ଭିକାରୀ ଚରଣ ଦାସଙ୍କ ପୁରାଣ ଗଳ୍ପ ‘ରାତି ପାହିଲେ ନାରାୟଣ ମରିବେ’ ପୁସ୍ତକ ଉନ୍ମୋଚନ

10 March 2026 kanika odisha 0

ପଟ୍ଟାମୁଣ୍ଡାଇ ୯/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌର ଅଡିଟୋରିୟମ ଭବନରେ କର୍ମକାଣ୍ଡ ନିପୁଣ ଓ କଳା ସହିତ୍ୟର ପୁରୋହିତ ଭିକାରୀ ଚରଣ ଦାସଙ୍କ ପୁରାଣ ଗଳ୍ପ ‘ରାତି ପାହିଲେ ନାରାୟଣ ମରିବେ’ ପୁସ୍ତକ […]

କେନ୍ଦ୍ରାପଡା ରଗବି ଫୁଟବଲ ଆସୋସିଏସନର ବଡ଼ ସଫଳତା

9 March 2026 kanika odisha 0

କେନ୍ଦ୍ରାପଡା ୯/୩- ଚଳିତ ବର୍ଷ ମାର୍ଚ୍ଚରେ ଭୂବନେଶ୍ୱର କଳିଙ୍ଗ ଷ୍ଟାଡିଅମ ରେ ଅନୁଷ୍ଠିତ ହେବାକୁ ଯାଉଥିବା ଜାତୀୟ ରଗବି ସିନିଅର ଚାମ୍ପିୟନସିପ ୨୦୨୬ ରେ କେନ୍ଦ୍ରାପଡା ରଗବି ଫୁଟବଲ ଆସୋସିସନରୁ ମୋନାଲିସା ନାୟକ, ସିପା […]

କେନ୍ଦ୍ରାପଡା ଜିଲ୍ଲାରେ ଗ୍ରାମପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି

9 March 2026 kanika odisha 0

କେନ୍ଦ୍ରାପଡ଼ା,୯ା୩:ସାଧାରଣ ଲୋକଙ୍କ ଅଭିଯୋଗ ଗୁଡିକର ଶୀଘ୍ର ସମାଧାନ ଓ ଶାସନ ସେବାକୁ ଗ୍ରାମସ୍ତରରେ ସୁଦୃଢ଼ କରିବା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୧୧. […]

କେନ୍ଦ୍ରାପଡା ଷଷ୍ଠ ଜିଲ୍ଲା ପରିଷଦର ଅଷ୍ଟମ ସାଧାରଣ ବୈଠକ

9 March 2026 kanika odisha 0

କେନ୍ଦ୍ରାପଡ଼ା,୯ା୩:କେନ୍ଦ୍ରାପଡା ଷଷ୍ଠ ଜିଲ୍ଲା ପରିଷଦର ଅଷ୍ଟମ ସାଧାରଣ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସଭାପତି ସୁଶ୍ରୀ ଲିଲିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା, ରାଜନଗର […]

କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର

9 March 2026 kanika odisha 0

କେନ୍ଦ୍ରାପଡ଼ା,୯ା୩:ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜିର ଶିବିରରେ ମୋଟ ୧୦୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥି ମଧ୍ୟରୁ […]

ଜନଔଷଧୀ କେନ୍ଦ୍ର ପକ୍ଷରୁ ସ୍ୱାସ୍ଥ୍ୟ ସଚେତନତା ପଦଯାତ୍ରା

7 March 2026 kanika odisha 0

କେନ୍ଦ୍ରାପଡା,୬।୩: କେନ୍ଦ୍ରାପଡା ଜିଲ୍ଲା ଭାରତୀୟ ଜନଔଷଧୀ କେନ୍ଦ୍ର ପକ୍ଷରୁ ଜନଔଷଧୀ ସପ୍ତାହ ପାଳନ ଅବସରରେ କେନ୍ଦ୍ରାପଡା ନୂଆବସଷ୍ଟାଣ୍ଡ ଠାରୁ ପୁରୁଣା ବସଷ୍ଟାଣ୍ଡ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାକୁ ଜିଲ୍ଲା […]

ଜିଲ୍ଲା ସ୍ତରୀୟ ବିକଶିତ ଭାରତ ୟୁଥ ପାର୍ଲ୍ୟାମେଣ୍ଟ ପାଇଁ ସାମ୍ବାଦିକ ସମ୍ମିଳନୀ

23 February 2026 kanika odisha 0

କେନ୍ଦ୍ରାପଡ଼ା,୨୨ା୨:କେନ୍ଦ୍ରାପଡ଼ା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଓ ମାଇଁ ଭାରତ ପକ୍ଷରୁ ଜିଲ୍ଲାସ୍ତରୀୟ ବିକଶିତ ଭାରତ ୟୁଥ ପାର୍ଲାମେଣ୍ଟ ଆୟୋଜନ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ […]

ଛାତ୍ରୀଛାତ୍ରମାନେ ଦୁର୍ବଳତାକୁ ଶକ୍ତିରେ ପରିଣତ କଲେ ସଫଳତା ନିଶ୍ଚିତ

13 February 2026 kanika odisha 0

ମାଟିଆପଡା ହାଇସ୍କୁଲ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ତା ୧୩/୨- ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ସମୟରେ ଛାତ୍ରୀଛାତ୍ରମାନେ ନିଜର ଦୁର୍ବଳତା କୁ ପରଖି ଶକ୍ତିରେ ପରିଣତ କଲେ ଜୀବନ ସବୁ କ୍ଷେତ୍ରରେ ସଫଳ ହେବା ସହିତ ନିଜର […]

କୃଷ୍ଣବଳରାମ କ୍ରିକେଟ ଟୁର୍ନାମେଣ୍ଟ, ମାଟିଆ ଚମ୍ପିୟାନ

13 February 2026 kanika odisha 0

ପଟ୍ଟାମୁଣ୍ଡାଇ ତା ୧୩/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ନୂଆଗାଁ କାକୁଡିପଲ୍ଲୀ କୃଷ୍ଣ ବଳରାମ କ୍ଲବ ପକ୍ଷରୁ ୪ଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ର ୧୬ଟି ୱାର୍ଡ ମଧ୍ୟରେ […]

ଗୁଲନଗର ଉଚ୍ଚ ବିଦ୍ୟାଳୟ ୭୪ ବ୍ୟାଚର ବନ୍ଧୁମିଳନ

12 February 2026 kanika odisha 0

କେନ୍ଦ୍ରାପଡ଼ା,୧୧ା୨:ଗୁଲନଗର ମଧ୍ୟ ଇଂରାଜୀ ବିଦ୍ୟାଳୟ ୧୯୭୦ ଓ ଉଚ୍ଚ ବିଦ୍ୟାଳୟ ୧୯୭୪ ବ୍ୟାଚର ପୁରାତନ ବିଦ୍ୟାର୍ଥୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ସଂଜୀବନୀ ବିଦ୍ୟା ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମସ୍ତ ପୁରାତନ ବିଦ୍ୟାର୍ଥୀ ଯୋଗ […]

କେନ୍ଦ୍ରାପଡା ଜିଲ୍ଲାକୁ ଜଳପଥ, ଶିଳ୍ପ ଓ ପର୍ଯ୍ୟଟନ କ୍ଷେତ୍ରରେ ଅଧିକାର , କେନ୍ଦ୍ରବଜେଟ୍ -୨୦୨୬ ବିକଶିତ ଭାରତ ଓ ଓଡିଶା ନକ୍ସା

4 February 2026 kanika odisha 0

କେନ୍ଦ୍ରାପଡ଼ା,୩ା୨:କେନ୍ଦ୍ରାପଡା ଜିଲ୍ଲା ପ୍ରଦକ୍ଷଣ ଭବନରେ ଭାରତୀୟ ଜନତା ପାର୍ଟିର ଜିଲ୍ଲା ସଭାପତି ଶଶାଙ୍କଶେଖର ସେଠୀଙ୍କ ସଭାପତିତ୍ୱରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଶିଳ୍ପ ଓ ଦକ୍ଷତା ବିକାଶ […]

ଫେବୃୟାରୀ ୧୨ ସାଧାରଣ ଧର୍ମଘଟକୁ ସଫଳ କରିବା ପାଇଁ କେନ୍ଦ୍ରାପଡାରେ ଗଣ କନଭେସନ ଆହ୍ୱାନ

4 February 2026 kanika odisha 0

କେନ୍ଦ୍ରାପଡ଼ା,୩ା୨:ମନରେଗା ବଞ୍ଚାଅ – ଭି.ବି. ଜି.ରାମ୍‌.ଜି ଆଇନକୁ ପ୍ରତ୍ୟାହାର କର, ଶ୍ରମିକ ବିରୋଧୀ ଶ୍ରମ କୋଡ଼ ରଦ୍ଦ କର, ଜନ ବିରୋଧୀ ବିଦ୍ୟୁତ୍ ସଂଶୋଧନ ବିଲ୍ ପ୍ରତ୍ୟାହାର କର, କୃଷକ ବିରୋଧୀ ବିହନ ବିଲ୍‌-୨୦୨୫ […]

ଆଜାଦହିନ୍ଦ ଟ୍ରଷ୍ଟ ପକ୍ଷରୁ ନେତାଜୀ ଜୟନ୍ତୀ

24 January 2026 kanika odisha 0

କେନ୍ଦ୍ରାପଡ଼ା,୨୩ା୧:ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ନକୁଳ ଚରଣ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ସୁଜାନଗରସ୍ଥିତ ନେତାଜୀ ମଡେଲ ଏମ.ଇ.ସ୍କୁଲରେ ଆଜାଦହିନ୍ଦ ଟ୍ରଷ୍ଟ ପକ୍ଷରୁ ୧୨୯ତମ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସ୍କୁଲ ପରିସରରେ ଥିବା […]

ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟଉଦଘାଟିତ

24 January 2026 kanika odisha 0

କେନ୍ଦ୍ରାପଡା,୨୩ା୧: ଜାତୀୟ ସ୍ତରୀୟ ଷଷ୍ଠ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଅପରାହ୍ନରେ ଉଦଘାଟିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର […]

ମାଧ୍ୟମିକ ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପକ୍ଷରୁ ନେତାଜୀ ଜୟନ୍ତୀ

24 January 2026 kanika odisha 0

କେନ୍ଦ୍ରାପଡ଼ା,୨୩ା୧: ବାଲିଆସ୍ଥିତ ମାଧ୍ୟମିକ ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କେନ୍ଦ୍ରାପଡା ସହର ଉପକଣ୍ଠ ସୁଜାନଗରସ୍ଥିତ ପ୍ରସନ୍ନ କୁମାର ବେହେରାଙ୍କ ବାସଭବନରେ ଅନୁଷ୍ଠିତ ଉତ୍ସବରେ […]

ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ

24 January 2026 kanika odisha 0

ପଟ୍ଟାମୁଣ୍ଡାଇ ତା ୨୩/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନ ମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାମନ୍ଦିର ପରିଚାଳନା ସମିତି କୋଷାଧ୍ୟକ୍ଷା ମନସ୍ମିତା ସାହୁଙ୍କ ପୌରହିତ୍ୟରେ […]

ଶ୍ରୀ ରାଧା ଗୋବିନ୍ଦ ଜୀୟୁଙ୍କ ବସନ୍ତ ଉତ୍ସବ

24 January 2026 kanika odisha 0

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଢଣ […]

ଝିଅ ଜନ୍ମ କରିବାରୁ ବୋହୁକୁ ପୋଡି ମାରିଦେବାକୁ ଉଦ୍ୟମ!, ଥାନାରେ ଏତଲା

24 January 2026 kanika odisha 0

ଏବେ ବି ଅନେକ ଲୋକ କନ୍ୟାସନ୍ତାନକୁ ବୋଝ ଭାବି ଘୃଣା କରୁଛନ୍ତି, ଯେଉଁଥିପାଇଁ ଘଟୁଛି ପାରିବାରିକ ହିଂସା ଓ ନିର୍ଯାତନା। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ […]

ଶ୍ରୀ ରାଧା ଗୋବିନ୍ଦ ଜୀୟୁଙ୍କ ବସନ୍ତ ଉତ୍ସବ

23 January 2026 kanika odisha 0

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଢଣ […]

୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

22 January 2026 kanika odisha 0

କେନ୍ଦ୍ରାପଡ଼ା,୨୧ା୧: ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗ୍ରାମ ପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଏକ ପ୍ରସ୍ତୁତି ବୈଠକ ଗଣ୍ଡାକିଆ ମଣି ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । […]

ତରାପୁରରେ ବିଶାଳ ହିନ୍ଦୁ ସମ୍ମିଳନୀ

18 January 2026 kanika odisha 0

କେନ୍ଦ୍ରାପଡ଼ା,୧୮ା୧:ସନାତନ ଧର୍ମ ସୃଷ୍ଟିର ସର୍ବ ପୁରାତନ ତଥା ଏକମାତ୍ର ଧର୍ମ। ସନାତନ ସଂସ୍କୃତି ବସୁଧୈବ କୁଟୁମ୍ବକଂର ବାର୍ତ୍ତର୍ା ଦେଇଥାଏ। ସମଗ୍ର ବିଶ୍ୱର ମଙ୍ଗଳ କାମନା ତଥା ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ଅନାଦି କାଳରୁ […]

ରେସୱା ସ୍ୱଳ୍ପରହଣୀ କେନ୍ଦ୍ର ଅନ୍ତେବାସୀଙ୍କୁ ଶୀତବସ୍ତ୍ର ବଣ୍ଟନ

18 January 2026 kanika odisha 0

କେନ୍ଦ୍ରାପଡ଼ା,୧୭ା୧:କେନ୍ଦ୍ରାପଡା ଭି.ଆଇ.ପି. ରୋଡ ସନ୍ନିକଟରେ ଅବସ୍ଥିତ ରେସୱା ସ୍ୱଳ୍ପରହଣୀ କେନ୍ଦ୍ରର ଅନ୍ତେବାସୀମାନଙ୍କୁ ସମାଜସେବୀ ସ୍ୱର୍ଗତା ନନ୍ଦିତା ବ୍ରହ୍ମାଙ୍କ ସ୍ମୃତିରେ ଡାକ୍ତର ସୁଧିର କୁମାର ବ୍ରହ୍ମା ଶୀତବସ୍ତ୍ର(ଶାଲ) ପ୍ରଦାନ କରିଛନ୍ତି। ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ […]

ଜିଲାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ଥ ଏସ୍‌ପି ଅଫିସ ଘେରାଉ କଲା ଜିଲା ବିଜେଡି

18 January 2026 kanika odisha 0

କେନ୍ଦ୍ରାପଡା,୧୬ା୧: କେନ୍ଦ୍ରାପଡ଼ା ଜିଲାରେ ଆଇନ୍‌ଶୃଙ୍ଖଳା ପରିସ୍ଥିତି ବିଗିଡି ଯାଇଛି। ପୁଲିସ ଏବେ ଗେରୁଆ ଗାମୁଚ୍ଛାଧାରୀଙ୍କୁ ସମ୍ମାନ ଦେଉଛି। ଗେରୁଆ ଗାମଛା ପକାଇଥିବା ଲୋକମାନେ ଯାହା ଦୋଷ କଲେ ସେମାନଙ୍କୁ ତିନିଖୁଣ ମାଫ। କିନ୍ତୁ ସାଧାରଣ […]

ଗୁଡି ସୂତା ଲାଗିଯିବାରୁ ମୃତ୍ୟୁ ମୁଖରୁ ବଞ୍ଚଲେ ଦେବେନ୍ଦ୍ର

18 January 2026 kanika odisha 0

କେନ୍ଦ୍ରାପଡ଼ା,୧୭ା୧: ବର୍ତ୍ତମାନ ଗୁଡିଉଡା ପର୍ବ ଚାଲିଛି । ଏହି ପରିପ୍ରେକ୍ଷିରେ କେନ୍ଦ୍ରାପଡା ସହର ଗୋବରୀ ନଦୀ କୂଳରେ ପିଲାମାନେ ଗୁଡି ଉଡେଇବାରେ ବ୍ୟସ୍ତ । ଗୁଡି ସୂତା ପ୍ଲାଷ୍ଟିକରେ ହେଉ ବା ମାଞ୍ଜା ସୂତା […]