ଆଜିର ଟିକନିକ ଖବର

ମାଫିଆଙ୍କ କବଳରେ ପୋତା ଗୋବରୀ ନଦୀ ଜମି, କିସମ ବଦଳାଇ ଏକର ଏକର ଜମି ଚାଲିଛି ବିକ୍ରୀ,ସରକାର ନଦୀକୁ ବଂଚାଇ ରଖିବା ପାଇଁ ପଦକ୍ଷେପ ନେବା ଜରୁରି ।

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଂଚଳ ଦେଇ ପ୍ରବାହିତ ୨୦କିମି ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି । ନଦୀ ପୋତି ହୋଇପଡିଥିବା ବେଳେ ଏହାର ପୁନରୁଦ୍ଧାର...

ମହାକାଳପଡା ବଉଳକଣୀ ଠାରେ ବିଜେପିର ସଯୁକ୍ତ ମୋର୍ଚ୍ଚା ସମ୍ମିଳନୀ

କେନ୍ଦ୍ରାପଡା,୨୬/୬- ମହାକାଳପଡା ବଉଳକଣୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରର ୯ ବର୍ଷ ଉପଲକ୍ଷେ ସାଧାରଣ ସଭାରେ ପବିତ୍ର ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କୃଷକ ମୋର୍ଚ୍ଚାର...

ଆନ୍ତର୍ଜାତୀୟ ନିଶାଦ୍ରବ୍ୟର ଅପବ୍ୟବହାର ଓ ଚୋରାଚାଲାଣ ବିରୋଧରେ ଜିଲ୍ଲା ସ୍ତରୀୟ ସଚେତନତା

କେନ୍ଦ୍ରାପଡା,୨୬/୬- ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ନିଶାଦ୍ରବ୍ୟର ଅପବ୍ୟବହାର ଓ ଚୋରାଚାଲାଣ ବିରୋଧରେ ସଚେତନତା କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ୮ ଘଟିକା ସମୟରେ ଜିଲ୍ଲା...

ତାପମାତ୍ରା ବୃଦ୍ଧି ପାଇଁ ବିଲୁପ୍ତ ହେଇଯିବ ମଣିଷ ଜାତି! ଗ୍ରୀଷ୍ମର ଅଭୂତପର୍ବ ରୌଦ୍ର ଦାବାନଳକୁ ବୃକ୍ଷରୋପଣ ହିଁ ରୋଧ କରିପାରିବ: ଜନମଂଚ

ପଟ୍ଟାମୁଣ୍ଡାଇ:୨୬/୦୬ ଗତ କିଛି ଦିନଧରି ଜଳବାୟୁ ପରିବର୍ତନର ପ୍ରଭାବ ଦେଖିବାକୁ ମିଳୁଛି । ବିଶ୍ୱତାପମାନ ବୃଦ୍ଧି ଯୋଗୁ କେତେବେଳେ ମରୁଡି ତ କେତେବେଳେ ଦୀର୍ଘ ସମୟ ଧରି...

ଟମାଟୋ ଦର ଆକାଶଛୁଆଁ, ଗ୍ରାହକ ଅତିଷ୍ଠ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଓ ତାର ଆଖପାଖ ଅଂଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି । ସାଧାରଣ ଖାଉଟି ଟମାଟୋ ବଜାରରୁ କିଣି ପାରୁନାହିଁ । ୨...

ହେରାପଞ୍ଚମୀରେ ରଥ କାଠ ଭାଙ୍ଗିଲେ ମହାଲକ୍ଷ୍ମୀ

କେନ୍ଦ୍ରାପଡ଼ା ୨୫/୬- ଆଡପ ମଣ୍ଡପରେ ମହାପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କର ଆଜି ଥିଲା ହେରାପଞ୍ଚମୀ ନୀତି । ଏହି ଅବସରରେ ମହାପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିରରେ...

ଜ୍ଞାନପ୍ରଭା ମିଶନ ପକ୍ଷରୁ ରାଜ୍ୟ ସ୍ତରୀୟ “ଶକ୍ତି ରୂପେଣ ସଂସ୍ଥିତା” ବାଳିକା ସମାବେଶ

କେନ୍ଦ୍ରାପଡା ୨୪/୬- ନାରୀ ଜାତିର ଜାଗରଣ ଓ ମାତୃଶକ୍ତିର ମହିମା, ଗୌରବକୁ ପୁଣି ଥରେ ଜାଗରଣ କରିବା ପାଇଁ ଜ୍ଞାନପ୍ରଭା ମିଶନ, ଭୁବନେଶ୍ୱର ତରଫରୁ “ଶକ୍ତି ରୂପେଣ...

ବ୍ରାହ୍ମଣୀ ନଦୀରେ କୁମ୍ଭୀର ଆତଙ୍କ, ବୃହତ କୁମ୍ଭୀର ଦେଖି ଲୋକେ ଛାନିଆ

ପଟ୍ଟାମୁଣ୍ଡାଇ ୨୩.୬-ସମ୍ପ୍ରତି ଦୁଇ ଦୁଇଟି କୁମ୍ଭୀର ଆକ୍ରମଣ ଘଟଣାରେ ଜଣେ ନାବାଳକ ଓ ଜଣେ ମହିଳାଙ୍କ ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଲିଭି ନଥିବାବେଳେ ପୁନରାୟ ବ୍ରାହ୍ମଣୀ...

ଚାଷ ଅନୁକୂଳକୁ ନେଇ ଆଶଙ୍କାରେ ଚାଷୀ ; ବିହନ ଯୋଗାଇ ଦେବାକୁ ଦାବି

କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ୨୨ା୬-ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଁଚିବ ।...

ସାମ୍ବାଦିକଙ୍କୁ ଆକ୍ରମଣ ପ୍ରତିବାଦରେ କେନ୍ଦ୍ରାପଡା ଆରକ୍ଷୀ ଅଧିକ୍ଷକଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ତା୨୨/୬ - ଶ୍ରୀ ଗୁଣ୍ଡିଚା ଦିନ ପୁରୀରେ ନ୍ୟୁଜ ୭ର ପୁରୀ ଜିଲ୍ଲା ପ୍ରତିନିଧି ଚିତ୍ତରଞ୍ଜନ ମହାନ୍ତି ଓ ଚନ୍ଦ୍ର ଶେଖର ପାତ୍ରଙ୍କୁ ରଥଯାତ୍ରାର କଭରେଜ...

ରାସ୍ତା ପାଇଁ ନାଗପୁରା ଗ୍ରାମବାସୀ ମାନେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ତା୨୦/୬ -କେନ୍ଦ୍ରାପଡା ଆର.ଡ.ଡିଭିଜନ ଅନ୍ତର୍ଗତ ନାଗପୁରା ଗ୍ରାମବାସୀମାନେ ଗତବର୍ଷ ଜୁନ୍ ମାସରେ ଆରଡି ରାସ୍ତା ନୂତନ ଭାବେ ତିଆରି ହୋଇଥିଲା । ଏହା ହଜାରିବଗିଚା ଠାରୁ...

ପ୍ରାଥମିକ ଶିକ୍ଷକଙ୍କ ପଦୋନ୍ନତିରେ କାଳ ବିଳମ୍ବ ଟି.ଜି. ଶିକ୍ଷକ ସଂଘ ତରଫରୁ ଶିକ୍ଷା ଜିଲ୍ଲା କାର୍ଯ୍ୟାଳୟରେ ଧାରଣା

କେନ୍ଦ୍ରାପଡ଼ା ୨୧ା୬: କେନ୍ଦ୍ରାପଡା ଜିଲ୍ଲାରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକମାନଙ୍କର ପଦୋନ୍ନତିରେ କାଳ ବିଳମ୍ବ ନୀତି ବିରୁଦ୍ଧରେ କେନ୍ଦ୍ରାପଡା ଜିଲ୍ଲା ଏଲିମେଣ୍ଟାରୀ ଟି.ଜି. ଶିକ୍ଷକ ସଂଘ...

ତୁଳସୀ କ୍ଷେତ୍ରରେ ରଥଯାତ୍ରା ଦ୍ୱିତୀୟ ଦିନରେ ବ୍ରହ୍ମ ତାଳଧ୍ୱଜ ରଥ ଗଡିଲା

କେନ୍ଦ୍ରାପଡ଼ା ୨୧/୬- ତୁଳସୀ କ୍ଷେତ୍ରର ବ୍ରହ୍ମ ତାଳଧ୍ୱଜ ରଥ ଗତକାଲି ଟଣାହୋଇନଥିବା ବେଳେ ଆଜି ଗୋଟିଏ ଦିନରେ ମାଉସୀମା ମନ୍ଦିର ପାଖରେ ପହଞ୍ôଚ ଯାଇଛି । ସୌଭାଗ୍ୟ...

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଆନ୍ତର୍ଯ୍ୟାତୀୟ ୟୋଗ ଦିବସ ପାଳିତ

କେନ୍ଦ୍ରାପଡା-୨୧/୬- କେନ୍ଦ୍ରାପଡା ମାଇଁ ଅଲୁମିନି, କେନ୍ଦ୍ରାପଡା କଲେଜର ଏନସିସି ବିଭାଗ ଓ ଜିଲ୍ଲା ପତଞ୍ଜଳୀ ଅନୁଷ୍ଠାନ ପକ୍ଷରୁ କେନ୍ଦ୍ରାପଡା କଲେଜ ପରିସରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ...

ପୁଣି କୁମ୍ଭୀର ଉପଦ୍ରବ, ବାସନ ମାଜିବା ବେଳେ ଟାଣିନେଲା ,ଦଳ ଭର୍ତିି କେନାଲରୁ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା ଜିଲ୍ଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି କୁମ୍ଭୀର ଆକ୍ରମଣ । ମାତ୍ର ସପ୍ତାହେ ଅନ୍ତରରେ ପୁଣି ଜଣେ କୁମ୍ଭୀର ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ ହୋଇଛି...

ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତି ଅବସରରେ ବରିଷ୍ଠ କାର୍ଯ୍ୟକର୍ତାଙ୍କ ସମ୍ମିଳନୀ ଜନସମାବେସ

ମୋଦି ସରକାରଙ୍କ ୯ ବର୍ଷ ପୂର୍ତି ଅବସରରେ ରାଜନଗର ନିର୍ବାଚନ ମଣ୍ଡଳୀର ଅନ୍ତର୍ଗତ କଂଟାବଣ ମଣ୍ଡଳ ବରିଷ୍ଠ କାର୍ଯ୍ୟକର୍ତାଙ୍କ ସମ୍ମିଳନୀ ଦୋସିଆ ପଂଚାୟତ ମାର୍କେଟ କମ୍ପଲେକ୍ସ ପ୍ରାଙ୍ଗଣରେ...

ପଟ୍ଟାମୁଣ୍ଡାଇ ପତିତପାବନଜୀଉଙ୍କ ରଥଯାତ୍ରାରେ ବିମୋହିତ ହେଲେ ହଜାର ହଜାର ଭକ୍ତ॰ ପ୍ରଥମ ଥର ପାଇଁ ବାଲିପାଟଣାରେ ନିଆରା ରଥଯାତ୍ରା

  କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଚଂଳ ପୋଖରୀଆପଡା ପତିତପାବନଜୀଉଙ୍କ ରଥ ସଂନ୍ଧ୍ୟା ସାଢେ ୭ଟା ବେଳେ ବକ୍ତାରପୁର ମାଉସୀ ମା ମନ୍ଦିର ଚକଡା ଛୁଇଁଛି । ପବିତ୍ର...

ତୁଳସୀ କ୍ଷେତ୍ରରେ ରଥଯାତ୍ରା ପରମ୍ପରା ଭାଙ୍ଗିଲା, ପହଣ୍ଡି ବିଜେ ବିଳମ୍ବ ସୂର୍ଯ୍ୟାସ୍ତ ପରେ ବ୍ରହ୍ମ ତାଳଧ୍ୱଜ ରଥ ଟଣା ବନ୍ଦ ,ଆସନ୍ତା କାଲି ରଥଟଣା କାର୍ଯ୍ୟ ଅନୁଷ୍ଠିତ ହେବ

କେନ୍ଦ୍ରାପଡ଼ା ୨୦/୬ - ଆଜି ଶ୍ରୀକ୍ଷେତ୍ର ପୁରୀ ଘୋଷଯାତ୍ରା ସହିତ ବିଶ୍ୱର ବିଭିନ୍ନ ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଛି । ସେହିପରି କେନ୍ଦ୍ରାପଡା ତୁଳସୀ କ୍ଷେତ୍ରରେ ଶ୍ରୀ...

ଅସହ୍ୟ ତାତିରେ ପାଣି ନପାଇ ଆଉଟୁ ପାଉଟୁ ଜୀବଯନ୍ତୁ ଟ୍ୟାପ ପାଣି ପିଉଛନ୍ତି

ପଟ୍ଟାମୁଣ୍ଡାଇ; ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଖରା ତାତି ସାଙ୍ଗକୁ ଅସହ୍ୟ ଗୁଳୁ ଗୁଳି ଜନ ଜୀବନକୁ ବ୍ୟତିବ୍ୟସ୍ତ କରିପକାଉଛି । ଦୈନିକ ତାପମାତ୍ରା...

ପଟ୍ଟାମୁଣ୍ଡାଇ ଅଂଚଳରେ ନିର୍ଭୟରେ ଚାଲିଛି ଅବାଧ ଗଛକଟା, ଶୋଇଛି ବନବିଭାଗ !

କେନ୍ଦ୍ରାପଡା ୨୦ା୬-ପରିବେଶକୁ ନେଇ ସାରା ବିଶ୍ୱରେ ଚିନ୍ତା ପ୍ରକଟ କରାଯାଉଛି । ବର୍ଯ୍ୟବସ୍ତୁ, ଯାନବାହାନ ଚଳାଚଳ, ଶିଳ୍ପ ଆଦି ମାଧ୍ୟମରେ ପରିବେଶ ପ୍ରଦୂଷିତ ହେଉଛି । ସମ୍ଭାବ୍ୟ...

କ୍ଷୁଦ୍ର ମଧ୍ୟମ ଉଦ୍ୟେଗ ଯୋଜନା ବାଟବଣା ,ଋଣ ଜନ୍ତାରେ ଯୁବତୀ ଯୁବକ , ବ୍ୟାଙ୍କ ତୃତୀୟ ପକ୍ଷଙ୍କ ଦ୍ୱାରା ହେଉଛନ୍ତି ହଟହଟା , ଉଦ୍ୟେଗ ବନ୍ଦକରି ଦାଦନ ଖଟିବାକୁ ଚାଲି ଯାଉଛନ୍ତି, ଆରବିଆଇ ନିର୍ଦ୍ଦେଶନାମକୁ ବେଖାତିରି

କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରାକାରଙ୍କର ଅନେକ ଯୋଜନା କରିଛନ୍ତି । ଏମଏସଏମଇ ଓ ପିଏମଇଜିପି ମାଧ୍ୟମରେ ବେକାରି ଯୁବତୀ ଯୁବକମାନଙ୍କ ପାଇଁ କ୍ଷୁଦ୍ର...

ଦୋଷିଆ ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ - ପଟ୍ଟାମୁଣ୍ଡାଇ ବ୍ଲକର ଦୋଷିଆ ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦୋଷିଆ...

Hello world , This is my first post ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର

ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର କେନ୍ଦ୍ରାପଡ଼ା ସହରସ୍ଥିତ ଶାମଗୁଡ଼ିଆ ରାଜସ୍ୱ ଓ ବଡ଼ ବାରଙ୍ଗ ରାଜସ୍ୱ ଗ୍ରାମଦ୍ୱୟରେ ଅବସ୍ଥିତ । ବଳଦେବଜୀଉଙ୍କ...