ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ କଲେଜ ୨୫ତମ ବାର୍ଷିକ କ୍ରୀଡା ଉଦଯାପିତ

15 January 2026 kanika odisha 0

ପଟ୍ଟାମୁଣ୍ଡାଇ ତା୧୪/୧-ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ ମହାବିଦ୍ୟାଳୟର ୨୫ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶ୍ର୍ରୀଧର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ଉଦଯାପନୀ ଉତ୍ସବରେ +୨ମହିଳା କଲେଜର ଅଧ୍ୟକ୍ଷା ରାଜଲଷ୍ମୀ […]

ପିଏମଶ୍ରୀ କୋରୋ ଉଚ୍ଚ ବିଦ୍ୟାଳୟରେ ,ରାଜ୍ୟ ପୁରସ୍କାର ଟେଷ୍ଟ କ୍ୟାମ୍ପ

14 January 2026 kanika odisha 0

କେନ୍ଦ୍ରାପଡ଼ା,୧୪ା୧:ପିଏମଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡ଼ା ଜିଲ୍ଲାର ଭାରତ ସ୍କାଉଟସ ଆଣ୍ଡ ଗାଇଡସ ପକ୍ଷରୁ ତିନିଦିନିଆ ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର ଉଦଯାପିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ ସୋମନାଥ ମହାପାତ୍ର ଓ […]

କବୟିତ୍ରୀ ଅନ୍ନପୂର୍ଣ୍ଣା ମହାନ୍ତି ପୁସ୍ତକମେଳା ସାହିତ୍ୟ ସମ୍ମାନରେ ସମ୍ମାନୀତ

14 January 2026 kanika odisha 0

କେନ୍ଦ୍ରାପଡା ୧୪/୧ : କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରର୍ଜ (କେମ୍‌) ପୁସ୍ତକମେଳା ଶ୍ରେଷ୍ଠ ସାହିତ୍ୟ ସମ୍ମାନ ସହରସ୍ଥ ମାଧପୁର ଗ୍ରାମର ବରିଷ୍ଠ କବୟିତ୍ରୀ ଓ କଥାକାର ଅନ୍ନପୂର୍ଣ୍ଣା ମହାନ୍ତିଙ୍କୁ କେନ୍ଦ୍ରାପଡ଼ା ତ୍ରୟୋବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକ […]

ତୁଳସୀକ୍ଷେତ୍ରରେ ମକର ଉତ୍ସବ

14 January 2026 kanika odisha 0

କେନ୍ଦ୍ରାପଡା,୧୪ା୧: କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀବଳଦେବଜୀଉଙ୍କ ମନ୍ଦିର ତଥା ତୁଳସୀକ୍ଷେତ୍ରରେ ମକର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଧବାର ପ୍ରତୁଷରୁ ଦ୍ୱାର ଫିଟା ନୀତି, ଜୟମଙ୍ଗଳା ଆଳତୀ, ନୀତି ସ୍ନାନ ବଲ୍ଲଭ ଧୂପ […]

ଭଲ ବହି ଆରମ୍ଭହୁଏ ଆନନ୍ଦରୁ ଜ୍ଞାନରୁ ଶେଷ ହୁଏ

13 January 2026 kanika odisha 0

ଉଦ୍‌ଯାପିତ ହେଲା କେନ୍ଦ୍ରାପଡା ତ୍ରୟୋବିଂଶତମ ପୁସ୍ତକ ମେଳା   କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ୍‌) ଦ୍ୱାରା ଆୟୋଜିତ ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳା ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ କେମ୍‌ର ସଭାପତି […]

No Image

ବ୍ୟକ୍ତିଗତ ଅନୁଭବରୁ ସାହିତ୍ୟ ସୃଷ୍ଟିକଲେ ତାହା କାଳଜୟୀ ହେବ

12 January 2026 kanika odisha 0

ପୁସ୍ତକମେଳା ଷଷ୍ଟ ସନ୍ଧ୍ୟା କେନ୍ଦ୍ରାପଡ଼ା, ୧୧ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ କେନ୍ଦ୍ରାପଡା ସହରସ୍ଥ ଟେଲିକମ୍ ପଡିଆରେ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ଷଷ୍ଟ ଦିବସରେ ୫ଟି ଅଧିବେଶନରେ କବିତା ପାଠଉତ୍ସବ ଅନୁଷ୍ଠିତ […]

ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ସଙ୍ଗୀନ , ପରିସ୍ଥିତି ନସୁଧୁରିଲେ ଏସପି କାର୍ଯ୍ୟାଳୟ ଘେରିବ ବିଜେଡି

7 January 2026 kanika odisha 0

କେନ୍ଦ୍ରାପଡ଼ା,୭ା୧:କେନ୍ଦ୍ରାପଡ଼ା ଜିଲ୍ଲାରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ସଙ୍ଗୀନ ଅବସ୍ଥାକୁ ଚାଲି ଯାଇଛି। ପରିସ୍ଥିତି ନ ସୁଧୁରିଲେ ଆସନ୍ତା ୧୬ ତାରିଖରେ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ବିଜେଡି ଧମକ ଦେଇଛି। ଏ ନେଇ […]

ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ , ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା

7 January 2026 kanika odisha 0

କେନ୍ଦ୍ରାପଡ଼ା,୭ା୧:ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ ବୋଲି ୨୩ ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା କେନ୍ଦ୍ରାପଡା ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇ ମତ ପ୍ରକାଶ କରିଥିଲେ । ଆଜିର ପୁସ୍ତକ […]

କେନ୍ଦ୍ରାପଡା ବ୍ଲକ ଓ ପୈାରପରିଷଦ ବ୍ରାହ୍ମଣ ସଭାର କର୍ମକର୍ତ୍ତା ନିର୍ବାଚନ

6 January 2026 kanika odisha 0

କେନ୍ଦ୍ରାପଡ଼ା,୫ା୧: କେନ୍ଦ୍ରାପଡା ବ୍ଲକ ଓ ପୈାରପରିଷଦର ବ୍ରାହ୍ମଣ ମହାସଭାର ନୂତନ କର୍ମକର୍ତ୍ତା ନିର୍ବାଚନ କପାଳେଶ୍ୱର ସ୍ଥିତ ଗୋପାଳଜୀଉ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ପବିତ୍ର କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ନିତ୍ୟାନନ୍ଦ ମିଶ୍ର […]

ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ

6 January 2026 kanika odisha 0

୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ଉଦ୍‌ଘାଟିତ କେନ୍ଦ୍ରାପଡା: ୨୩ ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ସ୍ଥାନୀୟ ମହିପାଳ ସ୍ଥିତ ଟେଲିକମ ପଡିଆରେ ଉଦଘାଟିତ ହୋଇଯାଇଛି । ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ ବୋଲି […]

ତୁଳସୀ ମହୋତ୍ସବ ମହାସମାରୋହରେ ଉଦ୍‌ଯାପିତ

5 January 2026 kanika odisha 0

ଓଡ଼ିଶୀ ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ନାଟକ, ଘୋଡ଼ା ନାଚ, କଣ୍ଢେଇ ନାଚ ଏବଂ ଅକ୍ଷୟ ସଙ୍ଗୀତର ଅପୂର୍ବ ସମାହାରରେ ସଭିଏଁ ଉଲ୍ଲସିତ କେନ୍ଦ୍ରାପଡା ୫/୧ : କେନ୍ଦ୍ରାପଡ଼ା ତଥା ଓଡ଼ିଶାର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ […]

ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନର ବୈଠକ

5 January 2026 kanika odisha 0

କେନ୍ଦ୍ରାପଡା ୫/୧- କେନ୍ଦ୍ରପଡା ବ୍ଲକ ଅନ୍ତର୍ଗତ ମରଡପୁର ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଉଷାରାଣୀ ଗୀତିନାଟ୍ୟ ପରିଷଦ ଓ ସଙ୍ଗୀତ ସଦନର ବାର୍ଷିକ ବୈଠକ ଓ ବନ୍ଧୁମିଳନ ଉତ୍ସବ ବନ୍ଦରେଶ୍ୱରରେ ଥିବା ନଙ୍ଗୁଳି ମଠରେ […]

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ କ୍ରୀଡା ପ୍ରତିଯୋଗିତା ଉଦଯାପିତ

4 January 2026 kanika odisha 0

କେନ୍ଦ୍ରାପଡ଼ା,୪ା୧: କେନ୍ଦ୍ରାପଡା ଶିକ୍ଷା ବିକାଶ ସମିତି ଅଧିନରେ କେନ୍ଦ୍ରାପଡ଼ା ସଂକୁଳର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଡେରାବିଶ ବ୍ଲକ ଅନ୍ତର୍ଗତ ତିଲଙ୍ଗସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏଗାର ଗୋଟି ଶିଶୁବିଦ୍ୟାମନ୍ଦିରରୁ ଦୁଇଶହ […]

ଦୃଷ୍ଟିବାଧିତ ବି ସର୍ବଗୁଣ ସମ୍ପନ୍ନ

4 January 2026 kanika odisha 0

କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡ଼ା ପୌରସଂସ୍ଥା ଦ୍ୱାରା ପରିଚାଳିତ ଦୃଷ୍ଟିବାଧିତ ବିଦ୍ୟାଳୟରେ ମହାତ୍ମା ଲୁଇସ ବ୍ରେଲିଙ୍କ ୨୧୭ ତମ ଜୟନ୍ତୀ ଓ ବିଶ୍ୱ ବ୍ରେଲି ଦିବସ ପାଳିତ ହୋଇଯାଇଛି। ଉତ୍ସବରେ ମୁଖ୍ୟଅତିଥି ଭାବେ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ପ୍ରାଧ୍ୟାପକ […]

ରାସ୍ତା ଅବରୋଧ ଯୋଗୁଁ ଦୁର୍ଘଟଣାରେ ପଡୁଛନ୍ତି ପଥଚାରୀ

4 January 2026 kanika odisha 0

କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡ଼ା ଜିଲ୍ଲାର ବସପୁର ଠାରୁ କେନ୍ଦ୍ରାପଡା ସଦର ଥାନା ଦେଇ କାକଟ ଲକ୍ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟରାସ୍ତାରେ ଯାତାୟତ କରିବାରେ ଏବେ ଗୁରୁତର ବାଧା ଉପୁଜିଛି। ଏହି ରାସ୍ତା କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଦୁଇଟି […]

ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁପୂଜନ

4 January 2026 kanika odisha 0

କେନ୍ଦ୍ରାପଡ଼ା,୪ା୧:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ମେହେନ୍ଦିପୁର ସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରରେ ଗୁରୁପୂଜନ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ […]

କେନ୍ଦ୍ରାପଡ଼ା ପୁସ୍ତକମେଳାରେ ଅନୁଷ୍ଠିତ ହେବ ଯୁବ ଓ କିଶୋର ସ୍ପନ୍ଦନ

31 December 2025 kanika odisha 0

କେନ୍ଦ୍ରାପଡା ୩୦/୧୨- ଆସନ୍ତା ଜାନୁୟାରୀ ୬ ତାରିଖଠାରୁ ଆରମ୍ଭ ହେବାକୁ ଯାଉଥିବା ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ପ୍ରସ୍ତୁତି ବୈଠକ ସହ ଏହାର ଆୟୋଜକ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରସ୍‌(କେମ୍‌)ଏକ ବର୍ଷାନ୍ତ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି […]

ଜାନୁଆରୀ ପହିଲାରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ

30 December 2025 kanika odisha 0

କେନ୍ଦ୍ରାପଡ଼ା,୨୯ା୧୨:ଦିବ୍ୟଜୀବନ ସଙ୍ଘ କେନ୍ଦ୍ରାପଡା ଶାଖା ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଳନ ପାଇଁ ସମଗ୍ର ବିଶ୍ୱବାସୀଙ୍କୁ ନିବେଦନ କରିଛନ୍ତି। ସାରା ବିଶ୍ୱରେ ସମସ୍ତ ଦିବସ […]

ଧର୍ମପ୍ରାଣା ମହିଳାଙ୍କ ପରଲୋକ

28 December 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୨୮/୧୨- ପଟ୍ଟାମୁଣ୍ଡାଇ ପୋଖରୀଆପଡା ଗ୍ରାମର ବିଶିଷ୍ଟ ଧର୍ମପ୍ରାଣା ମହିଳା ତଥା ଗାଳ୍ପିକ ପ୍ରାଧ୍ୟାପକ ଡ଼ ନୀଳମଣି ଲେଙ୍କାଙ୍କ ମାତା ସାବିତ୍ରୀ ଲେଙ୍କାଙ୍କ ୮୬ବର୍ଷ ବୟସରେ ପରଲୋକ ହୋଇଯାଇଛି। ମୃତ୍ୟୁ ଶଯ୍ୟା ନିକଟରେ […]

ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରରେ ମାତୃ ସମ୍ମିଳନୀ

27 December 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୨୭/୧୨- ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରରେ ମାତୃ ସମ୍ମିଳନୀ -୨୦୨୫ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀକୁ ଶିକ୍ଷା ମନ୍ଦିର ସମ୍ପାଦକ ଅମ୍ବୁଜ ଭୂଷଣ […]

No Image

ବିଜୁ ଜନତା ଦଳର ପୁନଃ ପ୍ରତିଷ୍ଠା ପାଇଁ ପ୍ରତିଷ୍ଠା ଦିବସରେ ସଂକଳ୍ପ ବଦ୍ଧ ହେବା ଜରୁରୀ

26 December 2025 kanika odisha 0

ବିଜୁଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ    କେନ୍ଦ୍ରାପଡା,୨୬ା୧୨: ଶୃଙ୍ଖଳିତ ଓ ଶସକ୍ତ କରିବା ପାଇଁ ଐକ୍ୟବଦ୍ଧ ଉଦ୍ୟମର ଆବଶ୍ୟ କତା ରହିଛି । ସମସ୍ତ କର୍ମୀ ଏକ ମନ ଏକ ପ୍ରଣରେ ଉଦ୍ୟମ […]

ସେବା ସ୍ୱାଭିମାନ ଓ ସଂଘର୍ଷ ପାଇଁ ବିଜେଡି କର୍ମୀ ପ୍ରତିଜ୍ଞା କରନ୍ତୁ: ବିଧାୟକ

26 December 2025 kanika odisha 0

ପଟ୍ଟାମୁଣ୍ଡାଇରେ ବିଜେଡି ପ୍ରତିଷ୍ଠା ଦିବସ ପଟ୍ଟାମୁଣ୍ଡାଇ ତା ୨୬/୧୨-ଓଡ଼ିଆ ସ୍ୱାଭିମାନର ପ୍ରତୀକ ପ୍ରବାଦପୁରୁଷ ବିଜୁ ପଟନାୟକଙ୍କ ଆଦର୍ଶରେ ଗଠିତ ବିଜେଡି ଦଳ ନବୀନ ପଟନାୟକଙ୍କ ନେତୃତ୍ୱରେ ଓଡିଶାର ବିକାଶ ପାଇଁ ଲଢେଇ ଜାରି ରଖିବ […]

ଇଚ୍ଛାପୁର ସ୍ଥିତ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରକଳ୍ପ ପଦର୍ଶନୀରେ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଥମ

25 December 2025 kanika odisha 0

କେନ୍ଦ୍ରାପଡା,୨୫ା୧୨: କେନ୍ଦ୍ରାପଡା ଇଚ୍ଛାପୁର ହାଇସ୍କୁଲରେ ଆୟୋଜିତ ୨୫-୨୬ବର୍ଷର ଜିଲ୍ଲାସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀରେ ବେଣୀପୁର ସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟର ଷଷ୍ଠ ଶ୍ରେଣୀର ଛାତ୍ର ଜ୍ଞାନରଞ୍ଜନ ରାଉତଙ୍କ ପ୍ରକଳ୍ପ ପ୍ରଥମ ସ୍ଥାନ ଅଧିକାର […]

କେନ୍ଦ୍ରାପଡା କଣ୍ଟ୍ରାକ୍ଟରସ ଫେଡେରେସନର ବୈଠକ

25 December 2025 kanika odisha 0

କେନ୍ଦ୍ରାପଡା,୨୪ା୧୨: କେନ୍ଦ୍ରାପଡା କଣ୍ଟ୍ରାକ୍ଟର ଫେଡେରେସନ ତରଫରୁ ଦିବା ୨ ଘଟିକା ସମୟରେ ଜମଧରସ୍ଥିତ ବିନାୟକ ପ୍ରିମିୟମ ହୋଟେଲରେ ରାଜ କିଶୋର ସାହୁଙ୍କ ସଭାପତିତ୍ୱରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ […]