ସତ କହିବାକୁ କିଆଁ ଡରିବି :: ୨୦୨୫ କେବଳ ଏକ ନବବର୍ଷ ନୁହେଁ, ଏହା ଏକ ନୂତନ ଦଶନ୍ଧିର ଶୁଭାରମ୍ଭ
ପିଲାବେଳେ ଶୁଣିଥିଲୁ “ସତ କହିବାକୁ କିଆଁ ଡରିବି, ସତ କହି ପଛେ ମଲେ ମରିବି । ହେଲେ ଭାରତରେ ଏବେ ଏହିଭଳି ପଦ ଗାଇବାକୁ କ୍ୱଚିତ୍ ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି । ଏହାର […]
ପିଲାବେଳେ ଶୁଣିଥିଲୁ “ସତ କହିବାକୁ କିଆଁ ଡରିବି, ସତ କହି ପଛେ ମଲେ ମରିବି । ହେଲେ ଭାରତରେ ଏବେ ଏହିଭଳି ପଦ ଗାଇବାକୁ କ୍ୱଚିତ୍ ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି । ଏହାର […]
କେନ୍ଦ୍ରାପଡ଼ା,୩୧ା୧୨: ଲଘୁଚାପ ଜନିତ ବର୍ଷା ଯୋଗୁଁ କ୍ଷତିଗ୍ରସ୍ତ ଧାନ ଓ ପରିବା ଚାଷୀଙ୍କୁ ଭେଟି ସେମାନଙ୍କ ଦୁଃଖ ବୁଝିଛନ୍ତି ସାଂସଦ ବୈଜୟନ୍ତ ପଣ୍ଡା। ସାଂସଦ ଶ୍ରୀ ପଣ୍ଡା କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଜଜାଙ୍ଗ ଓ […]
କେନ୍ଦ୍ରାପଡ଼ା, ୩୧ା୧୨: ଲଗାଣବର୍ଷାରେ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ହୋଇଥିବା ଫସଲହାନୀ ଜନିତ କ୍ଷୟକ୍ଷତିର ତଦନ୍ତ ରିପୋର୍ଟ ବୁଧବାର ସନ୍ଧ୍ୟା ସୁଦ୍ଧା ପ୍ରଦାନ କରିବାକୁ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ଉପସ୍ଥିତ ବିଭିନ୍ନ ବିଭାଗର […]
ପଟ୍ଟାମୁଣ୍ଡାଇ ୩୧/୧୨ -ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦିନିକିଆ କେନ୍ଦ୍ରାପଡା ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁଁ ହୋଇଥିବା ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ରାଜନଗର ନିର୍ବାଚନ […]
କେନ୍ଦ୍ରାପଡ଼ା,୩୦ା୧୨: ଚଳିତବର୍ଷ କେନ୍ଦ୍ରାପଡା ଜିଲ୍ଲାରେ ଧାନମଣ୍ଡି ଗୁଡିକରେ ଧାନ କ୍ରୟ ନିମନ୍ତେ ୪ଟି ପ୍ରାଥମିକ କୃଷି ସମବାୟ ସମିତିର ଚାଷୀମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଭରତପୁର ପ୍ରାଥମିକ କୃଷି ସମବାୟ ସମିତି ପରିସରରେ […]
କେନ୍ଦ୍ରାପଡା,୩୦ା୧୨: ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ବିଶ୍ୱ ପ୍ରାର୍ଥନା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି […]
କେନ୍ଦ୍ରାପଡ଼ା, ୩୦ା୧୨: ଦରିଆ ରାମଚଣ୍ଡୀ ପୀଠ, ରାମନଗର ଅଞ୍ଚଳର ଏକ ପ୍ରମୁଖ ଆଧ୍ୟାତ୍ମିକ ସ୍ଥଳ ଭାବେ ରାଜା ରାଜୁଡ଼ା ସମୟରୁ ଜଣାଶୁଣା ରହିଛି । ଆଉ ୧୯୭୨ ମସିହା ଠାରୁ ଏହି ପୀଠ ଦେବୋତ୍ତର […]
ପଟ୍ଟାମୁଣ୍ଡାଇ-୩୦/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡମୋହନପୁର ପଞ୍ଚାୟତ କଣିପାଳ ଗ୍ରାମର ନବଦିଗନ୍ତ ସଂଗଠନର ୩ୟ ବାର୍ଷିକ ଉତ୍ସବ ଓ ଆଦ୍ୟ ଗୁରୁପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଶିକ୍ଷାବିତ କୃଷ୍ଣ ଚନ୍ଦ୍ର ଦାସଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବ […]
କେନ୍ଦ୍ରାପଡା,୩୦ା୧୨: ଡେରାବିଶ ବ୍ଲକ ଅନ୍ତର୍ଗତ ସନ୍ଥପୁରା ଗାଁର ଭୂମିହୀନ ଚାଷୀ ଭାବଗ୍ରାହୀ ମଳିକଙ୍କ ହୃଦଘାତ ଜନିତ ମୃତ୍ୟୁ ଆକସ୍ମିକ ନୁହେଁ ବୋଲି ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରାପଡା ଜିଲ୍ଲା ପକ୍ଷରୁ ସୋମବାର କେନ୍ଦ୍ରାପଡା ଜିଲ୍ଲାପାଳଙ୍କ […]
ପଟ୍ଟାମୁଣ୍ଡାଇ ୨୯।୧୨ – ଆସନ୍ତା ୩୧ ତାରିଖରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ କରି ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥବା ଅଂଚଳ ପରିଦର୍ଶନ କରିବେ । ରାଜନଗର ନିର୍ବାଚନମଣ୍ଡଳୀ […]
କେନ୍ଦ୍ରାପଡ଼ା,୨୯ା୧୨: ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ ଅବସରରେ କେନ୍ଦ୍ରାପଡା ଜିଲ୍ଲାର ୫ଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର […]
କେନ୍ଦ୍ରାପଡା,୨୯ା୧୨: ବିବିଧ କଳାର ସମାବେଶୀ ମଞ୍ଚ ସିମ୍ଫୋନି ପକ୍ଷରୁ ଜିଲ୍ଲା ସଂସ୍କୃତି ଭବନରେ ତ୍ରିଦିବସୀୟ ରାଜ୍ୟସ୍ତରୀୟ ଯୁବ ତରଙ୍ଗ ଓ ନାଟ୍ୟ ମହୋତ୍ସବ ଉଦ୍ଯାପିତ ହୋଇଯାଇଛି । ପ୍ରଥମ ଦିନରେ ଅନୁଷ୍ଠିତ ଯୁବ ତରଙ୍ଗ […]
କେନ୍ଦ୍ରାପଡ଼ା -୨୯/୧୨- କେନ୍ଦ୍ରାପଡ଼ା ସାନ୍ଧ୍ୟ ମହାବିଦ୍ୟାଳୟ ୨୦୧୧ ବ୍ୟାଚ ଛାତ୍ରଙ୍କ ଦ୍ୱାରା ବନ୍ଧୁ ମିଳନ କାର୍ଯ୍ୟକ୍ରମ ଗରାପୁର ଆଳିଜଙ୍ଗା ସ୍ଥିତ ଗୋରେଖନାଥ ବଟରେ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ୧୪ ବର୍ଷ ପରେ ପୁରାତନ […]
କେନ୍ଦ୍ରାପଡ଼ା,୨୯ା୧୨: ଓଡିଶା କୃଷକ ସଭା ଡେରାବିଶ ବ୍ଲକ ଅନ୍ତର୍ଗତ ସନ୍ଥପୁରା ଗାଁର ଭୂମିହୀନ ଚାଷୀ ଭାବଗ୍ରାହୀ ମଳିକଙ୍କ ହୃଦଘାତ ଜନିତ ମୃତ୍ୟୁ ଆକସ୍ମିକ ନୁହେଁ ବୋଲି ଓଡିଶା କୃଷକସଭା(ଏଆଇକେସ) କେନ୍ଦ୍ରାପଡା ଜିଲ୍ଲା କମିଟି ଅବିହିତ […]
କେନ୍ଦ୍ରାପଡା,୨୯ା୧୨: କେନ୍ଦ୍ରାପଡା ପ୍ରଦକ୍ଷଣ ଭବନରେ ଅଦିନିଆ ବର୍ଷାଜନିତ କ୍ଷୟକ୍ଷତି ସମ୍ପର୍କରେ ଓଡିଶାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ସମୀକ୍ଷା କରିଛନ୍ତି । ଭାରପ୍ରାପ୍ତ […]
ପଟ୍ଟାମୁଣ୍ଡାଇ ତା ୨୯/୧୨-ପଟ୍ଟାମୁଣ୍ଡାଇ ଓ ରାଜନଗର ଅଂଚଳର ଲୋକପ୍ରିୟ ଡାକ୍ତର ରଶ୍ମି ରଞ୍ଜନ ମହାନ୍ତିଙ୍କ ପିତା ବିଶିଷ୍ଟ ସମାଜସେବୀ କୃଷ୍ଣ ଚନ୍ଦ୍ର ମହାନ୍ତିଙ୍କ ୧ମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି ।ଏହି ଉପଲକ୍ଷେ କେନ୍ଦ୍ରାପଡ଼ା […]
ପଟ୍ଟାମୁଣ୍ଡାଇ ୨୯/୧୨ – ବିଶିଷ୍ଟ ସାହିତ୍ୟିକ, ବରିଷ୍ଠ ଶିକ୍ଷକ, ଖବରଦାତା ଓ ସ୍ତମ୍ଭକାର ଦିବାକର ବିଶ୍ୱାଳଙ୍କ ପଂଚମ ଶ୍ରାଦ୍ଧବାର୍ଷିକୀ ପଟ୍ଟାମୁଣ୍ଡାଇର ଅଗ୍ରଣୀ ନୃତ୍ୟ କଳା ଅନୁଷ୍ଠାନ କସ୍ତୁରୀ କଳାନିକେତନ ପରିସରରେ ଅନୁଷ୍ଠିତ ହୋଇଯାଇଛି । […]
ପଟ୍ଟାମୁଣ୍ଡାଇ ୨୯/୧୨- ଆଦର୍ଶ ଶିକ୍ଷକ ଉମେଶ ଚନ୍ଦ୍ର ରାଉତ ଚାରିଟେବୁଲ ଟ୍ରଷ୍ଟ ୪ର୍ଥ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ବ୍ଲକ ସିଙ୍ଗାରପୁର ଠାରେ ପାଳିତ ହୋଇଯାଇଛି । ଗାଳ୍ପିକ ପ୍ରଦୀପ ନାୟକଙ୍କ ପୌରହିତ୍ୟ ଓ ବବିତା […]
ଭୁବନେଶ୍ୱର, ୨୮।୧୨ : ଆସନ୍ତା ୩୧ ତାରିଖରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ କରିବେ। ଏହି ଗସ୍ତ ଅବସରରେ ଶ୍ରୀ ପଟ୍ଟନାୟକ କେନ୍ଦ୍ରାପଡା ଜିଲ୍ଲାରେ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ […]
ଭୁବନେଶ୍ୱର,୨୮/୧୨- ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରେ ବିଜୁ ଜନତା ଦଳ (ବିଜେଡି) ସ୍ଥିତି ଫାଟ ଫାଳ ଗଡ଼ବଡ଼ ଅବସ୍ଥା ଦେଇ ଗତି କରୁଛି । ନେତା, କର୍ମୀଙ୍କ ଭିତରେ ପୁଞ୍ଜିଭୂତ ଅସନ୍ତୋଷ କୁହୁଳିବାରେ ଲାଗିଛି । […]
ପଟ୍ଟାମୁଣ୍ଡାଇ ୨୮/୧୨ -ଚଳିତବର୍ଷ ରବିନ୍ଦ୍ର ରାଉତଙ୍କ ମେମୋରିଆଲରେ ନବମ ବାର୍ଷିକ ରାଇଜିଂ ସ୍ପିରିଟ୍ ଇଂଟର ସ୍କୁଲ କମ୍ପିଟେସନ ପଟ୍ଟାମୁଣ୍ଡାଇ କଷଣଅଂଟା ପଂଚାୟତ ନୋଡାଲ ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ୧୬୨ […]
ପଟ୍ଟାମୁଣ୍ଡାଇ ୨୮/୧୨- ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ଓ କମ୍ପୁଟର ସାଇନ୍ସ ବିଭାଗର ମିଳିତ ଆନୁକୂଲ୍ୟରେ “ଡ଼ିସ୍କ୍ରିଟ ମାଥା ମାଟିକସ ଆଣ୍ଡ ଆର୍ଟିଫିସିଆଲ ଇଟେଂଲିଜେନ୍ସ ” ରାଜ୍ୟ ସ୍ଥରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । […]
କେନ୍ଦ୍ରାପଡା,୨୮ା୧୨: କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ କମ୍ପ୍ୟୁଟର ବିଜ୍ଞାନ ବିଭାଗର ଆଲୁମିନି ବୈଠକ ଶନିବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବର୍ତ୍ତମାନର ଅଧ୍ୟାପକଙ୍କ ସମେତ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ କମ୍ପ୍ୟୁଟର ବିଜ୍ଞାନ ବିଭାଗର […]
କେନ୍ଦ୍ରାପଡ଼ା,୨୮ା୧୨:କେନ୍ଦ୍ରାପଡ଼ା ଜିଲ୍ଲାରେ ଜାତିଗତ ନିର୍ଯ୍ୟାତନା ନାବାଳିକା ଦୁଷ୍କର୍ମ ମାମଲା ଓ ବୃଦ୍ଧା ମହିଳାଙ୍କୁ ଯଦୁପୁର ସରପଞ୍ଚ ଓ ଅନ୍ୟ ଆସାମୀମାନେ ଖୁଣ୍ଟିରେ ବାନ୍ଧି ବାଡେଇବା ମାମଲା ଓ ପଳାସପୁର ଦୀପକ ମଲ୍ଲିକ ନିର୍ଯ୍ୟାତନା ମାମଲାରେ […]
Copyright © 2026 | WordPress Theme by MH Themes