ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ ସଭା

କେନ୍ଦ୍ରାପଡା- ୧/୧୧: କେନ୍ଦ୍ରାପଡ଼ା ଜିଲ୍ଲାର ବରିଷ୍ଟ ସାମ୍ବାଦିକ ସ୍ୱଗର୍ତ କରୁଣା କରଙ୍କ ବିୟୋଗ ରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଓ ଦୀପ ଦାନ କାର୍ଯ୍ୟକ୍ରମ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ଜିଲ୍ଲା…

କେନ୍ଦ୍ରାପଡା ରାଜ୍ୟ ମହିଳା ଫିଡେ ରେଟିଙ୍ଗ ଚେସ ଚୋମ୍ପିଅନସିପ-୨୦୨୫ ଉଦଘାଟିତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ୍ ଆନୁକୁଲ୍ୟରେ ତଥା ଅଲ୍ ଓଡ଼ିଶା ଚେସ ଆସୋସିଏସନ୍ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ର ସହୋଯୋଗ ରେ ଆଜି ସ୍ଥାନୀୟ ଗରପୁର୍ ଠାରେ ଥିବା ସ୍ୱୟଙ୍ଗସିଦ୍ଧା ଠାରେରେ ଚଳିତ…

ସରକାରୀ ଓକିଲଙ୍କ ଦୁର୍ନୀତି ନିବାରଣ ଶପଥ ପାଠ

କେନ୍ଦ୍ରାପଡ଼ା,୩୦ା୧୦:କେନ୍ଦ୍ରାପଡା ଜିଲ୍ଲା ଅଦଲତ ପରିସରରେ ଥିବା ପବ୍ଲିକ ପ୍ରସିକ୍ୟୁଟର ସୈାଭାଗ୍ୟବତୀ ଅହଲ୍ୟାମଣୀ ପଟ୍ଟନାୟକଙ୍କ କାର୍ଯ୍ୟାଳୟରେ ଜିଲ୍ଲାର ସମସ୍ତ ସରକାରୀ ଓକିଲ ଦୁର୍ନୀତିମୁକ୍ତ ସେବା ଯୋଗାଇଦେବାକୁ ଶପଥ ଗ୍ରହଣ କରିଛନ୍ତି। ପବ୍ଲିକ ପ୍ରସିକ୍ୟୁଟର ଶ୍ରୀମତୀ ପଟ୍ଟନାୟକ ସମସ୍ତ ସରକାରୀ ଓକିଲମାନଙ୍କୁ ଏହି ଶପଥପାଠ…

ଖବରଦାତାଙ୍କ ଅକାଳ ବିୟୋଗ

ଡେରାବିଶ: ୩୦/୧୦  -କେନ୍ଦ୍ରାପଡା ଜିଲା ଡେରାବିଶ ଅଞ୍ଚଳର ସମାଜସେବୀ, ସେବାୟତ ତଥା ବରିଷ୍ଠ ଖବରଦାତା (କରୁଣାକର କର) କନି ନନାଙ୍କ ଗୁରୁବାର ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଗୁରୁବାର ଦିନ ହଠାତ୍…

କେନ୍ଦ୍ରାପଡାରେ ସାଇବର ସୁରକ୍ଷା ସଚେତନତା

କେନ୍ଦ୍ରାପଡ଼ା,୩୦ା୧୦:କେନ୍ଦ୍ରାପଡାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ପୋଲିସ ପକ୍ଷରୁ ପୈାର ଟାଉନହଲ ପରିସରରେ ଆୟୋଜିତ ସଚେତନତା ବୈଠକରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଧାକର ସାହୁ ପୈାରହିତ୍ୟ କରିଥିଲେ। ମୁଖ୍ୟଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ…

ବ୍ୟାପକ ବୃକ୍ଷରୋପଣ ବାତ୍ୟା ଉତ୍ପନ୍ନରେ କିଛିଟା ଲଗାମ ଦେଇପାରିବା

ଓଡିଶା ଏକ କୃଷି ପ୍ରଧାନ ରାଜ୍ୟ । ସାଧାରଣତ ଏଠାରେ ଖରିଫ ଚାଷ ଶତ ପ୍ରତିଷତ ଜମିରେ କରାଯାଏ । ଅକ୍ଟୋବର ସମୟରେ ଏହି ଧାନରେ କେଣ୍ଡା ବାହାରି, ଧାନ ହାଟ କରୁଥାଏ । ମାତ୍ର ଗତ ଦୁଇ ଦଶଧି ଧରି…

ପଟ୍ଟାମୁଣ୍ଡାଇ ଇତିହାସ ପ୍ରାଚୀନ ନୌବାଣିଜ୍ୟର ଗୌରବମୟ ଗାଥା ବହନ କରେ

ପଟ୍ଟାମୁଣ୍ଡାଇ ବୋଇତ ବନ୍ଦାଣ ପ୍ରସ୍ତୁତି ପଟ୍ଟାମୁଣ୍ଡାଇ ୨୩/୧୦ – ପ୍ରାଚୀନ କଳିଙ୍ଗର ନୌଚାଳନା ଓ ନୌବାଣିଜ୍ୟର ପରମ୍ପରା ଆମ ଅଂଚଳ ଗୌରବମୟ ଗାଥା ବହନ କରିଆସିଛି । ଯାହାର ଅଧ୍ୟାୟ ଭାରତ ଇତିହାସରେ ଲିପିବଦ୍ଧ ହୋଇଛି । ବହୁ ନଦୀ, ସମୁଦ୍ର…

ଯୁବସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନ

ଜାତୀୟ ତମାଖୁ ବର୍ଜନ କାର୍ଯ୍ୟକ୍ରମ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ କେନ୍ଦ୍ରାପଡ଼ା,୧୭ା୧୦:ଧୂମପାନ ବା ତମାଖୁ ବ୍ୟବହାର କୁପରିଣାମ ଏବଂ ଏହାର ନିୟନ୍ତ୍ରଣ କରିବା ନିମନ୍ତେ ଶୁକ୍ରବାର ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ…

ପୂର୍ବତନ ରାଷ୍ଟ୍ରପତି ଡଃ. କଲାମଙ୍କ ଜୟନ୍ତୀ ପାଳନ

କେନ୍ଦ୍ରାପଡା ୧୫/୧୦ –ଭାରତର ପୂର୍ବତନ ରାଷ୍ରପତି ତଥା ଭାରତରତ୍ନ ଡଃ ଏ. ପି.ଜେ.ଅବଦୁଲ କଲାମ ସ୍ମୃତି କମିଟି ତରଫରୁ ପୂର୍ବତନ ରାଷ୍ଟ୍ରପତି ଡଃ. କଲାମଙ୍କ ୯୪ତମ ଜୟନ୍ତୀ ପାଳନ କରାଯାଇଥିଲା । ମେଡିକାଲ ରୋଡରେ ଥିବା ଡଃ. ଅବଦୁଲ୍ କଲାମଙ୍କ ପ୍ରତିମୂର୍ତ୍ତିରେ…

୧୧ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ , ୨ ଗିରଫ

ପଟ୍ଟାମୁଣ୍ଡାଇ ୧୫/୧୦ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅବକାରୀ ବିଭାଗ ପକ୍ଷରୁ ବୁଧବାର ପଟ୍ଟାମୁଣ୍ଡାଇ ମେଡିକାଲ ଛକ ଓ ପୋଖରିଆପଡା ଗ୍ରାମରେ ଚଢ଼ାଉ କରାଯାଇ ୧୧୫ ଗ୍ରାମର ବ୍ରାଉନ ସୁଗାର ଜବତ କରିବା ସହିତ ୨ ଜଣଙ୍କୁ ଗିରଫ କରାଯାଇଛି। ଏମାନେ…

ରାଜ୍ୟ ବିଦ୍ୟାଳୟ ସମୁହ ଭଲିବଲ ପ୍ରତିଯୋଗିତା

ତିନୋଟି ବର୍ଗରେ ଚମ୍ପିୟନ କେନ୍ଦ୍ରାପଡା ଜିଲ୍ଲା କେନ୍ଦ୍ରାପଡ଼ା,୧୫ା୧୦:୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୁହ ଭଲିବଲ ପ୍ରତିଯୋଗିତା- ୨୦୨୫ରେ କେନ୍ଦ୍ରାପଡା ଜିଲ୍ଲା ତିନୋଟି ବର୍ଗରେ ଚମ୍ପିୟନ ଆଖ୍ୟା ଅର୍ଜ୍ଜନ କରିବା ସହ ୩ଟି ଟ୍ରଫି ହାସଲ କରିଛି। ଚଳିତମାସ ୧୧ତାରିଖରୁ ୧୪ତାରିଖ ପର୍ଯ୍ୟନ୍ତ…

ବଳଦେବଜୀଉ ମନ୍ଦିର ବୁଲି ଦେଖିଲା ରାଜ୍ୟ ପ୍ରତ୍ନତ୍ତ୍ୱ ବିଭାଗ

କେନ୍ଦ୍ରାପଡ଼ା,୧୫ା୧୦:କେନ୍ଦ୍ରାପଡ଼ାର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉ ମନ୍ଦିରର ସର୍ବେକ୍ଷଣ ପାଇଁ ପ୍ରତ୍ନତତ୍ତ୍ୱ ବିଭାଗର ଏକ ଦଳ ବୁଧବାର କେନ୍ଦ୍ରାପଡ଼ାରେ ପହଞ୍ଚି ମନ୍ଦିରର ସ୍ଥିତି ପରଖିଛନ୍ତି। ଏହି ଦଳ ପ୍ରଥମେ ଶ୍ରୀଜୀଉଙ୍କ ମୁଖ୍ୟ ଦେଉଳର ଜଗମୋହନରେ ଥିବା ଖୁମ୍ବର ଫାଟକୁ ତଦାରଖ କରିଥିଲେ।…

ସରକାରୀ ହସ୍ପିଟାଲର ଦୁର୍ଦ୍ଦଶା : ଜନ କଲ୍ୟାଣ ଏକ ବ୍ୟବସାୟ ପାଲଟିଛି

ସ୍ୱାସ୍ଥ୍ୟ ସମାଜର ମୌଳିକ ଆବଶ୍ୟକତା । ଏଥିନେଇ ରାଜ୍ୟ ଓ କେନ୍ଦ୍ର ସରକାର ଜନସାଧାରଣଙ୍କୁ ଉପଯୁକ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ହେଲେ ରାଜ୍ୟର ବିଭିନ୍ନ ଚିକିତ୍ସାଳୟରେ ଆବଶ୍ୟକ ବିଶେଷଜ୍ଞ ଡାକ୍ତର ନଥିବାରୁ ଜନସାଧାରଣ…

ମିଳିତ ଜନଶୁଣାଣୀ ଶିବିର , ୭୫ ଅଭିଯୋଗ ଉପରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ନିର୍ଦେଶ

ପଟ୍ଟାମୁଣ୍ଡାଇ ତା ୧୧/୮- ଆଜି ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।  ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲାର ନୂତନ ଜିଲ୍ଲାପାଳ ରଘୁରାମ ଆର ଆୟାର, ଏସ ପି ସିଦ୍ଧାର୍ଥ କଟାରିଆ, ଅତିରିକ୍ତ…

ବଡପଡା ଛାତ୍ରୀ ପୋଡି ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତପାଇଁ ଦାବି କଲା ବିଜେଡି

କେନ୍ଦ୍ରାପଡା ୭/୮ – ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମର ଛାତ୍ରୀ ପି ଡି ସଂଗୀତା ନିଆଁରେ ପୋଡି ମୃତଙ୍କ ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର…

ଛାତ୍ରୀ ଆତ୍ମଦାହ ଘଟଣା, ବଡପଡାରେ ରାଜ୍ୟ ବିଜେଡି ଟିମ

ରାଜ୍ୟ ବିଜେଡି ସୁପ୍ରିମୋ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟନାୟକଙ୍କ ନିର୍ଦେଶରେ ରାଜ୍ୟ ବିଜେଡି ତଥ୍ୟ ଅନୁସନ୍ଧାନକାରୀ ଦଳ କଲେଜ ଛାତ୍ରୀ ଆତ୍ମଦାହ ଘଟଣାର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିବା ପାଇଁ ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ସହିତ ଆଜି…

ବଡପଡା ଛାତ୍ରୀ ପୋଡି ଘଟଣା ଅନୁଧ୍ୟାନ କଲା ପି ସି ସି ଟିମ

ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ପହଂଚି ନିଆଁରେ ପୋଡି ମୃତ୍ୟୁବରଣ କରିଥିବା ଛାତ୍ରୀ ପି ଡି ସଂଗୀତାଙ୍କ ପରିବାରକୁ ଭେଟି ଏହି ସମବେଦନଶୀଳ ମାମଲାର ଅନୁଧ୍ୟାନ କରିଥିଲେ I…

ବିଜେପି ପ୍ରତିନିଧିଦଳର ସ୍ଥିତି ଅନୁଧ୍ୟାନ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣାର ଅନୁଧ୍ୟାନ କରିଛି ଶାସକ ବିଜେପି ଟିମ I କେନ୍ଦ୍ରାପଡ଼ା ଜିଲ୍ଲା ବିଜେପି ସଭାପତି ଶଶାଙ୍କ ସେଠୀ, କେନ୍ଦ୍ରାପଡ଼ା ବିଧାନସଭା ସଭା ବିଜେପି…

ବାମପନ୍ଥୀ ନେତାଙ୍କ ଘଟଣାସ୍ଥଳ ପରିଦର୍ଶନ

ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତ ଛାତ୍ରୀ ମୃତ୍ୟୁ ଘଟଣାର ସ୍ଥିତି ଅନୁସନ୍ଧାନ ପାଇଁ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ବାମପନ୍ଥୀ ଦଳ ନେତାମାନେ I ଜିଲ୍ଲା ସି ପି ଏମ ଜିଲ୍ଲା ସମ୍ପାଦକ ଗୟାଧର ଧଳଙ୍କ ନେତୃତ୍ୱରେ ନରୋତ୍ତମ ପାର୍ଥସାରଥୀ, ସୋମନାଥ ବିଶ୍ୱାଳ,…

ବନ୍ୟା ପ୍ରଭାବିତ ଲୋକଙ୍କୁ ସହାୟତା ପାଇଁ ବିଧାୟକଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ

କେନ୍ଦ୍ରାପଡା ୩୧ା୭ – କେନ୍ଦ୍ରାପଡା ଜିଲ୍ଲାରେ ଜୁଲାଇ ୧୬ରୁ ୨୧ତାରିଖ ଓ ଜୁଲାଇ ୨୯ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଦୁଇ ପର୍ଯ୍ୟାୟରେ ବ୍ରାହ୍ମଣୀ ନଦୀରେ ବନ୍ୟା ଆସି କେନ୍ଦ୍ରାପଡା, ପଟ୍ଟାମୁଣ୍ଡାଇ ଅଞ୍ଚଳ, ଆଳି ବ୍ଲକ ଓ ପଟ୍ଟାମୁଣ୍ଡାଇ ମୁନିସିପାଲଟି ବହୁ ଅଞ୍ଚଳ…

ସମ୍ରାଟ ଜେନା ଜାତୀୟ ଯୁବ କଂଗ୍ରେସ ସମ୍ପାଦକ

ପଟ୍ଟାମୁଣ୍ଡାଇ ୩୦/୭ – ରାଜନଗର ନିର୍ବାଚନମଣ୍ଡଳୀର ଟାଣୁଆ ଯୁବନେତା ପଟ୍ଟାମୁଣ୍ଡାଇ ପୌର ପରିଷଦ ୧୫ନଂ ୱାର୍ଡ କାଉନସିଲର ଅଳଭା ଗ୍ରାମର ସମ୍ରାଟ ଜେନାଙ୍କୁ ଅଖିଳ ଭାରତ ଯୁବକଂଗ୍ରେସ ସମ୍ପାଦକ ଭାବେ ଏଆଇସିସି ସାଧାରଣ ସମ୍ପାଦକ ( ସଂଗଠନ ) କେସି ବେଣୁଗୋପାଳ…

ପଟ୍ଟାମୁଣ୍ଡାଇ ବନ୍ୟାଞ୍ଚଳ ପରିଦର୍ଶନ କଲେ ଜିଲ୍ଲାପାଳ , ତୁହାକୁ ତୁହା ବର୍ଷା ଯୋଗୁଁ ବିପନ୍ନଙ୍କ ଦୁର୍ଦଶା ବଢୁଛି

ପଟ୍ଟାମୁଣ୍ଡାଇ ତା ୩୦/୭-ପଟ୍ଟାମୁଣ୍ଡାଇ ରେ ବନ୍ୟା ପରିସ୍ଥିତିରେ ସାମାନ୍ୟ ସୁଧାର ଆସିଛି । ତେବେ ତୁହାକୁ ତୁହା ବର୍ଷା ବନ୍ୟା ବିପନ୍ନଙ୍କ ଦୁର୍ଦଶା ବୃଦ୍ଧି କରିଛି ।ଆଜି ସକାଳ ଠାରୁ ଲଗାଣବର୍ଷା ଲାଗି ରହିଛି । ବ୍ରାହ୍ମଣୀ ନଦୀରେ ଦେଖା ଦେଇଥିବା…

ଜିଲ୍ଲା ସଡ଼କ ନିରାପତ୍ତା କମିଟି ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

କେନ୍ଦ୍ରାପଡ଼ା, ୩୦/୭.- ଟ୍ରାଫିକ ନିୟମର କଡ଼ାକଡ଼ି ଅନୁପାଳନ ଓ ଏ ଦିଗରେ ବ୍ୟାପକ ସଚେତନତା ସୃଷ୍ଟି କରାଗଲେ ସଡ଼କ ଦୁର୍ଘଟଣା ବହୁ ପରିମାଣରେ ରୋକା ଯାଇପାରିବ ବୋଲି ବୁଧବାର କେନ୍ଦ୍ରାପଡା ଜିଲା କାର୍ଯ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆଇଟି ୨.୦ ସଫ୍ଟୱେର କାର୍ଯ୍ୟକ୍ଷମ ଲାଗି , ଅଗଷ୍ଟ ୨ରେ କେନ୍ଦ୍ରାପଡ଼ା ମୁଖ୍ୟ ଡାକ ଘର ସମେତ , ଉପ ଡାକ ଘର ଓ ଶାଖା ଡାକ ଘର ବନ୍ଦ ରହିବ.

କେନ୍ଦ୍ରାପଡ଼ା, ୩୦.୭. କେନ୍ଦ୍ରାପଡ଼ା ମୁଖ୍ୟ ଡାକ ଘର ସମେତ ଏହାର ଅଧୀନରେ ଥିବା ସମସ୍ତ ଉପ ଡାକ ଘର ଓ ଶାଖା ଡାକ ଘର ଆସନ୍ତା ୨ ଅଗଷ୍ଟ ଶନିବାର ଦିନ ସମସ୍ତ ସେବା ବନ୍ଦ ରହିବ । କେନ୍ଦ୍ରାପଡ଼ା ଡାକ…