ଧୋୟାଂଚଳରେ ବିଜେଡି ପଦଯାତ୍ରା ପ୍ରସ୍ତୁତି ବୈଠକ

7 November 2024 kanika odisha 0

ପଟ୍ଟାମୁଣ୍ଡାଇ ୭/୧୧ -କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳର ୧୫ନଂ ଜୋନରେ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ପେଣ୍ଠପାଳ ଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। […]

ହବିଷ୍ୟାଳୀଙ୍କ ପଞ୍ଚୁକ ବ୍ରତ ପାଳନ ପାଇଁ ପ୍ରସ୍ତୁତି ବୈଠକ

7 November 2024 kanika odisha 0

କେନ୍ଦ୍ରାପଡ଼ା,୭ା୧୧: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ପାଇଁ ଶେଷ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ […]

ତୁଳସୀକ୍ଷେତ୍ର ପଣ୍ଡିତସଭାର ନିଃଶୁଳ୍କ ବ୍ରତୋପନୟନ ପାଇଁ ପ୍ରସ୍ତୁତି ବୈଠକ

7 November 2024 kanika odisha 0

କେନ୍ଦ୍ରାପଡା,୭ା୧୧: କେନ୍ଦ୍ରାପଡା ତୁଳସୀକ୍ଷେତ୍ର ପଣ୍ଡିତ ସଭା ପକ୍ଷରୁ ନିଃଶୁଳ୍କ ବ୍ରତୋପନୟନ ପାଇଁ ଏକ ପ୍ରସ୍ତୁତି ବୈଠକ ପଣ୍ଡିତ ଧ୍ରୁବଚରଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଶ୍ରୀବଳଦେବଜୀଉଙ୍କ ମନ୍ଦିର ଝୁଲଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ […]

ରାଜ୍ୟ ସ୍ତରୀୟ ପଲ୍ଲିଶ୍ରୀ ମେଳା ପାଇଁ ପ୍ରସ୍ତୁତି ବୈଠକ

7 November 2024 kanika odisha 0

କେନ୍ଦ୍ରାପଡ଼ା,୭ା୧୧: ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳା ଓ କେନ୍ଦ୍ରାପଡ଼ା ମହୋତ୍ସବ ଆସନ୍ତା ଡିସେମ୍ବର ୨୦ତାରିଖରୁ ୨୫ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା […]

ବିଡିଓଙ୍କୁ ଦୁଃବ୍ୟବହାର ଆକ୍ରମଣ ଉଦ୍ୟମ ଘଟଣା, ବ୍ଲକ କର୍ମଚାରୀଙ୍କ କଲମଛାଡ ଆନ୍ଦୋଳନ,  ସାଧାରଣ ଲୋକେ ହଇରାଣ ,

6 November 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବିଡିଓଙ୍କ ଚ୍ୟାମ୍ବର ଭିତରେ ଜନୈକ ଯୁବକ ଟେବୁଲ, ଚେୟାରକୁ ଗୋଇଠା ମାରି ବଡିଓଙ୍କୁ ଦୁବ୍ୟବହାର ଓ ଆକ୍ରମଣ କରିବା ଘଟଣାରେ ବୁଧବାର ବ୍ଲକର କାର୍ଯ୍ୟରତ କର୍ମଚାରୀ ମାନେ ଅଭିଯୁକ୍ତଙ୍କୁ ଗିରଫ […]

ସୁରଭି କାର୍ଯ୍ୟକ୍ରମରେ ଅନଭିଜ୍ଞ ବିଚାରକ, ଅଭିଯୋଗ କଲେ ଅଭିଭାବକ

5 November 2024 kanika odisha 0

କେନ୍ଦ୍ରାପଡ଼ା,୫ା୧୧: କେନ୍ଦ୍ରାପଡା ବ୍ଲକ ଅଧିନ କଂସାର -ସାହାସପୁର ଉଚ୍ଚ ବିଦ୍ୟାଳୟରେ ନିକଟରେ ଅନୁଷ୍ଠିତ ହୋଇଥିବା ଶିଶୁ ମହୋତ୍ସବ “ସୁରଭି”କାର୍ଯ୍ୟକ୍ରମରେ ଅନଭିଜ୍ଞ ବିଚାରକ ମଣ୍ଡଳୀଙ୍କୁ ସାମିଲ କରାଯାଇଥିବା ନେଇ କେତେକ ଅଭିଭାବକ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ […]

ମାଇଁ ଏନ୍‌ସିସି ଆଲୁମିନି ଆସୋସିଏସନ ପକ୍ଷରୁ ଜିଲ୍ଲାସ୍ତରୀୟ ମେଗା ପ୍ରତିଯୋଗିତା

5 November 2024 kanika odisha 0

କେନ୍ଦ୍ରାପଡ଼ା, ୫ା୧୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ମାଇଁ ଏନ୍‌ସିସି ଆଲୁମିନି ଆସୋସିଏସନ ପକ୍ଷରୁ ମେଗା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ପ୍ରତିବର୍ଷ କେନ୍ଦ୍ରାପଡା ଜିଲ୍ଲାର ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରରେ ଆୟୋଜିତ […]

ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ମନ୍ତ୍ରୀଙ୍କ ସମୀକ୍ଷା

5 November 2024 kanika odisha 0

କେନ୍ଦ୍ରାପଡ଼ା,୫ା୧୧: ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ କେନ୍ଦ୍ରାପଡା ପ୍ରଦକ୍ଷଣ ଭବନରେ ବାତ୍ୟା “ଦାନା” ଯୋଗୁଁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସୋମବାର ସନ୍ଧ୍ୟାରେ ସମୀକ୍ଷା କରିଛନ୍ତି। ପ୍ରଦକ୍ଷଣ ଭବନରେ […]

ଗୁଲନଗରରେ ମା’ କାଳୀଙ୍କ ଭସାଣୀ ଉତ୍ସବ

5 November 2024 kanika odisha 0

କେନ୍ଦ୍ରାପଡ଼ା,୫ା୧୧: କେନ୍ଦ୍ରାପଡା ବ୍ଲକ ଅଧିନସ୍ଥ ଗୁଲନଗର ପଞ୍ଚାୟତର ଗୁଲନଗର ଗ୍ରାମରେ ୫ଦିନଧରି ପୂଜା ପାଉଥିବା ମା’ ଦକ୍ଷୀଣକାଳୀଙ୍କର ସୋମବାର ରାତିରେ ବିସର୍ଜନ କରାଯିବା ପରେ ମଙ୍ଗଳବାର ଦିନ ଭସାଣୀ ଉତ୍ସବ ଅନୁଷ୍ଠିତ ହୋଇଥିଲା । […]

ପ୍ରତିଭାବାନ ଶିଶୁ ହେଉଛନ୍ତି ଦେଶ ବିକାଶର ଅଗ୍ରଦୂତ , ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ସୁରଭି

5 November 2024 kanika odisha 0

ପଟ୍ଟାମୁଣ୍ଡାଇ  ୫/୧୧-ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ଦୁନିଆରେ ଦେଶର ଆଗାମୀ ଭବିଷ୍ୟତ କୋମଳମତି ଶିଶୁମାନେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଭା ପ୍ରଦର୍ଶନ କରି ନିଜକୁ ପ୍ରତିଭାବାନ ଭାବେ ଗଢି ତୋଳିଲେ ଦେଶ ବିକାଶର ଅଗ୍ରଦୂତ ହୋଇପାରିବେ ବୋଲି ରାଜନଗର […]

ପଟ୍ଟାମୁଣ୍ଡାଇ ନଗର ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ

4 November 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୩/୧୧-ଓଡିଶା ତଥା ଓଡ଼ିଆଙ୍କ ସ୍ୱାର୍ଥର ଜାଗ୍ରତ ପ୍ରହରୀ ବିଜୁ ଜନତା ଦଳ ସଂଗଠନକୁ ଅଧିଜ ଶାଣିତ ଓ ସଶକ୍ତ କରିବା ସଭ୍ୟ ସଂଗ୍ରହ ଅଭିଯାନକୁ ଜୋରଦାର କରିବା ପାଇଁ ଆଜି ପଟ୍ଟାମୁଣ୍ଡାଇ […]

କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ ପାଇଁ ଭୂମି ପୂଜନ

4 November 2024 kanika odisha 0

କେନ୍ଦ୍ରାପଡ଼ା,୪ା୧୧: କେନ୍ଦ୍ରାପଡା ବାଲିଯାତ୍ରା ପାଇଁ ସୋମବାର ଭୂମି ପୂଜନ କାର୍ଯ୍ୟ ସମ୍ପାଦନ ହୋଇଛି । ଗୁଲନଗର ପଞ୍ଚାୟତର ସୁଜାନଗରସ୍ଥିତ ବାଲିଯାତ୍ରା ପଡିଆରେ ଏହି ଭୂମି ପୂଜନ କାର୍ଯ୍ୟ କରାଯାଇଥବା ବେଳେ ଏଥିରେ ବାଲିଯାତ୍ରା କମିଟିର […]

କେନ୍ଦ୍ରାପଡା ସଦରମହକୁମାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

4 November 2024 kanika odisha 0

କେନ୍ଦ୍ରାପଡ଼ା,୪ା୧୧: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ସାଢେ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନହଲ୍‌ରେ ଜିଲ୍ଲାପାଳ ସ୍ମୃତି […]

“ଦାନା’ କ୍ଷୟକ୍ଷତି ଭରଣା ପାଇଁ ସିପିଆଇ(ଏମ୍‌) ପକ୍ଷରୁ ପଟ୍ଟାମୁଣ୍ଡାଇ ତହସିଲଦାରଙ୍କୁ ଦାବିପତ୍ର

4 November 2024 kanika odisha 0

ପଟ୍ଟାମୁଣ୍ଡାଇ, ୪/୧୧ -ବାତ୍ୟା ଦାନା ପଟ୍ଟାମୁଣ୍ଡାଇ ତହସିଲ ଅଂଚଳରେ ବ୍ୟାପକ କ୍ଷତି ଘଟାଇଛି। ଏପରିକି ପବନରେ ଚାଳଛପର ଘର ସମେତ ଚାଷକ୍ଷେତରେ ଫସଲ ଉଜାଡିଦେଇଛି । ବିଶେଷକରି ବାତ୍ୟା ପ୍ରଭାବରେ ଲଗାଣବର୍ଷାରେ ଧାନ, ବିରି […]

ଚିତ୍ରଗୁପ୍ତଙ୍କ ପୂଜା ଅନୁଷ୍ଠିତ

3 November 2024 kanika odisha 0

କେନ୍ଦ୍ରାପଡା ୩/୧୧- କେନ୍ଦ୍ରାପଡା ଜିଲା କରଣ ସମାଜ ପକ୍ଷରୁ କୁଳଗୁରୁ ଭଗବାନ ଚିତ୍ରଗୁପ୍ତଙ୍କ ପୂଜା ସ୍ଥାନୀୟ ପାହାଡପୁର ମଠରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କୈଳାସ ଚନ୍ଦ୍ର ମହାନ୍ତିଙ୍କ ପୌରୋହିତ୍ୟରେ ଅୟୋଜିତ ପୂଜାରେ ଭଗବାନ […]

ଜୀବନ ପ୍ରମାଣପତ୍ର ଦାଖଲକାରୀଙ୍କୁ ସମ୍ବର୍ଦ୍ଧନା

3 November 2024 kanika odisha 0

କେନ୍ଦ୍ରାପଡ଼ା, ୩ା୧୧- ଜୀବନ ପ୍ରମାଣ ପତ୍ର ଦାଖଲ କରିବାକୁ ଆସିଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନଙ୍କୁ ସ୍ଥାନୀୟ ଜିଲ୍ଲା କୋଷାଗାର କାର୍ଯ୍ୟାଳୟ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି। ଜିଲ୍ଲା କୋଷାଗାର ଅଧିକାରୀ ପ୍ରମୋଦ କୁମାର ରାଉତ, ଅତିରିକ୍ତ […]

ଦୁଇ ଦିନିଆ ବୈଷ୍ଣବ ପରିଡା ମେମୋରିଆଲ ଜିଲ୍ଲାସ୍ତରୀୟ ଚେସ ଚମ୍ପିୟନସିପ୍ ଉଦ୍‌ଯାପିତ, ଲଭ୍ୟଜିତ ଚମ୍ପିୟାନ

3 November 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡା ତୁଳସୀ ମହିଳା ମହାବିଦ୍ୟାଳୟରେ ଦୁଇ ଦିନିଆ ଡକ୍ଟର ବୈଷ୍ଣବ ପରିଡା ମେମୋରିଆଲ ଜିଲ୍ଲା ସ୍ତରୀୟ ଚେସ ଚମ୍ପିୟନସିପ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି […]

ଅଗ୍ନିବିପନ୍ନଙ୍କୁ ସାଂସଦଙ୍କ ସହାୟତା ପ୍ରଦାନ

3 November 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡ଼ା ବ୍ଲକ ଅଧିନ ଚକ୍ରୋଡା ଗ୍ରାମପଞ୍ଚାୟତର ନରିଲୋ ଗ୍ରାମର ତ୍ରୈଲୋକ୍ୟ ନାୟକଙ୍କ ଘର ସହିତ ଗୁହାଳ ଘର ଗତ ୩୧ ତାରିଖ ରାତିରେ ଆକସ୍ମିକ ଅଗ୍ନିକାଣ୍ଡରେ ସମ୍ପୂର୍ଣ ପୋଡି ଯାଇଥିଲା। ସେଥିରେ ତାଙ୍କର […]

ବଡ଼ପଡା ଶାଖା ଡାକ ଘରୁ ଚୋରୀ ଥାନାରେ ଏତଲା

3 November 2024 kanika odisha 0

ପଟ୍ଟାମୁଣ୍ଡାଇ ୩/୧୧-ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ବଡପଡା ଶାଖା ଡାକ ଘରୁ ଗତକାଲି ବିଳମ୍ବିତ ରାତିରେ ଚୋରୀ ହୋଇଛି ।ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାରେ ଏତଲା ଦିଆଯାଇଛି । ସ୍ଥାନୀୟ ପୋଲିସ ଏ […]

ଜିଲ୍ଲା ଶିକ୍ଷା ଅମଲା ସଙ୍ଘର ଜିଲ୍ଲା ସ୍ତରୀୟ ବୈଠକ      

3 November 2024 kanika odisha 0

କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ବିଭାଗ ଅମଲା ସଙ୍ଘ ପକ୍ଷରୁ ଏକ ଜିଲା ସ୍ତରୀୟ ବୈଠକ କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାର ଶତାଧିକ […]

ପଟ୍ଟାମୁଣ୍ଡାଇ ବିଜେଡି ସଭ୍ୟ ସଂଗ୍ରହ ପ୍ରସ୍ତୁତି ବୈଠକ, ସଂଗଠନ ମଜବୁତ ପାଇଁ ସଭ୍ୟ ସଂଗ୍ରହ ଜୋରଦାର କର

3 November 2024 kanika odisha 0

ପଟ୍ଟାମୁଣ୍ଡାଇ ୩/୧୧- ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନକୁ ସଫଳ କରିବା ପାଇଁ ରବିବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତ୍ୟରେ […]

ବାଇକକୁ ଧକ୍କା ଦେଲା ଅଟୋ , ଜଣେ ମୃତ

3 November 2024 kanika odisha 0

ପଟ୍ଟାମୁଣ୍ଡାଇ ୩/୧୧ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ କଖାରୁଣୀ ଛକ ନିକଟରେ ରବିବାର ସଂନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ମାଲବାହୀ ଅଟୋ ଧକ୍କାରେ ଜଣେ ବାଇକ ଆରୋହୀଙ୍କ […]

ଆବାସ ବଂଟନ ହୋଇଛି , ବାତ୍ୟା ବେଳେ ପଟ୍ଟାମୁଣ୍ଡାଇ ବ୍ଲକର ୧୪ ହଜାର ଲୋକ ଆଶ୍ରୟସ୍ଥଳରେ ମୁଣ୍ଡ ଗୁଞିଲେ

2 November 2024 kanika odisha 0

ପଟ୍ଟାମୁଣ୍ଡାଇ ୨୯/୧୦ – ବାତ୍ୟା ଆସିଲେ ଉପକୂଳ ଓଡିଶାବାସୀଙ୍କ ଛାତି ଥରିଉଠେ । କାହାକୁ ବାସହରା କରିଦିଏ ତ କାହାର ଜୀବିକା ଉଜାଡିଦିଏ । ଆଉ ବିପର୍ଯ୍ୟୟ ଯିବା ପରେ ପ୍ରଭାବିତଙ୍କୁ ସରକାର ଘର […]

ବଢ଼ିଲା କମରସିଆଲ ଗ୍ୟାସ୍ ଦର. ଫରକ ପଡୁନି ହୋଟେଲ ବ୍ୟବସାୟୀଙ୍କୁ, ଘରୋଇ ଗ୍ୟାସ ବ୍ୟବହାର ହୋଟେଲରେ ,

2 November 2024 kanika odisha 0

ପଟ୍ଟାମୁଣ୍ଡାଇ ୧/୧୧ -ସରକାରୀ ତୈଳ କମ୍ପାନୀଗୁଡ଼ିକ ମାସର ପ୍ରଥମ ଦିନରେ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ସମୀକ୍ଷା କରନ୍ତି । ସେଥିନେଇ ଶୁକ୍ରବାର ଠାରୁ ନୂଆ ମାସ ଆରମ୍ଭ ହେଉଥିବାରୁ ନଭେମ୍ବର ୧ରୁ ୧୯ କିଲୋଗ୍ରାମ […]