ଚିତ୍ରଗୁରୁ ସୌମ୍ୟରଂଜନଙ୍କୁ ଓଡିଶା ସୃଜନ ଯୁବ ସମ୍ବର୍ଦ୍ଧନା-୨୦୨୫

କେନ୍ଦ୍ରାପଡା- ଚିତ୍ରକଳା କ୍ଷେତ୍ରରେ ରାଜ୍ୟ ଠାରୁ ଆରମ୍ଭ କରି ଜାତୀୟ ଓ ଆନ୍ତର୍ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ଓ ପ୍ରତିଯୋଗୀତାରେ ନିଜ କଳାର ଉନ୍ନତି ସହିତ କେନ୍ଦ୍ରାପଡା ଓ ଓଡିଶା ପାଇଁ ଗୌରବ ଆଣୁଥିବା କ୍ରିଷା ଏକାଡେମୀ ଅଫ୍ ଆର୍ଟ ଆଣ୍ଡ କଲଚର…

ପୁନର୍ବାସ ପକ୍ଷରୁ ପାରାକ୍ରୀଡାବିତ୍ ଙ୍କୁ ଆର୍ଥିକ ପ୍ରୋତ୍ସାହନ

କେନ୍ଦ୍ରାପଡା ୨୯/୭- ଜିଲ୍ଲାର ଭିନ୍ନକ୍ଷମମାନଙ୍କ ଥେରାପି ସେବା, ଅଧିକାର ସଚେତନତା ଓ ସଶକ୍ତିକରଣ ଦିଗରେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଜାତୀୟସ୍ତରୀୟ ପାରା କ୍ରୀଡ଼ାବିତ୍ ସୁଧୀର ମଲିକଙ୍କୁ କ୍ରୀଡା ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ଆସନ୍ତା ଅକ୍ଟୋବର ମାସରେ ଗୋଆ ଠାରେ…

ବନ୍ୟା ପରିସ୍ଥିତି ଅପରିବର୍ତ୍ତିତ , ବହୁ ଗ୍ରାମ ଜଳବନ୍ଦି  

ପଟ୍ଟାମୁଣ୍ଡାଇ ତା ୨୯/୭-ପଟ୍ଟାମୁଣ୍ଡାଇ ରେ ବନ୍ୟା ପରିସ୍ଥିତି ଅପରିବର୍ତ୍ତିତ ରହିଛି ।  ବନ୍ୟାଜଳ ପ୍ରାୟ ସ୍ଥିର ରହିଛି ।  ଅଳଭା ଠାରେ ଗତକାଲି ଥିବା ବନ୍ୟା ଜଳ ପତ୍ତନ ୧୫ଫୁଟ ରହିଛି ।  ବନ୍ୟା ପରିସ୍ଥିତି ଅପରିବର୍ତ୍ତିତ ରହିଥିଲେ ମଧ୍ୟ ତୁହା…

ବ୍ରାହ୍ମଣୀ ବନ୍ୟାରେ ଭାସି ଯାଇ ୧ମୃତ, ମୃତ ପରିବାରକୁ ସହାୟତା ଦାବୀ

ପଟ୍ଟାମୁଣ୍ଡାଇ ତା ୨୯/୭- ବ୍ରାହ୍ମଣୀ ନଦୀରେ ୨ୟ ଥର ବନ୍ୟା ଆସିବା ଫଳରେ ଶ୍ରୀରାମପୁର, ଡାମରପୁର, ବଳଭଦ୍ରପୁର ଓ ଶାସନ ପଂଚାୟତ ର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇ ପଡିବା ସହିତ ହଜାର ହଜାର ଲୋକ ବିପନ୍ନ ହୋଇଛନ୍ତି । ଶ୍ରୀରାମପୁର,…

ବ୍ରାହ୍ମଣୀରେ ପୁଣି ବନ୍ୟା ଯୋଗୁଁ ପଟ୍ଟାମୁଣ୍ଡାଇର ବ୍ୟାପକ ଅଂଚଳ ଜଳମଗ୍ନ

ପଟ୍ଟାମୁଣ୍ଡାଇ ୨୮/୭ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ଆସି ବ୍ୟାପକ କ୍ଷୟକ୍ଷତି ସାଙ୍ଗକୁ ଫସଲହାନୀ ଘଟିଥିଲ।। ସଂପ୍ରତି ବନ୍ୟାପାଣି ଚାଷଜମିରୁ ଶୁଖି ନଥିବାବେଳେ ବ୍ରାହ୍ମଣୀ ନଦୀରେ ପୁଣି ବନ୍ୟା ଆସିଛି ।…

ଦିବ୍ୟାଙ୍ଗ କାଉଡ଼ିଆଙ୍କ ଜଳାଭିଷେକ

କେନ୍ଦ୍ରପଡା ୨୮/୭- ଏବେ ଶ୍ରାବଣ ମାସ ଚାଲିଛି। ଛୋଟ ପିଲାଠୁ ଆରମ୍ଭ କରି ବୟସ୍କ ମାନଙ୍କ ହାତରେ ଶ୍ରାବଣର କାଉଡ଼ି ଭାର। ଗୋଟିଏ ଲକ୍ଷ୍ୟ ଜଳାଭିଷେକ କରିବା ଓ ମାନସିକ ପୂରଣ କରିବା। ଭିନ୍ନ ଭିନ୍ନ ଭାବରେ କାଉଡ଼ିଆ ମାନେ ବାବା…

ବିଶ୍ୱ ହେପାଟାଇଟିସ ଦିବସ ପାଳିତ

କେନ୍ଦ୍ରାପଡ଼ା,୨୮ା୭ :ଜିଲ୍ଲାସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, କେନ୍ଦ୍ରାପଡା ପକ୍ଷରୁ ସୋମବାର ଅପରାହ୍ନରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ତଥା ଜିଲ୍ଲା ମିଶନ ନିର୍ଦ୍ଦେଶକ ଡା. ମନୋରଞ୍ଜନ ରାଉତ…

ଆୟବା ଗାଁର କୁନି କାଉଡିଆଙ୍କ ଶ୍ରାବଣ ଯାତ୍ରା

କେନ୍ଦ୍ରାପଡ଼ା,୨୮ା୭:ପବିତ୍ର ଶ୍ରାବଣ ମାସରେ ସବୁଆଡ଼େ ଶିବଭକ୍ତ ମାନଙ୍କ ଭିଡ। ମାନସିକ ମନାସି ଶିବଭକ୍ତ ମାନେ ଦୂରଦୂରାନ୍ତକୁ ପାଣି ଭାର ନେଇ ଯାତ୍ରା କରୁଛନ୍ତି। ଭକ୍ତିର ଏହି ଆଧ୍ୟତ୍ମିକ ଯାତ୍ରାରେ ସାମିଲ ହୋଇଥିଲେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗାଁର କୁନିକୁନି ପିଲାମାନେ।…

ପ୍ରଧାନମନ୍ତ୍ରୀଙ୍କ ମନ କି ବାତ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୨୭/୭ -ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ପୌରପରିଷଦ ୧୦ ନମ୍ୱର ୱାର୍ଡ ୨୨୯ ନମ୍ୱର ବୁଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୨୪ ତମ ମନ୍ କି ବାତ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାଜପା ରାଜ୍ୟପରିଷଦ ସଦସ୍ୟ ସୁନାକର…

ହରିହରାନନ୍ଦ ଧ୍ୟାନମନ୍ଦିରରେ ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

ପରମହଂସ ପଜ୍ଞାନନ୍ଦଜୀ ୬୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ପଟ୍ଟାମୁଣ୍ଡାଇ ୨୫/୭ କଳ୍ପତରୁ ନାୟକ-ପରମହଂସ ପଜ୍ଞାନନ୍ଦଜୀ ୬୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଅଗଷ୍ଠ ୧୦ ରେ ରକ୍ତଦାନ ଶିବର ଆୟୋଜନକୁ ନେଇ ଏକ ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ହରିହରାନନ୍ଦ ଧ୍ୟାନମନ୍ଦିର…

କେନ୍ଦ୍ରାପଡାରେ ସନ୍ଥ ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୭ା୭:କେନ୍ଦ୍ରାପଡ଼ା ଜିଲ୍ଲା ଧର୍ମ ଜାଗରଣ ସେନା ପକ୍ଷରୁ ପ୍ରାନ୍ତ ଯୋଜନା ଅନୁସାରେ ଏକ ସନ୍ଥ ସମ୍ମିଳନୀ କେନ୍ଦ୍ରାପଡ଼ା ଜିଲ୍ଲାରେ କରାଯିବା ପାଇଁ ଯୋଜନା କରାଯାଇଛି। ଏହି କାର୍ଯ୍ୟକ୍ରମ କିଭଳି ସରସ ସୁନ୍ଦର କରାଯାଇପାରିବ ସେଥିପାଇଁ ପ୍ରାନ୍ତୀୟ ଅଧିକାରୀ ମାନେ କେନ୍ଦ୍ରାପଡ଼ା ଜିଲ୍ଲା…

ଯୈାନ ଶୋଷଣ ନିବାରଣ ଆଇନ ସଚେତନତା ବୈଠକ

କେନ୍ଦ୍ରାପଡ଼ା,୨୬ା୭ :ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ ) ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଯୌନ ଶୋଷଣ ନିବାରଣ ଆଇନ ସମ୍ପର୍କିତ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ…

ବନ୍ୟାଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ

କେନ୍ଦ୍ରାପଡ଼ା,୨୬ା୭ :କେନ୍ଦ୍ରାପଡ଼ା ଜିଲ୍ଲାରେ ଚାରିଦିନ ତଳେ ଯୋଗଦେଇଥିବା ନୂତନ ଜିଲ୍ଲାପାଳ ରଘୁରାମ ଆର ଆୟାର ଶନିବାର ବନ୍ୟା ପ୍ରଭାବିତ ଆଳି ଏବଂ ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ସ୍ଥାନ ବୁଲି ସ୍ଥିତି ପରୀକ୍ଷା କରିଛନ୍ତି। ନଦୀ ପାଶ୍ୱର୍ବର୍ତ୍ତୀ ଅଞ୍ଚଳର ଲୋକମାନେ କିପରି ସମସ୍ୟାରେ…

ପେଣ୍ଠପାଳ ଓ ସିଂହଗାଁ ବନ୍ୟା ପରବର୍ତୀ ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

ପଟ୍ଟାମୁଣ୍ଡାଇ ତା ୨୬/୭-କେନ୍ଦ୍ରାପଡ଼ା ଜିଲ୍ଲାର ନବ ନିଯୁକ୍ତ ଜିଲ୍ଲାପାଳ ରଘୁରାମ ଆର ଆୟାର ଆଜି ପଟ୍ଟାମୁଣ୍ଡାଇ ବ୍ଲକ ଗସ୍ତରେ ଆସି ବନ୍ୟା ପରବର୍ତୀ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଜିଲ୍ଲାପାଳ ଶ୍ରୀ ଆୟାର ପଟ୍ଟାମୁଣ୍ଡାଇ ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ସିଂହଗାଁ…

ବସ ଧକ୍କାରେ ୨ସ୍କୁଟି ଆରୋହୀ ଶଳା ଭିଣୋଇଙ୍କ ମୃତ୍ୟୁ , ପ୍ରତିବାଦରେ ଉତ୍ୟକ୍ତ ଲୋକଙ୍କ ଟାୟାର ଜାଳି ରାସ୍ତାରୋକ

ପଟ୍ଟାମୁଣ୍ଡାଇ ତା ୨୬/୭- ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମଦନପୁର ଛକରେ ଆଜି ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।  ବସ ଧକ୍କା ରେ ଦୁଇ ସ୍କୁଟି ଆରୋହୀ ଶଳା ଭିଣୋଇ ଙ୍କ ମୃତ୍ୟୁ ଘଟିଛି ।  ପ୍ରତିବାଦରେ…

ବିଦ୍ୟାଳୟସ୍ତରୀୟ ବନମହେତ୍ସବ ଓ ସମ୍ବର୍ଦ୍ଧନା ଉତ୍ସବ

କେନ୍ଦ୍ରାପଡା,୨୫ା୭: କେନ୍ଦ୍ରାପଡା ଜିଲ୍ଲା କୁହୁଡିଠାରେ ସିଦ୍ଧମହାପୁରୁଷ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁରୁବାର ଦିନ ବିଦ୍ୟାଳସ୍ତରୀୟ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଭାପତିତ୍ୱ କରିଥିଲେ । କେନ୍ଦ୍ରାପଡା ମଣ୍ଡଳିଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ ମୁଖ୍ୟ…

ଅବସର କାଳୀନ ସମ୍ବର୍ଦ୍ଧନା ସଭା

କେନ୍ଦ୍ରାପଡା ୨୫/୭- କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଶ୍ରୀ ବଳଦେବଜୀଉ ମନ୍ଦର ନିକଟସ୍ଥ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରୁ ନିକଟରେ ଅବସର ନେଇଥିବା ସହକାରୀ…

ବୀମା ଦାଖଲ ସମୟ ସୀମା ବୃଦ୍ଧି ପାଇଁ ଦାବି

ରାଷ୍ଟ୍ରୀୟ ଫସଲ ବୀମା ପଞ୍ଜିକରଣ ପୋର୍ଟାଲ ବନ୍ଦ . ଚାଷୀ ହତାସ ପଟ୍ଟାମୁଣ୍ଡାଇ ୨୫/୭ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀଙ୍କ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଆସନ୍ତା ୩୧ ତାରିଖ ଗୁରୁବାର ଏହି ଫସଲ…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ କେନ୍ଦ୍ରାପଡାର ତେଜ ତନ୍ମୟ ପ୍ରଥମ

କେନ୍ଦ୍ରାପଡ଼ା,୨୫ା୭:ଓଡିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ ସେଣ୍ଟ ଜାଭିୟର ହାଇସ୍କୁଲର ଛାତ୍ର ତେଜ ତନ୍ମୟ ୨ୟ ଥର ପାଇଁ ପ୍ରଥମ ସ୍ଥାନ ଅଧିକାର କରି କେନ୍ଦ୍ରାପଡା ପାଇଁ ଗୈାରବ ଆଣି…

ନିର୍ମାଣାଧିନ ୫୩ ନମ୍ବର ଜାତୀୟ ରାଜପଥ ପାଲଟିଛି ମୃତ୍ୟୁଯନ୍ତା

ଦୁର୍ଘଟଣାରେ ଦୁଇ ଗୁରୁତର, ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା ଓ ଠିକାସଂସ୍ଥାକୁ ଦାୟୀ କଲେ ଜନସାଧାରଣ ଡ଼େରାବିଶ ୧୪ । ୦୭ (ବେବର୍ତା ଅଜୟ ଦାସ) – ଚଣ୍ଡିଖୋଲ ପାରାଦ୍ୱୀପ ୫୩ ନମ୍ବର ଜାତୀୟ ରାଜପଥର ଡେରାବିଶ ଥାନା ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର…

ଓଡ଼ିଶୀ ନୃତ୍ୟଗୁରୁ ସୁଶ୍ରୀ ଭାନୁପ୍ରିୟାଙ୍କୁ ବଙ୍ଗରତ୍ନ ସମ୍ମାନ

କେନ୍ଦ୍ରାପଡ଼ା,୧୧/୭: ଓଡ଼ିଶୀ ନୃତ୍ୟଗୁରୁ କେନ୍ଦ୍ରାପଡ଼ା ମାଟିର ଝିଅ ଭାନୁପ୍ରିୟା ଖଟୁଆଙ୍କୁ ବଙ୍ଗରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଛି । ଭାରତ ସରକାରଙ୍କ ଅଧିନସ୍ଥ କଲଚରାଲ ଡ଼େଭଲମେଣ୍ଟ ଫାଉଣ୍ଡେସନ ପକ୍ଷରୁ ପଶ୍ଚିମବଙ୍ଗର କୋଲକାତା ଠାରେ ଆୟୋଜିତ ଆନ୍ତର୍ଜାତୀୟ ମେଗା ସୁପରକ୍ଲାସ୍ ଡ଼୍ୟାନ୍ସ ଓ ମ୍ୟୁଜିକ୍…

ମଧ୍ୟହ୍ନ ଭୋଜନରେ ଅବହେଳା ନେଇ ଅସନ୍ତୋଷ

ପଂଚାୟତ ଉନ୍ନତିକରଣ ସୂଚକାଙ୍କ ୨.୦ କର୍ମଶାଳା ଉଦଯାପିତ ପଟ୍ଟାମୁଣ୍ଡାଇ ୧୧/୭– ଆଗାମୀ ଦୁଇ ହଜାର ତିରିଶି ସୁଦ୍ଧା ଦୀର୍ଘ ସ୍ଥାୟୀ ଯୋଜନା ମାଧ୍ୟମରେ ଆଗାମୀ ପିଢ଼ିକୁ ସମସ୍ତ ସୁରକ୍ଷା ପ୍ରଦାନ ଲକ୍ଷରେ ପଟ୍ଟାମୁଣ୍ଡାଇ ବ୍ଲକ୍ ସମ୍ମିଳନୀ କକ୍ଷରେ ତାଲିମ ଶିବିର ୨ଦିନ…

କ୍ଷୁଦ୍ର ବ୍ୟବସାୟୀ ସଭ୍ୟସଭ୍ୟାଙ୍କ ଆର୍ଥୀକ ଅଭିବୃଦ୍ଧିକୁ ଅଗ୍ରାଧିକାର ଦେବ

ଜନଚେତନା ବହୁମୁଖୀ ସମବାୟ ସମିତିର ପରିଚାଳନା କମିଟି ବୈଠକ କେନ୍ଦ୍ରାପଡ଼ା,୧୧/୭: କ୍ଷୁଦ୍ର ବ୍ୟବସାୟୀ ସଭ୍ୟସଭ୍ୟାଙ୍କ ଆର୍ଥୀକ ଅଭିବୃଦ୍ଧି ପାଇଁ ଅଗ୍ରାଧିକାର ଭିତ୍ତିରେ ସହଜ ଋଣ ମଂଜୁର କରାଯିବ । କେନ୍ଦ୍ରାପଡ଼ା ଜନଚେତନା ବହୁମୁଖୀ ସମବାୟ ସମିତିର ପରିଚାଳନା କମିଟି ବୈଠକରେ ଆଜି…

ଗୁରୁ ପୂର୍ଣ୍ଣିମା ଏବଂ ଧର୍ମପ୍ରାଣା ସରୋଜିନୀ ପରିଡାଙ୍କ ଜୟନ୍ତୀ ପାଳିତ ଭକ୍ତି ସଙ୍ଗୀତ ଆଲବମ୍ ଅକ୍ଷୟ ଭଜନାମୃତ ଉନ୍ମୋଚିତ

କେନ୍ଦ୍ରାପଡ଼ା ୧୦/୭- ବାରୁଅ ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡ଼ିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଚିର ସବୁଜ ଅକ୍ଷୟ ମହାନ୍ତି କକ୍ଷରେ ପବିତ୍ର ଗୁରୁ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲୋକ କବି…