ପୁନର୍ବାସ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ

କେନ୍ଦ୍ରାପଡା,୪ା୩: ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯରତ ପୁନର୍ବାସ ଅନୁଷ୍ଠାନ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ ଫାଲଗୁନ ଶୁକ୍ଳ ପଞ୍ଚମୀର ପବିତ୍ର ତିଥିରେ କରାଯାଇଛି। ଏଥି ନିମନ୍ତେ ସ୍ଥାନୀୟ ମାଧପୁରସ୍ଥିତ ଅମର ଉଦ୍ୟାନଠାରେ ଓଡ଼ିଶା ନଲେଜ୍ କର୍ପୋରେସନ ଲିମିଟେଡ୍‌ର ପ୍ରଚାର ରଥକୁ କେନ୍ଦ୍ରାପଡାର…

ରାଜନଗର ସିଡିପିଓଙ୍କ ଦୁର୍ବ୍ୟବହାର ପ୍ରତିବାଦ ବଦଳି ଦାବି କଲେ ଅଙ୍ଗନୱାଡି କର୍ମୀ

କେନ୍ଦ୍ରାପଡ଼ା,୪ା୩: ରାଜନଗରର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (ସିଡିପିଓ)ଙ୍କ ଅଙ୍ଗନୱାଡି କର୍ମୀଙ୍କ ପ୍ରତି ଅଶାଳୀନ ବ୍ୟବହାରରେ ଅତିଷ୍ଟ ହୋଇ ନ୍ୟାୟ ପାଇଁ ରାଜନଗର ଅଙ୍ଗନୱାଡି କର୍ମୀମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଦୁର୍ନୀତି ଖୋର ସିଡିପିଓଙ୍କୁ ଅନ୍ୟତ୍ର ବଦଳି କରିବାକୁ…

ନେହେରୁ ଯୁବକେନ୍ଦ୍ର ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା

କେନ୍ଦ୍ରାପଡ଼ା, ୪ା୩ : ନେହେରୁ ଯୁବକେନ୍ଦ୍ର ଓ ମୋ ଭାରତ ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କବାଡି, ଫୁଟବଲ୍‌, ସ୍ଲୋ ସାଇକେଲ ରେସ୍‌, ବ୍ୟାଡମିଣ୍ଟନ, ଟାଇବୁଣ୍ଡ ଓ ଦୈାଡ…

ସେମିଫାଇନାଲରେ କୋହଲିଙ୍କ କମାଲ ଅଷ୍ଟ୍ରେଲିଆକୁ ୪ ୱିକେଟରେ ହରାଇ ଫାଇନାଲରେ ଭାରତ

ଦୁବାଇ ୪ା୩- ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ। ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି । ଏହା ସହିତ…

ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଉନ୍ନୟନ କମିଟିର ବୈଠକ

କେନ୍ଦ୍ରାପଡା, ତା.୦୪.୦୩.୨୦୨୫ରିଖ:- ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଉନ୍ନୟନ କମିଟିର ଏକ ବୈଠକ ଆଜି ପୂର୍ବାହ୍ଣ ଘ. ୧୦:୩୦ ମିନିଟ ସମୟରେ ଜିଲ୍ଲା ପରିଷଦ ସଭାଗୃହଠାରେ ଅରବିନ୍ଦ ମହାପାତ୍ର, ମାନ୍ୟବର ବିଧାୟକ, ପାଟକୁରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି…

ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ କେନ୍ଦ୍ରାପଡା ବ୍ଲକ ଓ ନଗର ବିଜେଡିର ପ୍ରତିବାଦ ରାଜ୍ୟପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା,୧ା୪: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ପ୍ରତିବାଦ କରି ବ୍ଲକ ଓ ନଗର ବିଜୁ ଜନତା ଦଳ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ସୂଚନା ଯେ ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇ ମାର୍ଚ୍ଚ ୫ ତାରିଖ…

ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା

କେନ୍ଦ୍ରାପଡ଼ା,୩ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ଏସମ୍ପର୍କରେ ଜିଲ୍ଲାର…

ବହୁବିଧ ମେଗା ସ୍ୱାସ୍ଥ୍ୟ ଶିବିର

କେନ୍ଦ୍ରାପଡ଼ା,୩ା୩: ନଡିଆବରେଇ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମା’ଗଜଲକ୍ଷ୍ମୀ ସାଂସ୍କୃତିକ ପରିଷଦ ଓ ନଡିଆବରେଇ ଗ୍ରାମପଞ୍ଚାୟତର ଯୁବକସଙ୍ଘ ଦ୍ୱାରା ହାଇଟେକ ମେଡିକାଲ କଲେଜର ଅଭିଜ୍ଞ ଡାକ୍ତରମାନଙ୍କ ଦ୍ୱାରା ଏକ ମାଗଣା ବହୁବିଧ ମେଗା ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ଏହି…

କେନ୍ଦ୍ରାପଡା ସଦରମହକୁମାରେ ମିଳିତ ଜନଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୧୦ ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍‌ହଲ୍‌ରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଜନ…

କେନ୍ଦ୍ରାପଡା ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ଓ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ, କଲେଜରେ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି, ୫ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ରହିଥିବା ଅଧ୍ୟାପକ/ଅଧ୍ୟାପିକାଙ୍କୁ ବଦଳି କରାଯିବା, ବର୍ଷବର୍ଷ ଧରି ଚାଲିଥିବା ବ୍ୟାପକ ହରିଲୁଟ, ଅନିୟମିତତା ଓ ଅରାଜକତା ପ୍ରଭୃତିର…

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି ବୈଠକ

କେନ୍ଦ୍ରାପଡା,୧ା୩: ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି (ଦିଶା)ର ଦ୍ୱିତୀୟ ବୈଠକ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଶନିବାର ଜିଲ୍ଲା ପରିଷଦ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ପୂର୍ବ ବୈଠକରେ ଆଲୋଚିତ ହୋଇଥିବା ବିଷୟବସ୍ତୁ ଯଥା ଜଳ…

ବିପୁଳ ପରିମାଣର ଚୋରାମଦ ଜବତ, ୫ କୋର୍ଟଚାଲାଣ

କେନ୍ଦ୍ରାପଡ଼ା,୧ା୩: କେନ୍ଦ୍ରାପଡ଼ା ଟାଉନ ଓ ନିକିରାଇ ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଚୋରାମଦ ଜବତ କରାଯାଇଛି। ସୂଚନା ଅନୁଯାୟୀ ଚୋରା ମଦ ବିକ୍ରି ହେଉଥିବାର ଏକ ବିଶେଷ ସୁତ୍ରରୁ ଖବର ମିଳିବା…

ଗ୍ରାମେଶ୍ୱର ମହୋତ୍ସବ ଅନୁଷ୍ଠିତ , ପୂଜ୍ୟପୂଜାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

କେନ୍ଦ୍ରାପଡ଼ା,୨୮ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜମଧର ଗ୍ରାମପଞ୍ଚାୟତର ଜଣ୍ଟିଲୋ ଗ୍ରାମରେ ଗ୍ରାମେଶ୍ୱର ମହୋତ୍ସବ ପବିତ୍ର ଜାଗର ଅବସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅବସରପ୍ରାପ୍ତ କର୍ମଚାରୀ ରବୀନ୍ଦ୍ର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହୋତ୍ସବରେ କୃଷିବିଜ୍ଞାନକେନ୍ଦ୍ରର ବୈଜ୍ଞାନିକ ଡ. ତାପସରଞ୍ଜନ ସାହୁ ମୁଖ୍ୟଅତିଥି,…

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟାପକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡା,୨୮ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଶିକ୍ଷା ବିଭାଗ ପ୍ରାଧ୍ୟାପକ ଡକ୍ଟର ପ୍ରଭାକର ମଲ୍ଲିକ ଶୁକ୍ରବାର ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ସେ ସୁଭଦ୍ରା ମହତାବ ମହାବିଦ୍ୟାଳୟ, ଅସୁରେଶ୍ୱରରୁ ଚାକିରୀ ଆରମ୍ଭ କରି ତୁଳସୀ ମହିଳା ମହାବିଦ୍ୟାଳୟ ଏବଂ ଶେଷରେ କେନ୍ଦ୍ରାପଡା ସ୍ୱୟଂଶାସିତ…

ପଟ୍ଟାମୁଣ୍ଡାଇ ବ୍ଲକରେ ସୁଶାସନ ଓ ବିକାଶ କର୍ମଶାଳା

ପଟ୍ଟାମୁଣ୍ଡାଇ ୨୭/ – ରାଜ୍ୟ ସରକାରଙ୍କ ପଂଚାୟତରାଜ ବିଭାଗ ନିର୍ଦେଶରେ ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ସୁଶାସନ ଓ ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିପିଡିଓ ପିତାମ୍ବର ଜେନାଙ୍କ ପୌରହିତ୍ୟରେ ଆୟୋଜିତ ସୁଶାସନ ଓ ବିକାଶ କର୍ମଶାଳା ସଚେତନତା ଶିବିରରେ…

ଚେନାଇରେ ‘ଭାରତ ଭାରତୀ’ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

ପଟ୍ଟାମୁଣ୍ଡାଇ ୨୭/୨ – ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟକୁ ଜାତୀୟ ସ୍ତରରେ ପରିଚିତ କରିବା ଉଦ୍ଦେଶ୍ୟ ନେଇ ଚେନାଇସ୍ଥିତ ପ୍ରବାସୀ ଓଡ଼ିଆ ‘ଭାରତ ଭାରତୀ’ ସଂଗଠନ ପକ୍ଷରୁ ଗତ ୨୩ ତାରିଖ ଦିନ ଅନ୍ତର୍ଜାତୀୟ ମାତୃଭାଷା ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି।…

ଵନ୍ତୋ ସେଣ୍ଟ ଜାଭିଅର ହାଇସ୍କୁଲ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ତା ୨୭/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ବନ୍ତୋ ସେଣ୍ଟ ଜାଭିଅର ହାଇସ୍କୁଲର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଅଧକ୍ଷା ଲଷ୍ମୀପ୍ରିୟା ଦାଶଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ କଲେଜ ପ୍ରାକ୍ତନ ଅଧକ୍ଷ ପ୍ରଫେସର ଦେବବ୍ରତ…

କେନ୍ଦ୍ରାପଡା ଜିଲ୍ଲାରେ ଚଳିତ ବର୍ଷ ୧୮ ହଜାର ୭୨୦ ମାଟ୍ରିକ ପରୀକ୍ଷାର୍ଥୀ :୧୦୭ ଟି କେନ୍ଦ୍ର ଏବଂ ୯ଟି ନୋଡାଲ କେନ୍ଦ୍ରରେ ସି.ସି.ଟିଭିର ବ୍ୟବସ୍ଥା

କେନ୍ଦ୍ରାପଡ଼ା, ୨୭ା୨: କେନ୍ଦ୍ରାପଡା ଜିଲ୍ଲାରେ ଗତ ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଆସନ୍ତା ମାର୍ଚ୍ଚମାସ ୬ ତାରିଖରେ ଏହି ପରୀକ୍ଷା ଶେଷହେବ। ଚଳିତ ବର୍ଷ ଜିଲ୍ଲାରେ ୧୦୭ଟି…

ଜିଆରଏସଙ୍କୁ ୪ବର୍ଷ ଜେଲଦଣ୍ଡ

କେନ୍ଦ୍ରାପଡା,୨୭ା୨: ଏକ ଲାଞ୍ଚ କାରବାର ମାମଲାର ବିଚାର କରି କଟକସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ଏଣ୍ଡର ଗ୍ରାମପଞ୍ଚାୟତର ପୂର୍ବତନ ଗ୍ରାମରୋଜଗାର ସେବକ(ଜି.ଆର.ଏସ.) ଲଳିତବସନ୍ତ ଘଡେଇଙ୍କୁ ୪ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିବା ସହିତ ଏକ ହଜାର…

୧୦ଟି ପଞ୍ଚାୟତକୁ ନେଇ ନୂତନ ବ୍ଲକ ପ୍ରତିଷ୍ଠା ଦାବି

କେନ୍ଦ୍ରାପଡ଼ା,୨୭ା୨: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକର ୧୦ଟି ଗ୍ରାମପଞ୍ଚାୟତକୁ ନେଇ ଏକ ନୂତନ ବ୍ଲକ ଗଠନ କରାଯିବାକୁ ଦାବି ହୋଇଛି। ଏନେଇ ଦଶ ପଞ୍ଚାୟତ ବିକାଶ ପରିଷଦ ସଭାପତି ବ୍ରଜସୁନ୍ଦର ଭୂୟାଁଙ୍କ ନେତୃତ୍ୱରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ…

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଆତ୍ମରକ୍ଷା ଶିବିର ଉଦ୍‌ଘାଟନ

କେନ୍ଦ୍ରାପଡା,୨୭ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ +୩ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ଏକ ଆତ୍ମସୁରକ୍ଷା ଶିବିର ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଭିଜିତ୍ ବୋଷ୍‌ଙ୍କ ପୌରହିତ୍ୟରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ଅଧ୍ୟକ୍ଷ ଶ୍ରୀ ବୋଷ୍ ଛାତ୍ରୀମାନଙ୍କୁ ଆତ୍ମରକ୍ଷା କୌଶଳର ଆବଶ୍ୟକତା…

ପାରାକ୍ରୀଡ଼ାବିତ୍ ଙ୍କୁ ବ୍ୟାଟେରୀ ଚାଳିତ ସ୍କୁଟର ପ୍ରଦାନ

କେନ୍ଦ୍ରାପଡା ୨୭/୨ – କେନ୍ଦ୍ରାପଡା ଜିଲ୍ଲାରେ ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯ୍ୟରତ ଅନୁଷ୍ଠାନ ‘ପୁନର୍ବାସ’ ପକ୍ଷରୁ ଚଳନଶକ୍ତି ବାଧିତ ଡେରାବିଶ ବ୍ଲକ ହରିଅଙ୍କ ଗ୍ରାମର ପାରାକ୍ରୀଡାବିତ୍ ବଲରାମ ସ୍ୱାଇଁଙ୍କୁ ମାଡ୍ରାସ ଆଇଆଇଟି ଦ୍ୱାରା ଉଦ୍ଭାଭିତ ଆତ୍ୟାଧୁନିକ ନିଓମୋସନ ବ୍ୟାଟେରୀ ସ୍କୁଟି ପ୍ରଦାନ…

ଗରାପୁରରେ ରେଲ୍‌ୱେ ଟିକେଟ୍ କାଉଣ୍ଟର ଉଦ୍‌ଘାଟିତ

କେନ୍ଦ୍ରାପଡା,୨୭ା୨: କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରଠାରେ ରେଳବାଇର ନୂତନ ଟିକେଟ୍ କାଉଣ୍ଟର ଉଦ୍‌ଘାଟିତ ହୋଇଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି, ଉପାଧ୍ୟକ୍ଷ ପ୍ରତାପ ନାରାୟଣ ମହାପାତ୍ର, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମାନସ ରଞ୍ଜନ ପରିଡା, ରେଳବାଇର…

ଗରାପୁର ସାଇ ମନ୍ଦିରରେ ଜାଗର ଉତ୍ସବ

କେନ୍ଦ୍ରାପଡା,୨୭ା୨:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁର ସାଇ ମନ୍ଦିରରେ ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକଙ୍କ ତତ୍ୱାବଧାନରେ ଜାଗର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦିନସାରା ବିଧି ଅନୁସାରେ ସାଇ ମନ୍ଦିର ସମସ୍ତ ପୂଜାର୍ଚ୍ଛନା ହେବାପରେ ସନ୍ଧ୍ୟା ସମୟରେ ଆଳତୀ କରାଯାଇଥିଲା । ଏହି ଉପଲକ୍ଷେ…