କେନ୍ଦ୍ରାପଡାରେ ଭାରତ ସ୍କାଉଟସ୍ ଏବଂ ଗାଇଡସ୍‌ର ଜିଲ୍ଲା କ୍ୟାମ୍ପୋରୀ ଉଦଯାପିିତ ରାଜ୍ୟ ସ୍ତରରେ ପୁରସ୍କୃତ ହେବ କେନ୍ଦ୍ରାପଡା ଜିଲ୍ଲା ସ୍କାଉଟସ୍ ଓ ଗାଇଡସ୍‌

10 December 2024 kanika odisha 0

କେନ୍ଦ୍ରାପଡ଼ା,୧୦ା୧୨: କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟସ ଏବଂ ଗାଇଡସର ଚତୁର୍ଦଶ କ୍ୟାମ୍ପୋରୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ସିଦ୍ଧ ମରିଚିଆଣୀ ବିଦ୍ୟାପୀଠରେ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ […]

ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବ ଅଧିକାର ଦିବସ ପାଳିତ

10 December 2024 kanika odisha 0

ପଟ୍ଟାମୁଣ୍ଡାଇ ୧୦/୧୨ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବ ଅଧିକାର ଓ ଆଇନ ସଚେତନତା ଶିବିର ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆଇନ […]

କଷଣଅଂଟା ହାଇସ୍କୁଲରେ ଅଭିମୁଖୀକାରଣ କାର୍ଯ୍ୟକ୍ରମ

9 December 2024 kanika odisha 0

ପଟ୍ଟାମୁଣ୍ଡାଇ ୯/୧୨ -ରାଜ୍ୟ ସରକାରଙ୍କ ଦ୍ୱାରା ପଟ୍ଟାମୁଣ୍ଡାଇ ବ୍ଲକରେ ନୂତନ ଭାବେ ନିଯୁକ୍ତ ପାଇଥିବା କନିଷ୍ଠ ଶିକ୍ଷକମାନଙ୍କୁ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ ସହ ୬ବର୍ଷ ପୂରଣ କରିଥିବା ଶିକ୍ଷକମାନଙ୍କୁ […]

ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ

9 December 2024 kanika odisha 0

କେନ୍ଦ୍ରାପଡ଼ା,୯ା୧୨: ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଜରିଆରେ ଏକ ନଅ ଦଫା ସମ୍ବଳିତ ଦାବିପତ୍ର ସୋମବାର ପ୍ରଦାନ […]

ନିମ୍ନମାଧ୍ୟମିକ ଶିକ୍ଷକ ସଙ୍ଘର ଜିଲ୍ଲା ସାମ୍ବିଧାନିକ ସମ୍ମିଳନୀ

9 December 2024 kanika odisha 0

କେନ୍ଦ୍ରାପଡ଼ା,୯ା୧୨: ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଙ୍ଘ କେନ୍ଦ୍ରାପଡ଼ା ଜିଲ୍ଲାଶାଖାର ସାମ୍ବିଧାନିକ ସମ୍ମିଳନୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂଗଠନର ସଭାପତି ଦୟାନିଧି ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। […]

୯ ମାସ ହେଲା ଦରମା ପାଉନାହାନ୍ତି ସିଆରପି, ଏମବିକେ, ପ୍ରାଣୀମିତ୍ର ବିଧାନସଭାରେ ପ୍ରଶ୍ନ

9 December 2024 kanika odisha 0

ପଟ୍ଟାମୁଣ୍ଡାଇ ୯/୧୨- ପଟ୍ଟାମୁଣ୍ଡାଇ ଅଂଚଳରେ କାର୍ଯ୍ୟରତ ଏମବିକେ, ସିଆରପି, ବ୍ୟାଙ୍କ ମିତ୍ର ଓ ପ୍ରାଣୀ ମିତ୍ରମାନେ ଦୀର୍ଘ ୯ ମାସ ହେଲା ଦରମା ନପାଇ ହନ୍ତସନ୍ତ ହେଉଛନ୍ତି । ଦରମା ଦାବୀ କରି ସେମାନେ […]

ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

9 December 2024 kanika odisha 0

କେନ୍ଦ୍ରାପଡ଼ା,୯ା୧୨: ସାରାବିଶ୍ୱରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦିବସ ପାଳିତ ହେଉଛି । କିନ୍ତୁ ଏପର୍ଯ୍ୟନ୍ତ ପ୍ରାର୍ଥନା ଦିବସ ବିଶ୍ୱସ୍ତରରେ ପାଳିତ ହେବା କିମ୍ବା ୟୁନେସ୍କୋ ପକ୍ଷରୁ ମାନ୍ୟତାପ୍ରାପ୍ତ ହୋଇ ପାରିନଥିବା ଅତ୍ୟନ୍ତ […]

ଡିସେମ୍ବର ୧୩ରେ ନିର୍ମାଣ ଶ୍ରମିକଙ୍କ ରଣହୁଙ୍କାର

9 December 2024 kanika odisha 0

କେନ୍ଦ୍ରାପଡା, ୯ା୧୨: କେନ୍ଦ୍ରାପଡା ଜିଲ୍ଲା ଶ୍ରମ ଅଫିସ୍‌ରେ ୨୦୧୮ ମସିହାରୁ ୪୦୦୦ ନିର୍ମାଣ ଶ୍ରମିକଙ୍କ ପିଲାଙ୍କ ଛାତ୍ରବୃତ୍ତି ଆବେଦନପତ୍ର, ୧୭୦୦ରୁ ଉର୍ଦ୍ଧ୍ୱ ଶ୍ରମିକଙ୍କ କନ୍ୟା ବିବାହ ସହାୟତା ପାଇଁ ଦରଖାସ୍ତ ଓ ୬୦୦ରୁ ଉର୍ଦ୍ଧ୍ୱ […]

ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ଶ୍ରୀ କ୍ଷେତ୍ରପାଳ ସ୍ପୋଟିଂ ୟୁନିଅନ ବିଜୟୀ

9 December 2024 kanika odisha 0

କେନ୍ଦ୍ରାପଡ଼ା,୯ା୧୨: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍‌ର ଚତୁର୍ଥ ଦିବସରେ ପଞ୍ଚୁପାଣ୍ଡବ କ୍ରିକେଟ କ୍ଲବ ଓ ଶ୍ରୀ […]

ଜୟହିନ୍ଦ୍ ଉଚ୍ଚ ବିଦ୍ୟାଳୟର ୧୯୮୦ ମସିହା ମାଟ୍ରିକ ବ୍ୟାଚ୍ ବନ୍ଧୁମିଳନ

9 December 2024 kanika odisha 0

ପଟ୍ଟାମୁଣ୍ଡାଇ ୯ା୧୨: ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ନିକଟସ୍ଥ ଜୟହିନ୍ଦ୍ ଉଚ୍ଚ ବିଦ୍ୟାଳୟରେ ୧୯୮୦ ମସିହା ମାଟ୍ରିକ ବ୍ୟାଚ୍ ଛାତ୍ରଛାତ୍ରୀଙ୍କର ବନ୍ଧୁମିଳନ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ପ୍ରେମାନନ୍ଦ ପ୍ରଧାନଙ୍କ […]

ରାଷ୍ଟ୍ରସେବା ପାଇଁ ସମର୍ପିତ ଥିଲେ ଗୁରୁଚରଣ ବାବୁ: ଶିଳ୍ପମନ୍ତ୍ରୀ ଚର୍ତୁଦଶତମ ଜିଲ୍ଲା ସ୍ତରୀୟ ଶ୍ରାଦ୍ଧବାର୍ଷିକୀ ପାଳିତ

8 December 2024 kanika odisha 0

କେନ୍ଦ୍ରାପଡ଼ା,୮ା୧୨: ବିଶିଷ୍ଟ ସମାଜସେବୀ, ସାମ୍ବାଦିକ ତଥା ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରଚାରକ ସ୍ୱର୍ଗତ ଗୁରୁଚରଣ ଦାସଙ୍କ ଚର୍ତୁଦଶତମ ଶ୍ରାଦ୍ଧ ବାର୍ଷିିକୀ ସମାରୋହ ରବିବାର କେନ୍ଦ୍ରାପଡା ପୈାରସଂସ୍ଥା ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି । […]

ପୋଖରୀରେ ବୁଡି ଶିଶୁ ମୃତ

8 December 2024 kanika odisha 0

ପଟ୍ଟାମୁଣ୍ଡାଇ ୮/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଦଳିତସାହିର ଏକ ପୋଖରୀରେ ବୁଡ଼ି ୪ ବର୍ଷର ଶିଶୁ ପୁତ୍ରର ମୁତ୍ୟୁ ହୋଇଛି।ମୃତ ଶିଶୁ ହେଲେ ଶଶିକାନ୍ତ ମଳିକଙ୍କ ଶିଶୁପୁତ୍ର ପ୍ରଭୁପାଦ ମଳିକ (୪) ବୋଲି […]

ଆଜିର ଶିଶୁ ଆସନ୍ତାକାଲିର ଭବିଷ୍ୟତ , ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ଓଷ୍ଟା ଶିଶୁ ଉତ୍ସବ-୨୦୨୪

8 December 2024 kanika odisha 0

ପଟ୍ଟାମୁଣ୍ଡାଇ ୭/୧୨-ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ଓଷ୍ଟା ଶିଶୁ ଉତ୍ସବ-୨୦୨୪ ନରସିଂହପୁର ପଂଚାୟତ ଅନ୍ତର୍ଗତ ଅଠରବାଟିଆ ବଜ୍ର ମା କାଳୀ ହାଇସ୍କୁଲ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ଓଷ୍ଟା […]

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୱିଂଟାଲ ପିଛା ୨୩୦୦ ଟଙ୍କା ଉପରେ ୮୦୦ ଟଙ୍କାର ଅତିରିକ୍ତ ସହାୟତା ଟଙ୍କା ପ୍ରଦାନ

8 December 2024 kanika odisha 0

  କେନ୍ଦ୍ରାପଡା ତା୮/୧୨ – ଆଜି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୱିଂଟାଲ ପିଛା ୨୩୦୦ ଟଙ୍କା ଉପରେ ୮୦୦ ଟଙ୍କାର ଅତିରିକ୍ତ ସହାୟତା […]

ସେଣ୍ଟ ଯୋସେଫ ସ୍କୁଲର ବାର୍ଷିକ ବାଣିଜ୍ୟ ମେଳା

8 December 2024 kanika odisha 0

କେନ୍ଦ୍ରାପଡ଼ା,୮ା୧୨: କେନ୍ଦ୍ରାପଡା ସେଣ୍ଟ ଯୋସେଫ ସ୍କୁଲ ପରିସରରେ ବାର୍ଷିକ ବାଣିଜ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷକ ଫାଦର ନବକିଶୋର ଦିଗଲଙ୍କ ସଭାପତିତ୍ୱରେ ଏହି ମେଳାରେ ମୁଖ୍ୟ ଅତିଥି ଭାବେ ବ୍ଲକ […]

କୁରାଳ ପଞ୍ଚମୀ ମହାସମାରୋହରେ ପାଳିତ

6 December 2024 kanika odisha 0

କେନ୍ଦ୍ରାପଡ଼ା,୬ା୧୨: କେନ୍ଦ୍ରାପଡା ସହର ଉପକଣ୍ଠସ୍ଥ ଚକ୍ରପୁର ଗ୍ରାମରେ ଆଜି କୁମ୍ଭକାରମାନଙ୍କର ଗଣପର୍ବ କୁରାଳ ପ-୍‌ଚମୀ ମହାସମାରୋହରେ ପାଳନ କରାଯାଇଛି । କେନ୍ଦ୍ରାପଡା ଜିଲ୍ଲା କୁମ୍ଭକାର ସମିତି ପକ୍ଷରୁ ଆୟୋଜିତ ଏହି କାର୍ଯର୍୍ୟକ୍ରମରେ ଅରୁଣ କୁମାର […]

ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ରାଜ୍ୟ ଆଲୋଚନାଚକ୍ର

6 December 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୬/୧୧- ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ବିଭାଗ ଓ କେନ୍ଦ୍ରାପଡ଼ା କଲେଜ ରସାୟନ ବିଜ୍ଞାନ ବିଭାଗ ମିଳିତ ଆନୁକୂଲ୍ୟରେ “ଆକାଡେମିଆ ଇଣ୍ଡଷ୍ଟ୍ରି ଇଣ୍ଟରଫେସ ଓ ସସଷ୍ଟେନବୁଲ ଏନଭିରନମେଣ୍ଟ ” ଶୀର୍ଷକ ରାଜ୍ୟସ୍ତରୀୟ […]

ଆମ୍ବେଦକରଙ୍କ ୬୯ତମ ମହାପରାୟଣ ଦିବସ

6 December 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୬/୧୨ -ଆମ୍ବେଦକର ସ୍ମୃତି ସଂସଦ ପକ୍ଷରୁ ସମ୍ବିଧାନ ପ୍ରଣେତା ଡ଼ ଭି ଆର ଆମ୍ବେଦକରଙ୍କ ୬୯ତମ ମହାପରାୟଣ ଦିବସ ପାଳିତ ହୋଇଯାଇଛି । ସ୍ମୃତି ସଂସଦ ସଭାପତି ବାରେଣୀ ସେଠୀଙ୍କ ପୌରହିତ୍ୟରେ […]

ପୋଲିସ ସୁରକ୍ଷା ବଳୟରେ ବିଦାୟ ନେଲେ ବିବାଦୀୟ କେନ୍ଦ୍ରାପଡା ବିଡିଓ

6 December 2024 kanika odisha 0

କେନ୍ଦ୍ରାପଡ଼ା,୬ା୧୨: ପୂର୍ବରୁ ଅଣ୍ଡାମାଡ଼ କରାଯାଇଥିବା ଚର୍ଚ୍ଚିତ ତଥା ବିବାଦୀୟ କେନ୍ଦ୍ରାପଡା ବ୍ଲକ ବିଡିଓ ବନ୍ଦନା ଖଟୁଆ ସଂପୂର୍ଣ୍ଣ ପୋଲିସ ସୁରକ୍ଷା ବଳୟ ଭିତରେ ଶୁକ୍ରବାର କେନ୍ଦ୍ରାପଡ଼ା ବ୍ଲକ କାର୍ଯ୍ୟାଳୟ ପରିତ୍ୟାଗ କରିଛନ୍ତି। ପୁନର୍ବାର ତାଙ୍କୁ […]

ବସପୁର ବାଲି ଖାଦାନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

6 December 2024 kanika odisha 0

କେନ୍ଦ୍ରାପଡ଼ା, ୬ା୧୨: ବସପୁର ବାଲି ଖାଦାନକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଖବର ପାଇ କେନ୍ଦ୍ରାପଡା ସଦର ଥାନା ପୋଲିସ ଓ ଖଣି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଫଳରେ ଉଭୟ ଗୋଷ୍ଠୀ ଘଟଣାସ୍ଥଳରୁ […]

ମଣ୍ଡଳସ୍ତରୀୟ ବର୍ଣ୍ଣାଳୀ ଓ ପ୍ରୟୋଗ କାର୍ଯ୍ୟକ୍ରମ ଉଦ୍‌ଯାପିତ

5 December 2024 kanika odisha 0

କେନ୍ଦ୍ରାପଡ଼ା,୫ା୧୨: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡା ମଣ୍ଡଳ ଅନ୍ତର୍ଗତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟରତ ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଏକ ତ୍ରିଦିବସୀୟ ସାମାଜିକ ଲିଙ୍ଗଗତ ସମତା ଆଧାରିତ କାର୍ଯ୍ୟକ୍ରମ “ବର୍ଣ୍ଣାଳୀ’ ପ୍ରଶିକ୍ଷଣ ଶିବିର […]

ଶୀତଳ ଭଣ୍ଡାର ନ ଥିବାରୁ ଚାଷୀ ହତାଶ , ଯୁବକୃଷି ଉଦ୍ୟେଗି ଦାଦନ ମୁହାଁ , ଚାଷକରି ଚାଷୀ ଲାଭ ପାଉନି

5 December 2024 kanika odisha 0

ପଟ୍ଟାମୁଣ୍ଡାଇ ୫/୧୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳ ଗୋଟିଏ ପୌରପରିଷଦ ଓ ୩୧ ପଂଚାୟତରେ ପାଖାପାଖି ୨.୫ ଲକ୍ଷରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଥିଲାବେଳେ ୮୦ ଭାଗ ଲୋକ କୃଷି ଉପରେ ନିର୍ଭର କରି […]

ଗୋଟିଏ ସ୍ଥାନରେ କୁଣ୍ଡଳି ମାରି ବସିରହିଛନ୍ତି ବହୁ ଅଧିକାରୀ : ଅଜବ ନୀତିରେ ଚାଲିଛି ଅଧିକାରୀଙ୍କ ବଦଳି, ଡେପୁଟେଶନ

5 December 2024 kanika odisha 0

ପଟ୍ଟାମୁଣ୍ଡାଇ ୫/୧୨ -ରାଜ୍ୟ ସରକାରଙ୍କ ନିୟମାନୁସାରେ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଗୋଟିଏ ସ୍ଥାନରେ ମାତ୍ରାଧିକ ୩ବର୍ଷ କାର୍ଯ୍ୟ କରିପାରିବେ । ୩ବର୍ଷ ପରେ ତାଙ୍କର ଅନ୍ୟ ସ୍ଥାନକୁ ବଦଳି ହୋଇଥାଏ । ଫଳରେ […]

ଭିନ୍ନ ସ୍ୱାଦର ଗଳ୍ପ ସଂକଳନ “ସବୁ ମୋଡ଼ରେ ଜୀବନ’ ଉନ୍ମୋଚିତ

4 December 2024 kanika odisha 0

କେନ୍ଦ୍ରାପଡା, ୪ା୧୨: ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଅବସରରେ ସମଗ୍ର ଏସିଆ ମହାଦେଶରେ ପ୍ରସିଦ୍ଧି ଅର୍ଜନ କରିଥିବା ପୁନର୍ବାସ କୈନ୍ଦ୍ରିକ ଅନୁଷ୍ଠାନ ସ୍ୱାମୀ ବିବେକାନନ୍ଦ ପୁନର୍ବାସ ଓ ପ୍ରଶିକ୍ଷଣ କେନ୍ଦ୍ରରେ କଥାକାର ତଥା ସମ୍ମାନୀତ ଅତିଥି […]