ଗୋବରୀ ବାଲିଯାତ୍ରା ପକ୍ଷରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ

16 November 2024 kanika odisha 0

କେନ୍ଦ୍ରାପଡା,୧୬ା୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଗୋବରୀ ବାଲିଯାତ୍ରାର ୨ୟ ବାର୍ଷିକ ଉତ୍ସବ ପାଳନ ଉପଲକ୍ଷେ କମିଟିର ସଭାପତି ବିବେକାନନ୍ଦ ମହାରଣାଙ୍କ ନେତୃତ୍ୱରେ ଏବଂ ସଂପାଦକ କରୁଣାକର ଦାସଙ୍କ ତତ୍ୱାବଧାନରେ ଶୁକ୍ରବାର ପୂର୍ବାହ୍ନ ୯ଘଟିକା […]

ୟୁଏଇରେ କ୍ଷାତନାମା ଆନ୍ତର୍ଜାତୀୟ ଚିତ୍ରଶିଳ୍ପୀଙ୍କ କୃତିତ୍ୱ , ମୋଦି-୨୦ ପ୍ରଦର୍ଶନୀ କରି ଜିଲା ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

16 November 2024 kanika odisha 0

କେନ୍ଦ୍ରାପଡ଼ା,୧୬ା୧୧: କେନ୍ଦ୍ରାପଡ଼ା ସହରରେ ରହୁଥିବା ପଟ୍ଟାମୁଣ୍ଡାଇ ବ୍ଲକ ପେରିଜପୁର ଗ୍ରାମର ଆନ୍ତର୍ଜାତୀୟ ଖ୍ୟାତନାମା ଚିତ୍ରଶିଳ୍ପୀ ଅଶୋକ ନାୟକ ବିଦେଶ(ୟୁଏଇ)ମାଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୀବନ ଓ ଦର୍ଶନ ଉପରେ ଆଧାରିତ ମୋଦି-୨୦ ଚିତ୍ର କଳା […]

କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା ବାଲିଯାତ୍ରା ବିକାଶର ବିଜୟର ବୈଜୟନ୍ତୀ

16 November 2024 kanika odisha 0

କେନ୍ଦ୍ରାପଡ଼ା,୧୬ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ସୁଜାନଗର ଗ୍ରାମରେ ଅନୁଷ୍ଠିତ ୭ମ କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ବିଶିଷ୍ଟ କବି ତଥା ପୂର୍ବତନ ସାଂସଦ ଡଃ ପ୍ରସନ୍ନ ପାଟ୍ଟଶାଣି ମୁଖ୍ୟ ଅତିଥି, […]

ଜାତୀୟ ପ୍ରେସ ଦିବସ କାହିଁକି ପାଳନ କରାଯାଏ ଜାଣନ୍ତୁ

16 November 2024 kanika odisha 0

ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ। ଏହି ଦିନଟି ଗଣମାଧ୍ୟମର ସ୍ୱାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ ଅଟେ। ଏହି ଦିନ ହିଁ ପ୍ରେସ କାଉନସିଲ ଅଫ୍ […]

ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ୧୩ତମ ବୋଇତବନ୍ଦାଣ ଉତ୍ସବ ପାଳିତ

16 November 2024 kanika odisha 0

ପଟ୍ଟାମୁଣ୍ଡାଇ ୧୫/୧୧ -ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ୧୩ତମ ବୋଇତବନ୍ଦାଣ ଉତ୍ସବ ମହା ଆଡମ୍ବରରେ ପାଳିତ ଶୁକ୍ରବାର କଷଣଅଂଟା ବ୍ରାହ୍ମଣୀନଦୀ ପଠାରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ସଭାପତି କାଉନସିଲର ଗୋପୀବଲ୍ଲଭ […]

ପଟ୍ଟାମୁଣ୍ଡାଇ ବିଡ଼ିଓ ଦୁଃବବ୍ୟହାର ଓ ଗଣ୍ଡଗୋଳ ଘଟଣା

16 November 2024 kanika odisha 0

ପଟ୍ଟାମୁଣ୍ଡାଇ ୧୫/୧୧ କଳ୍ପତରୁ ନାୟକ- ପଟ୍ଟାମୁଣ୍ଡାଇ ବିଡ଼ିଓଙ୍କୁ ଦୁଃବ୍ୟବହାର ଓ ଗଣ୍ଡଗୋଳ ଘଟଣାରେ ଅଭିଯୁକ୍ତ ଜ୍ୟୋତିପ୍ରକାଶ ପ୍ରଧାନଙ୍କୁ ଅବିଳମ୍ବେ ଗିରଫ ଦାବୀରେ ପଟ୍ଟାମୁଣ୍ଡାଇ ସରପଂଚ ଓ ସମିତି ସଭ୍ୟ ସଂଘ ଅନିର୍ଦ୍ଧିଷ୍ଟକାଳ ପାଇଁ ଅନଶନ […]

କଳପଡା ଲୁଣାନଦୀ ଘାଟରେ ଜିଲ୍ଲାସ୍ତରୀୟ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟିତ

15 November 2024 kanika odisha 0

କେନ୍ଦ୍ରାପଡ଼ା,୧୫ା୧୧: ଶୁକ୍ରବାର ସକାଳ ୭ଘଟିକା ସମୟରେ କଳପଡା ଲୁଣାନଦୀ ଘାଟରେ ଜିଲ୍ଲାସ୍ତରୀୟ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଆଜି ପ୍ରତ୍ୟୁଷରୁ କଳପଡା ଲକ୍‌ଠାରୁ ଅତିଥିମାନଙ୍କୁ ଏକ ବର୍ଣ୍ଣାଢ୍ୟ ପଟୁଆରରେ ନଦୀକୂଳ ପର୍ଯ୍ୟନ୍ତ […]

ଗୋବରୀ ନଦୀ କେନ୍ଦ୍ରାପଡାର ଗଙ୍ଗା ,ଅତିଥି ବହୁ ପ୍ରତିକ୍ଷିତ କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ ଉଦ୍‌ଘାଟିତ

15 November 2024 kanika odisha 0

କେନ୍ଦ୍ରାପଡ଼ା,୧୫ା୧୧: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ କମିଟି ତରଫରୁ ଆୟୋଜିତ ୭ମ ବାର୍ଷିକ ବାଲିଯାତ୍ରା ମହୋତ୍ସବକୁ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଯୋଗଦାନ କରି ପ୍ରଥମେ ଗୋବରୀ ନଦୀରେ ବୋଇତ ବନ୍ଦାଣ କରିବା ପରେ ଆନୁଷ୍ଠାନିକ […]

ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ

15 November 2024 kanika odisha 0

କେନ୍ଦ୍ରାପଡ଼ା,୧୫ା୧୧: ଧରିତ୍ରୀ ଆବା ଜନଜାତୀୟ ଗ୍ରାମ୍ୟ ଉତ୍କର୍ଷ ଅଭିଯାନର ଶୁଭାରମ୍ଭ ଓ ଭଗବାନ ବିର୍ସାମୁଣ୍ଡାଙ୍କ ଜନ୍ମବାର୍ଷିକ ଉପଲକ୍ଷେ ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲା ପ୍ରଶାସନ (କଲ୍ୟାଣ ବିଭାଗ) କେନ୍ଦ୍ରାପଡା ପକ୍ଷରୁ ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ […]

ମା’ବେଲ ମଙ୍ଗଳାପୀଠରେ କବିତା ପାଠୋତ୍ସବ

15 November 2024 kanika odisha 0

କେନ୍ଦ୍ରାପଡ଼ା,୧୫ା୧୧: ଉତ୍କଳୀୟ ନୈାବାଣିଜ୍ୟ ପରମ୍ପରା ଓ ସଂସ୍କୃତିର ସ୍ମୃତିଚାରଣ ଉଦେଶ୍ୟରେ କପାଳେଶ୍ୱର ମା’ବେଲ ମଙ୍ଗଳା ପୂଜା କମିଟି ପକ୍ଷରୁ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମା’ ବେଲମଙ୍ଗଳା ପୀଠରେ ଏକ କବିତା ପାଠୋତ୍ସବ ସୁଦର୍ଶନ […]

ଜଜାଙ୍ଗ ଆଦର୍ଶ ପୋଖରୀରେ ବୋଇତବନ୍ଦାଣ

15 November 2024 kanika odisha 0

କେନ୍ଦ୍ରାପଡ଼ା,୧୫ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଜଜାଙ୍ଗସ୍ଥିତ ଆଦର୍ଶ ଜେନାପୋଖରୀରେ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡା ଆନୁକୂଲ୍ୟରେ ଅନୁଷ୍ଠିତ ଏହି ବୋଇତ ବନ୍ଦାଣ ଉତ୍ସବରେ […]

ପଟ୍ଟାମୁଣ୍ଡାଇ ବିଡ଼ିଓ ଦୁଃବ୍ୟବହାର ଓ ଗଣ୍ଡଗୋଳ ଘଟଣା,ଅନଶନର ଦିତୀୟ ଦିନରେ ବିଲିକଣା ସରପଂଚ ଲକ୍ଷ୍ମୀପ୍ରୀୟା ଷଡଙ୍ଗୀ ଅସୁସ୍ଥ

15 November 2024 kanika odisha 0

ପଟ୍ଟାମୁଣ୍ଡାଇ ବ୍ଲକ ଅଫିସ ଭିତରେ ବିଡିଓଙ୍କ ପ୍ରତି ହୋଇଥିବା ଦୁଃବ୍ୟବାହର ଗଣ୍ଡଗୋଳ ଅଭିଯୋଗକୁ ପୋଲିସ ପ୍ରଶାସନର ପାତର ଅନ୍ତର ମନୋଭାବରେ ଅଭି୍‌ଯୁକ୍ତକୁ ଗିରଫ କରାଯାଇନାହିଁ । ଏହାର ପ୍ରତିବାଦରେ ବୁଧବାର ପୂର୍ବାହ୍ନରୁ ପଂଚାୟତ ସମିତି […]

ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ ମହାସାଗରୀୟ ଆୟୋଗ ଦ୍ୱାରା ସୁନାମି ପ୍ରସ୍ତୁତ ବୋଲି ମାନ୍ୟତା ପାଇଛନ୍ତି।

15 November 2024 kanika odisha 0

ଭୁବନେଶ୍ୱର,:- ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ […]

ପଟ୍ଟାମୁଣ୍ଡାଇ ପ୍ରାଥମିକଶିକ୍ଷକ ସଂଘ ବାର୍ଷିକ ଉତ୍ସବ

14 November 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୧୪/୧୧-ଶିଶୁ ଦିବସ ଅବସରରେ ପଟ୍ଟାମୁଣ୍ଡାଇ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ୪୨ତମ ବାର୍ଷିକ ଉତ୍ସବ ସ୍ଥାନୀୟ ଶିକ୍ଷକ ଭବନ ଠାରେ ନିରାଡ଼ମ୍ବର ଭାବେ ପାଳନ କରାଯାଇଛି ।  ପ୍ରାଥମିକ ଶିକ୍ଷକ ସଂଘ […]

ଭେଙ୍କଟେଶ୍ୱର ଇଂଲିଶ ମିଡିୟମ ସ୍କୁଲରେ ଶିଶୁ ଦିବସ

14 November 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୧୫/୧୧-ପଟ୍ଟାମୁଣ୍ଡାଇ ଭେଙ୍କଟେଶ୍ୱର ଇଂଲିଶ ମିଡିୟମ ସ୍କୁଲରେ ଶିଶୁ ଦିବସ ସମାରୋହରେ ଅନୁଷ୍ଠିତ ହୋଇଯାଇଛି ।ଏହି ଉପଲକ୍ଷେ ସ୍କୁଲ ଅଧକ୍ଷ ପ୍ରତାପ ଚନ୍ଦ୍ର ବିଶ୍ୱାଳଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ କେନ୍ଦ୍ରାପଡ଼ା ଜିଲ୍ଲା […]

କେନ୍ଦ୍ରାପଡା ପବ୍ଲିକ ସ୍କୁଲରେ ଶିଶୁଦିବସ

14 November 2024 kanika odisha 0

କେନ୍ଦ୍ରାପଡ଼ା,୧୪ା୧୧: କେନ୍ଦ୍ରାପଡା ପବ୍ଲିକ ସ୍କୁଲରେ ଶିଶୁ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ ସ୍କୁଲର ପ୍ରତିଷ୍ଠାତା ପ୍ରଫେସର ଅଜୟ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ […]

ପଟ୍ଟାମୁଣ୍ଡାଇ ବିଡ଼ିଓ ଦୁଃବ୍ୟବହାର ଓ ଗଣ୍ଡଗୋଳ ଘଟଣା : ଅଭିଯୁକ୍ତଙ୍କୁ ଗିରଫ ଦାବୀରେ ବ୍ଲକରେ ସରପଂଚ ଓ ସମିତି ସଭ୍ୟ ସଂଘ ଆମରଣ ଅନଶନର ଦ୍ୱିତୀୟ ଦିନ

14 November 2024 kanika odisha 0

ଅସୁସ୍ଥ ହେବାରେ ଲାଗିଛନ୍ତି ସରପଂଚ ସମିତି ସଭ୍ୟ, ଜଣେ ଗୁରୁତର ମେଡିକାଲରେ ଭର୍ତି ସମର୍ଥନ କରି ଧାରଣା ଦେଲେ ୨ ବିଧାୟକ ଗଣେଶ୍ୱର ଓ ଧ୍ରୁବ ପଟ୍ଟାମୁଣ୍ଡାଇ ୧୪/୧୧ କଳ୍ପତରୁ ନାୟକ- କେନ୍ଦ୍ରାପଡା ଜିଲା […]

କେନ୍ଦ୍ରାପଡାର ସ୍ୱାର୍ଥ ପାଇଁ ବିଜେଡିର ଲଢେଇ ଜାରି ରହିବ

13 November 2024 kanika odisha 0

କେନ୍ଦ୍ରାପଡା,୧୩ା୧୧: ଆଜି କେନ୍ଦ୍ରାପଡା ବ୍ଲକ ଜୋନ ନଂ ୬ ଓ ୮ରେ ମିଳିତ ଭାବେ ବିଜେଡି ତରଫରୁ ଜନସମ୍ପର୍କ ପଦଯାତ୍ରା ଭରତପୁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ଆରମ୍ଭ ହୋଇ କଳପଡା ହାଇସ୍କୁଲ ନିକଟରେ ସମାପିତ […]

ଭାଇଚାରାର ଏକମାତ୍ର ଗଣପର୍ବ କେନ୍ଦ୍ରାପଡା ବାଲିଯାତ୍ରା ଚଳିତମାସ ୧୫ରୁ ୨୧

13 November 2024 kanika odisha 0

କେନ୍ଦ୍ରାପଡା,୧୩ା୧୧: ଚଳିତବର୍ଷ ଐତିହାସିକ ଏକମାତ୍ର ଭାଇଚାରାର ଗଣପର୍ବ କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ ସ୍ଥାନୀୟ ସହରସ୍ଥିତ ନୂଆ ବସଷ୍ଟାଣ୍ଡ ସନ୍ନିକଟ ସୁଜାନଗର, ଗୁଲନଗର ଗୋବରୀ ନଦୀପଠାରେ ଚଳିତମାସ ୧୫ ତାରିଖ ଦିବା ୯ଟାରେ ଉଦ୍‌ଘାଟନୋତ୍ସବ ଅନୁଷ୍ଠିତ […]

ତୁଳସୀକ୍ଷେତ୍ରରେ ହବିଷ୍ୟାଳୀଙ୍କ ବ୍ରତ ପାଳନର ବ୍ୟବସ୍ଥା କରୁଛନ୍ତି ଶ୍ରୀମା’

13 November 2024 kanika odisha 0

କେନ୍ଦ୍ରାପଡ଼ା,୧୩ା୧୧: ପବିତ୍ର ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନେ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ କରିବା ନିମନ୍ତେ ଆବଶ୍ୟକ ସୁବିଧା ଓ ସୁଯୋଗ ପ୍ରଦାନ କରି ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ଦିବ୍ୟ ସ୍ୱରୂପାନନ୍ଦ ସରସ୍ୱତୀ ଏକ ଅଭିନବ […]

କବି ଅଶ୍ଵନୀ ମିଶ୍ର ପାଇବେ ଚଳିତ ବର୍ଷର “ଶ୍ରୀବଳଦେବ ସମ୍ମାନ”

13 November 2024 kanika odisha 0

କେନ୍ଦ୍ରାପଡ଼ା ୧୩ା୧୧: କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ ପକ୍ଷରୁ ଓଡିଶାର ଜଣେ ବିଶିଷ୍ଟ ସାରସ୍ୱତ ସାଧକକୁ ପ୍ରଦାନ କରାଯାଉଥିବା ପୁରସ୍କାର ‘ଶ୍ରୀବଳଦେବ ସମ୍ମାନ’ ଚଳିତ ବର୍ଷ ବିଶିଷ୍ଟ କବି ତଥା ଓଡିଶା ସାହିତ୍ୟ ଏକାଡେମୀର […]

ୱାଉପଡା ଗ୍ରାମରେ ୫୧ବର୍ଷ ଧରି ପୂଜା ପାଉଛନ୍ତି କାର୍ତ୍ତକେଶ୍ୱର

13 November 2024 kanika odisha 0

କେନ୍ଦ୍ରାପଡ଼ା, ୧୩ା୧୧ : ୱାଉପଡା ଗ୍ରାମରେ ୫୧ବର୍ଷ ଧରି ପୂଜା ପାଉଛନ୍ତି କାର୍ତ୍ତିର୍ିକ ମାସରେ କାର୍ତ୍ତକେଶ୍ୱର। କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ ୱାଉପଡା ଗ୍ରାମ ରେ କାର୍ତ୍ତିକେଶ୍ୱର ପୂଜା ଧୁମ୍‌ଧାମ୍‌ରେ ପାଳିତ ହୋଇଥାଏ। […]

ପଟ୍ଟାମୁଣ୍ଡାଇ ବିଡ଼ିଓ ଦୁଃବ୍ୟବହାର ଘଟଣା , ଗଣ୍ଡଗୋଳକାରୀଙ୍କ ଗିରଫ ଦାବୀରେ ସମିତି ସଭ୍ୟାସଭ୍ୟ ଓ ସରପଞ୍ଚଙ୍କ ଆମରଣ ଅନଶନ

13 November 2024 kanika odisha 0

ପଟ୍ଟାମୁଣ୍ଡାଇ ୧୩/୧୧-ଗତ ୫ତାରିଖ ଦିନ ଜଣେ ଯୁବକ ପଟ୍ଟାମୁଣ୍ଡାଇ ବ୍ଲକ ଅଫିସରେ ପସି ବିଡିଓ ଶୁଭ୍ରାଂଶୁ ସାହୁଙ୍କୁ ଦୁଃବ୍ୟବହାର କରିବା ସହିତ ଗଣ୍ଡଗୋଳ କରିଥିଲେ । ବିଡ଼ିଓ ସାହୁ ଗଣ୍ଡଗୋଳକାରୀଙ୍କ ବିରୋଧରେ ପଟ୍ଟାମୁଣ୍ଡାଇ ଆଦର୍ଶ […]

ଦାଣ୍ଡିସାହିରେ ମାନସ ବିକାଶ ମଂଚ ପକ୍ଷରୁ ବୃକ୍ଷରୋପଣ

13 November 2024 kanika odisha 0

ପଟ୍ଟାମୁଣ୍ଡାଇ ୧୨/୧୧ -କେନ୍ଦ୍ରାପଡ଼ା ଜିଲ୍ଲାର ଅଗ୍ରଣୀ ସମାଜସେବା ଅନୁଷ୍ଠାନ ମାନସ ବିକାଶ ମଂଚ ଓ ଦାଣ୍ଡିସାହି ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ଚାରା ବଂଟନ କରାଯାଇ ପରିବେଶ ସୁରକ୍ଷା ସଚେତନତା ବାର୍ତା […]