କରୁଥିବା ବେଳେ ଦୁଇଜଣ ସେବାୟତ ସେମାନଙ୍କୁ […]

ରାସ୍ତା ପାଇଁ ନାଗପୁରା ଗ୍ରାମବାସୀ ମାନେ ଜିଲ୍ଲାପାଳଙ୍କୁ ଦାବିପତ୍ର

22 June 2023 kanika odisha 0

କେନ୍ଦ୍ରାପଡା, ତା୨୦/୬ -କେନ୍ଦ୍ରାପଡା ଆର.ଡ.ଡିଭିଜନ ଅନ୍ତର୍ଗତ ନାଗପୁରା ଗ୍ରାମବାସୀମାନେ ଗତବର୍ଷ ଜୁନ୍ ମାସରେ ଆରଡି ରାସ୍ତା ନୂତନ ଭାବେ ତିଆରି ହୋଇଥିଲା । ଏହା ହଜାରିବଗିଚା ଠାରୁ ନିଳିକଣା ଭାୟା- ନାଗପୁରା ପିଚୁ ଏବଂ […]

ପ୍ରାଥମିକ ଶିକ୍ଷକଙ୍କ ପଦୋନ୍ନତିରେ କାଳ ବିଳମ୍ବ ଟି.ଜି. ଶିକ୍ଷକ ସଂଘ ତରଫରୁ ଶିକ୍ଷା ଜିଲ୍ଲା କାର୍ଯ୍ୟାଳୟରେ ଧାରଣା

22 June 2023 kanika odisha 0

କେନ୍ଦ୍ରାପଡ଼ା ୨୧ା୬: କେନ୍ଦ୍ରାପଡା ଜିଲ୍ଲାରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକମାନଙ୍କର ପଦୋନ୍ନତିରେ କାଳ ବିଳମ୍ବ ନୀତି ବିରୁଦ୍ଧରେ କେନ୍ଦ୍ରାପଡା ଜିଲ୍ଲା ଏଲିମେଣ୍ଟାରୀ ଟି.ଜି. ଶିକ୍ଷକ ସଂଘ ଓ ଶିକ୍ଷକ ସମନ୍ୱୋୟ ସମିତି ତରଫରୁ […]

ତୁଳସୀ କ୍ଷେତ୍ରରେ ରଥଯାତ୍ରା ଦ୍ୱିତୀୟ ଦିନରେ ବ୍ରହ୍ମ ତାଳଧ୍ୱଜ ରଥ ଗଡିଲା

22 June 2023 kanika odisha 0

କେନ୍ଦ୍ରାପଡ଼ା ୨୧/୬- ତୁଳସୀ କ୍ଷେତ୍ରର ବ୍ରହ୍ମ ତାଳଧ୍ୱଜ ରଥ ଗତକାଲି ଟଣାହୋଇନଥିବା ବେଳେ ଆଜି ଗୋଟିଏ ଦିନରେ ମାଉସୀମା ମନ୍ଦିର ପାଖରେ ପହଞ୍ôଚ ଯାଇଛି । ସୌଭାଗ୍ୟ ବସତଃ ବାଟରେ କେଉଁଠାରେ ଅସୁବିଧାର ସମ୍ମୁଖୀନ […]

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଆନ୍ତର୍ଯ୍ୟାତୀୟ ୟୋଗ ଦିବସ ପାଳିତ

22 June 2023 kanika odisha 0

କେନ୍ଦ୍ରାପଡା-୨୧/୬- କେନ୍ଦ୍ରାପଡା ମାଇଁ ଅଲୁମିନି, କେନ୍ଦ୍ରାପଡା କଲେଜର ଏନସିସି ବିଭାଗ ଓ ଜିଲ୍ଲା ପତଞ୍ଜଳୀ ଅନୁଷ୍ଠାନ ପକ୍ଷରୁ କେନ୍ଦ୍ରାପଡା କଲେଜ ପରିସରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଥିଲା । ପତଞ୍ଜଳି ଜିଲ୍ଲା ପ୍ରଭାରୀ […]

ପୁଣି କୁମ୍ଭୀର ଉପଦ୍ରବ, ବାସନ ମାଜିବା ବେଳେ ଟାଣିନେଲା ,ଦଳ ଭର୍ତିି କେନାଲରୁ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର

21 June 2023 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି କୁମ୍ଭୀର ଆକ୍ରମଣ । ମାତ୍ର ସପ୍ତାହେ ଅନ୍ତରରେ ପୁଣି ଜଣେ କୁମ୍ଭୀର ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ ହୋଇଛି । କୁମ୍ଭୀର ଆକ୍ରମଣରେ ଲୋକଙ୍କ ଜୀବନହାନି […]

ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତି ଅବସରରେ ବରିଷ୍ଠ କାର୍ଯ୍ୟକର୍ତାଙ୍କ ସମ୍ମିଳନୀ ଜନସମାବେସ

21 June 2023 kanika odisha 0

ମୋଦି ସରକାରଙ୍କ ୯ ବର୍ଷ ପୂର୍ତି ଅବସରରେ ରାଜନଗର ନିର୍ବାଚନ ମଣ୍ଡଳୀର ଅନ୍ତର୍ଗତ କଂଟାବଣ ମଣ୍ଡଳ ବରିଷ୍ଠ କାର୍ଯ୍ୟକର୍ତାଙ୍କ ସମ୍ମିଳନୀ ଦୋସିଆ ପଂଚାୟତ ମାର୍କେଟ କମ୍ପଲେକ୍ସ ପ୍ରାଙ୍ଗଣରେ ମଣ୍ଡଳ ସଭାପତି ବନମାଳୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ […]

ପଟ୍ଟାମୁଣ୍ଡାଇ ପତିତପାବନଜୀଉଙ୍କ ରଥଯାତ୍ରାରେ ବିମୋହିତ ହେଲେ ହଜାର ହଜାର ଭକ୍ତ॰ ପ୍ରଥମ ଥର ପାଇଁ ବାଲିପାଟଣାରେ ନିଆରା ରଥଯାତ୍ରା

21 June 2023 kanika odisha 0

  କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଚଂଳ ପୋଖରୀଆପଡା ପତିତପାବନଜୀଉଙ୍କ ରଥ ସଂନ୍ଧ୍ୟା ସାଢେ ୭ଟା ବେଳେ ବକ୍ତାରପୁର ମାଉସୀ ମା ମନ୍ଦିର ଚକଡା ଛୁଇଁଛି । ପବିତ୍ର ରଥଯାତ୍ରା ଉପଲକ୍ଷେ ପ୍ରତ୍ୟୁଷରୁ ମନ୍ଦିର ପୂଜକ […]