କେନ୍ଦ୍ରାପଡ଼ା,୩ା୧୨/ କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ମାର୍ଶାଘାଇ, ପାଟକୁରା, ଡେରାବିଶ ଓ କେନ୍ଦ୍ରାପଡ଼ା ସଦର ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୮୫୦ ଲିଟର ବିଦେଶୀ, ଦେଶୀ ଚୋରାମଦ ଜବତ କରାଯାଇ ୬ ଜଣଙ୍କୁ ଗିରଫ କାରାଯାଇ କୋର୍ଟ ଚାଲାଣ…
Category: ଆଜିର ଟିକନିକ ଖବର
କ୍ରୀଡା ଶିକ୍ଷକ ବଙ୍ଗାଳି ମଲ୍ଲିକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ପଟ୍ଟାମୁଣ୍ଡାଇ ତା ୩/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଗଙ୍ଗାରାମପୁର ପଂଚାୟତ ହାଇସ୍କୁଲ ଓ ସିଦ୍ଧ ପରମହଂସ ଉପ୍ରା ସ୍କୁଲର ପୁରାତନ ଛାତ୍ର ଓ ଛାତ୍ରୀମାନଙ୍କ ଦ୍ୱାରା ଆଦର୍ଶ କ୍ରୀଡ଼ା ଶିକ୍ଷକ ବଙ୍ଗାଳୀ ଚରଣ ମଲ୍ଲିକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ…
ତାଲୁକ ଆଇନ ସେବା ସମିତି ପକ୍ଷରୁ ଆନ୍ତର୍ଜାତିକ ଦିବ୍ୟାଙ୍ଗ ଦିବସ
ପଟ୍ଟାମୁଣ୍ଡାଇ ତା୩/୧୨- ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ତାଲୁକ ସେବା ସମିତି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ବିଚାରପତି ବିଦ୍ୟାଧର ପୃଷ୍ଟିଙ୍କ ପୌରହିତ୍ୟରେ ପଟ୍ଟାମୁଣ୍ଡାଇ ବ୍ଲକ…
ଆଞ୍ଚଳିକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ବୈଠକ
କେନ୍ଦ୍ରାପଡ଼ା,୩ା୧୨: ଆଞ୍ଚଳିକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୮୭ତମ ବୈଠକ ନହଙ୍ଗସ୍ଥିତ ମା’ମଙ୍ଗଳାଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଘର ସଭାପତି ଆର୍ତ୍ତତ୍ରାଣ ପାତ୍ରଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ ସମ୍ପାଦକ ଅଭିମନ୍ୟୁ ସାହୁ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ସଙ୍ଘର ନୂତନ ସଦସ୍ୟ…
ଡଃ. ଅପୂର୍ବ ରଞ୍ଜନ ନେସନାଲ ପିପୁଲ୍ସ ପାର୍ଟିର ଜିଲ୍ଲା ସଭାପତି
କେନ୍ଦ୍ରାପଡା,୩ା୧୨: ନେସନାଲ ପିପୁଲସ ପାର୍ଟି(ଏନ୍ପିପି)ର କେନ୍ଦ୍ରାପଡ଼ା ଜିଲା ସଭାପତି ଭାବେ ଆଇନ୍ଜୀବୀ ଡଃ. ଅପୂର୍ବ ରଞ୍ଜନ ସେଠୀ ମନୋନୀତ ହୋଇଛନ୍ତି। ତାଙ୍କୁ ଦଳର ରାଜ୍ୟ ସଭାପତି ସୋମନାଥ ରାଉତ ଓ ସାଧାରଣ ସଂପାଦକ ଅରୁଣ କୁମାର ମହାପାତ୍ର ଏହି ଦାୟିତ୍ୱ ଦେଇଛନ୍ତି।…
ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଗାଦି ଓ କଳ୍କୀ ଅବତାରଙ୍କ ବାର୍ଷିକ ଉତ୍ସବ
ପଟ୍ଟାମୁଣ୍ଡାଇ. ତା ୧/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଞ୍ଚାୟତ ଧାନେଶ୍ୱରୀ ପୀଠରେ ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଗାଦି ଓ କଳ୍କୀ ଅବତାର ୧ମ ବାର୍ଷିକ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇ ଯାଇଛି I ବାଲୁଙ୍କେଶ୍ୱର ମହାରୁଦ୍ର ପୀଠର ପିଠାଧୀଶ ତପନ କୁମାର…
ପୁନର୍ବାସ ପକ୍ଷରୁ ସଚେତନତାଧର୍ମୀ ଚିତ୍ରାଙ୍କନ ପ୍ରତିଯୋଗିତା
କେନ୍ଦ୍ରାପଡା ୩୦/୧୧- ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭିନ୍ନକ୍ଷମତା ସମ୍ପର୍କିତ ସଚେତନତା ତଥା ସମ୍ବେଦନଶୀଳତା ମନୋଭାବ ସୃଷ୍ଟି କରିବା ଉଦ୍ଦେଶ୍ୟରେ ସ୍ୱେଛାସେବୀ ଅନୁଷ୍ଠାନ “ପୁନର୍ବାସ” ପକ୍ଷରୁ ଏକ ସଚେତନତାଧର୍ମୀ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଡିସେମ୍ବର ମାସ ୩ ତାରିଖକୁ…
ପ୍ରଥମ ଅସ୍ମିତା ଖେଳ ଇଣ୍ଡିଆ ଦୈାଡ କୁଦ ପ୍ରତିଯୋଗିତା ଉଦ୍ଯ।।ପିତ
କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ଜିଲ୍ଲା କ୍ରିଡା ସଂସଦ ଆନୁକୂଲ୍ୟରେ ପ୍ରଥମ ବାର୍ଷିକ ଖେଳ ଇଣ୍ଡିଆ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ଅଟୋନମସ୍ କଲେଜ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ବାଳିକା ବିଭାଗ ୧୪ ବର୍ଷରୁ କମ୍ ଓ ୧୬ ବର୍ଷରୁ କମ୍…
ରାଷ୍ଟବାଦୀ କବିତା ମହୋତ୍ସବ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା ୩୦/୧୧: ରାଷ୍ଟ୍ରବାଦୀ ସାମାଜିକ ସଂଗଠନ “ଜୟ ରାଷ୍ଟ୍ର ଚାରିଟେବଲ୍ ଟ୍ରଷ୍ଟ’ ପକ୍ଷରୁ ଆସନ୍ତା ଡିସେମ୍ବର ୨୧ ତାରିଖରେ କେନ୍ଦ୍ରାପଡ଼ାରେ ଚତୁର୍ଥ ରାଷ୍ଟ୍ରବାଦୀ କବିତା ମହୋତ୍ସବ ଅନୁଷ୍ଠିତ ହେବ । ଏ ଉପଲକ୍ଷେ ରବିବାର ଦିନ ସ୍ଥାନୀୟ ଗୋପ ରାମ ମନ୍ଦିର…
ସାହିତ୍ୟ ସଂସଦର ବାର୍ଷିକ ଉତ୍ସବର ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବ ଆସନ୍ତା ମାସ ୨୬ ତାରିଖରେ ହେବା ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ଗରାପୁରସ୍ଥ ଶିବାନନ୍ଦ ଆଶ୍ରମ ପରିସରରେ କବି କରୁଣାକର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ନିଷ୍ପତ୍ତି ଗ୍ରହଣ କରାଯାଇଅଛି ।…
ଓକିଲ ଏକାଦଶକୁ ହରାଇ କେନ୍ଦ୍ରାପଡ଼ା ପୋଲିସ ବିଜୟୀ
କେନ୍ଦ୍ରାପଡ଼ା – ୩୦/୧୧- କେନ୍ଦ୍ରାପଡ଼ା କାର୍ଯ୍ୟରତ ସାମ୍ବାଦିକ ସଙ୍ଘ ଆନୁକୂଲ୍ୟରେରେ କେନ୍ଦ୍ରାପଡ଼ା ହାଇସ୍କୁଲ ପଡିଆରେ ଅନୁଷ୍ଠିତ ବନ୍ଧୁତାପୂର୍ଣ୍ଣ ଏକ ଦିବସୀୟ କ୍ରିକେଟ ମ୍ୟାଚ ରେ ଆଠଟି ଦଳ ଅଂଶଗ୍ରହଣ କରିଥିଲେ । ସେଥିରେ ସାମ୍ବାଦିକ ଏକାଦଶ, ଓକିଲ ଏକାଦଶ, ପୋଲିସ ଏକାଦଶ,…
ସତୀର୍ଥର ବାର୍ଷିକ ସ୍ୱନକ୍ଷେତ୍ର ଦିବସ ଉତ୍ତମ ସମାଜ ଗଠନ ଦିଗରେ ସାହିତ୍ୟିକମାନଙ୍କ ଭୂମିକା ଅବିସ୍ମରଣୀୟ
କେନ୍ଦ୍ରାପଡ଼ା,୩୦ା୧୧: କେନ୍ଦ୍ରାପଡ଼ା ବ୍ଲକ କୋରୋ ଗ୍ରାମର ସିଦ୍ଧବଟ ଠାରେ ସାହିତ୍ୟ ଅନୁଷ୍ଠାନ ସତୀର୍ଥର ଏକାଦଶ ବାର୍ଷିକ ସ୍ୱନକ୍ଷେତ୍ର ଷଠୀପୂଜା ଓ ସାସ୍ୱତ ମହାକୁମ୍ଭ ଅନୁଷ୍ଠିତ ହୋଇଯାଇଛି । ସତୀର୍ଥର ସଭାପତି କବି ଅମର ପ୍ରସାଦ ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ…
ଶରତ ମହୋତ୍ସବ ଓ ମୂର୍ଚ୍ଛନାର ବାର୍ଷିକ ଉତ୍ସବ
କେନ୍ଦ୍ରାପଡ଼ା,୨୮ା୧୧:ଓଡିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନାର ବାର୍ଷିକ ଉତ୍ସବ ଓ ଓଡ଼ିଶା କଲଚର୍ ଆର୍ଟ ଏକାଡେମୀ (ଓକା) ଅନୁଷ୍ଠାନର ଜାତୀୟ ସ୍ତରୀୟ ଶରତ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସଙ୍ଗୀତ ନିର୍ଦ୍ଦେଶକ ଦିନେଶ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ…
ଚୋରାମଦ ଜବତ, ୭କୋର୍ଟ ଚାଲାଣ
କେନ୍ଦ୍ରାପଡ଼ା,୨୮ା୧୧:କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ଆଳି, ପଟ୍ଟାମୁଣ୍ଡାଇ ଓ କୁଦାନଗରୀ ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୮୪ ଲିଟର ବିଦେଶୀ ଓ ଦେଶୀମଦ ଜବତ କରାଯିବା ସହ୭ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଅବକାରୀ ବିଭାଗ…
କୃଷକନେତା ପାରେଶ୍ୱର ବିଶ୍ୱାଳଙ୍କ ପରଲୋକ
ପଟ୍ଟାମୁଣ୍ଡାଇ ତା ୨୮/୧୧- ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ କୃଷକନେତା ପାରେଶ୍ୱର ବିଶ୍ୱାଳଙ୍କର ତାଙ୍କ ତଳବାଲିପଡ଼ା ବାସଭବନରେ ପରଲୋକ ହୋଇଯାଇଛି I ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ବୟସ ହୋଇଥିଲା Iଗତକାଲି ସେ ସ୍ନାନ ଶୌଚ ପାଇଁ ବାଡ଼ି ପୋଖରୀକୁ ଯାଇଥିବାବେଳେ ଅସାବଧାନତାବଶତଃ…
ଆଧୁନିକତା ଉଜାଡି ଦେଇଛି ଗାଁର ମାଦକତା ଓ ଭାଇଚାରା
ପଟ୍ଟାମୁଣ୍ଡାଇ, ୨୫/୧୧-ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଅନୁଯାୟୀ ପ୍ରାଚୀନ ଭାରତର ଆତ୍ମା ଗାଁରେ ରହିଛି । ଆଧୁନିକତାର ସ୍ପର୍ଶରେ ବଦଳି ଯାଇଛି ଗାଁର ପରିପାଟି ଓ ଚଳଣି । ମାତ୍ର ଉଜୁଡି ଯାଇଛି ଗାଁର ପୂର୍ବ ମାଦକତା ଓ ସ୍ନେହ ପ୍ରେମ…
ଜିଲ୍ଲା ବିଦ୍ୟୁତ୍ ଉପଭୋକ୍ତା କମିଟି ପକ୍ଷରୁ ୧୨ଦଫା ଦାବିପତ୍ର ପ୍ରଦାନ
କେନ୍ଦ୍ରାପଡା,୨୫ା୧୧: କେନ୍ଦ୍ରାପଡା ଜିଲ୍ଲା ବିଦ୍ୟୁତ୍ ଉପଭୋକ୍ତା ମିଳିତ କ୍ରିୟା ଅନୁଷ୍ଠାନ କମିଟି, କେନ୍ଦ୍ରାପଡା ଜଣାଉଅଛିକି, ଏଠାରେ ଟିପି.ସି.ଓଡି.ଏଲ୍ ଜନସାଧାରଣଙ୍କୁ ସେବା ଯୋଗାଇଦେବା ବଦଳରେ ଶୋଷଣ କରୁଛି । ମିଟର ଠିକ୍ ଥାଇ ପ୍ରତ୍ୟେହ ବିଲ୍ ଦିଆଯାଉଥିଲେବି, ଜବରଦସ୍ତ ସ୍ମାର୍ଟ ମିଟର ଲଗାଇବା…
ଚିନ୍ତାମଣି ଗୁରୁଜୀଙ୍କ ଜୟନ୍ତୀ ଉତ୍ସବ ପାଳିତ
କେନ୍ଦ୍ରାପଡା,୨୫ା୧୧: ମଧୁସାଗର ବିଦ୍ୟାପୀଠର ପ୍ରାଣ ପ୍ରତିଷ୍ଠାତା ସମାଜ ସଂସ୍କାରକ ସ୍ୱାଧିନତା ସଂଗ୍ରାମୀ ସ୍ୱର୍ଗତ ଚିନ୍ତାମଣି ଗୁରୁଜୀଙ୍କ ୧୦୯ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ମଧୁସାଗର ପୁରାତନ ଛାତ୍ର ସଂସଦ । ଚିନ୍ତାମଣି ଗୁରୁଜୀ ଓ ରୁକ୍ମିଣୀ ଦେବୀ ସ୍ମାରକୀ ନ୍ୟାସ ପକ୍ଷରୁ ପସ୍ତା…
ଧୂମାତ ମଠରେ ଶ୍ରୀରାମଚରିତ ମାନସ ପାରାୟଣ ଉଦଘାଟିତ
କେନ୍ଦ୍ରାପଡ଼ା,୨୪ା୧୧:କେନ୍ଦ୍ରାପଡା ବ୍ଲକ ଅଧିନ ଧୂମାତ ଗ୍ରାମରେ ଶ୍ରୀରାମଚରିତ ମାନସ ,ନବାନ୍ନ ପାରାୟଣ ଓ ନବଦିନାତ୍ମକ ପ୍ରବଚନ କାର୍ଯ୍ୟକ୍ରମକୁ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଉଦଘାଟନ କରିଛନ୍ତି। ଦୀର୍ଘ ୪୦ବର୍ଷ ଧରି ଚାଲିଥିବା ଏହି ଅନୁଷ୍ଠାନର ସ୍ଥାୟୀ…
ଧୂମାତ ମଠରେ ଶ୍ରୀରାମଚରିତ ମାନସ ପାରାୟଣ ଉଦଘାଟିତ
କେନ୍ଦ୍ରାପଡ଼ା,୨୪ା୧୧:କେନ୍ଦ୍ରାପଡା ବ୍ଲକ ଅଧିନ ଧୂମାତ ଗ୍ରାମରେ ଶ୍ରୀରାମଚରିତ ମାନସ ,ନବାନ୍ନ ପାରାୟଣ ଓ ନବଦିନାତ୍ମକ ପ୍ରବଚନ କାର୍ଯ୍ୟକ୍ରମକୁ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଉଦଘାଟନ କରିଛନ୍ତି। ଦୀର୍ଘ ୪୦ବର୍ଷ ଧରି ଚାଲିଥିବା ଏହି ଅନୁଷ୍ଠାନର ସ୍ଥାୟୀ…
ଉପଦେଷ୍ଟା ମଣ୍ଡଳୀ କେନ୍ଦ୍ରାପଡା ଜିଲ୍ଲା ଠିକାଦାର ମହାସଙ୍ଘର ସାଧାରଣ ବୈଠକ
କେନ୍ଦ୍ରାପଡା,୨୩ା୧୧: କେନ୍ଦ୍ରାପଡା ଜିଲ୍ଲା ଠିକାଦାର ମହାସଙ୍ଘର ସାଧାରଣ ବୈଠକ ରବିବାର ସ୍ଥାନୀୟ ବିନାୟକ ପ୍ୟାଲେସଠାରେ ରାଜକିଶୋର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡା ଜିଲ୍ଲାର ଦକ୍ଷତା ସମ୍ପନ୍ନ ଭିତ୍ତିକ ଠିକାଦାର ମାନେ ଯୋଗଦେଇଏହି ମହାସଂଘ ର କାର୍ଯ୍ୟପନ୍ଥା ପନ୍ଥା ଓ ଏହାର…
ନାରୀଙ୍କ ବିକାଶ ବିନା ସମାଜର ସାମଗ୍ରିକ ବିକାଶର ସ୍ବପ୍ନ ଅଧୁରା
ଅଇନିପଡା – ପଛପଡା ଗାଁ ଉତ୍ସବ ଦ୍ୱିତୀୟ ସନ୍ଧ୍ୟା ସାମ୍ପ୍ରତିଜ ସମୟରେ ନାରୀମାନେ ବିଭିନ୍ନ କ୍ଷେତ୍ରରେ ନିଜର ସଫଳତା ଓ ପରାକାଷ୍ଠା ପ୍ରଦର୍ଶନ କରି ସାମାଜିକ ବିକାଶର ସୂତ୍ରଧର ପାଲଟି ଯାଇଛନ୍ତି , ନାରୀମାନଙ୍କ ବିକାଶ ବିନା ସମାଜର ସାମଗ୍ରିକ…
ରାଜ୍ୟ ମାନବିକ ଅଧିକାର ଆୟୋଗଙ୍କୁ ପଟ୍ଟାମୁଣ୍ଡାଇରେ ସମ୍ବର୍ଦ୍ଧନା
ପଟ୍ଟାମୁଣ୍ଡାଇ ତା ୨୩/୧୧- ରାଜ୍ୟ ମାନବିକ ଅଧିକାର ଆୟୋଗ ଅଧ୍ୟକ୍ଷ ଜଷ୍ଟିସ ଶତ୍ରୁଘ୍ନ ପୂଜାହାରୀ ଅଇନିପଡା -ପଛପଡା ଗାଁ ଉତ୍ସବ ଉଦଘାଟନ କରିବା ପାଇଁ ପଟ୍ଟାମୁଣ୍ଡାଇ ଅଂଚଳ ଗସ୍ତରେ ଆସିଥିବାବେଳେ ତାଙ୍କୁ ପଟ୍ଟାମୁଣ୍ଡାଇ ଓକିଲ ସଂଘ ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…
ଉପଦେଷ୍ଟା ମଣ୍ଡଳୀ କେନ୍ଦ୍ରାପଡା ଜିଲ୍ଲା ଠିକାଦାର ମହାସଙ୍ଘର ସାଧାରଣ ବୈଠକ
କେନ୍ଦ୍ରାପଡା,୨୩ା୧୧: କେନ୍ଦ୍ରାପଡା ଜିଲ୍ଲା ଠିକାଦାର ମହାସଙ୍ଘର ସାଧାରଣ ବୈଠକ ରବିବାର ସ୍ଥାନୀୟ ବିନାୟକ ପ୍ୟାଲେସଠାରେ ରାଜକିଶୋର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡା ଜିଲ୍ଲାର ଦକ୍ଷତା ସମ୍ପନ୍ନ ଭିତ୍ତିକ ଠିକାଦାର ମାନେ ଯୋଗଦେଇଏହି ମହାସଂଘ ର କାର୍ଯ୍ୟପନ୍ଥା ପନ୍ଥା ଓ ଏହାର…









