ଡା.ସରୋଜକାନ୍ତ କାନୁନ୍‌ଗୋଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

6 March 2025 kanika odisha 0

କେନ୍ଦ୍ରାପଡ଼ା,୫ା୩: କେନ୍ଦ୍ରାପଡାର ଜନମାନସରେ ପରିଚିତ ଡା. ସରୋଜକାନ୍ତ କାନୁନଗୋଙ୍କ ୩୭ତମ ଶ୍ରାଦ୍ଧବାର୍ଷିକୀ ଅବସରରେ କେନ୍ଦ୍ରାପଡାରେ ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ତାଙ୍କୁ ଭକ୍ତିପୂର୍ଣ୍ଣର୍ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ବୁଧବାର ସକାଳେ […]

ଗ୍ରୀଷ୍ମ ପ୍ରବାହ ପ୍ରତିକାର ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

6 March 2025 kanika odisha 0

କେନ୍ଦ୍ରାପଡ଼ା, ୫ା୩: ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ପ୍ରତିକାର ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ […]

ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ

6 March 2025 kanika odisha 0

ପଂଚାୟତିରାଜ ବ୍ୟବସ୍ଥା କ୍ଷେତ୍ରରେ ବିଜୁ ବାବୁଙ୍କ ଅତୁଳନୀୟ ଭୂମିକା ଚା ପଂଚାୟତିରାଜ ଦିବସକୁ ବାତିଲ ବିରୋଧ ଗୁରୁବାର ବାଇପାସ ଠାରେ ପ୍ରତିବାଦ ସଭା ପଟ୍ଟାମୁଣ୍ଡାଇ ୫/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବିଭିନ୍ନ ଅନୁଷ୍ଠାନ […]

ଗାଁଦାଣ୍ଡରେ ମହିଳାଙ୍କୁ ଉଲଗ୍ନ କରି ମାଡ଼ ଘଟଣା ଆକ୍ରମଣର ଶିକାର ମହିଳା ବିରୋଧରେ ମାମଲା

5 March 2025 kanika odisha 0

କେନ୍ଦ୍ରାପଡା,୪ା୩: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଏକ ଗ୍ରାମର ଜନୈକ ମହିଳାଙ୍କୁ ଗାଁଦାଣ୍ଡରେ ଉଲଗ୍ନ କରି ମାଡ ମାରିବା ଘଟଣାରେ ସଦର ଥାନା ପୋଲିସ ଆକ୍ରମଣର ଶିକାର ମହିଳା ବିରୋଧରେ ମାମଲା ରୁଜୁ କରିବା […]

ଆସୁଛି ଦଳୀୟ ନିର୍ବାଚନ ବିଜେଡି ପକ୍ଷରୁ ସହକାରୀ ନିର୍ବାଚନ ଅଧିକାରୀ ନିଯୁକ୍ତ

5 March 2025 kanika odisha 0

କେନ୍ଦ୍ରାପଡ଼ା, ୪ା୩ : ଦଳୀୟ ନିର୍ବାଚନ ନିମନ୍ତେ ବିଜୁ ଜନତାଦଳ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ପ୍ରତ୍ୟେକ ବ୍ଲକ ଓ ପୈାରାଞ୍ଚଳ ପାଇଁ ସହକାରୀ ନିର୍ବାଚନ ଅଧିକାରୀମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଏନେଇ ମଙ୍ଗଳବାର ଗରାପୁରସ୍ଥିତ […]

ପୁନର୍ବାସ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ

5 March 2025 kanika odisha 0

କେନ୍ଦ୍ରାପଡା,୪ା୩: ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯରତ ପୁନର୍ବାସ ଅନୁଷ୍ଠାନ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ ଫାଲଗୁନ ଶୁକ୍ଳ ପଞ୍ଚମୀର ପବିତ୍ର ତିଥିରେ କରାଯାଇଛି। ଏଥି ନିମନ୍ତେ ସ୍ଥାନୀୟ ମାଧପୁରସ୍ଥିତ ଅମର ଉଦ୍ୟାନଠାରେ ଓଡ଼ିଶା ନଲେଜ୍ […]

ରାଜନଗର ସିଡିପିଓଙ୍କ ଦୁର୍ବ୍ୟବହାର ପ୍ରତିବାଦ ବଦଳି ଦାବି କଲେ ଅଙ୍ଗନୱାଡି କର୍ମୀ

5 March 2025 kanika odisha 0

କେନ୍ଦ୍ରାପଡ଼ା,୪ା୩: ରାଜନଗରର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (ସିଡିପିଓ)ଙ୍କ ଅଙ୍ଗନୱାଡି କର୍ମୀଙ୍କ ପ୍ରତି ଅଶାଳୀନ ବ୍ୟବହାରରେ ଅତିଷ୍ଟ ହୋଇ ନ୍ୟାୟ ପାଇଁ ରାଜନଗର ଅଙ୍ଗନୱାଡି କର୍ମୀମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଦୁର୍ନୀତି […]

ନେହେରୁ ଯୁବକେନ୍ଦ୍ର ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା

5 March 2025 kanika odisha 0

କେନ୍ଦ୍ରାପଡ଼ା, ୪ା୩ : ନେହେରୁ ଯୁବକେନ୍ଦ୍ର ଓ ମୋ ଭାରତ ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କବାଡି, ଫୁଟବଲ୍‌, ସ୍ଲୋ ସାଇକେଲ […]

ସେମିଫାଇନାଲରେ କୋହଲିଙ୍କ କମାଲ ଅଷ୍ଟ୍ରେଲିଆକୁ ୪ ୱିକେଟରେ ହରାଇ ଫାଇନାଲରେ ଭାରତ

5 March 2025 kanika odisha 0

ଦୁବାଇ ୪ା୩- ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ। ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କରି ଭାରତ ଫାଇନାଲରେ […]

ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଉନ୍ନୟନ କମିଟିର ବୈଠକ

4 March 2025 kanika odisha 0

କେନ୍ଦ୍ରାପଡା, ତା.୦୪.୦୩.୨୦୨୫ରିଖ:- ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଉନ୍ନୟନ କମିଟିର ଏକ ବୈଠକ ଆଜି ପୂର୍ବାହ୍ଣ ଘ. ୧୦:୩୦ ମିନିଟ ସମୟରେ ଜିଲ୍ଲା ପରିଷଦ ସଭାଗୃହଠାରେ ଅରବିନ୍ଦ ମହାପାତ୍ର, ମାନ୍ୟବର ବିଧାୟକ, ପାଟକୁରାଙ୍କ ପ୍ରତ୍ୟକ୍ଷ […]

ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ କେନ୍ଦ୍ରାପଡା ବ୍ଲକ ଓ ନଗର ବିଜେଡିର ପ୍ରତିବାଦ ରାଜ୍ୟପାଳଙ୍କୁ ଦାବିପତ୍ର

4 March 2025 kanika odisha 0

କେନ୍ଦ୍ରାପଡା,୧ା୪: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ପ୍ରତିବାଦ କରି ବ୍ଲକ ଓ ନଗର ବିଜୁ ଜନତା ଦଳ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ସୂଚନା ଯେ ରାଜ୍ୟ ସରକାର ଏକ […]

ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା

3 March 2025 kanika odisha 0

କେନ୍ଦ୍ରାପଡ଼ା,୩ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. […]

ବହୁବିଧ ମେଗା ସ୍ୱାସ୍ଥ୍ୟ ଶିବିର

3 March 2025 kanika odisha 0

କେନ୍ଦ୍ରାପଡ଼ା,୩ା୩: ନଡିଆବରେଇ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମା’ଗଜଲକ୍ଷ୍ମୀ ସାଂସ୍କୃତିକ ପରିଷଦ ଓ ନଡିଆବରେଇ ଗ୍ରାମପଞ୍ଚାୟତର ଯୁବକସଙ୍ଘ ଦ୍ୱାରା ହାଇଟେକ ମେଡିକାଲ କଲେଜର ଅଭିଜ୍ଞ ଡାକ୍ତରମାନଙ୍କ ଦ୍ୱାରା ଏକ ମାଗଣା ବହୁବିଧ ମେଗା ସ୍ୱାସ୍ଥ୍ୟସେବା […]

କେନ୍ଦ୍ରାପଡା ସଦରମହକୁମାରେ ମିଳିତ ଜନଅଭିଯୋଗ ଶୁଣାଣି ଶିବିର

3 March 2025 kanika odisha 0

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୧୦ ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍‌ହଲ୍‌ରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ […]

କେନ୍ଦ୍ରାପଡା ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ଓ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର

3 March 2025 kanika odisha 0

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ, କଲେଜରେ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି, ୫ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ରହିଥିବା ଅଧ୍ୟାପକ/ଅଧ୍ୟାପିକାଙ୍କୁ ବଦଳି କରାଯିବା, ବର୍ଷବର୍ଷ ଧରି ଚାଲିଥିବା ବ୍ୟାପକ […]

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି ବୈଠକ

1 March 2025 kanika odisha 0

କେନ୍ଦ୍ରାପଡା,୧ା୩: ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି (ଦିଶା)ର ଦ୍ୱିତୀୟ ବୈଠକ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଶନିବାର ଜିଲ୍ଲା ପରିଷଦ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ପୂର୍ବ ବୈଠକରେ […]

ବିପୁଳ ପରିମାଣର ଚୋରାମଦ ଜବତ, ୫ କୋର୍ଟଚାଲାଣ

1 March 2025 kanika odisha 0

କେନ୍ଦ୍ରାପଡ଼ା,୧ା୩: କେନ୍ଦ୍ରାପଡ଼ା ଟାଉନ ଓ ନିକିରାଇ ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଚୋରାମଦ ଜବତ କରାଯାଇଛି। ସୂଚନା ଅନୁଯାୟୀ ଚୋରା ମଦ ବିକ୍ରି ହେଉଥିବାର […]

No Image

ଗ୍ରାମେଶ୍ୱର ମହୋତ୍ସବ ଅନୁଷ୍ଠିତ , ପୂଜ୍ୟପୂଜାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

28 February 2025 kanika odisha 0

କେନ୍ଦ୍ରାପଡ଼ା,୨୮ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜମଧର ଗ୍ରାମପଞ୍ଚାୟତର ଜଣ୍ଟିଲୋ ଗ୍ରାମରେ ଗ୍ରାମେଶ୍ୱର ମହୋତ୍ସବ ପବିତ୍ର ଜାଗର ଅବସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅବସରପ୍ରାପ୍ତ କର୍ମଚାରୀ ରବୀନ୍ଦ୍ର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହୋତ୍ସବରେ କୃଷିବିଜ୍ଞାନକେନ୍ଦ୍ରର […]

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟାପକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

28 February 2025 kanika odisha 0

କେନ୍ଦ୍ରାପଡା,୨୮ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଶିକ୍ଷା ବିଭାଗ ପ୍ରାଧ୍ୟାପକ ଡକ୍ଟର ପ୍ରଭାକର ମଲ୍ଲିକ ଶୁକ୍ରବାର ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ସେ ସୁଭଦ୍ରା ମହତାବ ମହାବିଦ୍ୟାଳୟ, ଅସୁରେଶ୍ୱରରୁ ଚାକିରୀ ଆରମ୍ଭ କରି ତୁଳସୀ ମହିଳା […]

ପଟ୍ଟାମୁଣ୍ଡାଇ ବ୍ଲକରେ ସୁଶାସନ ଓ ବିକାଶ କର୍ମଶାଳା

27 February 2025 kanika odisha 0

ପଟ୍ଟାମୁଣ୍ଡାଇ ୨୭/ – ରାଜ୍ୟ ସରକାରଙ୍କ ପଂଚାୟତରାଜ ବିଭାଗ ନିର୍ଦେଶରେ ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ସୁଶାସନ ଓ ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିପିଡିଓ ପିତାମ୍ବର ଜେନାଙ୍କ ପୌରହିତ୍ୟରେ ଆୟୋଜିତ ସୁଶାସନ […]

ଚେନାଇରେ ‘ଭାରତ ଭାରତୀ’ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

27 February 2025 kanika odisha 0

ପଟ୍ଟାମୁଣ୍ଡାଇ ୨୭/୨ – ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟକୁ ଜାତୀୟ ସ୍ତରରେ ପରିଚିତ କରିବା ଉଦ୍ଦେଶ୍ୟ ନେଇ ଚେନାଇସ୍ଥିତ ପ୍ରବାସୀ ଓଡ଼ିଆ ‘ଭାରତ ଭାରତୀ’ ସଂଗଠନ ପକ୍ଷରୁ ଗତ ୨୩ ତାରିଖ ଦିନ […]

ଵନ୍ତୋ ସେଣ୍ଟ ଜାଭିଅର ହାଇସ୍କୁଲ ବାର୍ଷିକ ଉତ୍ସବ

27 February 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୨୭/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ବନ୍ତୋ ସେଣ୍ଟ ଜାଭିଅର ହାଇସ୍କୁଲର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଅଧକ୍ଷା ଲଷ୍ମୀପ୍ରିୟା ଦାଶଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ […]

କେନ୍ଦ୍ରାପଡା ଜିଲ୍ଲାରେ ଚଳିତ ବର୍ଷ ୧୮ ହଜାର ୭୨୦ ମାଟ୍ରିକ ପରୀକ୍ଷାର୍ଥୀ :୧୦୭ ଟି କେନ୍ଦ୍ର ଏବଂ ୯ଟି ନୋଡାଲ କେନ୍ଦ୍ରରେ ସି.ସି.ଟିଭିର ବ୍ୟବସ୍ଥା

27 February 2025 kanika odisha 0

କେନ୍ଦ୍ରାପଡ଼ା, ୨୭ା୨: କେନ୍ଦ୍ରାପଡା ଜିଲ୍ଲାରେ ଗତ ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଆସନ୍ତା ମାର୍ଚ୍ଚମାସ ୬ ତାରିଖରେ ଏହି ପରୀକ୍ଷା […]

ଜିଆରଏସଙ୍କୁ ୪ବର୍ଷ ଜେଲଦଣ୍ଡ

27 February 2025 kanika odisha 0

କେନ୍ଦ୍ରାପଡା,୨୭ା୨: ଏକ ଲାଞ୍ଚ କାରବାର ମାମଲାର ବିଚାର କରି କଟକସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ଏଣ୍ଡର ଗ୍ରାମପଞ୍ଚାୟତର ପୂର୍ବତନ ଗ୍ରାମରୋଜଗାର ସେବକ(ଜି.ଆର.ଏସ.) ଲଳିତବସନ୍ତ ଘଡେଇଙ୍କୁ ୪ବର୍ଷ ଜେଲଦଣ୍ଡରେ […]